ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଅଂଶଗ୍ରହଣ କରିଥିଲେ

June 09th, 11:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଥିଲା । ସମ୍ମାନିତ ଅତିଥି ଭାବେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଯୋଗ ଦେଇଥିଲେ ।