Congress divided the land based on religion, yet they oppose granting citizenship to the Matua community through CAA: PM in Arambagh
May 12th, 11:50 am
In his third rally in Arambagh, PM Modi highlighted the crucial 2024 election for Bengal's development and the need to safeguard its culture. Despite TMC's claim of owning Bengali culture, the reality reveals a suppression of religious faith and freedom of expression. He said, “Historical figures like Gurudev Tagore, Kazi Nazrul Islam, Satyajit Ray, Swami Vivekananda and Subhas Chandra Bose are being ignored under TMC's rule, while women's conditions and healthcare services continue to deteriorate. The land that gave us a leader like Syama Prasad Mukherjee is now suffering due to vote bank politics. The essence of Bengal's culture is fading amidst TMC's pursuit of vote bank politics.”PM Modi electrifies crowds with his speeches in Barrackpore, Hooghly, Arambagh & Howrah, West Bengal
May 12th, 11:30 am
Today, in anticipation of the 2024 Lok Sabha elections, Prime Minister Narendra Modi sparked enthusiasm and excitement among the audience with his speeches in Barrackpore, Hooghly, Arambagh and Howrah, West Bengal. Expressing gratitude to the numerous mothers and sisters in attendance, he remarked, This scene indicates a forthcoming change in Bengal. The victory of 2019 is poised to be even greater for the BJP this time around.ଓଡ଼ିଶାର ଯାଜପୁରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
March 05th, 05:30 pm
ଓଡିଶାର ରାଜ୍ୟପାଳ ରଘୁବର ଦାସ ଜୀ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ବିଶ୍ୱେଶ୍ୱର ଟୁଡୁ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ !ଚଣ୍ଡିଖୋଲ ଠାରେ ୧୯,୬୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ
March 05th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏସବୁ ପ୍ରକଳ୍ପ ତୈଳ ଓ ଗ୍ୟାସ୍, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ର ସହ ଜଡ଼ିତ ।ପଶ୍ଚିମବଙ୍ଗର କୃଷ୍ଣାନଗରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 11:00 am
ଆଜି ଆମେ ପଶ୍ଚିମବଙ୍ଗକୁ ଏକ ବିକଶିତ ରାଜ୍ୟ ରେ ପରିଣତ କରିବା ଦିଗରେ ଆଉ ଏକ ପଦକ୍ଷେପ ନେଉଛୁ । ଗତକାଲି ମୁଁ ବଙ୍ଗଳାର ସେବା କରିବା ପାଇଁ ଆରାମବାଗରେ ଉପସ୍ଥିତ ଥିଲି । ସେଠାରୁ ପ୍ରାୟ ୭ ହଜାର କୋଟି ଟଙ୍କାର ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲି। ସେଥିମଧ୍ୟରୁ ରେଳବାଇ, ବନ୍ଦର, ପେଟ୍ରୋଲିୟମ ସମ୍ବନ୍ଧୀୟ ଅନେକ ବଡ଼ ଯୋଜନା ଥିଲା। ଆଉ ଆଜି ପୁଣି ଥରେ ମୋତେ ପ୍ରାୟ ୧୫ ହଜାର କୋଟି ଟଙ୍କାର ଏହାର ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବାର ସୌଭାଗ୍ୟ ମିଳିଛି । ବିଜୁଳି, ସଡ଼କ ଓ ରେଳର ଉନ୍ନତ ସୁବିଧା ମୋର ଭାଇ ଭଉଣୀଙ୍କ ଜୀବନକୁ ସହଜ କରିବ । ଏହି ଉନ୍ନୟନମୂଳକ କାର୍ଯ୍ୟ ପଶ୍ଚିମବଙ୍ଗର ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବ । ଏହାଦ୍ୱାରା ଯୁବପିଢ଼ିଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହି ଅବସରରେ ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର କୃଷ୍ଣନଗର ଠାରେ ୧୫,୦୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 02nd, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର କୃଷ୍ଣନଗର ଠାରେ ୧୫,୦୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକ ଶକ୍ତି, ରେଳ ଓ ସଡ଼କ ଭଳି କ୍ଷେତ୍ର ସହ ଜଡ଼ିତ ।Within 4 years, 11 crore new families across the country have got tap water facilities: PM Modi in Arambagh
March 01st, 06:36 pm
Prime Minister Narendra Modi addressed an overjoyed crowd in Arambagh, West Bengal. The PM remarked, “Today when I have come to Bengal, I can say that today's India is fulfilling his dream.” The PM went on to reminisce about the excellent heights achieved by India in the past 10 years and said, “India has risen from the 11th ranked economy to the 5th ranked economic power. We all have seen how India was cheered in the G20.”PM Modi addresses at an aspirational public gathering in Arambagh, West Bengal
March 01st, 03:45 pm
Prime Minister Narendra Modi addressed an overjoyed crowd in Arambagh, West Bengal. The PM remarked, “Today when I have come to Bengal, I can say that today's India is fulfilling his dream.” The PM went on to reminisce about the excellent heights achieved by India in the past 10 years and said, “India has risen from the 11th ranked economy to the 5th ranked economic power. We all have seen how India was cheered in the G20.”ପଶ୍ଚିମବଙ୍ଗର ଆରାମବାଗରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 03:15 pm
ଏକବିଂଶ ଶତାବ୍ଦୀର ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଆମେ ସମସ୍ତେ ମିଶି ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ହାସଲ କରିବାର ମହତ୍ୱାକାଂକ୍ଷୀ ଲକ୍ଷ୍ୟ ଧାର୍ଯ୍ୟ କରିଛୁ । ଦେଶର ଗରିବ, କୃଷକ, ମହିଳା ଓ ଯୁବବର୍ଗ କଲ୍ୟାଣ ଆମ ଦେଶ ପାଇଁ ସର୍ବୋଚ୍ଚ ପ୍ରାଥମିକତା। ଆମେ କ୍ରମାଗତ ଭାବରେ ସେମାନଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇଛୁ ଏବଂ ଏହାର ସକାରାତ୍ମକ ଫଳାଫଳ ଆଜି ବିଶ୍ୱ ଦେଖୁଛି। ଗତ ୧୦ ବର୍ଷରେ ଦେଶର ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟମୁକ୍ତ କରାଯାଇଛି। ଏହା ଦର୍ଶାଉଛି ଯେ ଆମ ସରକାରଙ୍କ ଦିଗ ସଠିକ ରହିଛି, ସଠିକ ରହିଛି, ସଠିକ ରହିଛି ଏବଂ ତାହାର ମୂଳ କାରଣ ହେଉଛି ସ୍ବଚ୍ଛତା।ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ହୁଗଳିର ଆରାମବାଗରେ ୭,୨୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 01st, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ହୁଗଳିର ଆରାମବାଗ ଠାରେ ୭,୨୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ରେଳ, ବନ୍ଦର, ତୈଳ ପାଇପଲାଇନ, ଏଲପିଜି ଯୋଗାଣ ଏବଂ ବର୍ଜ୍ୟ ଜଳ ବିଶୋଧନ ଭଳି କ୍ଷେତ୍ର ସହିତ ଜଡିତ ।