ହରିୟାଣାର ଫରିଦାବାଦଠାରେ ଅମୃତା ହସ୍ପିଟାଲର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 24th, 11:01 am
ଅମୃତା ହସ୍ପିଟାଲ ରୂପରେ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରୁଥିବା ମାଆ ଅମୃତାନନ୍ଦମୟୀ ମହାଶୟାଙ୍କୁ ମୁଁ ପ୍ରଣାମ କରୁଛି । ସ୍ୱାମୀ ଅମୃତାସ୍ୱରୂପାନନ୍ଦ ପୁରୀ ମହୋଦୟ, ହରିୟାଣାର ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତାତ୍ରେୟ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ କୃଷ୍ଣପାଲ ମହାଶୟ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌତାଲା ମହାଶୟ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫରିଦାବାଦରେ ଅତ୍ୟାଧୁନିକ ହସ୍ପିଟାଲ ଉଦ୍ଘାଟିତ
August 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୮.୨୦୨୨) ଫରିଦାବାଦଠାରେ ଅତ୍ୟାଧୁନିକ ଅମ୍ରିତ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ହରିୟାଣା ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହାର ଲାଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌଥାଲା, କେନ୍ଦ୍ରମନ୍ତ୍ରୀ ଶ୍ରୀ କ୍ରିଷନ ପାଲ ଗୁଜ୍ଜର, ଶ୍ରୀ ମାତା ଅମ୍ରିତାନନ୍ଦ ମୟୀ ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ।ମାତା ଅମୃତାନନ୍ଦମୟୀଙ୍କ 63ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 01:00 pm
PM Modi greeted Mata Amritanandamayi on her 63rd birthday. He said he was fortunate to be among those who have been receiving Amma’s blessings. The PM remarked India is the land of such saints who have seen God in everything that can be seen. Mankind is prominent among those things. He also appreciated Amma’s contribution towards Swachh Bharat and Namami Gange.Sri Mata Amritanandamayi Devi calls on PM
March 28th, 08:50 pm
Sri Mata Amritanandamayi Devi calls on PM