ଅହମ୍ମଦାବାଦର ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 01:30 pm
ଗୁଜରାଟର ଜଣେ ପୁତ୍ର ହିସାବରେ ମୁଁ ଆପଣମାନଙ୍କୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ କରୁଛି, ଅଭିନନଦନ ଜଣାଉଛି । ମୁଁ ମା ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଜୀଙ୍କୁ, ସେମାନଙ୍କ ଚରଣରେ ପ୍ରଣାମ କରୁଛି । ଶ୍ରୀମତ୍ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ମୁଁ ତାଙ୍କ ଚରଣରେ ପ୍ରଣାମ ମଧ୍ୟ କରୁଛି।ଗୁଜରାଟରେ ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ରାମକୃଷ୍ଣ ମଠରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଦେଶ ବିଦେଶର ରାମକୃଷ୍ଣ ମଠ ଓ ମିଶନର ସମ୍ମାନଜନକ ସନ୍ଥ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀ ମୋଦୀ ଦେବୀ ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀମତ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍ଘାଟନ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 04:30 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ , ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସିଆର ପାଟିଲ, ଏହି କାର୍ଯ୍ୟକ୍ରମ ସହ ଜଡିତ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସମସ୍ତ ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ , ସାଂସଦ, ବିଧାୟକ, ଅନ୍ୟ ଜନପ୍ରତିନିଧି ଏବଂ ବହୁ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ମାନେ ।ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳବାଇ, ସଡ଼କ, ଶକ୍ତି, ଗୃହ ନିର୍ମାଣ ଏବଂ ଆର୍ଥିକ କ୍ଷେତ୍ରର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ | ଏହା ପୂର୍ବରୁ ଶ୍ରୀ ମୋଦୀ ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳକୁ ଉଦଘାଟନ କରିଥିଲେ | ନାଗପୁରରୁ ସିକନ୍ଦରାବାଦ, କୋହ୍ଲାପୁରରୁ ପୁଣେ, ଆଗ୍ରା କ୍ୟାଣ୍ଟରୁ ବନାରସ, ଦୁର୍ଗରୁ ବିଶାଖାପାଟଣା, ପୁଣେରୁ ହୁବଲି ଏବଂ ବାରଣାସୀରୁ ଦିଲ୍ଲୀ ପର୍ଯ୍ୟନ୍ତ ପ୍ରଥମ ୨୦ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ କୁ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାବ୍ୟତୀତ ସେ ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର ପ୍ରାଧିକରଣର ସିଙ୍ଗଲ ୱିଣ୍ଡୋ ଆଇଟି ସିଷ୍ଟମ (ଏସଡବ୍ଲ୍ୟୁଆଇଟିଏସ)ର ଶୁଭାରମ୍ଭ କରିଥିଲେ।ସେପ୍ଟେମ୍ବର ୧୫ରୁ ୧୭ ମଧ୍ୟରେ ଝାଡ଼ଖଣ୍ଡ, ଗୁଜରାଟ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
September 14th, 09:53 am
ସେପ୍ଟେମ୍ବର ୧୫ ରେ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବେ ଏବଂ ପୂର୍ବାହ୍ନ ପ୍ରାୟ ୧୦ଟାରେ ଝାଡ଼ଖଣ୍ଡର ଟାଟାନଗର ଜଙ୍କସନ୍ ରେଳ ଷ୍ଟେସନରେ ଟାଟାନଗର-ପାଟନା ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବା ସହ ୨୦ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍ଏୱାଇ-ଜି) ହିତାଧିକାରୀଙ୍କୁ ମଞ୍ଜୁରି ପତ୍ର ବଣ୍ଟନ କରିବେ।Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.PM Modi casts his vote for 2024 Lok Sabha elections
May 07th, 12:50 pm
Prime Minister Narendra Modi cast his vote for the 2024 Lok Sabha elections today in Ahmedabad, Gujarat. Taking to social media platform 'X', the PM urged every eligible voter to exercise their franchise and strengthen our democracy.BJP’s Sankalp Patra is a resolution letter for the development of the country: PM Modi in Alathur
April 15th, 11:30 am
Ahead of the Lok Sabha Elections, 2024, PM Modi was garnered with love and admiration at a public rally in Alathur town of Thrissur, Kerala. The PM extended his best wishes on the occasion of Vishu and presented his transparent vision of Kerala to the audience. PM Modi offered a glimpse of BJP's Sankalp Patra, pledging advancement and prosperity to every corner of the nation.PM Modi addresses enthusiastic crowds at public meetings in Alathur and Attingal, Kerala
April 15th, 11:00 am
Ahead of the Lok Sabha Elections, 2024, PM Modi was garnered with love and admiration at public rallies in Alathur & Attingal, Kerala. The PM extended his best wishes on the occasion of Vishu and presented his transparent vision of Kerala to the audience. PM Modi offered a glimpse of BJP's Sankalp Patra, pledging advancement and prosperity to every corner of the nation.ଗୁଜରାଟର ଅହମ୍ମଦାବାଦରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:00 am
ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଶ୍ରୀ ଦେବବ୍ରତ ଜୀ, ଗୁଜୁରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କ୍ୟାବିନେଟରେ ମୋର ସହକର୍ମୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ସଂସଦରେ ମୋର ସହଯୋଗୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ଶ୍ରୀ ସିଆର ପାଟିଲ ଏବଂ ଦେଶର କୋଣ ଅନୁକୋଣରେ ଯୋଡି ହୋଇଥିବା ସମସ୍ତ ସମସ୍ତ ସମ୍ମାନିତ ରାଜ୍ୟପାଳ, ଆଦରଣୀୟ, ବିଧାୟକ ଗଣ, ମୁଖ୍ୟମନ୍ତ୍ରୀ ଗଣ, ସାଂସଦଗଣ, ବିଧାନସଭାର ସଦସ୍ୟ ଓ ମନ୍ତ୍ରୀଗଣ। ଦେଶର ୭୦୦ରୁ ଅଧିକ ସ୍ଥାନରେ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ମୁଁ ସ୍କ୍ରିନରେ ଦେଖୁଛି । ବୋଧହୁଏ ଭାରତର କୋଣ ଅନୁକୋଣରେ ଏତେ ବଡ଼ ଘଟଣା ରେଳଇତିହାସରେ ପୂର୍ବରୁ କେବେ ଘଟିନଥିଲା। ଗତ ୧୦୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟୁଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ମୁଁ ରେଳବାଇକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।ଗୁଜରାଟର ଅହମ୍ମଦାବାଦରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
March 12th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଅହମ୍ମଦାବାଦଠାରେ ଡେଡିକେଟେଡ୍ ଫ୍ରେଟ୍ କରିଡରର ଅପରେସନ୍ କଣ୍ଟ୍ରୋଲ ସେଣ୍ଟରରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡିକରେ ରେଳ ଭିତ୍ତିଭୂମି, ଯୋଗାଯୋଗ ଏବଂ ପେଟ୍ରୋକେମିକାଲ ସମେତ ଏକାଧିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏଥିସହ ସେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।ମାର୍ଚ୍ଚ ୧୨ରେ ଗୁଜରାଟ ଓ ରାଜସ୍ଥାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 10th, 05:24 pm
ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୨ ରେ ଗୁଜରାଟ ଏବଂ ରାଜସ୍ଥାନ ଗସ୍ତ କରିବେ । ସକାଳ ପ୍ରାୟ ୯ଟା ୧୫ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ଠାରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ । ଏହା ପରେ , ପୂର୍ବାହ୍ନ ପ୍ରାୟ ୧୦ଟାରେ ପ୍ରଧାନମନ୍ତ୍ରୀ ସାବରମତୀ ଆଶ୍ରମ ପରିଦର୍ଶନ କରିବେ , ଯେଉଁଠାରେ ସେ କୋଚରବ ଆଶ୍ରମର ଉଦଘାଟନ କରିବେ ଏବଂ ଗାନ୍ଧୀ ଆଶ୍ରମ ସ୍ମାରକୀର ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ଏହାପରେ ରାତି ପ୍ରାୟ ୧ଟା ୪୫ମିନିଟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ପୋଖରାନ ଠାରେ ତ୍ରିସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ 'ଭାରତ ଶକ୍ତି'କୁ ଦେଖିବେ ।ଜିସିଏମଏମ୍ଏଫ୍, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 22nd, 11:30 am
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 22nd, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।୨୨ ଏବଂ ୨୩ ଫେବୃଆରୀରେ ଗୁଜରାଟ ଓ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 21st, 11:41 am
ଫେବୃଆରୀ ୨୨ ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ଅହମଦାବାଦରେ ପ୍ରଧାନମନ୍ତ୍ରୀ ଗୁଜରାଟ ସହକାରୀ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଭାଗ ନେବେ । ଅପରାହ୍ନ ପ୍ରାୟ ୧୨ଟା ୪୫ରେ ପ୍ରଧାନମନ୍ତ୍ରୀ ମହେସଣା ପହଞ୍ଚିବେ ଏବଂ ବଲୀନାଥ ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା ସହ ଦର୍ଶନ କରିବେ । ଅପରାହ୍ନ ପ୍ରାୟ ୧ଟାରେ ପ୍ରଧାନମନ୍ତ୍ରୀ ତରଭ, ମହେସଣାରେ ଏକ ସାର୍ବଜନିକ ସମାରୋହରେ ଭାଗ ନେଇ ସେଠାରେ ୮,୩୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ନବସାରୀ ପହଞ୍ଚିବେ । ସେଠାରେ ସେ ପ୍ରାୟ ୧୭,୫୦୦ କୋଟି ଟଙ୍କା ବ୍ୟୟରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ସନ୍ଧ୍ୟା ପ୍ରାୟ ୬ଟା ୧୫ରେ ପ୍ରଧାନମନ୍ତ୍ରୀ କାକ୍ରାପାର ପରମାଣୁ ଶକ୍ତି ଷ୍ଟେସନ ଗସ୍ତ କରି ସେଠାରେ ଦୁଇ ନୂଆ ପ୍ରେସରାଇଜ୍ଡ ହେଭି ୱାଟର ରିଆକ୍ଟର୍ସ (ପିଏଚ୍ଡବ୍ଲ୍ୟୁଏସ୍)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଅହମ୍ମଦାବାଦ ପୁଷ୍ପ ପ୍ରଦର୍ଶନୀ ମନମୁଗ୍ଧକର: ପ୍ରଧାନମନ୍ତ୍ରୀ
January 06th, 10:14 am
ଅହମ୍ମଦାବାଦର ଆକର୍ଷଣୀୟ ପୁଷ୍ପ ପ୍ରଦର୍ଶନୀ ମଧ୍ୟ ନୂଆ ଭାରତରବିକାଶ ଯାତ୍ରାର ଚମତ୍କାର ଝଲକ ଦେଖାଏ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ କହିଛନ୍ତି ।ଗୁଜରାଟର ମେହେସାଣାରେ ବିଭିନ୍ନ ବିକାଶମୂଳକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 30th, 09:11 pm
କିପରି ଅଛି ମୋର ଖାଖରିଆ ଟପ୍ପା, ପ୍ରଥମେ ତ’ ମୁଁ ଗୁଜରାଟର ମୁଖ୍ୟମନ୍ତ୍ରୀ ମହାଶୟ ଏବଂ ସରକାରଙ୍କ ନିକଟରେ କୃତଜ୍ଞତା ଜଣାଉଛି ଯେ, ମୋତେ ଆପଣମାନଙ୍କ ଗହଣକୁ ଆସି ଦର୍ଶନ କରିବା ପାଇଁ ଏଠାରେ ସୁଯୋଗ ମିଳିଛି । ସ୍କୁଲ ସମୟର କେତେ ହିଁ ସାଙ୍ଗମାନଙ୍କର ଚେହେରା ମୋତେ ଦିଶୁଥିଲା, ମୋ ପାଇଁ ଏହା ସୌଭାଗ୍ୟର ମୁହୂର୍ତ ଥିଲା । ଆପଣ ସମସ୍ତଙ୍କ ନିକଟକୁ ଆସି ଆପଣ ସମସ୍ତଙ୍କ ଦର୍ଶନ କରିବା, ଘର ଅଗଣାକୁ ଆସିଥିବାରୁ ମୋର ସବୁକିଛି ପୁରୁଣା କଥା ସ୍ମରଣ ଆସୁଛି ଏବଂ ପୁରୁଣା ଅନୁଭୂତି ସତେଜ ହୋଇ ଉଠୁଛି, ଯେଉଁ ମାଟି ଏବଂ ଯେଉଁ ଲୋକମାନେ ମୋତେ ସୃଷ୍ଟି କରିଛନ୍ତି, ସେମାନଙ୍କ ଋଣ ସ୍ୱୀକାର କରିବା ପାଇଁ ଯେତେବେଳେ ମଧ୍ୟ ମୋତେ ସୁଯୋଗ ମିଳିଥାଏ, ମନକୁ ସନ୍ତୋଷ ମିଳିଥାଏ । ଏଥିପାଇଁ ଏକ ପ୍ରକାରରେ ଆଜି ଏହା ମୋର ସାକ୍ଷାତ ଋଣ ସ୍ୱୀକାର କରିବା ପାଇଁ ମୋ ପାଇଁ ହେଉଛି ଏକ ସୁଯୋଗ । ଆଜି ୩୦ ଅକ୍ଟୋବର ଏବଂ ଆସନ୍ତା କାଲି ୩୧ ଅକ୍ଟୋବର, ଏହି ଦୁଇଟି ଦିନ ଆମ ସମସ୍ତଙ୍କ ପାଇଁ ହେଉଛି ବହୁତ ପ୍ରେରଣାର ଦିନ, ଆଜି ସ୍ୱାଧୀନତା ସଂଗ୍ରାମରେ ଆଦିବାସୀମାନଙ୍କୁ ଯିଏ ନେତୃତ୍ୱ ଦେଇଥିଲେ ଏବଂ ଯିଏ ଇଂରେଜ ସରକାରଙ୍କୁ ଉଚିତ ଜବାବ ଦେଇଥିଲେ, ହେଉଛି ଏଭଳି ସଂଗ୍ରାମୀ ଗୋବିନ୍ଦ ଗୁରୁଜୀଙ୍କର ପୁଣ୍ୟ ତିଥି । ଆଉ ଆସନ୍ତା କାଲି ହେଉଛି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଆମର ପିଢ଼ୀ ବିଶ୍ୱର ସବୁଠାରୁ ବଡ଼ ପ୍ରତିମା ଷ୍ଟାଚ୍ୟୁ ଅଫ୍ ୟୁନିଟି ସର୍ଦ୍ଦାର ସାହେବଙ୍କୁ ଉଚିତ ଅର୍ଥରେ ହିଁ ଆମ୍ଭେମାନେ ବହୁତ ଉଚ୍ଚ ଶ୍ରଦ୍ଧା ବ୍ୟକ୍ତ କରିଛୁ । ଆଉ ଆଗାମୀ ପିଢ଼ୀ ମଧ୍ୟ ଯେତେବେଳେ ସର୍ଦ୍ଦାର ସାହେବଙ୍କ ମୂର୍ତି ଦେଖିବେ ତେବେ ଆପେ ଆପେ ସେମାନଙ୍କର ମୁଣ୍ଡ ନଇଁବ ନାହିଁ ବରଂ ସେମାନଙ୍କ ମୁଣ୍ଡ ଉପରକୁ ହୋଇଯିବ । ସର୍ଦ୍ଦାର ସାହେବଙ୍କ ପାଦ ତଳେ ଠିଆ ହୋଇଥିବା ପ୍ରତ୍ୟେକ ବ୍ୟକ୍ତି ମୁଣ୍ଡ ଉପରକୁ କରି ଠିଆ ହେବେ, ସେମାନେ ମୁଣ୍ଡ ନୁଆଁଇବେ ନାହିଁ, ଏପରି କାର୍ଯ୍ୟ ହୋଇଛି । ଗୁରୁ ଗୋବିନ୍ଦ ଜୀଙ୍କ ସମ୍ପୂର୍ଣ୍ଣ ଜୀବନ ମାଆ ଭାରତୀଙ୍କ ସ୍ୱାଧୀନତା ପାଇଁ ସଙ୍ଘର୍ଷରେ ଏବଂ ଆଦିବାସୀ ସମାଜର ସେବାରେ, ସେବା ଏବଂ ରାଷ୍ଟ୍ରଭକ୍ତି ଏତେ ତୀବ୍ର ଥିଲା ଯେ ବଳିଦାନୀମାନଙ୍କ ପାଇଁ ପରମ୍ପରା ସୃଷ୍ଟି କରିଦେଲା । ଆଉ ସେ ସ୍ୱୟଂ ନିଜେ ବଳିଦାନୀମାନଙ୍କର ପ୍ରତୀକ ପାଲଟିଗଲେ, ମୁଁ ଆନନ୍ଦିତ ଯେ ମୋ ସରକାର ବିଗତ ବର୍ଷମାନଙ୍କରେ ଗୁରୁ ଗୋବିନ୍ଦ ଜୀଙ୍କ ସ୍ମୃତିରେ ମାନଘର ଧାମ ଯାହା ମଧ୍ୟପ୍ରଦେଶ- ଗୁଜରାଟର ଆଦିବାସୀ ବହୁଳ କ୍ଷେତ୍ରରେ ଅଛି, ତାକୁ ରାଷ୍ଟ୍ରୀୟ ସ୍ତରରେ ସ୍ଥାପିତ କରି ତାହାକୁ ବହୁତ ବଡ଼ ସୁଯୋଗ ଭାବେ ପାଳନ କରୁଛନ୍ତି ।PM inaugurates, dedicates to the nation and lays foundation stone for projects worth around Rs 5800 crores in Mehsana, Gujarat
October 30th, 04:06 pm
PM Modi inaugurated, dedicated to the nation and laid the foundation stone for projects worth around Rs 5800 crores in Mehsana, Gujarat. Addressing the gathering, the PM remarked that the two dates of 30th and 31st October are a source of great inspiration for everyone, as the former is the death anniversary of Govind Guru ji and the latter is the birth anniversary of Sardar Patel ji. “Our generation has expressed its reverence for Sardar Saheb by building the world's largest statue, the Statue of Unity”, PM Modi said.ପ୍ରଧାନମନ୍ତ୍ରୀଙ୍କ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ
October 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ୩୦ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟା ବେଳେ ସେ ଅମ୍ବାଜୀ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିବେ । ପରେ ପରେ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ସେ ମେହେଶାନାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ୩୧ ତାରିଖ ସକାଳ ଆଠଟାରେ ଶ୍ରୀ ମୋଦୀ କେଭାଡିଆ ଯାଇ ଏକତା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସେଠାରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ । ସେ ମଧ୍ୟ ସେଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଉଦଘାଟନ ମଧ୍ୟ କରିବେ । ପରେ ପରେ ସେ ୯୮ତମ ଅଧିକାରୀମାନଙ୍କ ୯୮ତମ ସାଧାରଣ ମୂଳଦୁଆ ପାଠ୍ୟକ୍ରମ ଆରମ୍ଭ ୫.୦ରେ ଉଦବୋଧନ ଦେବେ ।ଗୁଜରାଟର ଅହମ୍ମଦାବାଦର ସାଇନ୍ସ ସିଟି ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
September 27th, 02:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦସ୍ଥିତ ସାଇନ୍ସ ସିଟି (ବିଜ୍ଞାନ ସହର) ପରିଦର୍ଶନ କରିଛନ୍ତି । ସେ ରୋବୋଟିକ୍ସ ଗ୍ୟାଲେରୀ, ନେଚର ପାର୍କ, ଆକ୍ୱାଟିକ୍ ଗ୍ୟାଲେରୀ ଏବଂ ସାର୍କ ଟନେଲ ପରିଦର୍ଶନ କରିବା ସହ ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ପରିଦର୍ଶନ କରିଥିଲେ ।