ଜରୁରିକାଳୀନ ପରିସ୍ଥିତି ବିରୋଧୀଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

June 25th, 12:10 pm

ଜରୁରିକାଳୀନ ପରିସ୍ଥିତିକୁ ବିରୋଧ କରି ଭାରତୀୟ ଗଣତନ୍ତ୍ରକୁ ରକ୍ଷା କରିଥିବା ସମସ୍ତ ମହାନୁଭବଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।

Ideology should never be put before national interest: PM Modi

November 12th, 06:31 pm

PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.

PM unveils statue of Swami Vivekananda at JNU Campus

November 12th, 06:30 pm

PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.

English rendering of Prime Minister’s reply to the Motion of thanks on President’s address in the Rajya Sabha on 26 June, 2019

June 26th, 02:01 pm

PM Modi replied to the motion of thanks on the President’s address, in Rajya Sabha. The Prime Minister said that the mandate of the 2019 Lok Sabha elections showcases the desire of the citizens for stability. He added that the trend of electing stable governments is now being seen in various States.

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

June 26th, 02:00 pm

ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବକ୍ତବ୍ୟ ରଖିଛନ୍ତି ।

Today, we have to live for the nation and build the India our freedom fighters dreamt of: PM Modi

June 25th, 05:25 pm

Replying to the Motion of Thanks on the President's address, PM Modi said that the people of India elected a stable Government. He said, “The 2019 Lok Sabha elections show that more than themselves, the people of India are thinking about the good of the nation.” Further adding, the PM said, “Today is 25th June. Emergency was imposed on this date when the Constitution was trampled over, media was gagged and judiciary bullied. We should not forget those dark days so that no one thinks of repeating them.”

ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଉପରେ ବକ୍ତବ୍ୟ ରଖିଲେ ପ୍ରଧାନମନ୍ତ୍ରୀ

June 25th, 05:22 pm

ସଂସଦରେ ରାଷ୍ଟପ୍ରତିଙ୍କ ଅଭିଭାଷଣ ଲାଗି ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଜି ଲୋକସଭାରେ ବକ୍ତବ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ବିତର୍କରେ ଅଂଶଗ୍ରହଣ କରିଥିବା କାରଣରୁ ସେ ସାଂସଦମାନଙ୍କୁ, ବିଶେଷ କରି ପ୍ରଥମ ଥର ପାଇଁ ଲୋକସଭାକୁ ଆସିଥିବା ସଦସ୍ୟମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । କୋଟି କୋଟି ଭାରତୀୟଙ୍କ ସ୍ୱପ୍ନ, ନୂତନ ଭାରତର ପ୍ରତିଫଳନ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିବା ସେ ଉଲ୍ଲେଖ କରିଥିଲେ ।

ଜାତୀୟ ମାନବିକ ଅଧିକାର ଆୟୋଗର ରୌପ୍ୟଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 12th, 05:16 pm

ମଞ୍ଚାସୀନ ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ରାଜନାଥ ସିଂହ ଜୀ, ଶ୍ରୀ ମନୋଜ ସିହ୍ନା ଜୀ, ଜାତୀୟ ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ୍‌ ଏସ ଏଲ ଦତ୍ତୁ ଜୀ, ଆୟୋଗର ସଦସ୍ୟଗଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ, ଦେବୀ ଓ ସଜ୍ଜନମଣ୍ଡଳୀ !

ରାଷ୍ଟ୍ରୀୟ ମାନବିକ ଅଧୀକାର ଆୟୋଗଙ୍କ ରୌପ୍ୟଜୟନ୍ତୀ ସମାରୋହକୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ;

October 12th, 05:15 pm

ବିଗତ ଅଢେଇ ଦଶନ୍ଧି ଧରି ଉପେକ୍ଷିତ ଏବଂ ନ୍ୟାଯ୍ୟ ଅଧୀକାରରୁ ବଂଚିତ ଲୋକମାନଙ୍କ ସପକ୍ଷରେ ସ୍ୱର ଉତ୍ତୋଳନ କରି ରାଷ୍ଟ୍ରୀୟ ମାନବିକ ଅଧୀକାର ଆୟୋଗ (ଏନଏଚଆରସି) ରାଷ୍ଟ୍ର ଗଠନରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।

Congress divides, BJP unites: PM Modi

October 10th, 05:44 pm

Prime Minister Narendra Modi today interacted with BJP booth Karyakartas from five Lok Sabha seats - Raipur, Mysore, Damoh, Karauli-Dholpur and Agra. During the interaction, PM Modi said that BJP was a 'party with a difference'. He said that the BJP was a cadre-driven party whose identity was not limited to a single family or clan.

PM Modi interacts with BJP Karyakartas from Five Lok Sabha Seats via NaMo App.

October 10th, 05:40 pm

Prime Minister Narendra Modi today interacted with BJP booth Karyakartas from five Lok Sabha seats - Raipur, Mysore, Damoh, Karauli-Dholpur and Agra. During the interaction, PM Modi said that BJP was a 'party with a difference'. He said that the BJP was a cadre-driven party whose identity was not limited to a single family or clan.

Sant Kabir represents the essence of India's soul: PM Modi in Maghar

June 28th, 12:35 pm

The Prime Minister, Shri Narendra Modi, visited Maghar in SantKabir Nagar district of Uttar Pradesh today. He offered floral tributes at SantKabir Samadhi, on the occasion of the 500th death anniversary of the great saint and poet, Kabir. He also offered Chadar at SantKabirMazaar. He visited the SantKabir Cave, and unveiled a plaque to mark the laying of Foundation Stone of SantKabir Academy, which will highlight the great saint’s teachings and thought.

ସନ୍ଥ କବୀର ନଗରରେ ମହାନ କବି ଓ ସନ୍ଥ କବୀରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧା ସୁମନ ଅର୍ପଣ

June 28th, 12:35 pm

ମହାନ ସାଧୁ ଏବଂ କବି ସନ୍ଥ କବୀରଙ୍କ 500ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସେ ସନ୍ଥ କବୀର ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସେ ମଧ୍ୟ ସନ୍ଥ କବୀର ମଜରରେ ଚାଦର ଅର୍ପଣ କରିଛନ୍ତି । ସେ ସନ୍ଥ କବୀର ଗୁମ୍ଫା ପରିଦର୍ଶନ କରିଥିଲେ ଏବଂ ଫଳକ ଉନ୍ମୋଚନ ପୂର୍ବକ ସନ୍ଥ କବୀର ଏକାଡେମୀର ଆଧାରଶିଳା ରଖିଥିଲେ । ଏହି ଏକାଡେମୀ ମହାନ ସନ୍ଥଙ୍କର ଶିକ୍ଷା ଓ ଚିନ୍ତାଧାରାକୁ ଗୁରୁତ୍ୱ ପ୍ରଦାନ କରିବ ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 26, 2018

June 26th, 08:24 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଯେଉଁ ଦଳରେ କୌଣସି ଆଭ୍ୟନ୍ତରୀଣ ଗଣତନ୍ତ୍ର ନାହିଁ ,ସେମାନଙ୍କଠୁ ଗଣତନ୍ତ୍ରର ଆଦର୍ଶକୁ ପାଳନ କରିବାର ନେଇ ବିଶ୍ୱାସ କରାଯାଇପାରିବ ନାହିଁ :ପ୍ରଧାନମନ୍ତ୍ରୀ ମୋଦୀ

June 26th, 12:50 pm

ମୁମ୍ବାଇରେ ଜରୁରୀକାଳୀନ ପରିସ୍ଥିତି ଉପରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିବା ଏବଂ ଦେଶକୁ ଜେଲରେ ପରିବର୍ତ୍ତନ କରିବା ପ୍ରସଙ୍ଗରେ କଂଗ୍ରେସ ଦଳକୁ ସମାଲୋଚନା କରିଛନ୍ତି ।

ପ୍ରେସିଡେଣ୍ଟ ପ୍ରଣବ ମୁଖାର୍ଜୀ- ଏ ଷ୍ଟେଟ୍ସମେନ” ଫଟୋ ପୁସ୍ତକ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

July 02nd, 06:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ “ପ୍ରେସିଡେଣ୍ଟ ପ୍ରଣବ ମୁଖାର୍ଜ- ଏ ଷ୍ଟେଟ୍ସମେନ” ଫଟୋ ସମ୍ବଳିତ ପୁସ୍ତକକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ନିଜ ଅଭିଜ୍ଞତା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସମୟରେ ସମ୍ପୂର୍ଣ୍ଣ ଭିନ୍ନ ବିଚାରଧାରାର ନେତା ଏବଂ କର୍ମୀଙ୍କ ସହିତ କାମ କରିବା ଲାଗି ତାଙ୍କୁ ସୁଯୋଗ ମିଳିଥିଲା । ସେ ଆହୁରି କହିଥିଲେ ଯେ ଯେତେବେଳେ ସେ ଦିଲ୍ଲୀ ଆସିଲେ ସେ “ପ୍ରଣବ ଦା”ଙ୍କ ଭଳି ଜଣେ ମାର୍ଗଦର୍ଶକ ପାଇଥିଲେ ଯାହା ସେ କେବେହେଲେ ଭୁଲିପାରିବେ ନାହିଁ । ସେ କହିଥିଲେ ଯେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ତାଙ୍କୁ ପିତା ସମାନ ମାର୍ଗଦର୍ଶନ କରିଛନ୍ତି ।

PM releases photo book titled "President Pranab Mukherjee - A Statesman"

July 02nd, 06:40 pm

Prime Minister Narendra Modi today released the book President Pranab Mukherjee - A Statesman at Rashtrapati Bhavan. During his address, PM said, It is my view that we can be more history conscious as a society. We can preserve aspects of our history much better.

Social Media Corner 25 June 2017

June 25th, 08:06 pm

Your daily dose of governance updates from Social Media. Your tweets on governance get featured here daily. Keep reading and sharing!

ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ କାର୍ଯ୍ୟକ୍ରମ, 25.06.2017

June 25th, 12:21 pm

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଋତୁ ବଦଳୁଛି । ଏଥର ଗରମ ବି ଖୁବ୍ ପଡ଼ିଲା । କିନ୍ତୁ ଭଲ କଥା ଯେ, ବର୍ଷାଋତୁ ଠିକ୍ ସମୟରେ ନିଜ ପାଦ ଚିହ୍ନ ପକାଇ ଆଗେଇ ଚାଲିଛି । ଦେଶର ଅନେକ ଅଂଚଳରେ ଭଲ ବର୍ଷା ହୋଇଥିବା ଯୋଗୁଁ ପାଗ ବେଶ୍ ଭଲ ରହିଛି । ଗତି କିଛି ଦିନ ଧରି ବର୍ଷା ପରେ ବହୁଥିବା ଥଣ୍ଡା ପବନ ଯୋଗୁ ଆରାମ ଲାଗୁଛି । ଆମେ ସମସ୍ତେ ଜାଣିଛୁ ଯେ, ଜୀବନରେ ଯେତେ କର୍ମ ଚଞ୍ଚଳତା ଥାଉ, ଯେତେ ମାନସିକ ଚାପ ଥାଉ, ତାହା ବ୍ୟକ୍ତିଗତ କିମ୍ବା ସାର୍ବଜନୀନ ଜୀବନରେ ହେଉ, ବର୍ଷାର ଆଗମନ ମନର ସ୍ଥିତିକୁ ବଦଳାଇ ଦିଏ ।

Democracy is our strength and together we will make our democratic fabric stronger: PM Narendra Modi

June 26th, 11:02 am