ଜୀବନଯାପନରେ ସୁଗମତା ପାଇଁ ପ୍ରଯୁକ୍ତି ଶୀର୍ଷକ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣର ମୂଳ ପାଠ

February 28th, 10:05 am

ଜାତୀୟ ବିଜ୍ଞାନ ଦିବସରେ ଆଜିର ବଜେଟ ୱେବିନାରର ବିଷୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ । ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ଭାରତ ନିଜ ନାଗରିକମାନଙ୍କୁ ଟେକ୍ନୋଲୋଜିର ଶକ୍ତି ସହିତ କ୍ରମାଗତ ଭାବରେ ସଶକ୍ତ କରୁଛି । ବିଗତ କିଛିବର୍ଷ ମଧ୍ୟରେ ଆମର ସରକାରଙ୍କ ପ୍ରତ୍ୟକ ବଜେଟରେ ଟେକ୍ନୋଲୋଜି ସାହାଯ୍ୟରେ ଦେଶବାସୀଙ୍କ ଜୀବନଧାରଣରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ବର୍ଷର ବଜେଟରେ ମଧ୍ୟ ଆମେ ମାନବ ସ୍ପର୍ଶ ସହିତ ଟେକ୍ନୋଲୋଜିକୁ ପ୍ରାଥମିକତା ଦେବାକୁ ଚେଷ୍ଟା କରିଛୁ ।

‘ପ୍ରଯୁକ୍ତି ଜରିଆରେ ସହଜ ଜୀବନଧାରଣ’ ଉପରେ ବଜେଟ୍‌ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 28th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଯୁକ୍ତି ବ୍ୟବହାର କରି ସହଜ ଜୀବନଧାରଣ’ ଉପରେ ବଜେଟ୍‌ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ୨୦୨୩ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିବା ଯୋଜନାଗୁଡ଼ିକର ପ୍ରଭାବୀ କାର୍ଯ୍ୟକାରିତା ପାଇଁ ମତାମତ ଓ ପରାମର୍ଶ ଲୋଡ଼ିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଉଥିବା ୧୨ଟି ବଜେଟ୍‌ ପରବର୍ତ୍ତୀ ୱେବିନାର ଶୃଙ୍ଖଳା ମଧ୍ୟରୁ ଏହା ହେଉଛି ପଞ୍ଚମ ୱେବିନାର।

ଗୁଜରାଟର ଗାନ୍ଧିନଗରରେ ଡିଜିଟାଲ ଭାରତ ସପ୍ତାହ ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

July 04th, 10:57 pm

ନମସ୍ତେ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମହାଶୟ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଶ୍ରୀ ରାଜୀବ ଚନ୍ଦ୍ରଶେଖର ମହାଶୟ, ଭିନ୍ନ -ଭିନ୍ନ ରାଜ୍ୟମାନଙ୍କରୁ ସାମିଲ ହୋଇଥିବା ହୋଇଥିବା ସମସ୍ତ ପ୍ରତିନିଧି, ଡିଜିଟାଲ ଇଣ୍ଡିଆର ସମସ୍ତ ହିତାଧିକାରୀ, ଷ୍ଟାର୍ଟ ଅପ୍ସ ଏବଂ ଉଦ୍ୟୋଗ ସହିତ ଜଡିତ ସମସ୍ତ ସାଥୀ, ବିଶେଷଜ୍ଞଗଣ, ଶିକ୍ଷାଦାତା, ଗବେଷକଗଣ ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !

ଗାନ୍ଧୀନଗରରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 04th, 04:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗର ଠାରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍‌ଘାଟନ କରିଛନ୍ତି, ଯାହାର ବିଷୟ ହେଉଛି ନୂତନ ଭାରତରେ ପ୍ରଯୁକ୍ତିର ତ୍ୱରିତ ବିକାଶ । ଏହି କାର୍ଯ୍ୟକ୍ରମ ଅବସରରେ, ସେ ପ୍ରଯୁକ୍ତିର ବ୍ୟାପକତାକୁ ବୃଦ୍ଧି କରିବା, ଜୀବନକୁ ସହଜ ଏବଂ ସୁଗମ କରିବା ନିମନ୍ତେ ଡିଜିଟାଲ୍ ସେବା ବିତରଣକୁ ସୁବ୍ୟବସ୍ଥିତ କରିବା ଏବଂ ଷ୍ଟାର୍ଟଅପ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଅନେକ ଡିଜିଟାଲ୍ ପଦକ୍ଷେପ ଆରମ୍ଭ କରିଥିଲେ ।

ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ‘ଷ୍ଟେଟ ଅଫ ୱାର୍ଲ୍ଡ’ ଅଭିଭାଷଣର ମୂଳ ପାଠ

January 17th, 08:31 pm

୧୩ଠ କୋଟି ଭାରତୀୟଙ୍କ ତରଫରୁ ମୁଁ ବିଶ୍ୱ ଅର୍ଥନୈତିକ ଫୋରମରେ ଏକତ୍ରିତ ହୋଇଥିବା ବିଶ୍ୱର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ଯେତେବେଳେ ମୁଁ ଆପଣମାନଙ୍କ ସହ କଥାବାର୍ତ୍ତା କରୁଛି, ଭାରତ ସତର୍କତାର ସହିତ କରୋନାର ଆଉ ଏକ ତରଙ୍ଗର ସମ୍ମୁଖୀନ ହେଉଛି । ଏଥିସହିତ ଭାରତ ମଧ୍ୟ ଅନେକ ଆଶାବାଦୀ ଫଳାଫଳ ସହିତ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ବଢୁଛି । ଆଜି ସ୍ୱାଧୀନତାର ୭୫ ବର୍ଷରେ ଭାରତ ମଧ୍ୟ ଉତ୍ସାହିତ ଏବଂ କେବଳ ଗୋଟିଏ ବର୍ଷରେ ୧୬ଠ କୋଟି କରୋନା ଟିକା ନେଇ ଭାରତ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ।

PM Modi's remarks at World Economic Forum, Davos 2022

January 17th, 08:30 pm

PM Modi addressed the World Economic Forum's Davos Agenda via video conferencing. PM Modi said, The entrepreneurship spirit that Indians have, the ability to adopt new technology, can give new energy to each of our global partners. That's why this is the best time to invest in India.

ଏସ୍‌ସିଓ କାଉନସିଲ ରାଷ୍ଟ୍ରମୁଖ୍ୟଙ୍କ ଏକବିଂଶ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

September 17th, 12:22 pm

ପ୍ରେସିଡେଣ୍ଟ ରହମନ ଏସ୍‌ସିଓ କାଉନସିଲର ଅଧ୍ୟକ୍ଷପଦ ସଫଳତାର ସହିତ ପରିଚାଳନା କରିଥିବାରୁ ପ୍ରାରମ୍ଭରେ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି । ଏକ ଅତ୍ୟନ୍ତ ଆହ୍ୱାନମୂଳକ ଆଞ୍ଚଳିକ ଓ ଆନ୍ତର୍ଜାତିକ ପରିସ୍ଥିତିରେ ତାଜିକ୍‌ସ୍ଥାନର ରାଷ୍ଟ୍ରପତି ଏହି ସଂଗଠନର ଦାୟିତ୍ୱ ଅତ୍ୟନ୍ତ ସୂଚାରୁରୂପେ ପରିଚାଳନାକରିଛନ୍ତି । ଚଳିତବର୍ଷ ତାଜିକସ୍ଥାନ ତାର ସ୍ୱାଧୀନତାର ୩୦ବର୍ଷ ପୂର୍ତ୍ତି ପାଳନ କରୁଥିବାରୁ ମୁଁ ଭାରତ ପକ୍ଷରୁ ତାଜିକବାସୀ ଭାଇଭଉଣୀ ଏବଂ ଏହାର ପ୍ରେସିଡେଣ୍ଟ ରହମନଙ୍କୁ ଶୁଭେଚ୍ଛା ଜଣାଉଛି ।

ଇ-ରୁପୀ ଡିଜିଟାଲ ଦେୟ ବ୍ୟବସ୍ଥାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 02nd, 04:52 pm

ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ସାରା ଦେଶରୁ ସାମିଲ ହୋଇଥିବା ସମସ୍ତ ରାଜ୍ୟପାଳ ମହୋଦୟ, ଉପରାଜ୍ୟପାଳଗଣ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀଗଣ, ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ରାଜ୍ୟଗୁଡିକର ମୁଖ୍ୟ ସଚିବ, ଭିନ୍ନ ଭିନ୍ନ ଶିଳ୍ପ ସଂଘ ସହିତ ସଂଶ୍ଳିଷ୍ଟ ବନ୍ଧୁଗଣ, ଷ୍ଟାର୍ଟ ଅପ୍‌, ଫିନଟେକ୍‌ର ଦୁନିଆରୁ ସାମିଲ ମୋର ଯୁବ ସାଥୀ, ବ୍ୟାଙ୍କ ଗୁଡିକର ବରିଷ୍ଠ ଅଧିକାରୀଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ଇ-ରୁପି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

August 02nd, 04:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଇ-ରୁପି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ଏକ ବ୍ୟକ୍ତି ଓ ଉଦ୍ଦେଶ୍ୟ ନିର୍ଦ୍ଦିଷ୍ଟ ଡିଜିଟାଲ ଅର୍ଥପଇଠ ବ୍ୟବସ୍ଥା। ଇ-ରୁପି ହେଉଛି ଡିଜିଟାଲ ଅର୍ଥପଇଠ ପାଇଁ ଏକ ନଗଦମୁକ୍ତ ଓ ସ୍ପର୍ଶବିହୀନ ଉପକରଣ।

ମହାମାରୀ ପ୍ରତି ଜନସ୍ୱାସ୍ଥ୍ୟ ପ୍ରତିକ୍ରିୟା ଉପରେ ପ୍ରଧାନମନ୍ତ୍ରୀ ଉଭୟ ଗୃହର ଫ୍ଲୋର ଲିଡରମାନଙ୍କୁ ଅବଗତ କରାଇଛନ୍ତି

July 20th, 06:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂସଦର ଉଭୟ ଗୃହର ସମସ୍ତ ଦଳର ଫ୍ଲୋର ନେତାଙ୍କ ସହ କଥାବାର୍ତ୍ତା କରି ସେମାନଙ୍କୁ ଭାରତରେ କୋଭିଡ-19ର ଗତିପଥ ଏବଂ ମହାମାରୀ ପ୍ରତି ଜନସ୍ୱାସ୍ଥ୍ୟ ପ୍ରତିକ୍ରିୟା ବିଷୟରେ ଅବଗତ କରାଇଛନ୍ତି ।

କୋୱିନ ଗ୍ଲୋବାଲ କନ୍‌କ୍ଲେଭ-୨୦୨୧ରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳପାଠ

July 05th, 03:08 pm

କରୋନା ଲଢେଇରେ ଟେକ୍ନୋଲୋଜି ଆମର ପ୍ରଧାନ ଆୟୁଧ ସାଜିଛି । ସୌଭାଗ୍ୟବଶତଃ ସଫ୍ଟଓୟାର ଏକ କ୍ଷେତ୍ର, ଯେଉଁଠି ଆମର ବିଶେଷକିଛି ଅଭାବ ନାହିଁ । ସେଥିପାଇଁ ଆମ କୋଭିଡ୍ ଟ୍ରେସିଂ ଓ ଟ୍ରାକିଙ୍ଗ ଆପ୍ ବୈଷୟିକ ଦୃଷ୍ଟିରୁ ସମର୍ଥ ହେବା ମାତ୍ରେ ଆମେ ଏହାକୁ ସମସ୍ତଙ୍କ ପାଇଁ ମୁକ୍ତ (ଓପନ ସୋର୍ସ)କରୁଛୁ । ପ୍ରାୟ ୨୦୦ନିୟୁତ ୟୁଜର୍ସଙ୍କ ସହିତ ଆରୋଗ୍ୟ ସେତୁ ଆପ୍ ଡେଭଲପର୍ସଙ୍କ ପାଇଁ ଏକ ସହଜଲବ୍ଧ ପ୍ୟାକେଜରେ ପରିଣତ ହୋଇପାରିଛି । ଏହା ଭାରତରେ ବ୍ୟବହୃତ ହେବା ସହିତ ବିଶ୍ୱବ୍ୟାପୀ ବେଗ ଓ ପ୍ରସାର କ୍ଷେତ୍ରରେ ମଧ୍ୟ ସହଜଲବ୍ଧ ହୋଇଛି । ଆପଣ ଏହାର ଦକ୍ଷତା ମାପିପାରିବେ ।

କୋୱିନ୍‌ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 05th, 03:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋୱିନ୍‌ ବିଶ୍ୱ ସମ୍ମିଳନୀରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ କୋଭିଡ-19ର ମୁକାବିଲା କରିବା ଲାଗି ବିଶ୍ୱକୁ ସହାୟତା କରିବା ଉଦ୍ଦେଶ୍ୟରେ ଭାରତ ପକ୍ଷରୁ ଡିଜିଟାଲ ଜନକଲ୍ୟାଣ ରୂପରେ କୋୱିନ୍‌ ପ୍ଲାଟଫର୍ମ ଉପଲବ୍ଧ କରାଇବା ନିମନ୍ତେ ପ୍ରସ୍ତାବ ଦେଇଥିଲେ।

ଭିଭାଟେକ୍‌ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ମୂଳ ଭାଷଣର ବିଷୟବସ୍ତୁ

June 16th, 04:00 pm

ଏହି ମଞ୍ଚ ଫ୍ରାନ୍ସର ବୈଷୟିକ ଦୃଷ୍ଟିଭଙ୍ଗୀକୁ ପ୍ରତିଫଳିତ କରୁଛି । ଭାରତ ଓ ଫ୍ରାନ୍ସ ବିଭିନ୍ନ କ୍ଷେତ୍ରରେ ମିଳିତଭାବେ କାମ କରିଆସୁଛନ୍ତି । ସେଥିମଧ୍ୟରୁ ଟେକ୍‌ନୋଲୋଜି ଓ ଡିଜିଟାଲ ଦୁଇଟି କ୍ଷେତ୍ର ଯାହା ଦୁଇଦେଶକୁ ମିଳିତଭାବେ କାମ କରିବାର ନୂଆ ସୁଯୋଗ ଦେଇଛି । ଏହି ସହଯୋଗ ଆହୁରୀ ଦୃଢୀଭୂତ ହୋଇ ଆଗକୁ ବଢୁ ଏହା ସମୟର ଆହ୍ୱାନ । ଏହା କେବଳ ଆମ ଦୁଇଦେଶ ନୁହେଁ, ସମଗ୍ର ବିଶ୍ୱକୁ ସାହାଯ୍ୟ କରିବ ।

ଭିଭା ଟେକ୍‍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

June 16th, 03:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ମୋଡ଼ରେ ଭିଭା ଟେକ୍‍ର ପଞ୍ଚମ ସଂସ୍କରଣ ସମାରୋହରେ ଉଦ୍‍ବୋଧନ ଦେଇଛନ୍ତି । ଭିଭା ଟେକ ୨୦୨୧ରେ ସମ୍ମାନନୀୟ ଅତିଥି ଭାବେ ଆମନ୍ତ୍ରିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ମୁଖ୍ୟ ଭାଷଣ ପ୍ରଦାନ କରିବା ନିମନ୍ତେ ଅନୁରୋଧ କରାଯାଇଥିଲା । ଭିଭା ଟେକ୍‍ ୟୁରୋପର ସର୍ବବୃହତ୍‍ ଡିଜିଟାଲ ଏବଂ ଷ୍ଟାର୍ଟ ଅପ୍‍ ସମାରୋହମାନଙ୍କ ମଧ୍ୟରେ ଅନ୍ୟତମ ଏବଂ ୨୦୧୬ ମସିହା ଠାରୁ ଏହି ସମ୍ମିଳନୀ ପ୍ରତିବର୍ଷ ପ୍ୟାରିସଠାରେ ଅନୁଷ୍ଠିତ ହୋଇଆସୁଛି ।

କୋଭିଡ଼-19ର ସଦ୍ୟତମ ସ୍ଥିତି ଓ ଏହି ମହାମାରୀକୁ ନିୟନ୍ତ୍ରଣ କରିବା ଦିଗରେ ରାଜ୍ୟମାନେ ଗ୍ରହଣ କରିଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

August 11th, 02:22 pm

ଆପଣମାନଙ୍କ ସମସ୍ତଙ୍କ ବାର୍ତ୍ତାଳାପ କରି ମୋତେ ରାଜ୍ୟମାନଙ୍କରେ ବାସ୍ତବ ସ୍ଥିତି ସଂପର୍କରେ ସବିଶେଷ ସୂଚନା ପ୍ରାପ୍ତ ହୋଇପାରିଛି ଏବଂ ମୋର ଏ ସଂପର୍କୀତ ଜ୍ଞାନ ବ୍ୟାପକ ହୋଇଛି । ଏବଂ ମୁଁ ଜାଣିବାକୁ ପାଇଛି ଯେ ଆମେମାନେ ସମସ୍ତେ ଉଚିତ ଦିଗରେ ଆଗକୁ ଅଗ୍ରସର ହୋଇ ଚାଲିଛେ । ଏଭଳି ସୂଚନା ଲଗାତାର ମିଳିବା, ଏ ସଂପର୍କରେ ଚର୍ଚ୍ଚା ହେବା ମଧ୍ୟ ଜରୁରି । କାରଣ, କରୋନା ମହାମାରୀ ଯେଉଁଭଳି ଭାବେ ଆଗକୁ ଆଗକୁ ସମୟ ବିତିବା ସହ ମାଡ଼ି ଚାଲିଛି, ନୂଆ ନୂଆ ପରିସ୍ଥିତିମାନ ସୃଷ୍ଟି ହୋଇଚାଲିଛି ।

କରୋନା ମହାମାରୀର ସ୍ଥିତି ଓ ଏହାର ମୁକାବିଲା ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବିଚାର ଆଲୋଚନାକରୋନା ମହାମାରୀର ସ୍ଥିତି ଓ ଏହାର ମୁକାବିଲା ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବିଚାର ଆଲୋଚନା

August 11th, 02:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶ, ତାମିଲନାଡୁ, ପଶ୍ଚିମବଂଗ, ମହାରାଷ୍ଟ୍ର, ପଞ୍ଜାବ, ବିହାର, ଗୁଜରାଟ, ତେଲଙ୍ଗାନା ଓ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ସହ ଏକ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ବର୍ତ୍ତମାନର କରୋନା ମହାମାରୀର ସ୍ଥିତି ଏବଂ ତାହାର ମୁକାବିଲା କରିବା ପାଇଁ ଭବିଷ୍ୟତର କାର୍ଯ୍ୟପନ୍ଥା ସଂପର୍କରେ ମତ ବିନିମୟ କରିଥିଲେ । ଏଥିରେ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଭାଗ ନେଇଥିଲେ ।

Prime Minister Narendra Modi chairs review meeting on various development projects in Varanasi

June 19th, 04:01 pm

PM Modi chaired a review meeting through video conferencing on various development projects in Varanasi. The presentation highlighted the progress made in the Kashi Vishwanath Mandir complex by using a drone video of the lay out. The efforts undertaken on effective management of COVID were also discussed.

PM's initial remarks in the Virtual Conference with Chief Ministers

June 17th, 04:06 pm

PM Modi interacted with state Chief Ministers on ways to check the spread of coronavirus during ‘unlock 1.0’. He noted that the number of patients who have recovered from COVID-19 till now is more than the number of active cases in the country.

PM holds second part of interaction with CMs to discuss situation post Unlock 1.0

June 17th, 04:00 pm

PM Modi interacted with state Chief Ministers on ways to check the spread of coronavirus during ‘unlock 1.0’. He noted that the number of patients who have recovered from COVID-19 till now is more than the number of active cases in the country.

PM interacts with CMs to plan ahead for tackling COVID-19

April 27th, 01:54 pm

Prime Minister Shri Narendra Modi today interacted with Chief Ministers of states via video conferencing to discuss the emerging situation and plan ahead for tackling the COVID-19 pandemic. This was the fourth such interaction of the Prime Minister with the Chief Ministers, the earlier ones had been held on 20th March, 2nd April and 11th April, 2020.