ଆମାଜନ୍ ଅଧ୍ୟକ୍ଷ ତଥା ସିଇଓ ଆଣ୍ଡ୍ର୍ୟୁ ଆର୍. ଜେସିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
June 24th, 07:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁନ୍ ୨୩ରେ ୱାଶିଂଟନ୍ ଡିସିରେ ଆମାଜନ୍ ଅଧ୍ୟକ୍ଷ ତଥା ସିଇଓ ଶ୍ରୀ ଆଣ୍ଡ୍ର୍ୟୁ ଆର୍. ଜେସିଙ୍କୁ ଭେଟିଛନ୍ତି ।ଡାଭୋସ ବିଶ୍ୱ ଅର୍ଥନୈତିକ ଫୋରମରେ “ବିଖଣ୍ଡିତ ବିଶ୍ଵରେ ସମ୍ମିଳିତ ଭବିଷ୍ୟତର ସଂରଚନା” ବିଷୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ (23, ଜାନୁଆରୀ, 2018)
January 23rd, 05:02 pm
ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ ଏହି 48ତମ ବାର୍ଷିକ ବୈଠକରେ ସାମିଲ ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ଅନୁଭବ କରୁଛି । ସର୍ବପ୍ରଥମେ ମୁଁ ଶ୍ରୀ କ୍ଲଜ ସ୍କ୍ଵାବଙ୍କୁ ତାଙ୍କର ଏହି ପ୍ରୟାସ ପାଇଁ ଏବଂ ବିଶ୍ୱ ଅର୍ଥନୈତିକ ଫୋରମକୁ ଏକ ସଶକ୍ତ ଏବଂ ବ୍ୟାପକ ମଂଚରେ ପରିଣତ କରିବା ଲାଗି ଅନେକ-ଅନେକ ସାଧୁବାଦ ଜଣାଉଛି । ତାଙ୍କର ଦୂରଦୃଷ୍ଟିରେ ଏକ ମହତ୍ୱାକାଂକ୍ଷୀ ଏଜେଣ୍ଡା ରହିଛି ଯାହାର ଉଦ୍ଦେଶ୍ୟ ବିଶ୍ୱର ସ୍ଥିତି ସୁଧାରିବ । ସେ ଏହି ଏଜେଣ୍ଡାକୁ ଆର୍ଥିକ ଏବଂ ରାଜନୈତିକ ବିଚାରରେ ଅତ୍ୟନ୍ତ ଦୃଢ଼ତାର ସହିତ ଯୋଡ଼ିଦେଇଛନ୍ତି । ଏଥିସହିତ ଆମକୁ ସାଦର ସ୍ୱାଗତ-ସତ୍କାର କରିବା ଲାଗି ସ୍ୱିଜରଲାଣ୍ଡ ସରକାର ଏବଂ ଏହାର ନାଗରିକମାନଙ୍କ ପ୍ରତି ନିଜର କୃତଜ୍ଞତା ବ୍ୟକ୍ତ କରିବାକୁ ଚାହୁଁଛି ।Prime Minister's Keynote Speech at 41st AGM of US India Business Council (USIBC)
June 08th, 05:39 am
A larger Indian economy has multiple benefits for the world: PM Modi
June 08th, 05:38 am