ଆକାଂକ୍ଷୀ ଜିଲ୍ଲାଗୁଡ଼ିକ ପାଇଁ ‘ସଙ୍କଳ୍ପ ଶପଥ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 10:31 am
କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର କ୍ୟାବିନେଟର ମୋର ସମସ୍ତ ସାଥୀ, ସରକାରଙ୍କ ଅଧିକାରୀ ଗଣ, ନୀତି ଆୟୋଗର ସମସ୍ତ ସାଥୀ ଆଉ ଏହି କାର୍ଯ୍ୟକ୍ରମରେ ଦେଶର ଭିନ୍ନ- ଭିନ୍ନ ଅଂଚଳରୁ, ଭିନ୍ନ-ସଂଖ୍ୟାରେ ଜନପ୍ରତିନିଧି ମଧ୍ୟ ଆଜି ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଛନ୍ତି ଆଉ ଏହି ବିଷୟରେ ରୁଚି ରଖୁଥିବା ଲୋକମାନେ ମଧ୍ୟ ଆଜି ଆମ ସହିତ ଭିନ୍ନ- ଭିନ୍ନ ମାଧ୍ୟମରେ ଯୋଡ଼ି ହୋଇଛନ୍ତି, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଆଉ ଏହି କାର୍ଯ୍ୟକ୍ରମ ପାଇଁ ଆପଣ ସମସ୍ତଙ୍କୁ, ବିଶେଷ କରି ନୀତି ଆୟୋଗଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଛି ଆଉ ଆପଣ ସମସ୍ତଙ୍କୁ ଶୁଭକାମନା ମଧ୍ୟ ଜଣାଉଛି ।ଆକାଂକ୍ଷୀ ବ୍ଲକ୍ ଗୁଡିକ ପାଇଁ ଏକ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ 'ସଂକଳ୍ପ ସପ୍ତାହ'ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 30th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଦେଶର ଆକାଂକ୍ଷୀ ବ୍ଲକମାନଙ୍କ ପାଇଁ 'ସଂକଳ୍ପ ସପ୍ତାହ' ନାମକ ଏକ ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆକାଂକ୍ଷୀ ବ୍ଲକ ପ୍ରୋଗ୍ରାମ ପୋର୍ଟାଲର ଶୁଭାରମ୍ଭ କରିବା ସହ ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ସେ ଉଦ୍ଘାଟନ କରିଥିଲେ ।ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମର ସଫଳତାରେ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
August 17th, 02:32 pm
ସ୍ୱାସ୍ଥ୍ୟ, ପୋଷଣ. ଶିକ୍ଷା ଓ ରପ୍ତାନୀ ଭଳି ମାନଦଣ୍ଡରେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମର ସଫଳତାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।Our policy-making is based on the pulse of the people: PM Modi
July 08th, 06:31 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.PM Modi addresses the first "Arun Jaitley Memorial Lecture" in New Delhi
July 08th, 06:30 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.For us, MSME means- Maximum Support to Micro Small and Medium Enterprises: PM Modi
June 30th, 10:31 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.PM participates in ‘Udyami Bharat’ programme
June 30th, 10:30 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.ଏଲବିଏସଏନଏଏଠାରେ ୯୬ତମ କମନ ଫାଉଣ୍ଡେସନ ପାଠ୍ୟକ୍ରମର ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 17th, 12:07 pm
ଫାଉଣ୍ଡେସନ୍ ପାଠ୍ୟକ୍ରମ ଶେଷ ହୋଇଥିବାରୁ ଆପଣ ସମସ୍ତ ଯୁବା ବନ୍ଧୁମାନଙ୍କୁ ଅନେକ ଅନେକ ଅଭିନନ୍ଦନ! ଆଜି ହେଉଛି ହୋଲିର ପର୍ବ । ମୁଁ ସମସ୍ତ ଦେଶବାସୀଙ୍କୁ, ଆପଣମାନଙ୍କୁ, ଏକାଡେମୀର ଲୋକମାନଙ୍କୁ ଏବଂ ଆପଣମାନଙ୍କ ପରିବାରକୁ ହୋଲିର ଅନେକ ଅନେକ ଶୁଭକାମନା ଜଣାଉଛି । ମୁଁ ଖୁସି ଯେ ଆଜି ଆପଣମାନଙ୍କ ଏକାଡେମୀ ଦ୍ୱାରା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ମହୋଦୟ, ଲାଲ ବାହାଦୁର ଶାସ୍ତ୍ରୀ ମହୋଦୟଙ୍କୁ ଉତ୍ସର୍ଗୀକୃତ ଡାକ ପ୍ରମାଣପତ୍ର ମଧ୍ୟ ଜାରି କରାଯାଇଛି । ଆଜି ନୂତନ ସ୍ପୋର୍ଟସ କମ୍ପେ୍ଲକ୍ସର ଉଦଘାଟନ ଏବଂ ହାପି ଭ୍ୟାଲି କମ୍ପେ୍ଲକ୍ସର ମଧ୍ୟ ଲୋକାର୍ପଣ କରାଯାଇଛି । ଏହି ସୁବିଧାଗୁଡିକ ଦଳଗତ ମନୋଭାବକୁ, ସ୍ୱାସ୍ଥ୍ୟ ଓ ସୁସ୍ଥତାର ଭାବନାକୁ ସଶକ୍ତ କରିବ, ନାଗରିକ ସେବାକୁ ଆହୁରି ସ୍ମାର୍ଟ ଏବଂ ଦକ୍ଷ କରିବାରେ ସାହାଯ୍ୟ ହେବ ।ଲାଲବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ପ୍ରତିଷ୍ଠାନ (ଏଲ୍ବିଏସ୍ଏନ୍ଏଏ)ର ୯୬ତମ ସାଧାରଣ ମୌଳିକ ପାଠ୍ୟକ୍ରମ(କମନ୍ ଫାଉଣ୍ଡେସନ କୋର୍ସ)ର ସମାପନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
March 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଲାଲବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ପ୍ରତିଷ୍ଠାନ (ଏଲ୍ବିଏସ୍ଏନ୍ଏଏ)ର ୯୬ତମ ସାଧାରଣ ଭିତ୍ତି ପାଠ୍ୟକ୍ରମ (କମନ ଫାଉଣ୍ଡେସନ କୋର୍ସ)ର ସମାପନ ସମାରୋହରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ ମଧ୍ୟ ଏକ ନୂଆ ସ୍ପୋର୍ଟସ କମ୍ପ୍ଲେକ୍ସକୁ ଉଦ୍ଘାଟନ କରିବା ସହ ପୁନଃନିର୍ମିତ ହାଫି ଭ୍ୟାଲି କମ୍ପେ୍ଲକ୍ସକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ।ବିଭିନ୍ନ ଜିଲ୍ଲାର ଡିଏମଙ୍କ ସହିତ କଥାବାର୍ତ୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 22nd, 12:01 pm
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।ପ୍ରମୁଖ ସରକାରୀ ଯୋଜନାର କାର୍ଯ୍ୟକାରିତାକୁ ନେଇ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
January 22nd, 11:59 am
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।ବୟନ ଶିଳ୍ପ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ମଞ୍ଜୁର କଲେ ସରକାର
September 08th, 02:49 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ‘ଆତ୍ମନିର୍ଭର ଭାରତ’ ସଂକଳ୍ପକୁ ସାକାର କରିବା ଦିଗରେ ଆଉ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୋଟ ୧୦,୬୮୩ କୋଟି ଟଙ୍କାର ବଜେଟ ବ୍ୟୟବରାଦ ସହିତ ଏମଏମଏଫ ପୋଷାକ, ଏମଏମଏଫ କପଡ଼ା ଏବଂ ବୈଷୟିକ ବସ୍ତ୍ରର ୧୦ଟି ଖଣ୍ଡ/ଉତ୍ପାଦ ନିମନ୍ତେ ବୟନ ଶିଳ୍ପ କ୍ଷେତ୍ର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ସରକାର ମଞ୍ଜୁର କରିଛନ୍ତି। ବୟନ ଶିଳ୍ପ କ୍ଷେତ୍ର ପାଇଁ ସରକାର ପିଏଲଆଇ ଯୋଜନା ସହିତ ଆରଓଏସସିଟିଏଲ, ଆରଓଡିଟିଇପି ଏବଂ ଅନ୍ୟାନ୍ୟ ପ୍ରୋତ୍ସାହନ ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତିଦ୍ବନ୍ଦ୍ବିତା ମୂଳକ ମୂଲ୍ୟରେ କଞ୍ଚାମାଲ ଉପଲବ୍ଧ କରାଇବା, କୌଶଳ ବିକାଶ, ଆଦି ଦ୍ୱାରା ବୟନ ଶିଳ୍ପ ଉତ୍ପାଦନ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ମଧ୍ୟ ହେବ।ନୀତି ଆୟୋଗ ପରିଚାଳନା ପରିଷଦର ଚତୁର୍ଥ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଯାପନୀ ଅଭିଭାଷଣ
June 17th, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୀତି ଆୟୋଗ ପରିଚାଳନା ପରିଷଦର ଚତୁର୍ଥ ବୈଠକରେ ଉଦ୍ଯାପନୀ ଅଭିଭାଷଣ ରଖିଥିଲେ ।ନୀତି ଆୟୋଗ ପରିଚାଳନା ପରିଷଦର ଚତୁର୍ଥ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ମନ୍ତବ୍ୟ
June 17th, 11:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରଠାରେ ଆୟୋଜିତ ନୀତି ଆୟୋଗ ଗଭର୍ଣ୍ଣିଂ ପରିଷଦର ଚତୁର୍ଥ ବୈଠକରେ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ପ୍ରାରମ୍ଭିକ ଭାଷଣରେ ଉପସ୍ଥିତ ମୁଖ୍ୟମନ୍ତ୍ରୀ ତଥା ଅନ୍ୟ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ ।ଗଣତନ୍ତ୍ର କୌଣସି ରାଜିନାମା ନୁହେଁ ,ଏହାର ମୂଳେ ଜନଭାଗିଦାରୀ ନିହିତ ଅଛି :ପ୍ରଧାନମନ୍ତ୍ରୀ ମୋଦୀ
April 21st, 11:01 pm
ଗଣତନ୍ତ୍ର କୌଣସି ରାଜିନାମା ନୁହେଁ ,ଏହାର ମୂଳେ ଜନଭାଗିଦାରୀ ନିହିତ ଅଛି :ପ୍ରଧାନମନ୍ତ୍ରୀ ମୋଦୀପ୍ରଶାସନିକ ସେବା ଦିବସ ଉପଲକ୍ଷେ ପ୍ରଶାସନିକ ସେବାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 21st, 05:45 pm
ପ୍ରଶାସନିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶାସନିକ ସେବାଧିକାରୀମାନଙ୍କୁ ଉଦ୍ବୋଧନ ଦେଇଛନ୍ତି । ସେ କହିଥିଲେ ଯେ ଏହା ହେଉଛି ପ୍ରଶଂସା, ସମୀକ୍ଷା, ମୂଲ୍ୟାଙ୍କନ ଏବଂ ତର୍ଜମା କରିବାର ସମୟ । ପ୍ରଶାସନିକ ସେବାଧିକାରୀମାନଙ୍କୁ ଉତ୍ସାହିତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର ଏକ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିବା ସହିତ ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଏହି ପୁରସ୍କାର ସରକାରଙ୍କ ପ୍ରାଥମିକତାକୁ ପ୍ରତିଫଳିତ କରୁଛି ।ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କୃତୀ ପାଇଁ ଆସନ୍ତା କାଲି ପୁରସ୍କାର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ; ସିଭିଲ ସର୍ଭେଣ୍ଟମାନଙ୍କୁ କରିବେ ସମ୍ବୋଧନ
April 20th, 03:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 21 ତାରିଖ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ସମାରୋହରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କୃତି ପାଇଁ ବିଭିନ୍ନ ଶ୍ରେଣୀରେ ପୁରସ୍କାରମାନ ପ୍ରଦାନ କରିବେ । ବିଶେଷକରି କେନ୍ଦ୍ର, ରାଜ୍ୟ ଓ ଜିଲ୍ଲା ସ୍ତରର ସରକାରୀ ଅନୁଷ୍ଠାନଗୁଡିକ ଅଗ୍ରାଧିକାର କାର୍ଯ୍ୟକ୍ରମଗୁଡିକୁ କିଭଳି ସଫଳତାର ସହ ରୂପାୟିତ କରିଛନ୍ତି ଏବଂ ସୃଜନାତ୍ମକ ଢଙ୍ଗରେ ଏହିସବୁ ବଛା ବଛା ଫ୍ଲାଗସିପ୍ କାର୍ଯ୍ୟକ୍ରମକୁ ସୁଚାରୁ ଢଙ୍ଗରେ କାର୍ଯ୍ୟକାରୀ କରିଛନ୍ତି ସେସବୁ ଭିତ୍ତିକରି ଏହି ପୁରସ୍କାରମାନ ପ୍ରଦାନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସଭିଲ ସର୍ଭେଣ୍ଟମାନଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।