ରିପବ୍ଲିକ୍ ଟିଭିର କନକ୍ଲେଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଓଡ଼ିଆ ଅନୁବାଦ
April 26th, 08:01 pm
ଅର୍ଣ୍ଣବ ଗୋସ୍ୱାମୀ ଜୀ, ରିପବ୍ଲିକ୍ ମିଡିଆ ନେଟୱାର୍କର ସମସ୍ତ ସହକର୍ମୀ, ଦେଶ ତଥା ବିଦେଶରେ ରିପବ୍ଲିକ୍ ଟିଭିର ସମସ୍ତ ଦର୍ଶକ, ମହିଳା ଏବଂ ସଜ୍ଜନମଣ୍ଡଳୀ! ମୁଁ କିଛି କହିବା ପୂର୍ବରୁ, ମୁଁ ଆପଣମାନଙ୍କୁ ଏକ ମଜା କଥା କହିବାକୁ ଚାହେଁ ଯାହା ମୁଁ ମୋର ପିଲାଦିନରେ ଶୁଣିଥିଲି । ସେଠାରେ ଜଣେ ପ୍ରଫେସର ଥିଲେ ଏବଂ ତାଙ୍କ ଝିଅ ଆତ୍ମହତ୍ୟା କରି ଏକ ନୋଟ୍ ଛାଡି କହିଥିଲେ ଯେ ସେ ତାଙ୍କ ଜୀବନ ସଂଘର୍ଷରେ ଥକି ଯାଇଛନ୍ତି ଏବଂ ଆଉ ବଞ୍ଚିବାକୁ ଚାହୁଁ ନାହାଁନ୍ତି। ସେ ଲେଖିଛନ୍ତି ଯେ ସେ କଙ୍କରିଆ ନଦୀରେ ଡେଇଁ ମରିଯିବେ। ପରଦିନ ସକାଳେ ପ୍ରଫେସର ଜାଣିବାକୁ ପାଇଲେ ଯେ ତାଙ୍କ ଝିଅ ଘରେ ନାହାଁନ୍ତି। ତାଙ୍କ ବାପା ତାଙ୍କ କୋଠରୀକୁ ଯାଇ ଏକ ଚିଠି ପାଇଲେ। ସେ ଚିଠି ପାଇବା ପରେ ବହୁତ ରାଗି ଯାଇଥିଲେ। ସେ କହିଲେ, ‘ମୁଁ ପ୍ରଫେସର, ମୁଁ ଏତେ ବର୍ଷ ଧରି କଠିନ ପରିଶ୍ରମ କଲି ଏବଂ ତଥାପି ତାଙ୍କ ଆତ୍ମହତ୍ୟା ପତ୍ରରେ କଙ୍କରିଆର ବନାନ ଭୁଲ ଭାବେ ଲେଖାଯାଇଛି।’ମୁଁ ଖୁସି ଯେ ଅର୍ଣ୍ଣବ ଭଲ ହିନ୍ଦୀ କହିବା ଆରମ୍ଭ କରିଛନ୍ତି। ସେ କଣ କହିଛନ୍ତି ମୁଁ ଶୁଣି ନାହିଁ, କିନ୍ତୁ ମୁଁ ତାଙ୍କ ହିନ୍ଦୀ ସଠିକ୍ କି ନୁହେଁ ତାହା ଉପରେ ଧ୍ୟାନ ଦେଉଥିଲି । ବୋଧହୁଏ, ମୁମ୍ବାଇରେ ରହିବା ପରେ ଆପଣ ହିନ୍ଦୀ ଭଲ ଭାବରେ ଶିଖି ଯାଇଛନ୍ତି।ନୂଆଦିଲ୍ଲୀ ଠାରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
April 26th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତାଜ ପ୍ୟାଲେସରେ ହୋଟେଲରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।ଏନଇପି 2020 ଉପରେ ରାଜ୍ୟପାଳଙ୍କ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 11:20 am
ଆଦରଣୀୟ ରାଷ୍ଟ୍ରପତି ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ରମେଶ ପୋଖରୀୟାଲ ନିଶଙ୍କ ମହାଶୟ, ସଞ୍ଜୟ ଧୋତ୍ରେ ମହାଶୟ, ଏହି ସମ୍ମେଳନରେ ଭାଗ ନେଇଥିବା ସମସ୍ତ ମାନନୀୟ ରାଜ୍ୟପାଳ, ଉପ-ରାଜ୍ୟପାଳ, ରାଜ୍ୟଗୁଡ଼ିକର ଶିକ୍ଷାମନ୍ତ୍ରୀ, ରାଷ୍ଟ୍ରୀୟ ଶିକ୍ଷାନୀତିକୁ ସ୍ୱରୁପ ଦେବାରେ ମୁଖ୍ୟ ଭୂମିକା ତୁଲାଇଥିବା ଡକ୍ଟର କସ୍ତୁରୀରଙ୍ଗନ ମହାଶୟ ଏବଂ ତାଙ୍କର ଟିମ୍, ଭିନ୍ନ ଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷାବିତ୍ତ, ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳାଗଣ ।ଜାତୀୟ ଶିକ୍ଷାନୀତି ସମ୍ପର୍କିତ ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 11:19 am
ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳମାନଙ୍କ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଏଥିରେ ରାଷ୍ଟ୍ରପତିଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ଉପରାଜ୍ୟପାଳ ଓ ବିଭିନ୍ନ ବିଶ୍ଵବିଦ୍ୟାଳୟର କୁଳପତିମାନେ ଯୋଗଦେଇଥିଲେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ନୂତନ ଶିକ୍ଷାନୀତି ଦେଶର ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ବୋଲି କହିଛନ୍ତି ।ଆତ୍ମନିର୍ଭର ଭାରତ ଆପ୍ ଇନୋଭେସନ ଚାଲେଞ୍ଜରେ ବିକଶିତ ହୋଇଥିବା ଆପ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
August 30th, 03:43 pm
ପ୍ରଧାନମନ୍ତ୍ରୀ ତାଙ୍କର ଅଗଷ୍ଟ 30 ମନ୍କୀ ବାତ୍ କାର୍ଯ୍ୟକ୍ରମରେ ଆତ୍ମନିର୍ଭର ଭାରତ ଆପ୍ ଇନୋଭେସନ ଚାଲେଞ୍ଜରେ ବିକଶିତ ହୋଇଥିବା ଆପ୍କୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଏହି ଆପ୍ ଇନୋଭେସନ ଚାଲେଞ୍ଜ କାର୍ଯ୍ୟକ୍ରମରେ ଦେଶର ଯୁବକମାନେ ବିଶେଷ ଆଗ୍ରହର ସହିତ ଅଂଶଗ୍ରହଣ କରିଛନ୍ତି । ଏଥିରେ ସ୍ଥାନ ପାଇଥିବା ପ୍ରାୟ ଦୁଇ ତୃତୀୟାଂଶ ଆପ୍ ଦେଶର ଦ୍ୱିତୀୟ ଓ ତୃତୀୟ ଶ୍ରେଣୀ ସହରରେ ପ୍ରସ୍ତୁତ ହୋଇଛି । ବିଭିନ୍ନ ବର୍ଗରେ ପ୍ରାୟ ଦୁଇ ଡଜନ ଆପ୍କୁ ପୁରସ୍କୃତ କରାଯାଇଛି । ଶ୍ରୋତାମାନେ ଏସବୁ ଆପ୍ ସହିତ ପରିଚିତ ହେବା ସହ ସେଥିସହ ସଂଯୁକ୍ତ ହେବାକୁ ସେ ପରାମର୍ଶ ଦେଇଛନ୍ତି ।କଣ୍ଢେଇ ଓ ଖେଳନା ପାଇଁ ସ୍ଥାନୀୟଭାବେ ପ୍ରସ୍ତୁତ ହେଉଥିବା ସାମଗ୍ରୀ ନିମନ୍ତେ ତୁଣ୍ଡ ଖୋଲିବାର ସମୟ ଆସିଛି : 'ମନ କି ବାତ' ରେ ଆତ୍ମନିର୍ଭର ଭାରତ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ମୋଦୀ
August 30th, 11:00 am
ବନ୍ଧୁଗଣ, ଏହି ସମୟରେ ଓଣମ୍ ପର୍ବ ମଧ୍ୟ ଖୁବ ଧୁମଧାମରେ ପାଳନ କରାଯାଉଛି । ଚିଙ୍ଗମ୍ ମାସରେ ଏହି ପର୍ବ ପାଳନ କରାଯାଇଥାଏ । ଏହି ସମୟରେ ଲୋକେ କିଛି ନୂଆ ଜିନିଷ କିଣନ୍ତି, ନିଜ ଘର ସଜାନ୍ତି, ପୁକ୍କଲମ୍ ତିଆରି କରନ୍ତି । ଓଣମ୍-ସଦିୟାର ମଧ୍ୟ ମଜା ନିଅନ୍ତି, ବିଭିନ୍ନ ପ୍ରକାରର ଖେଳ ଓ ପ୍ରତିଯୋଗିତାର ଆୟୋଜନ ମଧ୍ୟ ହୋଇଥାଏ । ଓଣମର ଆନନ୍ଦ-ଉଲ୍ଲାସ ତ ଏବେ ସୁଦୂର ଦେଶ-ବିଦେଶକୁ ମଧ୍ୟ ବ୍ୟାପିସାରିଲାଣି । ଆମେରିକା ହେଉ, ୟୁରୋପ ହେଉ ବା ଉପସାଗରୀୟ ଦେଶଗୁଡ଼ିକ ହେଉ – ଓଣମର ଆନନ୍ଦ ଆପଣ ସବୁଠି ଦେଖିବାକୁ ପାଇବେ । ଓଣମ୍ ଗୋଟିଏ ଆନ୍ତର୍ଜାତିକ ଉତ୍ସବ ହେବାକୁ ବସିଲାଣି ।ସ୍ମାର୍ଟ ଇଣ୍ଡିଆ ହ୍ୟାକାଥନ, 2020ର ଗ୍ରାଣ୍ଡ ଫିନାଲେରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 01st, 04:47 pm
ଆପଣମାନେ ଏକକୁ ଆରେକ ସମାଧାନ ଉପରେ କାମ କରୁଛନ୍ତି । ଦେଶ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଛି, ଏଗୁଡ଼ିକ ତା’ର ସମାଧାନ କରିବା ସହିତ ଡାଟା, ଡିଜିଟାଇଜେସନ ଏବଂ ହାଇଟେକ ଫ୍ୟୁଚରକୁ ନେଇ ଭାରତର ଆକାଂକ୍ଷାକୁ ମଧ୍ୟ ମଜବୁତ କରୁଛନ୍ତି ।ସ୍ମାର୍ଟ ଇଣ୍ଡିଆ ହାକାଥନ 2020 ଗ୍ରାଣ୍ଡ୍ ଫିନାଲେ ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 01st, 04:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ସ୍ମାର୍ଟ ଇଣ୍ଡିଆ ହାକାଥନ ରାଲିକୁ ସମ୍ବୋଧିତ କରିଛନ୍ତି ।Skill, reskill and upskill in order to remain relevant in the rapidly changing environment: PM
July 15th, 11:10 am
In his message to the Digital Skills Conclave held on the occasion of the World Youth Skills Day and the fifth anniversary of ‘Skill India’ mission, Prime Minister Modi exhorted the youth to Skill, Reskill and Upskill in order to remain relevant in the rapidly changing business environment and market conditions.Prime Minister, on the occasion of World Youth Skills Day, exhorts Youth to Skill, Reskill and Upskill
July 15th, 11:09 am
In his message to the Digital Skills Conclave held on the occasion of the World Youth Skills Day and the fifth anniversary of ‘Skill India’ mission, Prime Minister Modi exhorted the youth to Skill, Reskill and Upskill in order to remain relevant in the rapidly changing business environment and market conditions.PM urges tech community to participate in Aatmanirbhar Bharat App Innovation Challenge
July 04th, 05:38 pm
Prime Minister Shri Narendra Modi has urged the tech community to participate in the Aatmanirbhar Bharat App Innovation Challenge.