ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 04th, 09:45 am
କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
January 04th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଧୀନତା ଦିବସ ଅଭିଭାଷଣ ସୋସିଆଲ ମିଡିଆରେ ହେଉଛି ଟ୍ରେଣ୍ଡ !
August 15th, 01:38 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିବା ମାତ୍ରେ ତାଙ୍କ ଭାଷଣକୁ ନେଟିଜନମାନଙ୍କ ଠାରୁ ଅତ୍ୟଧିକ ପ୍ରତିକ୍ରିୟା ମିଳିଥିଲା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସାରେ ସୋସିଆଲ ମିଡିଆ ଚଳଚଞ୍ଚଳ ହୋଇଥିଲା କାରଣ ସେ ସରକାରଙ୍କ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉପସ୍ଥାପନ କରିଥିଲେ ଏବଂ ଆସନ୍ତା 25 ବର୍ଷ ପାଇଁ ଏକ ବିସ୍ତୃତ ଦୃଷ୍ଟିକୋଣ ରଖିଥିଲେ।ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 09th, 12:18 pm
କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଲୋକସଭା ସାଂସଦ ତଥା ସଂସଦୀୟ ଜୀବନରେ ଜଣେ ଉତ୍ତମ ସାଂସଦ ଭାବେ କାମ କରି ଅନ୍ୟମାନଙ୍କ ପାଇଁ ଜ୍ବଳନ୍ତ ଉଦାହରଣ ସୃଷ୍ଟି କରିଥିବା ଭାଇ ଭର୍ତ୍ତୃହରି ମହତାବ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଅନ୍ୟ ବରିଷ୍ଠ ମହାନୁଭବ, ଭାଇ ଓ ଭଉଣୀମାନେ! ମୋ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ ଯେ ମୋତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହାତାବ ଜୀଙ୍କ ସହ ଜଡ଼ିତ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ଅବସର ମିଳିଛି। ପାଖାପାଖି ଦେଢ଼ ବର୍ଷ ପୂର୍ବେ ଆମେ ସମସ୍ତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହତାବ ଜୀଙ୍କ 120ତମ ଜୟନ୍ତୀକୁ ଏକ ବହୁତ ବଡ଼ ପ୍ରେରଣାର ଅବସର ରୂପରେ ପାଳନ କରିଥିଲୁ। ଆଜି ଆମେ ତାଙ୍କ ପ୍ରସିଦ୍ଧ ପୁସ୍ତକ “ଓଡ଼ିଶା ଇତିହାସ”ର ହିନ୍ଦୀ ସଂସ୍କରଣକୁ ଲୋକାର୍ପଣ କରୁଛୁ। ଓଡ଼ିଶାର ବ୍ୟାପକ ଏବଂ ବିବିଧତାପୂର୍ଣ୍ଣ ଇତିହାସ ଦେଶର ଲୋକମାନଙ୍କ ନିକଟରେ ପହଞ୍ଚୁ, ଏହା ଅତ୍ୟନ୍ତ ଆବଶ୍ୟକ। ଓଡ଼ିଆ ଓ ଇଂରାଜୀ ପରେ ହିନ୍ଦୀ ସଂସ୍କରଣ ଜରିଆରେ ଆପଣମାନେ ଏହି ଆବଶ୍ୟକତାକୁ ପୂରଣ କରିଛନ୍ତି। ମୁଁ ଏହି ଅଭିନବ ପ୍ରୟାସ ପାଇଁ ଭାଇ ଭର୍ତ୍ତୃହରି ମହତାବ, ହରେକୃଷ୍ଣ ମହତାବ ଫାଉଣ୍ଡେସନ ଓ ବିଶେଷ କରି ଶଙ୍କରଲାଲ ପୁରୋହିତଙ୍କୁ ଧନ୍ୟବାଦ ଜଣାଉଛି ଏବଂ ହାର୍ଦ୍ଦିକ ଶୁଭକାମନା ମଧ୍ୟ ଜ୍ଞାପନ କରୁଛି।ଡକ୍ଟର ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶା ଇତିହାସର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚି
April 09th, 12:17 pm
ଉତ୍କଳ କେଶରୀ ଡକ୍ଟର ହରକେୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶାର ଇତିହାସର ହିନ୍ଦୀ ଅନୁବାଦ ଓ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ଓଡିଆ ଏବଂ ଇଂରାଜୀରେ ଉପଲବ୍ଧ ଏହି ପୁସ୍ତକକୁ ଶ୍ରୀ ଶଙ୍କରଲାଲ ପୁରୋହିତ ହିନ୍ଦୀରେ ଅନୁବାଦ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ଥିଲେ ।Submarine OFC project connecting Andaman-Nicobar to rest of the world is a symbol of our commitment towards ease of living: PM
August 10th, 12:35 pm
PM Narendra Modi launched the submarine Optical Fibre Cable facility in Andaman and Nicobar Islands via video conferencing. In his address the PM said, This submarine OFC project that connects Andaman Nicobar Islands to the rest of the world is a symbol of our commitment towards ease of living. Thousands of families in Andaman-Nicobar will now get its access, the residents will reap the benefits of internet connectivity.PM Modi launches submarine Optical Fibre Cable facility in Andaman and Nicobar Islands
August 10th, 10:14 am
PM Narendra Modi launched the submarine Optical Fibre Cable facility in Andaman and Nicobar Islands via video conferencing. In his address the PM said, This submarine OFC project that connects Andaman Nicobar Islands to the rest of the world is a symbol of our commitment towards ease of living. Thousands of families in Andaman-Nicobar will now get its access, the residents will reap the benefits of internet connectivity.ଇଣ୍ଡୋନେସିଆର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 03rd, 06:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ୟାଙ୍କକଠାରେ ଆସିଆନ/ଇଏଏସ ସମ୍ବନ୍ଧିତ ବୈଠକ ସମୟରେ ନଭେମ୍ବର 3, 2019ରେ ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଜୋକୋ ୱିଡୋଡୋଙ୍କୁ ଭେଟିଥିଲେ ।ଥାଇଲାଣ୍ଡର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 03rd, 06:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 3, 2019ରେ 35ତମ ଆସିଆନ ଶିଖର ସମ୍ମିଳନୀ, 14ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ (EAS) ଏବଂ 16ତମ ଭାରତ-ଆସିଆନ ଶିଖର ସମ୍ମିଳନୀ ଅବସରରେ ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଜେନେରାଲ (ସେବା ନିବୃତ୍ତ) ପ୍ରାୟୁତ ଚାନ-ଓ-ଚାଙ୍କୁ ଭେଟିଥିଲେ ।US Secretary of Defence Ashton Carter calls on the Prime Minister
April 12th, 08:57 pm
Text of PM’s remarks after witnessing the signing of the historic agreement between Government of India and NSCN
August 03rd, 07:32 pm
PM witnesses the signing of historic peace accord between Government of India and Nationalist Socialist Council of Nagaland (NSCN)
August 03rd, 07:21 pm
Text of the Press Statement made by the PM after the Signing of Agreements in Ulaanbaatar, Mongolia
May 17th, 08:46 am