ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚତୁର୍ଥ ବିମଷ୍ଟେକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ଲାଗି ନେପାଳର କାଠମାଣ୍ଡୁରେ ପହଂଚିଛନ୍ତି । ଶିଖର ସମ୍ମିଳନୀର ବିଷୟବସ୍ତୁ “ଏକ ଶାନ୍ତିପୂର୍ଣ୍ଣ, ସମୃଦ୍ଧ ଏବଂ ନିରନ୍ତର ବଙ୍ଗୋପସାଗର କ୍ଷେତ୍ର ଦିଗରେ” ପାରସ୍ପରିକ ଆକାଂକ୍ଷା ଏବଂ ଆହ୍ୱାନର ସମ୍ମୁଖୀନ ହେବା ଲାଗି ମିଳିତ ପ୍ରୟାସ କରିବା ଲାଗି ବଳ ଯୋଗାଇବ । ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ବିଶ୍ୱ ନେତାମାନଙ୍କ ସହିତ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ସହିତ ସାକ୍ଷାତ କରିବେ ଏବଂ ଭାରତ-ନେପାଳ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବେ । ପ୍ରଧାନମନ୍ତ୍ରୀ ମୋଦୀ ପଶୁପତିନାଥ ମନ୍ଦିର ପରିସରରେ ନେପାଳ ଭାରତ ମୈତ୍ରୀ ଧର୍ମଶାଳା ଉଦଘାଟନ କରିବେ ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Indian startups raise $1.65 bn in February, median valuation at $83.2 mn

Media Coverage

Indian startups raise $1.65 bn in February, median valuation at $83.2 mn
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 4, 2025
March 04, 2025

Appreciation for PM Modi’s Leadership: Driving Self-Reliance and Resilience