
ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ସୁଟର ମୋନା ଅଗ୍ରୱାଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 30th, 04:57 pm
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍୨ ମହିଳା ୧୦ ମିଟର୍ ଏୟାର୍ ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ମୋନା ଅଗ୍ରୱାଲ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ୟାରିସ୍ ପାରାଲିମ୍ପିକ୍ସରେ ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 04:49 pm
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାମନ୍ତ୍ରୀ କହିଛନ୍ତି ଯେ, ଅବନୀ ଲେଖରା ମଧ୍ୟ ଇତିହାସ ସୃଷ୍ଟି କରିଛନ୍ତି, କାରଣ ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଆଥଲେଟ୍ ଟିଏ ୩ଟି ପାରାଲିମ୍ପିକ୍ ପଦକ ଜିତିଛନ୍ତି ।