Modi is tirelessly working day and night to change your lives: PM Modi in Dharashiv
April 30th, 10:30 am
PM Modi addressed enthusiastic crowds in Dharashiv, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.Under Modi's leadership, it is a guarantee to provide tap water to every sister’s household: PM Modi in Latur
April 30th, 10:15 am
PM Modi addressed enthusiastic crowds in Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.A stable government takes care of the present while keeping in mind the needs of the future: PM Modi in Madha
April 30th, 10:13 am
PM Modi addressed an enthusiastic crowd in Madha, Maharashtra. Addressing the farmers' struggles, PM Modi empathized with their difficulties and assured them of his government's commitment to finding sustainable solutions for their welfare.PM Modi electrifies the crowd at spirited rallies in Madha, Dharashiv & Latur, Maharashtra
April 30th, 10:12 am
PM Modi addressed enthusiastic crowds in Madha, Dharashiv & Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 19th, 06:33 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 19th, 06:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।ତିରୁଚିରାପଲ୍ଲୀସ୍ଥିତ ଭାରତୀଦାସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 11:30 am
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଥିରୁ ଆରଏନ ରବି ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, ଭାରତୀଦାସନ ବିଶ୍ୱବିଦ୍ୟାଳୟର କୁଳପତି ଥିରୁ ଏମ ସେଲଭମ ଜୀ, ବିଶ୍ବବିଦ୍ୟାଳୟା ମୋର ଯୁବ ବନ୍ଧୁ, ଶିକ୍ଷକଗଣ ଏବଂ ସହାୟକ କର୍ମଚାରୀମାନେ,ତାମିଲନାଡୁର ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇଥିଲେ । ସେ ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।ମନ କି ବାତ ,ଡିସେମ୍ବର 2023
December 31st, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’, ହେଉଛି ଆପଣମାନଙ୍କ ସହ ଭେଟିବାର ଗୋଟିଏ ଶୁଭ ଅବସର । ନିଜ ପରିବାରଜନଙ୍କ ସହିତ ସାକ୍ଷାତ ହେଲେ ତାହା କେତେ ସୁଖକର ହୋଇଥାଏ, କେତେ ସନ୍ତୋଷପ୍ରଦ ହୋଇଥାଏ, ‘ମନ୍ କି ବାତ୍’ ମାଧ୍ୟମରେ ଆପଣମାନଙ୍କୁ ଭେଟି ମୁଁ ଏହା ଅନୁଭବ କରିଆସିଛି । ଆଉ ଆଜି ଆମର ଏହି ମିଳିତ ଯାତ୍ରାର ଏହା ୧୦୮ତମ ଅଧ୍ୟାୟ । ଆମମାନଙ୍କ ପାଇଁ ୧୦୮ ସଂଖ୍ୟାର ଗୁରୁତ୍ୱ, ଏହାର ପବିତ୍ରତା ଗୋଟିଏ ଗହନ ଅଧ୍ୟୟନର ବିଷୟ । ଜପାମାଳିରେ ୧୦୮ଟି ମାଳି, ୧୦୮ ଥର ଜପ, ୧୦୮ଟି ଦିବ୍ୟ କ୍ଷେତ୍ର, ମନ୍ଦିରମାନଙ୍କରେ ୧୦୮ଟି ପାହାଚ, ୧୦୮ ଘଣ୍ଟି, ୧୦୮ ସଂଖ୍ୟାଟି ଅସୀମ ବିଶ୍ୱାସ ସହ ଜଡ଼ିତ । ସେଥିପାଇଁ ‘ମନ୍ କି ବାତ୍’ର ୧୦୮ତମ ଅଧ୍ୟାୟ ମୋ ପାଇଁ ବିଶେଷ ଗୁରତ୍ୱପୂର୍ଣ୍ଣ ହୋଇପଡ଼ିଛି । ଏହି ୧୦୮ଟି ଅଧ୍ୟାୟରେ ଆମେ ଜନସହଭାଗୀତାର କେତେ ଉଦାହରଣ ଦେଖିଲୁ, ସେମାନଙ୍କ ଠାରୁ ପ୍ରେରଣା ଲାଭ କଲୁ । ଏହି ସୋପାନରେ ପହଂଚିବା ପରେ ଆମକୁ ନୂଆକରି, ନୂତନ ଶକ୍ତି ସହିତ ଏବଂ ଦ୍ରୁତ ଗତିରେ ଆଗକୁ ବଢ଼ିବା ପାଇଁ ସଂକଳ୍ପ ନେବାକୁ ହେବ । ଏହା ମଧ୍ୟ ଗୋଟିଏ ସୁଖକର ସଂଯୋଗ ଯେ, ଆସନ୍ତା କାଲିର ସୂର୍ଯ୍ୟୋଦୟ ୨୦୨୪ର ପ୍ରଥମ ସୂର୍ଯ୍ୟୋଦୟ ହେବ । ଆମ୍ଭେମାନେ ୨୦୨୪ରେ ପ୍ରବେଶ କରିସାରିଥିବା । ଆପଣ ସମସ୍ତଙ୍କୁ ୨୦୨୪ ପାଇଁ ଅନେକ ଅନେକ ଶୁଭକାମନା ।ଏସୀୟ ପାରା କ୍ରୀଡା ୨୦୨୨ରେ ଭାରତକୁ ପ୍ରତିନିଧିତ୍ୱ କରିଥିବା କ୍ରୀଡ଼ାବିତମାନଙ୍କ ସହିତ ଭାବବିନିମୟ ସମୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 01st, 07:00 pm
ଆପଣ ସମସ୍ତଙ୍କ ସହିତ ସାକ୍ଷାତ କରିବାର ସୁଯୋଗକୁ ମୁଁ ଖୋଜି ଚାଲିଥାଏ ଆଉ ଅପେକ୍ଷା ମଧ୍ୟ କରିଥାଏ, କେତେବେଳେ ଦେଖା କରିବି, କେତେବେଳେ ଆପଣଙ୍କର ଅନୁଭବର କଥା ଶୁଣିବି, ଆଉ ମୁଁ ଦେଖିଛି ଯେ ପ୍ରତ୍ୟେକ ଥର ଆପଣ ନୂତନ ଉନ୍ମାଦନା ସହିତ ଆସନ୍ତି, ନୂତନ ଉତ୍ସାହର ସହିତ ଆସନ୍ତି । ଆଉ ଏହା ମଧ୍ୟ ନିଜକୁ ନିଜ ମଧ୍ୟରେ ଏକ ବହୁତ ବଡ଼ ପ୍ରୋତ୍ସାହନ ହୋଇ ଯାଇଥାଏ । ତେବେ ସର୍ବପ୍ରଥମେ ତ’ ମୁଁ ଆପଣ ସସସ୍ତଙ୍କ ଗହଣକୁ ଗୋଟିଏ ହିଁ କାର୍ଯ୍ୟ ପାଇଁ ଆସିଛି, ଆଉ ତାହା ହେଉଛି ଆପଣ ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଇବା ପାଇଁ । ଆପଣମାନେ ଭାରତ ବାହାରେ ଥିଲେ, ଚୀନରେ ଖେଳୁଥିଲେ, କିନ୍ତୁ ବୋଧହୁଏ ଆପଣମାନଙ୍କୁ ଜଣା ନ ଥିବ, ମୁଁ ମଧ୍ୟ ଆପଣମାନଙ୍କ ସହିତ ଥିଲି । ମୁଁ ପ୍ରତ୍ୟେକ କ୍ଷଣରେ ଆପଣମାନଙ୍କର ପ୍ରତ୍ୟେକ ଗତିବିଧିକୁ, ଆପଣମାନଙ୍କର ପ୍ରୟାସକୁ, ଆପଣମାନଙ୍କର ଦୃଢ଼ ଇଚ୍ଛାଶକ୍ତିକୁ, ମୁଁ ଏଠାରେ ବସି, ବସିକରି ତାହାକୁ ହିଁ ମର୍ମେ ମର୍ମେ ଅନୁଭବ କରୁଥିଲି । ଆପଣ ସମସ୍ତେ ଯେଉଁଭଳି ଭାବେ ଦେଶର ସୁନାମ ବୃଦ୍ଧି କରିଛନ୍ତି, ତାହା ବାସ୍ତବରେ ହେଉଛି ବହୁତ ଅଦ୍ଭୂତପୂର୍ବ । ଆଉ ଏଥିପାଇଁ ଆପଣମାନଙ୍କୁ, ଆପଣମାନଙ୍କର ପ୍ରଶିକ୍ଷକଙ୍କୁ, ଆପଣମାନଙ୍କର ପରିବାରର ଲୋକମାନଙ୍କୁ ଯେତେ ଶୁଭେଚ୍ଛା ଜଣାଇଲେ ମଧ୍ୟ, ତାହା କମ୍ ହେବ । ଆଉ ମୁଁ ଏହି ଐତିହାସିକ ସଫଳତା ପାଇଁ ଆପଣ ସମସ୍ତଙ୍କୁ ଦେଶବାସୀଙ୍କ ତରଫରୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି, ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଏସୀୟ ପାରା ଗେମ୍ସ ୨୦୨୨ ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ ଦଳକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
November 01st, 04:55 pm
ଦିବ୍ୟାଙ୍ଗ କ୍ରୀଡାବିତ୍ ମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ସର୍ବଦା ସେମାନଙ୍କୁ ଭେଟିବା ଏବଂ ସେମାନଙ୍କର ଅନୁଭୂତି ଶୁଣିବା ପାଇଁ ବହୁତ ଆଗ୍ରହୀ । ପ୍ରଧାନମନ୍ତ୍ରୀ କହିଥିଲେ, ଆପଣମାନେ ଯେତେବେଳେ ବି ଏଠାକୁ ଆସନ୍ତି, ନୂଆ ଆଶା ଏବଂ ନୂତନ ଉତ୍ସାହ ସାଙ୍ଗରେ ନେଇ ଆସିଥାନ୍ତି । ସେ କହିଥିଲେ ଯେ, ସେ କେବଳ ଗୋଟିଏ କଥା ପାଇଁ ଏଠାକୁ ଆସିଛନ୍ତି ଏବଂ ତାହା ହେଉଛି ଦିବ୍ୟାଙ୍ଗ କ୍ରୀଡାବିତ ମାନଙ୍କୁ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା । ପାରା ଏସିଆନ୍ ଗେମ୍ସରେ ଘଟୁଥିବା ଘଟଣାକୁ ସେ କେବଳ ଅତି ନିକଟରୁ ଅନୁଧ୍ୟାନ କରୁନଥିଲେ, ବରଂ ଏହା ମାଧ୍ୟମରେ ମଧ୍ୟ ବଞ୍ଚୁଥିଲେ ବୋଲି ସେ କହିଥିଲେ । ସେ ସେମାନଙ୍କ ଅବଦାନକୁ ପ୍ରଶଂସା କରିବା ସହ ସେମାନଙ୍କ ପ୍ରଶିକ୍ଷକ ଏବଂ ସେମାନଙ୍କ ପରିବାରକୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ଦେଶର ୧୪୦ କୋଟି ନାଗରିକ ମାନଙ୍କ ତରଫରୁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଛନ୍ତି ।The soil of India creates an affinity for the soul towards spirituality: PM Modi
October 31st, 09:23 pm
PM Modi participated in the programme marking the culmination of Meri Maati Mera Desh campaign’s Amrit Kalash Yatra at Kartavya Path in New Delhi. Addressing the gathering, PM Modi said, Dandi March reignited the flame of independence while Amrit Kaal is turning out to be the resolution of the 75-year-old journey of India’s development journey.” He underlined that the 2 year long celebrations of Azadi Ka Amrit Mahotsav are coming to a conclusion with the ‘Meri Maati Mera Desh’ Abhiyan.PM participates in program marking culmination of Meri Maati Mera Desh campaign’s Amrit Kalash Yatra
October 31st, 05:27 pm
PM Modi participated in the programme marking the culmination of Meri Maati Mera Desh campaign’s Amrit Kalash Yatra at Kartavya Path in New Delhi. Addressing the gathering, PM Modi said, Dandi March reignited the flame of independence while Amrit Kaal is turning out to be the resolution of the 75-year-old journey of India’s development journey.” He underlined that the 2 year long celebrations of Azadi Ka Amrit Mahotsav are coming to a conclusion with the ‘Meri Maati Mera Desh’ Abhiyan.ପ୍ରଧାନମନ୍ତ୍ରୀ ଏସୀୟ ଦିବ୍ୟାଙ୍ଗ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍ମାନଙ୍କ ସହ ନଭେମ୍ବର ପହିଲା ଦିନ କଥାବାର୍ତ୍ତା କରିବା ସହ ସେମାନଙ୍କୁ ସମ୍ବୋଧିତ କରିବେ
October 31st, 05:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ପହିଲା ୨୦୨୩ ଦିନ ଅପରାହ୍ନ ପ୍ରାୟ ସାଢେ ଚାରିଟାରେ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମଠାରେ ପାରା ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍ମାନଙ୍କ ସହ କଥାବାର୍ତ୍ତା କରି ସେମାନଙ୍କୁ ସମ୍ବୋଧିତ କରିବେ । ଏସୀୟ ପାରା ଗେମ୍ସ-୨୦୨୨ରେ ଅଂଶଗ୍ରହଣ କରି ଅସାଧାରଣ କ୍ରୀଡା ନୈପୁଣ୍ୟ ପ୍ରଦର୍ଶନ କରିଥିବା କ୍ରୀଡାବିତ୍ମାନଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ସେମାନଙ୍କୁ ଭବିଷ୍ୟତ ପ୍ରତିଯୋଗିତା ପାଇଁ ପ୍ରେତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏସୀୟ ପାରା ଗେମ୍ସ୍ -୨୦୨୨ରେ ଭାରତ ୨୯ଟି ସ୍ୱର୍ଣ୍ଣପଦକ ସମେତ ମୋଟ ୧୧୧ଟି ପଦକ ବିଜୟୀ ହୋଇଛି । ପୂର୍ବ ଏସୀୟ ପାରା ଗେମ୍ସ-୨୦୧୮ ତୁଳନାରେ ଏଥର ପଦକ ସଂଖ୍ୟା ଶତକଡା ୫୪ଭାଗ ବୃଦ୍ଧି ଘଟିଛି ଓ ୨୦୧୮ରେ ଜିତିଥିବା ସ୍ୱର୍ଣ୍ଣପଦକ ତୁଳନାରେ ଏହା ଦୁଇଗୁଣ ଅଧିକ ।କେଭାଡିଆରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ,
October 31st, 10:00 am
ଆପଣ ସମସ୍ତ ଯୁବକମାନଙ୍କର ସାହସୀମାନଙ୍କର ଏହି ଉତ୍ସାହ ଜାତୀୟ ଏକତା ଦିବସର ଏକ ବଡ଼ ଶକ୍ତି ଅଟେ। ଏକ ପ୍ରକାରରେ ମୁଁ ମୋ ସାମ୍ନାରେ ଲଘୁ ଭାରତ, ମିନି ଭାରତର ସ୍ଵରୂପ ଦେଖୁଛି । ରାଜ୍ୟ ଭିନ୍ନ, ଭାଷା ଭିନ୍ନ, ପରମ୍ପରା ଅଲଗା, କିନ୍ତୁ ଏଠାରେ ଉପସ୍ଥିତ ପ୍ରତ୍ୟେକ ବ୍ୟକ୍ତି ଏକତାର ଏକ ଦୃଢ଼ ସୂତ୍ର ଦ୍ୱାରା ଜଡ଼ିତ ଅଛନ୍ତି । ମନ ଅନେକ, କିନ୍ତୁ ମାଳା ଗୋଟିଏ । ଶରୀର ଅନେକ, କିନ୍ତୁ ମନ ଏକ । ଯେମିତି ଅଗଷ୍ଟ ୧୫ ଆମର ସ୍ୱାଧୀନତା ପାଳନର ଦିନ ଏବଂ ଜାନୁଆରୀ ୨୬ ଆମ ଗଣତନ୍ତ୍ର ପାଳନର ଦିନ, ଠିକ୍ ସେହିପରି ଅକ୍ଟୋବର ୩୧ ର ଏହି ଦିନ ଦେଶର କୋଣ ଅନୁକୋଣରେ ଜାତୀୟତାର ସଂଚାର ପର୍ବ ପାଲଟିଛି ।ଗୁଜରାଟର କେଭାଡିଆରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
October 31st, 09:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶ୍ରୀ ମୋଦୀ ବିଏସଏଫ ଏବଂ ବିଭିନ୍ନ ରାଜ୍ୟ ପୋଲିସର ଦଳଙ୍କୁ ନେଇ ରାଷ୍ଟ୍ରୀୟ ଏକତା ଦିବସ ପରେଡ, ସମସ୍ତ ମହିଳା ସିଆରପିଏଫ ବାଇକର୍ସଙ୍କ ଦ୍ୱାରା ଦୁଃସାହସିକ ପ୍ରଦର୍ଶନ, ବିଏସଏଫର ମହିଳା ପାଇପ୍ ବ୍ୟାଣ୍ଡ, ଗୁଜରାଟ ମହିଳା ପୋଲିସର କୋରିଓଗ୍ରାଫି କାର୍ଯ୍ୟକ୍ରମ, ସ୍ୱତନ୍ତ୍ର ଏନସିସି ଶୋ, ସ୍କୁଲ ବ୍ୟାଣ୍ଡ ପ୍ରଦର୍ଶନ, ଭାରତୀୟ ବାୟୁସେନା ଦ୍ୱାରା ଫ୍ଲାଇ ପାଷ୍ଟ, ଉନ୍ନତ ଗ୍ରାମର ଅର୍ଥନୈତିକ ସାମର୍ଥ୍ୟ ପ୍ରଦର୍ଶନ ଆଦି ଦେଖିଥିଲେ ।ମୀରାବାଈ ଆମ ଦେଶର ମହିଳାଙ୍କ ପାଇଁ ପ୍ରେରଣା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 29th, 11:00 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ଏହି ଅଧ୍ୟାୟ ଏଭଳି ସମୟରେ ହେଉଛି, ଯେତେବେଳେ ସାରା ଦେଶରେ ଉତ୍ସବର ବାତାବରଣ ରହିଛି । ଆପଣ ସମସ୍ତଙ୍କୁ ଆଗାମୀ ପର୍ବପର୍ବାଣୀ ପାଇଁ ଅନେକ ଅନେକ ଅଭିନନ୍ଦନ ।ଏସିଆନ୍ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
October 28th, 11:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ଏବଂ ଏହା ସହିତ ପଦକ ସଂଖ୍ୟା ୧୧୧ ରେ ପହଞ୍ଚିଛି। ଶ୍ରୀ ମୋଦୀ କ୍ରୀଡ଼ାବିତମାନଙ୍କ ର ଅତୁଟ ସମର୍ପଣ ଏବଂ ଅଦମ୍ୟ ମନୋବଳକୁ ପ୍ରଶଂସା କରିଛନ୍ତି।ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ଜିତିଥିବା କିଶନ ଗଙ୍ଗୋଲିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ଚେସ୍ ବି୨ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବା କିଶନ ଗଙ୍ଗୋଲିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ଜିତିଥିବା ହିମାଂଶୀ ରାଠୀ, ସଂସ୍କୃତି ମୋରେ, ଭ୍ରୁଥି ଜୈନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ମହିଳା ଚେସ୍ ବି-୧ ବର୍ଗ ଦଳରେ କାଂସ୍ୟ ପଦକ ଜିତିଥିବା ହିମାଂଶୀ ରାଠୀ, ସଂସ୍କୃତି ମୋରେ ଏବଂ ଭୃଥି ଜୈନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।