ରୌପ୍ୟ ପଦକ ବିଜେତା ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରୌପ୍ୟ ପଦକ ବିଜେତା ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 04th, 10:22 am

ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍‌୪୬ରେ ଅଜିତ ସିଂହ ରୌପ୍ୟ ପଦକ ଜିତିଛନ୍ତି ।

ଏସିଆନ୍ ପାରା ଗେମ୍ସରେ ଜାଭେଲିନ୍ ଥ୍ରୋ ରେ କାଂସ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏସିଆନ୍ ପାରା ଗେମ୍ସରେ ଜାଭେଲିନ୍ ଥ୍ରୋ ରେ କାଂସ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି

October 25th, 09:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସ ଜାଭେଲିନ୍ ଥ୍ରୋ ଏଫ୍ ୪୬ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।