"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 03rd, 12:15 pm
ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 03rd, 11:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.Mahayuti government stands firmly on the side of national unity and development: PM in Mumbai
November 14th, 02:51 pm
PM Modi addressed the public meeting in Mumbai, emphasizing the choice Maharashtra faces in the upcoming elections: a government committed to progress or one mired in pisive politics. He recalled the legacy of Maharashtra’s great leaders like Balasaheb Thackeray, who first raised the demand to rename Aurangabad to Chhatrapati Sambhajinagar. Despite opposition from Congress, the Mahayuti government fulfilled this promise, highlighting the contrast between the BJP’s respect for Maharashtra's pride and Congress’s attempts to obstruct progress.The Mahayuti government delivered on its promise to rename Aurangabad as Chhatrapati Sambhajinagar: PM Modi
November 14th, 02:40 pm
In a powerful address at a public meeting in Chhatrapati Sambhajinagar, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.The unity of OBCs, SCs and STs is troubling Congress, and therefore they want the communities to fight each other: PM Modi in Pune
November 12th, 01:20 pm
In his final Pune rally, PM Modi said, Empowering Pune requires investment, infrastructure, and industry, and we’ve focused on all three. Over the last decade, foreign investment has hit record highs, and Maharashtra has topped India’s list of preferred destinations in the past two and a half years. Pune and nearby areas are gaining a major share of this investment.Mahayuti in Maharashtra, BJP-NDA in the Centre, this means double-engine government in Maharashtra: PM Modi in Chimur
November 12th, 01:01 pm
Campaigning in Maharashtra has gained momentum, with PM Modi addressing a public meeting in Chimur. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.Ensuring a better life for Jharkhand’s sisters and daughters is my foremost priority: PM Modi in Bokaro
November 10th, 01:18 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed a mega rally in Bokaro. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”While the BJP is committed to the empowerment of women, Congress has repeatedly been involved in scandals: PM in Nanded
November 09th, 12:41 pm
In his rally in Nanded, Maharashtra, PM Modi highlighted the BJP's initiatives for women, including housing, sanitation, and economic empowerment through schemes like 'Drone Didis' to make women 'Lakhpati Didis.' He criticized Congress for disrespecting Baba Saheb Ambedkar’s Constitution and attempting to pide communities for political gain. PM Modi emphasized that a developed, united, and secure Maharashtra is key to a Viksit Bharat and urged voters to support the vision for the state's progress.We will not let Maharashtra become an ATM for the Maha-Aghadi's mega scandals: PM Modi in Akola
November 09th, 12:20 pm
PM Modi addressed a large public gathering in Akola, Maharashtra, expressing deep gratitude for the people’s steadfast support over the past decade. He opened by highlighting the ambitious infrastructure initiatives launched by his government, including the Vadhavan Port, a nearly 80,000-crore project initiated within the first five months of his government’s third term at Centre.PM Modi addresses massive gatherings in Akola & Nanded, Maharashtra
November 09th, 12:00 pm
PM Modi addressed large public gatherings in Akola & Nanded, Maharashtra, expressing deep gratitude for the people’s steadfast support over the past decade. He opened by highlighting the ambitious infrastructure initiatives launched by his government, including the Vadhavan Port, a nearly 80,000-crore project initiated within the first five months of his government’s third term at Centre and stated that respect, safety, and women’s empowerment have always been priorities for the BJP government.Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”PM Modi addresses public meetings in Dhule & Nashik, Maharashtra
November 08th, 12:00 pm
A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।