Tune in to hear Mann Ki Baat on 24th November 2024
November 23rd, 09:00 am
Prime Minister, Shri Narendra Modi will share his thoughts on a number of themes and issues in Mann Ki Baat on Sunday at 11 AM. Tune in to hear 'Mann Ki Baat' live on Narendra Modi App.ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
November 05th, 01:28 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 24ରବିବାର ଦିନ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଯଦି ଆପଣଙ୍କ ପାଖରେ କିଛି ଅଭିନବ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଅଛି ,ତ ଏହାକୁ ସିଧା ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ଏକ ସୁଯୋଗ ଅଛି । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।27 ଅକ୍ଟୋବର 2024 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନଇନ୍ କରନ୍ତୁ
October 26th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
October 05th, 04:49 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର, ଅକ୍ଟୋବର 27ରେ 'ମନ୍ କୀ ବାତ୍' ସେୟାର କରିବେ । ଯଦି ଆପଣଙ୍କର ଅଭିନବ ଚିନ୍ତାଧାରା ଏବଂ ପରାମର୍ଶ ଅଛି, ତେବେ ଏଠାରେ ଏହାକୁ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ସୁଯୋଗ ରହିଛି । କେତେକ ପରାମର୍ଶ ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣ ସମୟରେ ଉଲ୍ଲେଖ କରିବେ ।29 ସେପ୍ଟେମ୍ବର 2024 ରେ ମନ୍ କୀ ବାତ୍ ଶୁଣିବା ପାଇଁ ଟ୍ୟୁନ୍ ଇନ୍ କରନ୍ତୁ
September 28th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
September 05th, 04:06 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 29ରେ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଆପଣଙ୍କ ପାଖରେ ସୁଯୋଗ ଅଛି ,ଏହି ଅଧ୍ୟାୟ ପାଇଁ ଆପଣ ନିଜର ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।25 ଅଗଷ୍ଟ 2024 ରେ ମନ୍ କୀ ବାତ୍ ଶୁଣିବା ପାଇଁ ଟ୍ୟୁନ୍ ଇନ୍ କରନ୍ତୁ
August 24th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
August 05th, 02:28 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 25 ରେ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଆପଣଙ୍କ ପାଖରେ ସୁଯୋଗ ଅଛି ,ଏହି ଅଧ୍ୟାୟ ପାଇଁ ଆପଣ ନିଜର ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।28 ଜୁଲାଇ 2024 ରେ 'ମନ୍ କୀ ବାତ୍' ଶୁଣିବା ପାଇଁ ଟ୍ୟୁନ୍ ଇନ୍ କରନ୍ତୁ
July 27th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଜୁନ୍ 30, 2024 ରେ ମନ୍ କୀ ବାତ୍ ଶୁଣିବା ପାଇଁ ଟ୍ୟୁନ୍ ଇନ କରନ୍ତୁ
June 29th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
June 15th, 07:50 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ 30ରେ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଆପଣଙ୍କ ପାଖରେ ସୁଯୋଗ ଅଛି ,ଏହି ଅଧ୍ୟାୟ ପାଇଁ ଆପଣ ନିଜର ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।25 ଫେବୃଆରୀ 2024 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନ୍ ଇନ କରନ୍ତୁ
February 24th, 10:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।28 ଜାନୁଆରୀ 2024 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନ୍ ଇନ କରନ୍ତୁ
January 27th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।31 ଡିସେମ୍ବର 2023 ରେ ମନ୍ କି ବାତ୍ ଶୁଣିବା ପାଇଁ ଟ୍ୟୁନ୍ ଇନ୍ କରନ୍ତୁ
December 30th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।26 ନଭେମ୍ବର 2023 ରେ ମନ୍ କୀ ବାତ୍ ଶୁଣିବାକୁ ଟ୍ୟୁନଇନ କରନ୍ତୁ
November 25th, 09:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।29 ଅକ୍ଟୋବର 2022 ରେ ମନ୍ କୀ ବାତ୍ ଶୁଣିବା ପାଇଁ ଟ୍ୟୁନ ଇନ କରନ୍ତୁ
October 28th, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।24 ସେପ୍ଟେମ୍ବର 2022 ରେ 'ମନ୍ କୀ ବାତ୍' ଶୁଣିବା ପାଇଁ ଟ୍ୟୁନ ଇନ କରନ୍ତୁ
September 23rd, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ସକାଳ 11 ଟା ସମୟରେ ନିଜର 'ମନ କି ବାତ' କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବିଷୟ ଏବଂ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହିତ ନିଜର ବିଚାର ବାଣ୍ଟିବେ । 'ମନ କି ବାତ' ର ସିଧାପ୍ରସାରଣ ନରେନ୍ଦ୍ର ମୋଦୀ ଆପରେ ଶୁଣନ୍ତୁ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍'
August 27th, 11:30 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ର ଅଗଷ୍ଟ ମାସର ଅଧ୍ୟାୟରେ ଆପଣମାନଙ୍କୁ ପୁଣି ଥରେ ବହୁତ ବହୁତ ସ୍ୱାଗତ । ଅତୀତରେ କେବେ ଶ୍ରାବଣ ମାସରେ ଦୁଇ ଦୁଇ ଥର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହୋଇଥିବା ମୋର ମନେ ପଡ଼ୁନି, କିନ୍ତୁ ଏଥର ତାହା ହେଉଛି । ଶ୍ରାବଣ ଅର୍ଥାତ୍ ମହାଦେବଙ୍କ ମାସ, ଉତ୍ସବ ଏବଂ ଉଲ୍ଲାସର ମାସ । ଚନ୍ଦ୍ରଯାନର ସଫଳତା ଏହି ଉତ୍ସବର ଖୁସିକୁ ବହୁ ଗୁଣ ବୃଦ୍ଧି କରିଦେଇଛି । ଚନ୍ଦ୍ରଯାନ ଚନ୍ଦ୍ରପୃଷ୍ଠକୁ ପହଂଚିବାର ତିନି ଦିନରୁ ଅଧିକ ସମୟ ହେଲାଣି । ଏହା ଏତେ ବଡ଼ ସଫଳତା ଯେ, ଏହା ବିଷୟରେ ଯେତେ ଆଲୋଚନା କଲେ ମଧ୍ୟ ତାହା କମ୍ ହେବ । ଆଜି ଆପଣଙ୍କ ସହିତ କଥା ହେଉଥିବାବେଳେ ମୋର ଗୋଟିଏ ପୁରୁଣା କବିତାର କିଛି ପଂକ୍ତି ମନେ ପଡ଼ୁଛି . . .