ବାୟୁସେନା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
October 08th, 09:09 am
ବାୟୁସେନା ଦିବସରେ ଭାରତର ବୀର ବାୟୁ ସୈନିକ ମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ବାୟୁସେନା ଦିବସରେ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 08th, 09:52 am
ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି ।ବାୟୁସେନା ଦିବସ ଅବସରରେ ଭାରତୀୟ ବାୟୁ ସେନାକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 08th, 09:54 am
ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ବାୟୁ ସେନା ସଦସ୍ୟ ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।PM greets Indian Air Force on its foundation day
October 08th, 10:28 am
The Prime Minister Shri Narendra Modi has greeted the Indian Air Force on its foundation day.ବାୟୁସେନା ଦିବସରେ ବାୟୁସେନା ଯବାନ ଓ ସେମାନଙ୍କ ପରିବାରବର୍ଗଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
October 08th, 10:31 am
ବାୟୁସେନା ଦିବସରେ ବାୟୁସେନା ଯବାନ ଓ ସେମାନଙ୍କ ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ବାୟୁସେନା ଦିବସରେ ବାୟୁ ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
October 08th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାୟୁସେନା ଦିବସରେ ଭାରତୀୟ ବିମାନ ବାହିନୀର ବୀର ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍’ର 48ତମ ସଂସ୍କରଣ
September 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଏମିତି କୌଣସି ଭାରତୀୟ ନ ଥିବ, ଯିଏ ଆମ ସେନାବାହିନୀ, ଆମ ସେନାର ଯବାନମାନଙ୍କୁ ନେଇ ଗର୍ବ କରୁନଥିବ । ପ୍ରତ୍ୟେକ ଭାରତୀୟ – ସେ ଯେକୌଣସି ଅଂଚଳ, ଜାତି, ଧର୍ମ, ସମ୍ପ୍ରଦାୟ ବା ଭାଷାର ହୋଇଥାଉ ନା କାହିଁକି – ଆମ ସୈନିକମାନଙ୍କ ପ୍ରତି ନିଜର ଆନନ୍ଦର ପରିପ୍ରକାଶ ଏବଂ ସମର୍ଥନ ଦର୍ଶାଇବା ପାଇଁ ସର୍ବଦା ତତ୍ପର ହୋଇରହିଥାଏ ।ବାୟୁ ସେନା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
October 08th, 10:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାୟୁସେନା ଦିବସରେ ଶୁଭକାମନା ଜଣାଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର 8 ଅକ୍ଟୋବର
October 08th, 07:45 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ । ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁPM Modi salutes air warriors on Air Force Day
October 08th, 10:14 am
Prime Minister Narendra Modi today saluted the air warriors on Air Force Day. The PM said, Saluting all air warriors & their families on Air Force Day. Thank you for protecting our skies. Your courage makes India proud.PM salutes the Air Force personnel, on Air Force Day
October 08th, 09:48 am