ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚତୁର୍ଥ ବିମଷ୍ଟେକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ଲାଗି ନେପାଳର କାଠମାଣ୍ଡୁରେ ପହଂଚିଛନ୍ତି । ଶିଖର ସମ୍ମିଳନୀର ବିଷୟବସ୍ତୁ “ଏକ ଶାନ୍ତିପୂର୍ଣ୍ଣ, ସମୃଦ୍ଧ ଏବଂ ନିରନ୍ତର ବଙ୍ଗୋପସାଗର କ୍ଷେତ୍ର ଦିଗରେ” ପାରସ୍ପରିକ ଆକାଂକ୍ଷା ଏବଂ ଆହ୍ୱାନର ସମ୍ମୁଖୀନ ହେବା ଲାଗି ମିଳିତ ପ୍ରୟାସ କରିବା ଲାଗି ବଳ ଯୋଗାଇବ । ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ବିଶ୍ୱ ନେତାମାନଙ୍କ ସହିତ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ସହିତ ସାକ୍ଷାତ କରିବେ ଏବଂ ଭାରତ-ନେପାଳ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବେ । ପ୍ରଧାନମନ୍ତ୍ରୀ ମୋଦୀ ପଶୁପତିନାଥ ମନ୍ଦିର ପରିସରରେ ନେପାଳ ଭାରତ ମୈତ୍ରୀ ଧର୍ମଶାଳା ଉଦଘାଟନ କରିବେ ।
Countries with shared vision for regional cooperation coming together! To participate in the 4th BIMSTEC Summit, PM @narendramodi had an early morning start for Kathmandu. 7 member BIMSTEC stands for Bay of Bengal Initiative for Multi-Sectoral Technical and Economic Cooperation. pic.twitter.com/a42t0cEaRl
— Raveesh Kumar (@MEAIndia) August 30, 2018