ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମସ୍ତ ଦେଶବାସୀଙ୍କୁ ପରାକ୍ରମ ଦିବସ ଅବସରରେ ବହୁତ ବହୁତ ଶୁଭେଚ୍ଛା

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀରେ ତାଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳୀ ।

ମୁଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରୁଛି । ଆମ ଦେଶ ପାଇଁ ତାଙ୍କର ସ୍ମରଣୀୟ ଅବଦାନ ଲାଗି ପ୍ରତ୍ୟେକ ଭାରତୀୟ ଗର୍ବିତ ।”

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Indian economy 'resilient' despite 'fragile' global growth outlook: RBI Bulletin

Media Coverage

Indian economy 'resilient' despite 'fragile' global growth outlook: RBI Bulletin
NM on the go

Nm on the go

Always be the first to hear from the PM. Get the App Now!
...
PM attends the Defence Investiture Ceremony-2025 (Phase-1)
May 22, 2025

The Prime Minister Shri Narendra Modi attended the Defence Investiture Ceremony-2025 (Phase-1) in Rashtrapati Bhavan, New Delhi today, where Gallantry Awards were presented.

He wrote in a post on X:

“Attended the Defence Investiture Ceremony-2025 (Phase-1), where Gallantry Awards were presented. India will always be grateful to our armed forces for their valour and commitment to safeguarding our nation.”