Netaji Subhas Chandra Bose's legacy will continue to inspire us in building a Viksit Bharat: PM Modi

Netaji Subhas Chandra Bose's legacy will continue to inspire us in building a Viksit Bharat: PM Modi

January 23rd, 11:30 am

PM Modi addressed the nation on Parakram Diwas, paying tribute to Netaji Subhas Chandra Bose. He emphasized Netaji’s legacy of unity, sacrifice, and determination, urging everyone to step out of their comfort zones to achieve a Viksit Bharat. He highlighted the global opportunities for India and the need to stay united and vigilant against pisive forces.

Prime Minister Shri Narendra Modi’s address on Parakram Diwas

Prime Minister Shri Narendra Modi’s address on Parakram Diwas

January 23rd, 11:25 am

PM Modi addressed the nation on Parakram Diwas, paying tribute to Netaji Subhas Chandra Bose. He emphasized Netaji’s legacy of unity, sacrifice, and determination, urging everyone to step out of their comfort zones to achieve a Viksit Bharat. He highlighted the global opportunities for India and the need to stay united and vigilant against pisive forces.

ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା ସମୟରେ ଛାତ୍ରଛାତ୍ରୀ ଏବଂ ଟ୍ରେନ୍ ଲୋକୋ ପାଇଲଟମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା ସମୟରେ ଛାତ୍ରଛାତ୍ରୀ ଏବଂ ଟ୍ରେନ୍ ଲୋକୋ ପାଇଲଟମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

January 05th, 08:50 pm

ହମ୍ ତୋଡ ରହେ ହେଁ ଜୀ ଜୀଉରେଁ , ହମ ବଦଲ ରହେ ହେଁ, ତକଦିରେଁ

ଜାତୀୟ ହସ୍ତତନ୍ତ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 07th, 10:14 am

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତୀୟ କାରିଗରମାନଙ୍କର ଉଦ୍ୟମକୁ ପ୍ରଶଂସା କରିବା ସହ ସେ ‘ଭୋକାଲ୍ ଫର୍ ଲୋକାଲ୍‌’ ପଦକ୍ଷେପ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।

Viksit Bharat Ambassador Artist Workshop Attracts Massive Participation at Delhi's Purana Quila

March 10th, 11:18 pm

On March 10, 2024, the historic Purana Quila in Delhi was filled with artistic energy as it hosted the 'Viksit Bharat Ambassadors Artist Workshop.' The National Gallery of Modern Art organised the workshop in collaboration with the Lalit Kala Akademi and the Ministry of Culture, Government of India. The theme of the day-long workshop was 'Viksit Bharat by 2047.' The workshop began registrations at 9 AM and concluded at 5 PM. Each artist was free to explore the medium, from sketching to acrylic painting, photography, and other art forms.

ଲାଲକିଲ୍ଲାରେ ପରାକ୍ରମ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 23rd, 06:31 pm

କେନ୍ଦ୍ର ମନ୍ତ୍ରିମଣ୍ଡଳ ମୋର କ୍ୟାବିନେଟ୍ ସହଯୋଗୀ କିଶନ ରେଡ୍ଡୀ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଅଜୟ ଭଟ୍ଟ ଜୀ, ବ୍ରିଗେଡିୟର ଆରଏସ ଚିକାରା ଜୀ, ଆଇଏନଏ ଭେଟେରାନ ଲେଫ୍ଟନାଣ୍ଟ ଆର ମାଧବନ ଜୀ ଏବଂ ମୋର ପ୍ରିୟ ଦେଶବାସୀମାନେ !

ଦିଲ୍ଲୀର ଲାଲକିଲ୍ଲାଠାରେ ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

January 23rd, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଲାଲକିଲ୍ଲାଠାରେ ପରାକ୍ରମ ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ସେ ଭାରତ ପର୍ବର ଶୁଭାରମ୍ଭ କରିଥିଲେ ଯାହା ସାଧାରଣତନ୍ତ୍ର ଦିବସ ପ୍ରଜ୍ଞାପନ ମେଢ଼ ଏବଂ ସାଂସ୍କୃତିକ ପ୍ରଦର୍ଶନୀ ସହିତ ଦେଶର ସମୃଦ୍ଧ ବିବିଧତାକୁ ପ୍ରଦର୍ଶିତ କରିବ । ପ୍ରଧାନମନ୍ତ୍ରୀ ନେତାଜୀଙ୍କ ଉପରେ ଫଟୋ, ଚିତ୍ର, ପୁସ୍ତକ ଏବଂ ମୂର୍ତ୍ତିକୁ ନେଇ ଜାତୀୟ ଅଭିଲେଖାଗାରର ଟେକ୍ନୋଲୋଜି ପରିଚାଳିତ ଇଣ୍ଟରଆକ୍ଟିଭ୍ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ ଏବଂ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା ଦ୍ୱାରା ଉପସ୍ଥାପିତ ନେତାଜୀଙ୍କ ଜୀବନୀ ଉପରେ ପ୍ରୋଜେକ୍ସନ ମ୍ୟାପିଂ ସହିତ ସମନ୍ୱିତ ଏକ ନାଟକ ମଧ୍ୟ ଦେଖିଥିଲେ। ସେ ଏକମାତ୍ର ଜୀବିତ ଆଇଏନଏ ଭେଟେରାନ ଲେଫ୍ଟନାଣ୍ଟ ଆର ମାଧବନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅବଦାନକୁ ସମ୍ମାନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଅନୁଯାୟୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ୨୦୨୧ ରୁ ପରାକ୍ରମ ଦିବସ ପାଳନ କରାଯାଉଛି ।

ପ୍ରଧାନମନ୍ତ୍ରୀ ତାଙ୍କ ଦ୍ୱାରା ଲିଖିତ ଗରବା ଗୀତ ପରିବେଷଣ ପାଇଁ ଧନ୍ୟବାଦ ଜଣାଇଛନ୍ତି

October 14th, 11:57 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କଳାକାର ଧବନୀ ଭାନୁଶାଲି, ତନିସ୍କ ବାଗଚି ଏବଂ ଜଷ୍ଟ ମ୍ୟୁଜିକ୍‌ର ଦଳକୁ ତାଙ୍କ ଦ୍ୱାରା କିଛି ବର୍ଷ ଜଳେ ଲିଖିତ ଗରବା ସଂଗୀତକୁ ପରିବେଷଣ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଆଗାମୀ ନବରାତ୍ରି ସମୟରେ ଏକ ନୂତନ ଗରବା ଅଂଶୀଦାର କରିବେ ବୋଲି ସେ ସୂଚନା ଦେଇଛନ୍ତି ।

ନୂଆଦିଲ୍ଲୀରେ କର୍ତବ୍ୟ ପଥର ଉଦଘାଟନତ୍ତଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳ ପାଠ

September 08th, 10:41 pm

ଆଜିର ଏହି ଐତିହାସିକ କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶର ଦୃଷ୍ଟି ନିବିଦ୍ଧ ରହିଛି, ସମସ୍ତ ଦେଶବାସୀ ଏବେ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଛନ୍ତି । ଏହି ଐତିହାସିକ ମୁହୂର୍ତର ସାକ୍ଷୀ ପାଲଟୁଥିବା ସମସ୍ତ ଦେଶବାସୀଙ୍କୁ ମୁଁ ହୃଦୟରୁ ସ୍ୱାଗତ କରୁଛି, ଅଭିନନ୍ଦନ ଜଣାଉଛି । ଏହି ଐତିହାସିକ ମୁହୂର୍ତରେ ମୋ ସହ ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀ ହରଦୀପ ପୁରୀ ଜୀ, ଶ୍ରୀ ଜୀ କିଶନ ରେଡ୍ଡୀ ଜୀ, ଶ୍ରୀ ଅର୍ଜୁନ ରାମ ମେଘୱାଲ ଜୀ, ଶ୍ରୀମତି ମିନାକ୍ଷୀ ଲେଖି ଜୀ, ଶ୍ରୀ କୌଶଲ କିଶୋର ଜୀ, ଆଜି ମୋ ସହ ମଧ୍ୟ ମଂଚ ଉପରେ ଉପସ୍ଥିତ ଅଛନ୍ତି । ଦେଶର ଅନେକ ମାନ୍ୟଗଣ୍ୟ ଅତିଥି ଗଣ, ସେମାନେ ମଧ୍ୟ ଆଜି ଏଠାରେ ଉପସ୍ଥିତ ଅଛନ୍ତି ।

PM inaugurates 'Kartavya Path' and unveils the statue of Netaji Subhas Chandra Bose at India Gate

September 08th, 07:00 pm

PM Modi inaugurated Kartavya Path and unveiled the statue of Netaji Subhas Chandra Bose. Kingsway i.e. Rajpath, the symbol of colonialism, has become a matter of history from today and has been erased forever. Today a new history has been created in the form of Kartavya Path, he said.

ନେତାଜୀ ଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୂର୍ତ୍ତିକୁ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

April 05th, 02:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କଳାକାର ଅରୁଣ ଯୋଗୀରାଜଙ୍କଠାରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୂର୍ତ୍ତି ଗ୍ରହଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ପଣ୍ଡିତ ଭୀମସେନ ଯୋଶୀଙ୍କୁ ତାଙ୍କର ୧୦୦ ତମ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି

February 04th, 07:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଭୀମସେନ ଯୋଶୀଙ୍କୁ ତାଙ୍କର ୧୦୦ ତମ ଜନ୍ମ ବାର୍ଷିକୀରେ ସ୍ମରଣ କରିଛନ୍ତି ।

100 କୋଟି ଟିକା ଡୋଜ୍ ପରେ ଭାରତ ନୂତନ ଉତ୍ସାହ ଏବଂ ଶକ୍ତିର ସହିତ ଆଗକୁ ବଢୁଛି: 'ମନ୍ କୀ ବାତ୍' ରେ ପ୍ରଧାନମନ୍ତ୍ରୀ ମୋଦୀ

October 24th, 11:30 am

ମୋର ପ୍ରିୟ ଦେଶବାସୀଗଣ, ଆପଣ ସମସ୍ତଙ୍କୁ ନମସ୍କାର । କୋଟି କୋଟି ନମସ୍କାର । ମୁଁ କୋଟି କୋଟି ନମସ୍କାର କହିବାର କାରଣ ୧୦୦ କୋଟି ପାନ ଟିକାଦାନ ପରେ ଆଜି ଦେଶ ନୂତନ ଉତ୍ସାହ, ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି । ଆମର ଟୀକାକରଣ କାର୍ଯ୍ୟକ୍ରମର ସଫଳତା ଭାରତର ସାମର୍ଥ୍ୟକୁ ପ୍ରଦର୍ଶିତ କରୁଛି । ସମସ୍ତଙ୍କ ପ୍ରଚେଷ୍ଟାର ମନ୍ତ୍ରଶକ୍ତିକୁ ଦର୍ଶାଉଛି ।

ଜନସ୍ୱାସ୍ଥ୍ୟ ସଚେତନତା ଓ ପେଣ୍ଟିଂ ପାଇଁ ଯୁବ କଳାକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

August 26th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର ଜଣେ ୨୦ବର୍ଷ ବୟସ୍କ ଛାତ୍ରଙ୍କ ନିକଟରୁ ଚିଠି ଲେଖି ତାଙ୍କ ଦ୍ୱାରା ପ୍ରସ୍ତୁତ ନିଜର ଦୁଇଟି ପେଣ୍ଟିଂର ଉଚ୍ଚପ୍ରଶଂସା କରିଛନ୍ତି । ଏହି ଛାତ୍ର ଷ୍ଟିଭେନ ହ୍ୟାରିସ ପ୍ରଧାନମନ୍ତ୍ରୀଙ୍କ ନିକଟରୁ ନିଜ ଦ୍ୱାରା ପ୍ରସ୍ତୁତ ମୋଦୀଙ୍କର ଦୁଇଟି ସୁନ୍ଦର ପେଣ୍ଟିଂ ପଠାଇବା ସହ ଏକ ଚିଠି ମଧ୍ୟ ଲେଖିଥିଲେ । ଏହା ପାଇବା ପରେ ପ୍ରଧାନମନ୍ତ୍ରୀ ସେହି ଛାତ୍ରଙ୍କୁ ଉତ୍ସାହିତ କରି ତାଙ୍କ ପାଖକୁ ଏକ ପତ୍ର ଲେଖି ତାଙ୍କ ପେଣ୍ଟିଂ ଓ ଉଦ୍ୟମର ଉଚ୍ଚ ପ୍ରଶଂସା କରିଛନ୍ତି ।

ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 07th, 10:55 am

ମଧ୍ୟପ୍ରଦେଶର ରାଜ୍ୟପାଳ ଏବଂ ମୋର ବହୁତ ପୁରୁଣା ପରିଚିତ ଶ୍ରୀ ମଙ୍ଗୁଭାଇ ପଟେଲ, ଯିଏ ନିଜର ସମ୍ପୂର୍ଣ୍ଣ ଜୀବନ ଆଦିବାସୀମାନଙ୍କର କଲ୍ୟାଣରେ, ଜନଜାତୀୟ ସମାଜର ଉତ୍କର୍ଷ ପାଇଁ ସେ ନିଜର ସାରା ଜୀବନ ବିତାଇଦେଇଛନ୍ତି, ଏଭଳି ଲୋକ ହେଉଛନ୍ତି ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ। ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ, ରାଜ୍ୟ ସରକାରଙ୍କର ସମସ୍ତ ଅନ୍ୟ ମନ୍ତ୍ରିଗଣ, ସାଂସଦଗଣ, ବିଧାୟକ ସାଥୀ ଏବଂ ମଧ୍ୟ ପ୍ରଦେଶର ଭିନ୍ନ ଭିନ୍ନ ଭାଗରୁ ଯୋଡି ହୋଇଥିବା ସମସ୍ତ ଭଉଣୀ ଓ ଭାଇମାନେ!

ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ବାଇ) ହିତାଧିକାରୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 07th, 10:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ବାଇ)ର ହିତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଯୋଜନା ସଂକ୍ରାନ୍ତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ୟାପକ ପ୍ରଚାରପ୍ରସାର କରାଯାଇଥିଲା, ଯାହାଫଳରେ କେହି ଯୋଗ୍ୟ ବ୍ୟକ୍ତି ବାଦ୍ ପଡ଼ିବେ ନାହିଁ। 7 ଅଗଷ୍ଟ 2021କୁ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଦିବସ ଭାବେ ପାଳନ କରୁଛନ୍ତି। ମଧ୍ୟପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଥିଲେ। ମଧ୍ୟପ୍ରଦେଶରେ ପାଖାପାଖି 5 କୋଟି ହିତାଧିକାରୀ ଏହି ଯୋଜନା ଦ୍ବାରା ଲାଭାନ୍ବିତ ହେଉଛନ୍ତି।

ଜାତୀୟ ଶିକ୍ଷା ନୀତି ୨୦୨୦ର ପ୍ରଥମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

July 29th, 05:54 pm

କାର୍ଯ୍ୟକ୍ରମରେ ମୋ ସହ ସାମିଲ ହୋଇଥିବା କ୍ୟାବିନେଟର ମୋର ସମସ୍ତ ସହଯୋଗୀଗଣ, ରାଜ୍ୟଗୁଡିକର ମାନନୀୟ ରାଜ୍ୟପାଳବୃନ୍ଦ, ସମସ୍ତ ସମ୍ମାନିତ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ଉପସ୍ଥିତ ଶିକ୍ଷାବିତ୍‌, ଅଧ୍ୟାପକଗଣ, ସମସ୍ତ ଅଭିଭାବକ ଏବଂ ମୋର ପ୍ରିୟ ଯୁବ ସାଥୀଗଣ!

ଜାତୀୟ ଶିକ୍ଷା ନୀତି 2020ର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷା ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 29th, 05:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଶିକ୍ଷା ନୀତି 2020 ଅନ୍ତର୍ଗତ ଆସିଥିବା ସଂସ୍କାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶର ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରର ନୀତି ନିର୍ଦ୍ଧାରକ, ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି। ସେ ମଧ୍ୟ ଶିକ୍ଷାକ୍ଷେତ୍ର ପାଇଁ ବହୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

'ମନ୍ କି ବାତ୍' ରେ ରହିଛି ସକାରାତ୍ମକତା, ସମ୍ବେଦନଶୀଳତା । ଏହାର ଏକ ସମଷ୍ଟିଗତ ଚରିତ୍ର ଅଛି: ପ୍ରଧାନମନ୍ତ୍ରୀ ମୋଦୀ

July 25th, 09:44 am

ମନ୍ କି ବାତ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଦଳ ସହ ତାଙ୍କର କଥାବାର୍ତ୍ତାକୁ ସ୍ମରଣ କରି ଦେଶବାସୀଙ୍କୁ ସେମାନଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ । ଅମୃତ ମହୋତ୍ସବ ବିଷୟରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ୱତନ୍ତ୍ର ୱେବସାଇଟ୍ ବିଷୟରେ ଉଲ୍ଲେଖ କରିଥିଲେ, ଯେଉଁଠାରେ ଦେଶର ନାଗରିକମାନେ ନିଜ ସ୍ୱରରେ ଜାତୀୟ ସଂଗୀତ ରେକର୍ଡ କରିପାରିବେ । ସେ ଦେଶର ବିଭିନ୍ନ ସ୍ଥାନରୁ ଅନେକ ପ୍ରେରଣାଦାୟକ କାହାଣୀ ବାଣ୍ଟିଥିଲେ, ଜଳ ସଂରକ୍ଷଣର ଗୁରୁତ୍ୱ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋକପାତ କରିଥିଲେ ।

ଶ୍ରୀ ବୁଦ୍ଧଦେବ ଦାସଗୁପ୍ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

June 10th, 11:44 am

ଚଳଚ୍ଚିତ୍ର ନିର୍ମାତା, ଚିନ୍ତକ ତଥା କବି ଶ୍ରୀ ବୁଦ୍ଧଦେବ ଦାସଗୁପ୍ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକଟ କରିଛନ୍ତି ।