ଅଧିକ ଚାରି ମାସ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)ର ସମ୍ପ୍ରସାରଣକୁ କ୍ୟାବିନେଟ ମଞ୍ଜୁରି; ଡିସେମ୍ବର ୨୦୨୧ ଠାରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଯୋଜନାର ଲାଭ ପାଇବେ ହିତାଧିକାରୀ

November 24th, 03:51 pm