Opening Remarks by the PM Modi at the 2nd India- CARICOM Summit
November 21st, 02:15 am
Prime Minister Shri Narendra Modi and the Prime Minister of Grenada, H.E. Mr. Dickon Mitchell, the current CARICOM Chair, chaired the 2nd India-CARICOM Summit in Georgetown on 20 November 2024.PM Modi attends Second India CARICOM Summit
November 21st, 02:00 am
Prime Minister Shri Narendra Modi and the Prime Minister of Grenada, H.E. Mr. Dickon Mitchell, the current CARICOM Chair, chaired the 2nd India-CARICOM Summit in Georgetown on 20 November 2024.ପଞ୍ଜାବ ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
June 26th, 12:22 pm
ପଞ୍ଜାବର ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀ ବନୱରିଲାଲ ପୁରୋହିତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଯେତେବେଳେ ଭାରତରେ ବିକାଶ ଘଟୁଛି, ବିଶ୍ୱ ବିକଶିତ ହେଉଛି , ଯେତେବେଳେ ଭାରତରେ ସଂସ୍କାର ଆସୁଛି, ସେତେବେଳେ ଦୁନିଆ ବଦଳୁଛି : ପ୍ରଧାନମନ୍ତ୍ରୀ ମୋଦୀ
September 25th, 06:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର 76ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ମିଳିତ ଜାତିସଂଘ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ
September 25th, 06:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର ୭୬ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।Come May 2, West Bengal will have a double engine government that will give double and direct benefit to the people: PM
April 03rd, 03:01 pm
Continuing his poll campaign before the third phase of assembly election in West Bengal, PM Modi has addressed a mega rally in Tarakeshwar. He said, “We have seen a glimpse of what results are going to come on 2 May in Nandigram two days ago. I know for sure, with every step of the election, Didi’s panic will increase, her shower of abuse on me will also grow.”PM Modi addresses public meetings at Tarakeshwar and Sonarpur, West Bengal
April 03rd, 03:00 pm
Continuing his poll campaign before the third phase of assembly election in West Bengal, PM Modi has addressed two mega rallies in Tarakeshwar and Sonarpur. He said, “We have seen a glimpse of what results are going to come on 2 May in Nandigram two days ago. I know for sure, with every step of the election, Didi’s panic will increase, her shower of abuse on me will also grow.”NDA Govt has ensured peace and stability in Assam: PM Modi in Bokakhat
March 21st, 12:11 pm
Continuing his election campaigning spree, PM Modi addressed a public meeting in Bokakhat, Assam. He said, “It is now decided that Assam will get 'double engine ki sarkar', 'doosri baar, BJP sarkar’, ‘doosri baar, NDA sarkar’. “Today I can respectfully say to all our mothers, sisters and daughters sitting here that we have worked hard to fulfill the responsibility and expectations with which you elected the BJP government,” he added.PM Modi addresses public meeting at Bokakhat, Assam
March 21st, 12:10 pm
Continuing his election campaigning spree, PM Modi addressed a public meeting in Bokakhat, Assam. He said, “It is now decided that Assam will get 'double engine ki sarkar', 'doosri baar, BJP sarkar’, ‘doosri baar, NDA sarkar’. “Today I can respectfully say to all our mothers, sisters and daughters sitting here that we have worked hard to fulfill the responsibility and expectations with which you elected the BJP government,” he added.PM Modi addresses public meeting at Kharagpur, West Bengal
March 20th, 11:17 am
At Kharagpur rally, Prime Minister Narendra Modi promised to bring 'ashol poriborton' in West Bengal if the BJP forms the next government. You have seen destruction by Congress and the Left. TMC ruined your dreams. In the last 70 years, you gave opportunities to everyone but give us 5 years, we will free Bengal from the 70 years of destruction, we will sacrifice our lives for you, he said.Proponents of 'jungle raj' do not want people of Bihar to chant 'Bharat Mata Ki Jai': PM Modi
November 03rd, 02:00 pm
At a public meeting in Bihar's Saharsa, PM Modi said that the NDA government under the leadership of Nitishji in the last decade has laid a strong foundation for self-reliant Bihar. Basic facilities like electricity, water, roads are reaching villages in Bihar today. He also cautioned people of Bihar against the opposition and said, Proponents of jungle raj do not want people of Bihar to chant Bharat Mata Ki Jai.The voters in Bihar have rejected jungle raj and double-double Yuvraaj: PM Modi
November 03rd, 10:56 am
Ahead of the third and final phase of polling in Bihar assembly election, PM Modi addressed a public meeting in Araria today. “People of Bihar have shown the world that they are very enthusiastic about democracy, as they have come out to vote even in times of Coronavirus. This is democracy's power and every Bihari's devotion for it,” said PM Modi.ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଆରିଆ ଏବଂ ସହର୍ସାଠାରେ ଜନସଭାକୁ ସମ୍ବୋଧିତ କରିଛନ୍ତି
November 03rd, 10:55 am
ବିହାର ବିଧାନସଭା ନିର୍ବାଚନରେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଆରିଆ ଏବଂ ସହର୍ସାଠାରେ ଜନସଭାକୁ ସମ୍ବୋଧିତ କରିଛନ୍ତି। “ବିହାରର ଲୋକମାନେ ବିଶ୍ୱକୁ ଦର୍ଶାଇଛନ୍ତି ଯେ ସେମାନେ ଗଣତନ୍ତ୍ର ପ୍ରତି ଅତ୍ୟନ୍ତ ଉତ୍ସାହିତ, କାରଣ ସେମାନେ କରୋନାଭାଇରସ୍ ସମୟରେ ମଧ୍ୟ ଭୋଟ୍ ଦେବାକୁ ବାହାରିଛନ୍ତି। ଏହା ଗଣତନ୍ତ୍ରର ଶକ୍ତି ଏବଂ ଏହା ପାଇଁ ପ୍ରତ୍ୟେକ ବିହାରୀଙ୍କର ଭକ୍ତି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।PM’s inaugural address at the National Conference on Vigilance and Anti-Corruption
October 27th, 05:06 pm
PM Narendra Modi inaugurated national conference on Vigilance and Anti-corruption today. Addressing the event, PM Modi said, It is imperative for development that our administrative processes are transparent, responsible, accountable and answerable to the people. Corruption is the biggest enemies of all these processes. Corruption hurts development and disrupts social balance.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସତର୍କତା ଓ ଦୁର୍ନୀତି ନିବାରଣ ଉପରେ ଜାତୀୟ ସମ୍ମିଳନୀ ଉଦଘାଟିତ
October 27th, 04:25 pm
ପ୍ରଧାନମନ୍ତ୍ରୀ ଆଜି ‘ସତର୍କ ଭାରତ, ସମୃଦ୍ଧ ଭାରତ’ ବିଷୟବସ୍ତୁ ଉପରେ ସତର୍କତା ଓ ଦୁର୍ନୀତି ନିବାରଣ ଉପରେ ଏକ ଜାତୀୟ ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ପକ୍ଷରୁ ଆୟୋଜନ କରାଯାଇଛି, ଯାହାର ଉଦ୍ଦେଶ୍ୟ ଦୁର୍ନୀତି ନିବାରଣ ପ୍ରସଙ୍ଗ ଉପରେ ଆଲୋକପାତ କରିବା ସହିତ ଜନ ଭାଗିଦାରୀ ଜରିଆରେ ସାର୍ବଜନୀନ ଜୀବନରେ ସଚ୍ଚୋଟତା ଓ ବିଶ୍ୱସନୀୟତାର ପ୍ରୋତ୍ସାହନ ଲାଗି ଭାରତର ସଂକଳ୍ପକୁ ଦୋହରାଇବା ତଥା ଏ ଦିଗରେ ଜନସଚେତନତା ସୃଷ୍ଟି କରିବା।ଏନଇପି 2020 ଉପରେ ରାଜ୍ୟପାଳଙ୍କ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 11:20 am
ଆଦରଣୀୟ ରାଷ୍ଟ୍ରପତି ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ରମେଶ ପୋଖରୀୟାଲ ନିଶଙ୍କ ମହାଶୟ, ସଞ୍ଜୟ ଧୋତ୍ରେ ମହାଶୟ, ଏହି ସମ୍ମେଳନରେ ଭାଗ ନେଇଥିବା ସମସ୍ତ ମାନନୀୟ ରାଜ୍ୟପାଳ, ଉପ-ରାଜ୍ୟପାଳ, ରାଜ୍ୟଗୁଡ଼ିକର ଶିକ୍ଷାମନ୍ତ୍ରୀ, ରାଷ୍ଟ୍ରୀୟ ଶିକ୍ଷାନୀତିକୁ ସ୍ୱରୁପ ଦେବାରେ ମୁଖ୍ୟ ଭୂମିକା ତୁଲାଇଥିବା ଡକ୍ଟର କସ୍ତୁରୀରଙ୍ଗନ ମହାଶୟ ଏବଂ ତାଙ୍କର ଟିମ୍, ଭିନ୍ନ ଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷାବିତ୍ତ, ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳାଗଣ ।ଜାତୀୟ ଶିକ୍ଷାନୀତି ସମ୍ପର୍କିତ ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 11:19 am
ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳମାନଙ୍କ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଏଥିରେ ରାଷ୍ଟ୍ରପତିଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ଉପରାଜ୍ୟପାଳ ଓ ବିଭିନ୍ନ ବିଶ୍ଵବିଦ୍ୟାଳୟର କୁଳପତିମାନେ ଯୋଗଦେଇଥିଲେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ନୂତନ ଶିକ୍ଷାନୀତି ଦେଶର ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ବୋଲି କହିଛନ୍ତି ।We are focussing on making tax-paying seamless, painless, faceless: PM Modi
August 13th, 11:28 am
PM Narendra Modi rolled out a taxpayers charter and faceless assessment on Thursday as part of the government's effort to easing the compliance for assessees and reward the honest taxpayer. He also launched the Transparent Taxation - Honoring The Honest platform, in what he said will strengthen efforts of reforming and simplifying the country's tax system.