କେରଳର ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ରର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନୀ ଉତ୍ସବରେ ପ୍ରାଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 12:24 pm
କେରଳର ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍, ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନ ଜୀ, ରାଷ୍ଟ୍ରମନ୍ତ୍ରୀ ତଥା ମୋର ସାଥୀ ଶ୍ରୀ ବି. ମୁରଲୀଧରନ ଜୀ, ଇସ୍ରୋ ପରିବାରର ସମସ୍ତ ସଦସ୍ୟଗଣ, ନମସ୍କାର ! ସାହସୀ ସାଥୀମାନଙ୍କ ସମ୍ମାନରେ ଆମେ ସମସ୍ତେ ଠିଆ ହୋଇ ଅଭ୍ୟର୍ଥନା ଦେଇ କରତାଳି ସହ ସେମାନଙ୍କୁ ସମ୍ମାନିତ କରିବା । ଭାରତ ମାତା କି – ଜୟ !କେରଳର ଥିରୁଅନନ୍ତପୁରମରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
February 27th, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମଠାରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଏସଏଲଭି ଇଣ୍ଟିଗ୍ରେସନ୍ ଫାସିଲିଟି (ପିଆଇଏଫ୍), ମହେନ୍ଦ୍ରଗିରିସ୍ଥିତ ଇସ୍ରୋ ପ୍ରୋପଲସନ୍ କମ୍ପ୍ଲେକ୍ସରେ ନୂତନ 'ସେମି-କ୍ରାୟୋଜେନିକ୍ସ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ ଷ୍ଟେଜ୍ ଟେଷ୍ଟ୍ ଫାସିଲିଟି'; ଏବଂ ଥିରୁଅନନ୍ତପୁରମର ଭିଏସ୍ଏସସି ଠାରେ 'ଟ୍ରାଇସୋନିକ୍ ୱିଣ୍ଡ ଟନେଲ୍' ଅନ୍ତର୍ଭୁକ୍ତ। ଶ୍ରୀ ମୋଦୀ ଗଗନଯାନ ମିଶନର ଅଗ୍ରଗତି ସମୀକ୍ଷା କରିଥିଲେ ଏବଂ ୪ ଜଣ ମହାକାଶଚାରୀଙ୍କୁ 'ମହାକାଶଚାରୀ ୱିଙ୍ଗ୍ ' ପ୍ରଦାନ କରିଥିଲେ। ଏଥିରେ ଗ୍ରୁପ୍ କ୍ୟାପଟେନ୍ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଗ୍ରୁପ୍ କ୍ୟାପଟେନ୍ ଅଜିତ କ୍ରିଷ୍ଣନ୍, ଗ୍ରୁପ୍ କ୍ୟାପ୍ଟେନ୍ ଅଙ୍ଗଦ ପ୍ରତାପ ଓ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଳା ରହିଛନ୍ତି।ଅଯୋଧ୍ୟାରେ ଶ୍ରୀରାମଲାଲାଙ୍କ ପ୍ରାଣ-ପ୍ରତିଷ୍ଠା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 22nd, 05:12 pm
ଶ୍ରଦ୍ଧେୟ ମଞ୍ଚ, ସମସ୍ତ ସାଧୁ ସନ୍ଥ, ଏଠାରେ ଉପସ୍ଥିତ ଥିବା ଏବଂ ପୃଥିବୀର କୋଣ ଅନୁକୋଣରେ ଆମ ସମସ୍ତଙ୍କ ସହ ଯୋଡ଼ି ହୋଇ ରହିଥିବା ସମସ୍ତ ରାମ ଭକ୍ତ, ଆପଣ ସମସ୍ତଙ୍କୁ ନମସ୍କାର, ସମସ୍ତଙ୍କୁ ରାମ-ରାମ ।ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 22nd, 01:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟା ଠାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଇଥିଲେ । ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ ଯୋଗଦାନ କରିଥିବା ଶ୍ରମଜୀବୀ ମାନଙ୍କ ସହ ଶ୍ରୀ ମୋଦୀ ବାର୍ତ୍ତାଳାପ କରିଥିଲେ ।ପୋଲିସ ମହାନିର୍ଦ୍ଦେଶକ/ ପୋଲିସ ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 07th, 08:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬ ଏବଂ ୭, ୨୦୨୪ ରେ ଜୟପୁରସ୍ଥିତ ରାଜସ୍ଥାନ ଅନ୍ତର୍ଜାତୀୟ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ / ଇନ୍ସପେକ୍ଟର ଜେନେରାଲମାନଙ୍କର ୫୮ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଥିଲେ ।ଆଦିତ୍ୟ – ଏଲ୍ ୧ ଗନ୍ତବ୍ୟ ସ୍ଥଳରେ ପହଂଚିବା ନେଇ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
January 06th, 05:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ପ୍ରଥମ ସୌର ଅନୁସନ୍ଧାନ ଉପଗ୍ରହ ଆଦିତ୍ୟ - ଏଲ୍ ୧ ଗନ୍ତବ୍ୟ ସ୍ଥଳରେ ପହଞ୍ଚିଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି ।ଜାମ୍ମୁ ଓ କାଶ୍ମୀରର ଛାତ୍ରଛାତ୍ରୀ ମାନଙ୍କର ଏକ ପ୍ରତିନିଧି ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
December 24th, 07:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଜାମ୍ମୁ ଓ କାଶ୍ମୀରର ଛାତ୍ରଛାତ୍ରୀ ମାନଙ୍କର ଏକ ପ୍ରତିନିଧି ଦଳ ସହ ଆଲୋଚନା କରିଛନ୍ତି । ଏହି ଅନୌପଚାରିକ ଆଲୋଚନାରେ ଜାମ୍ମୁ ଏବଂ କାଶ୍ମୀରର ସମସ୍ତ ଜିଲ୍ଲାରୁ ପ୍ରାୟ ୨୫୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।ହିମାଚଳ ପ୍ରଦେଶର ଲେପଚାରେ ସୁରକ୍ଷା ବାହିନୀ ସହ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 12th, 03:00 pm
ମା' ଭାରତୀଙ୍କର ଜୟଘୋଷର ଏହି ଶବ୍ଦ, ଭାରତୀୟ ସେନା ଓ ସୁରକ୍ଷା ବାହିନୀର ବୀରତ୍ବର ଏହି ସ୍ଲୋଗାନ, ଏହି ଐତିହାସିକ ଭୂମି ଏବଂ ଦୀପାବଳିର ଏହି ପବିତ୍ର ପର୍ବ । ଏହା ଏକ ଚମତ୍କାର ସଂଯୋଗ ଅଟେ, ଏହା ଏକ ଅଦ୍ଭୁତ ମିଳନ ଅଟେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ଏହି ମୁହୂର୍ତ୍ତ ମୋ ପାଇଁ ମଧ୍ୟ ଆପଣଙ୍କ ପାଇଁ ଏବଂ ଦେଶବାସୀଙ୍କ ପାଇଁ ମଧ୍ୟ ଦୀପାବଳିରେ ନୂଆ ଆଲୋକ ଆଣିବ ଏହା ମୋର ବିଶ୍ବାସ ଅଛି। ମୁଁ ଆପଣ ସମସ୍ତଙ୍କୁ, ସମସ୍ତ ଦେଶବାସୀଙ୍କୁ ସୀମାର ଶେଷ ଗାଁରୁ, ଯାହାକୁ ମୁଁ ବର୍ତ୍ତମାନ ପ୍ରଥମ ଗାଁ ବୋଲି କହୁଛି, ସେଠାରେ ଆମର ମୁତୟନ ହୋଇଥିବା ସୁରକ୍ଷା ବାହିନୀର ସହଯୋଗୀମାନଙ୍କ ସହିତ ଯେତେବେଳେ ଦୀପାବଳି ପାଳନ କରୁଛି, ସେତେବେଳେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଏହି ଶୁଭେଚ୍ଛା ବହୁତ ସ୍ବତନ୍ତ୍ର ହୋଇଥାଏ। ଏହି ଅବସରରେ ଦେଶବାସୀଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା, ଦୀପାବଳିର ଶୁଭକାମନା।ହିମାଚଳ ପ୍ରଦେଶର ଲେପ୍ଚାରେ ବୀର ଯବାନଙ୍କ ସହ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ
November 12th, 02:31 pm
ଯବାନମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦୀପାବଳି ପର୍ବର ମିଶ୍ରଣ ଏବଂ ଯବାନଙ୍କ ସାହସର ପ୍ରତିଫଳନ ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ । ଦେଶର ଶେଷ ଗାଁ ଭାରତର ସୀମାନ୍ତ ଅଞ୍ଚଳର ଯବାନଙ୍କ ସହ ଦୀପାବଳି ଅବସରରେ ସେ ଶୁଭେଚ୍ଛା ଜଣାଇଥିଲେ, ଯାହା ବର୍ତ୍ତମାନ ପ୍ରଥମ ଗାଁ ଭାବେ ପରିଗଣିତ ହୋଇଛି।ଗଗନଯାନ ମିଶନ ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
October 17th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଗଗନଯାନ ମିଶନର ଅଗ୍ରଗତି ଆକଳନ କରିବା ଏବଂ ଭାରତର ମହାକାଶ ଅନୁସନ୍ଧାନ ପ୍ରୟାସର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।ଜି-୨୦ ୟୁନିଭର୍ସିଟି କନେକ୍ଟ ସମାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 26th, 04:12 pm
ଆସନ୍ତୁ ଗୋଟିଏ ମୁହୂର୍ତ୍ତ ପାଇଁ ଚିନ୍ତା କରିବା; ଆମେ ସେହି ଲୋକ ଯେଉଁମାନେ ଦେଶ ପାଇଁ ଜୀବନ ବଳିଦାନ ଦେବାର ସୁଯୋଗ ପାଇନାହୁଁ । ଭଗତ ସିଂହ, ସୁଖଦେବ, ଚନ୍ଦ୍ରଶେଖର ଓ ଆଜାଦଙ୍କୁ ଯେଉଁ ଭାଗ୍ୟ ମିଳିଥିଲା, ତାହା ଆମକୁ ମିଳିନଥିଲା। କିନ୍ତୁ ଆମେ ଭରତଙ୍କ ପାଇଁ ବଞ୍ଚିବାର ସୁଯୋଗ ପାଇଛୁ। ୧୦୦ ବର୍ଷ ପୁରୁଣାକୁ ଦେଖନ୍ତୁ ଏବଂ ୧୯୧୯, ୧୯୨୦, ୧୯୨୨, ୧୯୨୩, ୧୯୨୫ ମସିହାକୁ କଳ୍ପନା କରନ୍ତୁ । ସେହି ସମୟରେ ଯୁବକମାନେ ସ୍ଥିର କରିଥିଲେ ଯେ ଦେଶକୁ ମୁକ୍ତ କରିବା ପାଇଁ ଯାହା ବି କରିବାକୁ ପଡ଼ିବ ସେମାନେ କରିବେ। ସେମାନେ ଯାହା ବାଟ ପାଇବେ ତାହାକୁ ବ୍ୟବହାର କରିବେ। ଆଉ ସେହି ସମୟର ଯୁବକମାନେ ସେମାନଙ୍କ ଯାତ୍ରା ଆରମ୍ଭ କରିଥିଲେ । ସେମାନେ ସେମାନଙ୍କ ବହିଗୁଡ଼ିକୁ ଆଲମାରୀରେ ବନ୍ଦ କରି ଦେଉଥିଲେ ଏବଂ ସେମାନେ ଜେଲ୍ ଯିବାକୁ ପସନ୍ଦ କରୁଥିଲେ। ସେମାନେ ଫାଶୀ ଦଣ୍ଡ ଭୋଗିବାକୁ ପସନ୍ଦ କରୁଥିଲେ। ସେମାନେ ନିଜ ପାଇଁ ଯାହା ବି ରାସ୍ତା ପାଊଥିଲେ, ସେହି ରାସ୍ତାରେ ଚାଲୁଥିଲେ। ପ୍ରାୟ ୧୦୦ ବର୍ଷ ପୂର୍ବେ ସାହସିକତା ଚରମ ସୀମାରେ ପହଞ୍ଚିଥିଲା; ବଳିଦାନର ବାତାବରଣ ସୃଷ୍ଟି ହେଲା; ମାତୃଭୂମି ପାଇଁ ମରିବାର ଇଚ୍ଛା ଦୃଢ଼ ହୋଇଗଲା; ଏବଂ ୨୫ ବର୍ଷ ମଧ୍ୟରେ ଦେଶ ସ୍ୱାଧୀନ ହେଲା । ଏହା ଘଟିଲା କି ନାହିଁ ସାଥୀମାନେ, ସେମାନଙ୍କ ପ୍ରୟାସ ଯୋଗୁଁ ଏହା ଘଟିଛି କି ନାହିଁ? ସେହି ୨୫ ବର୍ଷ ମଧ୍ୟରେ ଯେଉଁ ଦେଶବ୍ୟାପୀ ଉତ୍ସାହ ସୃଷ୍ଟି ହୋଇଥିଲା ତାହା ୧୯୪୭ମସିହାରେ ଦେଶକୁ ସ୍ୱାଧୀନତା ଦେଇଥିଲା।ଜି - ୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
September 26th, 04:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଜି -୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଭାରତର ଯୁବବର୍ଗଙ୍କ ମଧ୍ୟରେ ଭାରତର ଜି - ୨୦ ଅଧ୍ୟକ୍ଷତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ ଜି-୨୦ କାର୍ଯ୍ୟକ୍ରମରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜି-୨୦ ଭାରତ ଅଧ୍ୟକ୍ଷତାର ବୃହତ୍ ସଫଳତା : ଦୂରଦର୍ଶୀ ନେତୃତ୍ୱ, ଅନ୍ତର୍ଭୁକ୍ତି ଆଭିମୁଖ୍ୟ , ଭାରତର ଜି -୨୦ ଅଧ୍ୟକ୍ଷତା: ବସୁଧୈବ କୁଟୁମ୍ବକମ୍; ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମର ସଂକଳନ; ଏବଂ ଜି-୨୦ରେ ଭାରତୀୟ ସଂସ୍କୃତି ପ୍ରଦର୍ଶନ ଶୀର୍ଷକ ୪ଟି ପ୍ରକାଶନକୁ ଉନ୍ମୋଚନ କରିଥିଲେ ।ପତାକା ଦେଖାଇ 9ଟି ବନ୍ଦେଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ (ଭିଡିଓ କନଫରେନ୍ସିଂ ଜରିଆରେ)
September 24th, 03:53 pm
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବିଭିନ୍ନ ରାଜ୍ୟଗୁଡ଼ିକର ରାଜ୍ୟପାଳ ଶ୍ରୀ, ଭିନ୍ନ- ଭିନ୍ନ ରାଜ୍ୟଗୁଡ଼ିକରେ ଉପସ୍ଥିତ ରହିଥିବା ମୁଖ୍ୟମନ୍ତ୍ରୀ ସାଥୀ, କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ମୋର ସଦସ୍ୟ, ରାଜ୍ୟଗୁଡ଼ିକର ମନ୍ତ୍ରୀ, ସାଂସଦଗଣ, ବିଧାୟକଗଣ, ଅନ୍ୟ ପ୍ରତିନିଧିଗଣ, ଆଉ ମୋର ପରିବାରଜନ,୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 24th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୯ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ନୂତନ ବନ୍ଦେ ଭାରତ ଟ୍ରେନ୍ ଗୁଡ଼ିକ ସମଗ୍ର ଦେଶରେ ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ଆଣିବା ଏବଂ ରେଳ ଯାତ୍ରୀ ମାନଙ୍କୁ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ସଫଳ କରିବା ଦିଗରେ ଏକ ଅନନ୍ୟ ପଦକ୍ଷେପ । ପ୍ରଧାନମନ୍ତ୍ରୀ ପତାକା ପ୍ରଦର୍ଶନ କରିବା ପରେ ଚଳାଚଳ ଆରମ୍ଭ କରିଥିବା ନୂତନ ଟ୍ରେନ୍ ଗୁଡ଼ିକ ହେଉଛି:ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ-ଏଲ୍୧ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 02nd, 02:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ-ଏଲ୍୧ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋ ବୈଜ୍ଞାନିକ ଏବଂ ଇଞ୍ଜିନିୟରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।