ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ।
September 14th, 12:01 pm
ଉତର ପ୍ରଦେଶର ରାଜ୍ୟପାଳ ଶ୍ରୀମତି ଆନନ୍ଦି ବେନ୍ ପଟେଲ ଜୀ, ଉତର ପ୍ରଦେଶର ଯଶସ୍ୱୀ ଏବଂ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା ଜୀ, ଉତର ପ୍ରଦେଶ ସରକାରର ମନ୍ତ୍ରୀଗଣ, ଅନ୍ୟାନ୍ୟ ସାଂସଦଗଣ, ବିଧାୟକଗଣ ଏବଂ ଅଲିଗଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି
September 14th, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ପକାଇଛନ୍ତି । ସେ ଉତ୍ତରପ୍ରଦେଶ ପ୍ରତିରକ୍ଷା ଶିଳ୍ପ କରିଡରର ଆଲିଗଡ ନୋଡର ପ୍ରଦର୍ଶନୀ ମଡେଲ ଏବଂ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।ମେଡିକାଲ ପାଠ୍ୟକ୍ରମରେ ଅନ୍ୟାନ୍ୟ ଅନଗ୍ରସର ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ନିମନ୍ତେ ସଂରକ୍ଷଣ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 29th, 05:17 pm
ନିମ୍ନ ସ୍ନାତକ ଓ ସ୍ନାତକୋତ୍ତର ମେଡିକାଲ ଓ ଡେଣ୍ଟାଲ ପାଠ୍ୟକ୍ରମରେ ଚଳିତ ଶିକ୍ଷାବର୍ଷରୁ ଶତକଡା ୨୭ଭାଗ ଅନ୍ୟାନ୍ୟ ଅନଗ୍ରସର ଓ ଶତକଡା ଦଶଭାଗ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ସଂରକ୍ଷଣ ନିଷ୍ପତିକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ।ମେଡିକାଲ ଶିକ୍ଷାରେ ଭାରତ ସରକାରଙ୍କ ଐତିହାସିକ ନିଷ୍ପତ୍ତି
July 29th, 03:38 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସର୍ବଭାରତୀୟ କୋଟା ଯୋଜନା(AIQ schme)ରେ ଶତକଡା ୨୭ଭାଗ ଅନ୍ୟାନ୍ୟ ଅନଗ୍ରସର ଓ ଶତକଡା ୧୦ଭାଗ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଛାତ୍ରଛାତ୍ରୀମାନଙ୍କୁ ମେଡିକାଲ ଶିକ୍ଷାରେ ସଂରକ୍ଷଣ ଦେବା ପାଇଁ ଏକ ଐତିହାସିକ ନିଷ୍ପତି ନେଇଛନ୍ତି । ଚଳିତ ଶିକ୍ଷାବର୍ଷ ୨୦୨୧-୨୨ଠାରୁ ଏହା ସ୍ନାତ୍ତକ ଓ ସ୍ନାତକୋତ୍ତର ମେଡିକାଲ / ଡେଣ୍ଟାଲ ପାଠ୍ୟକ୍ରମ ଯଥା ଏମବିବିଏସ, ଏମ.ଡି / ଏମ୍ଏସ / ଡିପ୍ଲୋମା / ବିଡିଏସ / ଏମଡିଏସ୍ ନିମନ୍ତେ ଲାଗୁ ହେବ ।Govt is working for the benefit of all citizens without any discrimination: PM Modi
December 22nd, 11:01 am
PM Narendra Modi addressed the Centenary Celebrations of Aligarh Muslim University. The Prime Minister stressed that the country is proceeding on a path where every citizen is assured of his or her constitution-given rights, no one should be left behind due one’s religion.PM Modi addresses centenary celebrations of Aligarh Muslim University
December 22nd, 11:00 am
PM Narendra Modi addressed the Centenary Celebrations of Aligarh Muslim University. The Prime Minister stressed that the country is proceeding on a path where every citizen is assured of his or her constitution-given rights, no one should be left behind due one’s religion.ଡିସେମ୍ବର 22ରେ ଆଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
December 20th, 12:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 22 ଡିସେମ୍ବର, 2020 ଦିନ 11ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟର (ଏଏମୟୁ) ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏକ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିବେ । ଏହି ଅବସରରେ ବିଶ୍ୱବିଦ୍ୟାଳୟର କୁଳପତି ମହାମହିମ ସୟଦନା ମୁଫାଦଲ ସଇଫୁଦ୍ଦିନ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ନିଶଙ୍କ ମଧ୍ୟ ଉପସ୍ଥିତ ରହିବେ ।