ଅମରନାଥ ଯାତ୍ରାରମ୍ଭ ପରେ ତୀର୍ଥଯାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
June 29th, 01:06 pm
ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହୋଇଥିବାରୁ ସମସ୍ତ ତୀର୍ଥଯାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି ।I.N.D.I alliance have disregarded the culture as well as development of India: PM Modi in Udhampur
April 12th, 11:36 am
Udhampur showered unparalleled affection on PM Modi as he addressed a public rally in JandK ahead of the Lok Sabha elections in 2024. He said, “After several decades, it is the first time that terrorism, bandhs, stone pelting, and border skirmishes are not the issues for the upcoming Lok Sabha elections in the state of J&K.” He said, “Before 2014 even the Amarnath and Vaishno Devi Yatra was ridden with problems but post-2014, J&K has seen only increasing confidence and development.” He said that owing to the same, there is a great sentiment for a strong government and hence ‘Fir ek Baar Modi Sarkar.’Udhampur’s unparalleled affection for PM Modi as he addresses a public rally in Jammu and Kashmir
April 12th, 11:00 am
Udhampur showered unparalleled affection on PM Modi as he addressed a public rally in JandK ahead of the Lok Sabha elections in 2024. He said, “After several decades, it is the first time that terrorism, bandhs, stone pelting, and border skirmishes are not the issues for the upcoming Lok Sabha elections in the state of J&K.” He said, “Before 2014 even the Amarnath and Vaishno Devi Yatra was ridden with problems but post-2014, J&K has seen only increasing confidence and development.” He said that owing to the same, there is a great sentiment for a strong government and hence ‘Fir ek Baar Modi Sarkar.’ଶ୍ରୀନଗରରେ ଜମ୍ମୁ-କଶ୍ମୀରରେ ବିକଶିତ ଭାରତ, ବିକଶିତ ଜମ୍ମୁ-କଶ୍ମୀର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 12:20 pm
ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସହଯୋଗୀ, ଏହି ମାଟିର ପୁତ୍ର ଗୁଲାମ ଅଲ୍ଲୀ ଜୀ ଏବଂ ଜମ୍ମୁ-କଶ୍ମୀରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ
March 07th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ସେ ପାଖାପାଖି ୫୦୦୦ କୋଟି ଟଙ୍କାର ସାମଗ୍ରିକ କୃଷି ବିକାଶ କାର୍ଯ୍ୟକ୍ରମକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ଏବଂ ଶ୍ରୀନଗରସ୍ଥିତ 'ହଜରତବଲ ଧର୍ମ ସ୍ଥଳୀ ସମନ୍ୱିତ ବିକାଶ' ପ୍ରକଳ୍ପ ସମେତ ସ୍ୱଦେଶ ଦର୍ଶନ ଏବଂ ପ୍ରସାଦ ଯୋଜନା ଅଧୀନରେ ୧୪୦୦ କୋଟି ରୁ ଅଧିକ ଟଙ୍କାର ପର୍ଯ୍ୟଟନ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ | ପ୍ରଧାନମନ୍ତ୍ରୀ 'ଦେଖୋ ଅପନା ଦେଶ ପିପୁଲ୍ସ ଚଏସ୍ ଟୁରିଷ୍ଟ ଡେଷ୍ଟିନେସନ୍ ପୋଲ' ଏବଂ 'ଚଲୋ ଇଣ୍ଡିଆ ଗ୍ଲୋବାଲ ଡାୟସ୍ପୋରା ଅଭିଯାନ'ର ଶୁଭାରମ୍ଭ କରିବା ସହ ସେହି ପର୍ଯ୍ୟଟନସ୍ଥଳୀ ଗୁଡିକ ସମ୍ପର୍କରେ ଘୋଷଣା କରିଥିଲେ , ଯାହା ଚ୍ୟାଲେଞ୍ଜ ବେସ୍ଡ ଡେଷ୍ଟିନେସନ୍ ଡେଭଲପମେଣ୍ଟ (ସିବିଡିଡି) ଯୋଜନା ଅଧୀନରେ ଚୟନ କରାଯାଇଛି। ଜାମ୍ମୁ ଓ କାଶ୍ମୀରର ପ୍ରାୟ ୧୦୦୦ ନୂତନ ସରକାରୀ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦେଶ ବଣ୍ଟନ କରିବା ସହ ସଫଳତା ହାସଲ କରିଥିବା ମହିଳା, ଲକ୍ଷପତି ଦିଦି, କୃଷକ, ଉଦ୍ୟୋଗୀ ଇତ୍ୟାଦିଙ୍କ ସମେତ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିବେ।ନିଶା ନିବାରଣ ଅଭିଯାନରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ବୃଦ୍ଧି ଅତ୍ୟନ୍ତ ଉତ୍ସାହଜନକ: ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଜୁଲାଇ ମାସ ଅର୍ଥାତ୍ ମୌସୁମୀର ମାସ, ବର୍ଷାର ମାସ । ଗତ କିଛିଦିନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଉଦ୍ବେଗ ଏବଂ ଅସୁବିଧାରେ ପରିପୂର୍ଣ୍ଣ ଥିଲା । ଯମୁନା ସମେତ ଅନେକ ନଦୀରେ ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ ଲୋକମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି । ପାର୍ବତ୍ୟ ଅଞ୍ଚଳରେ କିଛି ଭୂସ୍ଖଳନର ଘଟଣା ମଧ୍ୟ ଘଟିଛି । ଏହି ସମୟ ମଧ୍ୟରେ ଦେଶର ପଶ୍ଚିମାଞ୍ଚଳ, ବିଶେଷକରି ଗୁଜରାଟର ପୂର୍ବ ଭାଗରେ କିଛିଦିନ ପୂର୍ବରୁ ବାତ୍ୟା ବିପର୍ଯ୍ୟୟ ମଧ୍ୟ ଆସିଥିଲା । କିନ୍ତୁ ବନ୍ଧୁଗଣ, ସାମୁହିକ ପ୍ରଚେଷ୍ଟାର ଶକ୍ତି କ’ଣ, ଏଭଳି ବିପର୍ଯ୍ୟୟଗୁଡ଼ିକ ସମୟରେ ମଧ୍ୟ ଦେଶବାସୀମାନେ ତାହା ପୁଣିଥରେ ଦେଖାଇଦେଇଛନ୍ତି । ସ୍ଥାନୀୟ ଲୋକେ, ଆମ ଏନ୍ଡିଆର୍ଏଫ୍ର ଯବାନ୍ମାନେ, ସ୍ଥାନୀୟ ପ୍ରଶାସନ ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଦିନ ରାତି ପରିଶ୍ରମ କରି ଏଭଳି ବିପର୍ଯ୍ୟୟଗୁଡ଼ିକର ମୁକାବିଲା କରିଛନ୍ତି । ଯେକୌଣସି ବିପତ୍ତିର ମୁକାବିଲା କରିବାରେ ଆମର ସାମର୍ଥ୍ୟ ଏବଂ ସମ୍ବଳର ବିଶେଷ ଭୂମିକା ରହିଥାଏ । କିନ୍ତୁ ଏହାସହିତ ଆମ ସମ୍ବେଦନଶୀଳତା ଏବଂ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରିବାର ମନୋଭାବ ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ସର୍ବଜନ ହିତାୟର ଏହି ଭାବନା ଭାରତର ପରିଚୟ ଆଉ ଭାରତର ଶକ୍ତି ମଧ୍ୟ ଅଟେ ।ଅମରନାଥ ଯାତ୍ରା ଆମ ଐତିହ୍ୟର ଏକ ଦିବ୍ୟ ଏବଂ ଭବ୍ୟ ରୂପ: ପ୍ରଧାନମନ୍ତ୍ରୀ
July 01st, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅମରନାଥ ଯାତ୍ରା ଅବସରରେ ଶ୍ରଦ୍ଧାଳୁଙ୍କୁ ଶୁଭକାମନା ଜଣାଇଛନ୍ତି । ଅମରନାଥ ଯାତ୍ରା ଆମ ଐତିହ୍ୟର ଦିବ୍ୟ ଏବଂ ଭବ୍ୟ ରୂପ ବୋଲି ସେ କହିଛନ୍ତି ।ଶ୍ରୀ ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା ବର୍ଷାଜନିତ ଜନହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
July 08th, 09:40 pm
ଶ୍ରୀ ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା ବର୍ଷାଜନିତ ଜନହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।ଜରୁରୀକାଳୀନ ପରିସ୍ଥିତି ଲାଗୁ କରି ଗଣତନ୍ତ୍ରକୁ ଦମନ କରିବା ପାଇଁ ଉଦ୍ୟମ କରାଯାଇଥିଲା : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
June 26th, 11:30 am
ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଜରୁରୀକାଳୀନ ପରିସ୍ଥିତିର ଅନ୍ଧକାର ଦିନକୁ ମନେ ପକାଇଥିଲେ । ସେ କହିଥିଲେ ଯେ ଅତ୍ୟାଚାର ସତ୍ତ୍ୱେ ଗଣତନ୍ତ୍ର ଉପରେ ଲୋକଙ୍କ ବିଶ୍ୱାସ ଆଦୌ ଦୋହଲି ପାରିଲା ନାହିଁ । ପ୍ରଧାନମନ୍ତ୍ରୀ ମୋଦୀ ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍ ବୃଦ୍ଧି, କ୍ରୀଡା, ଭାରତର ପରମ୍ପରା ଏବଂ ସଂସ୍କୃତି ଭଳି ଅନ୍ୟାନ୍ୟ ବିଷୟ ଉପରେ କହିଥିଲେ । ସ୍ୱଚ୍ଛତା ଏବଂ ଜଳ ସଂରକ୍ଷଣ ଦିଗରେ ନାଗରିକଙ୍କ ପ୍ରୟାସକୁ ସେ ପ୍ରଶଂସା କରିଥିଲେ ।BJP lives in the hearts of people of Gujarat: PM Modi
December 11th, 06:30 pm
PM Narendra Modi today highlighted several instances of Congress’ mis-governance and their ignorance towards people of Gujarat.India-Myanmar Joint Statement issued on the occasion of the State Visit of Prime Minister of India to Myanmar
September 06th, 10:26 pm
At the invitation of H.E. U Htin Kyaw, President of the Republic of the Union of Myanmar, Shri Narendra Modi, Prime Minister of the Republic of India, is paying his first bilateral State visit to the Republic of the Union of Myanmar from 5th to 7th September 2017. The visit is part of the continuing high level interaction between the leaders of the two countries and follows successive State visits to India last year by H.E. President U Htin Kyaw and H.E. State Counsellor Daw Aung San Suu Kyi.ଅମରନାଥ ଯାତ୍ରୀବାହୀ ବସ ଦୁର୍ଘଟଣା ମୃତ୍ୟୁ ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
July 16th, 08:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ-କାଶ୍ମୀର ବସ ଦୁର୍ଘଟଣାରେ ଅମରନାଥ ଯାତ୍ରୀଙ୍କର ମୃତ୍ୟୁ ଯୋଗୁଁ ଗଭୀର ଭାବେ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୃତ ଅମରନାଥ ଯାତ୍ରୀଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ 2 ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ଲାଗି 50 ହଜାର ତାଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମିଆଁମାର ପ୍ରତିରକ୍ଷା ସେବାର ସେନା ପ୍ରମୁଖ ସିନିୟର ଜେନେରାଲ୍ ୟୁ ମିନ୍ ଅଙ୍ଗ୍ ହ୍ଲୀଆଙ୍ଗ
July 14th, 02:51 pm
ମିଆଁମାର ପ୍ରତିରକ୍ଷା ସେବାର ସେନା ପ୍ରମୁଖ ସିନିୟର ଜେନେରାଲ୍ ୟୁ ମିନ୍ ଅଙ୍ଗ୍ ହ୍ଲୀଆଙ୍ଗ, ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଆଲୋଚନା କରିଛନ୍ତି ।ଜାମ୍ମୁ କାଶ୍ମୀରରେ ଅମରନାଥ ତୀର୍ଥଯାତ୍ରୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ନିନ୍ଦା
July 10th, 11:09 pm
ଜାମ୍ମୁ କାଶ୍ମୀରରେ ଅମରନାଥ ତୀର୍ଥଯାତ୍ରୀଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି । ଏପରି ଦୁଃଖଦ ଘଟଣା ଖବର ପାଇବାପରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜାମ୍ମୁ କାଶ୍ମୀରର ରାଜ୍ୟପାଳ ଶ୍ରୀ ଏନ ଏନ ଭୋରା ତଥା ମୁଖ୍ୟମନ୍ତ୍ରୀ ସୁଶ୍ରୀ ମେହବୁବା ମୁଫତୀଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରି ଘଟଣା ସଂପର୍କରେ ଅବଗତ ହେବା ସହ ସମସ୍ତ ପ୍ରକାର ସମ୍ଭାବ୍ୟ ସହାୟତା ଯୋଗାଇ ଦେବାଲାଗି ନିର୍ଭର ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି ।PM’s concluding remarks at All Party Meeting on Jammu & Kashmir
August 12th, 05:10 pm
At an All Party Meeting on Kashmir, Prime Minister Narendra Modi stated that Central Government would take all steps to enhance development journey of Jammu and Kashmir and integrate the State’s youth with the economic mainstream. PM Modi said that prime reason for instability in the region was cross-border terrorism and India would always take necessary steps to combat the menace.Shri Modi extends best wishes to pilgrims embarking on Amarnath Yatra
June 27th, 12:46 pm
Shri Modi extends best wishes to pilgrims embarking on Amarnath Yatra