ନାଗୌର, ରାଜସ୍ଥାନ ସଡକ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ରାଜସ୍ଥାନର ନାଗୌର ଠାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣା ବେଶ ଦୁଃଖଦ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ପିଏମ@ନରେନ୍ଦ୍ର ମୋଦୀ ।”
राजस्थान के नागौर में हुआ भीषण सड़क हादसा अत्यंत दुखद है। जिन लोगों को इस दुर्घटना में जान गंवानी पड़ी है, मैं उन सभी के परिजनों के प्रति अपनी संवेदना व्यक्त करता हूं। साथ ही घायलों के जल्द स्वस्थ होने की कामना करता हूं: PM @narendramodi
— PMO India (@PMOIndia) August 31, 2021