ତେଲେଙ୍ଗାନାର ସଙ୍ଗାରେଡ୍ଡିରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 05th, 10:39 am
ତେଲେଙ୍ଗାନାର ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଜି. କିଶନ ରେଡ୍ଡୀଜୀ, ତେଲେଙ୍ଗାନା ସରକାରଙ୍କ ମନ୍ତ୍ରୀ, କୋଣ୍ଡା ସୁରେଖା ଜୀ ଏବଂ କେ ଭେଙ୍କଟ ରେଡ୍ଡୀ ଜୀ, ସଂସଦରେ ମୋର ସାଥି ଡକ୍ଟର କେ ଲକ୍ଷ୍ମଣ ଜୀ ଏବଂ ଅନ୍ୟ ସମସ୍ତ ସମ୍ମାନିତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଠାରେ ପ୍ରଧାନମନ୍ତ୍ରୀ ୬,୮୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
March 05th, 10:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଠାରେ ୬,୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ସଡ଼କ, ରେଳ, ପେଟ୍ରୋଲିୟମ, ବିମାନ ଚଳାଚଳ ଏବଂ ପ୍ରାକୃତିକ ଗ୍ୟାସ ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତର୍ଭୁକ୍ତ ।Telangana is the land of the brave Ramji Gond & Komaram Bheem: PM Modi
March 04th, 12:45 pm
On his visit to Telangana, PM Modi addressed a massive rally in Adilabad. He said, The huge turnout by the people of Telangana in Adilabad is a testimony to the growing strength of B.J.P. & N.D.A. He added that the launch of various projects ensures the holistic development of the people of TelanganaTelangana's massive turnout during a public rally by PM Modi in Adilabad
March 04th, 12:24 pm
On his visit to Telangana, PM Modi addressed a massive rally in Adilabad. He said, The huge turnout by the people of Telangana in Adilabad is a testimony to the growing strength of B.J.P. & N.D.A. He added that the launch of various projects ensures the holistic development of the people of Telanganaତେଲେଙ୍ଗାନାର ଆଦିଲାବାଦଠାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 04th, 11:31 am
ତେଲେଙ୍ଗାନାର ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ରେବନ୍ତ ରେଡ୍ଡୀ ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଜି କିଶନ ରେଡ୍ଡୀ ଜୀ, ସୋୟମ ବାପୁ ରାଓ ଜୀ, ପି. ଶଙ୍କର ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରଲୋକମାନେ!ତେଲେଙ୍ଗାନାର ଆଦିଲାବାଦ ଠାରେ ୫୬,୦୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ତଥା ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
March 04th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ଆଦିଲାବାଦ ଠାରେ ୫୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଦ୍ୟୁତ, ରେଳ ଏବଂ ସଡ଼କ କ୍ଷେତ୍ର ସହିତ ଜଡ଼ିତ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ , ଉଦଘାଟନ କରିଛନ୍ତି ତଥା ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।