ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଡି ପଡୱା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି-
“ଆଗାମୀ ବର୍ଷ ସମସ୍ତଙ୍କ ଜୀବନରେ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ” ।
Greetings on Gudi Padwa. pic.twitter.com/4V8ya3EfZd
— Narendra Modi (@narendramodi) April 13, 2021