ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
October 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆମେ ପବିତ୍ର ଛଠ୍ ପର୍ବ ବିଷୟରେ ଆଲୋଚନା କଲୁ । ଭଗବାନ ସୂର୍ଯ୍ୟଙ୍କ ଉପାସନା ବିଷୟରେ ଆଲୋଚନା କଲୁ । ତେବେ ସୂର୍ଯ୍ୟ ଉପାସନା ସହ ଆଜି ତାଙ୍କ ବରଦାନ ସମ୍ପର୍କରେ ମଧ୍ୟ କାହିଁକି ଆଲୋଚନା ନ କରିବା? ସୌରଶକ୍ତି ହେଉଛି ସୂର୍ଯ୍ୟଦେବଙ୍କ ବରଦାନ । ସୌରଶକ୍ତି ଏଭଳି ଗୋଟିଏ ବିଷୟ ଯେଉଁଥିରେ ସମଗ୍ର ବିଶ୍ୱ ଆଜି ନିଜର ଭବିଷ୍ୟତକୁ ଦେଖୁଛି । ଆଉ ଭାରତ ପାଇଁ ତ ସୂର୍ଯ୍ୟଦେବ ଶହ ଶହ ବର୍ଷ ଧରି କେବଳ ଉପାସନା ନୁହେଁ ବରଂ ଜୀବନ ପ୍ରଣାଳୀର କେନ୍ଦ୍ରସ୍ଥଳରେ ରହିଆସିଛନ୍ତି । ଭାରତ ଆଜି ନିଜର ପାରମ୍ପରିକ ଅନୁଭୂତିକୁ ଆଧୁନିକ ବିଜ୍ଞାନ ସହ ଯୋଡ଼ୁଛି । ସେଥିପାଇଁ ଆଜି ଆମେ ସୌରଶକ୍ତିରୁ ବିଜୁଳି ଉତ୍ପାଦନ କରିବାରେ ସବୁଠାରୁ ବଡ଼ ଦେଶମାନଙ୍କ ମଧ୍ୟରେ ସାମିଲ ହୋଇପାରିଛୁ । ସୌରଶକ୍ତିରୁ କିଭଳି ଆମ ଦେଶର ଗରିବ ଓ ମଧ୍ୟବିତ ଶ୍ରେଣୀର ଲୋକଙ୍କ ଜୀବନରେ ପରବର୍ତ୍ତନ ଘଟୁଛି, ତାହା ମଧ୍ୟ ଏକ ଅଧ୍ୟୟନର ବିଷୟ ।India has immense potential to become a great knowledge economy in the world: PM Modi
October 19th, 12:36 pm
The Prime Minister, Shri Narendra Modi launched Mission Schools of Excellence at Trimandir, Adalaj, Gujarat today. The Mission has been conceived with a total outlay of 10,000 Crores. During the event at Trimandir, the Prime Minister also launched projects worth around Rs 4260 crores. The Mission will help strengthen education infrastructure in Gujarat by setting up new classrooms, smart classrooms, computer labs and overall upgradation of the infrastructure of schools in the State.PM launches Mission Schools of Excellence at Trimandir, Adalaj, Gujarat
October 19th, 12:33 pm
The Prime Minister, Shri Narendra Modi launched Mission Schools of Excellence at Trimandir, Adalaj, Gujarat today. The Mission has been conceived with a total outlay of 10,000 Crores. During the event at Trimandir, the Prime Minister also launched projects worth around Rs 4260 crores. The Mission will help strengthen education infrastructure in Gujarat by setting up new classrooms, smart classrooms, computer labs and overall upgradation of the infrastructure of schools in the State.ଜାତୀୟ କ୍ରୀଡା ୨୦୨୨ ସମାପ୍ତ ହେବା ପରେ ଆଥଲେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 13th, 10:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ କ୍ରୀଡା ୨୦୨୨ ରେ ଅଂଶଗ୍ରହଣ କରିଥିବା ସମସ୍ତ ଆଥଲେଟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ପଦକ ଜିତିଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଜାତୀୟ କ୍ରୀଡା ୨୦୨୨ ର ମହତ୍ୱପୂର୍ଣ୍ଣ ସଫଳତା ବିଷୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କ୍ରୀଡା ଭିତ୍ତିଭୂମିକୁ ଆଥଲେଟମାନଙ୍କ ଦ୍ୱାରା ଉଚ୍ଚ ପ୍ରଶଂସା କରାଯାଇଥିଲା ଏବଂ ପୁନଃ ବ୍ୟବହାର, ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ହ୍ରାସ କରିବା ଏବଂ ପରିଷ୍କାର ପରିଚ୍ଛନ୍ନତା ଉପରେ ସଚେତନତା ବୃଦ୍ଧି ସହିତ ସ୍ଥିରତା ଉପରେ ଧ୍ୟାନ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀ ଆତିଥେୟତା ପାଇଁ ଗୁଜରାଟର ଲୋକ ଏବଂ ସରକାରଙ୍କୁ ପ୍ରଶଂସା କରିଥିଲେ ।୩୬ ତମ ଜାତୀୟ କ୍ରୀଡା ୨୦୨୨ ରେ ୧୦ ବର୍ଷ ବୟସ୍କ ମାଲଖମ୍ବ ଖେଳାଳୀ ଶୌରଜିତଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
October 08th, 10:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କନିଷ୍ଠତମ ମାଲଖମ୍ବ ଖେଳାଳି ଶୌରଜିତ୍ଙ୍କ ୩୬ ତମ ଜାତୀୟ କ୍ରୀଡା ୨୦୨୨ ରେ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ।Success starts with action: PM Modi at inauguration of National Games
September 29th, 10:13 pm
PM Modi declared the 36th National Games open, which is being held in Gujarat. He reiterated the importance of sports in national life. “The victory of the players in the field of play, their strong performance, also paves the way for the victory of the country in other fields. The soft power of sports enhances the country's identity and image manifold.”PM Modi declares open the 36th National Games in Ahmedabad, Gujarat
September 29th, 07:34 pm
PM Modi declared the 36th National Games open, which is being held in Gujarat. He reiterated the importance of sports in national life. “The victory of the players in the field of play, their strong performance, also paves the way for the victory of the country in other fields. The soft power of sports enhances the country's identity and image manifold.”