ବ୍ୟକ୍ତିଗତ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
May 17th, 09:10 am
ଦୋହା ଡାଇମଣ୍ଡ ଲିଗ୍ ୨୦୨୫ରେ ଜାଭେଲିନ୍ ଥ୍ରୋରେ ୯୦ ମିଟର ଟାର୍ଗେଟ ଅତିକ୍ରମ କରିବା ଏବଂ ବ୍ୟକ୍ତିଗତ ସର୍ବୋତ୍ତମ ଥ୍ରୋ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଏହା ତାଙ୍କର ନିରନ୍ତର ଉଦ୍ୟମ, ଶୃଙ୍ଖଳା ଏବଂ ଆଗ୍ରହର ପରିଣାମ ।”ଭିଡିଓ କନଫରେନ୍ସିଂ ଜରିଆରେ ସପ୍ତମ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 04th, 08:16 pm
ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ମନସୁଖ ଭାଇ, ଭଉଣୀ ରକ୍ଷା ଖଡ୍ସ, ଶ୍ରୀ ରାମନାଥ ଠାକୁର ଜୀ, ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଜୀ, ବିଜୟ କୁମାର ସିହ୍ନା ଜୀ, ଏଠାରେ ଉପସ୍ଥିତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ସମସ୍ତ ଖେଳାଳି, ପ୍ରଶିକ୍ଷକ, ଅନ୍ୟ କର୍ମଚାରୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁଗଣ!ସପ୍ତମ ଖେଲୋ ଇଣ୍ଡିଆ ଯୁବ କ୍ରୀଡାର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 04th, 08:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସପ୍ତମ ଖେଲୋ ଇଣ୍ଡିଆ ଯୁବ କ୍ରୀଡାର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ଖେଳାଳି, ପ୍ରଶିକ୍ଷକ ଏବଂ କର୍ମଚାରୀମାନଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ସାରା ଦେଶରୁ ଖେଳାଳିମାନେ ଏକତ୍ରିତ ହୋଇଛନ୍ତି, ଯେଉଁମାନେ ଅସାଧାରଣ ପ୍ରତିଭା ଏବଂ ଦୃଢ଼ ପ୍ରତିବଦ୍ଧତା ପ୍ରଦର୍ଶନ କରିଛନ୍ତି। ସେ ସେମାନଙ୍କର ସମର୍ପଣ ଏବଂ କଠିନ ପରିଶ୍ରମ ଉପରେ ଆଲୋକପାତ କରିଥିଲେ, ଦେଶର କ୍ରୀଡା ଭାବନା ପ୍ରତି ସେମାନଙ୍କର ଅବଦାନକୁ ସ୍ୱୀକାର କରିଥିଲେ। କ୍ରୀଡାବିତ୍ ମାନଙ୍କର ଉଲ୍ଲେଖନୀୟ ଦକ୍ଷତା ଏବଂ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, କ୍ରୀଡା ପ୍ରତି ସେମାନଙ୍କର ଆଗ୍ରହ ଏବଂ ଉତ୍କର୍ଷର ନିରନ୍ତର ଅନୁସନ୍ଧାନ ଦେଶ ପାଇଁ ଗର୍ବ ଆଣିଥାଏ। ସେ ସେମାନଙ୍କ ଭବିଷ୍ୟତ ପ୍ରୟାସ ପାଇଁ ଶୁଭକାମନା ଜଣାଇଥିଲେ।Olympic medalist and noted athlete, Karnam Malleswari meets Prime Minister
April 15th, 09:54 am
Olympic medalist and noted athlete, Karnam Malleswari met the Prime Minister Shri Narendra Modi in Yamunanagar yesterday. He commended her effort to mentor young athletes.୫ମ ଖେଲୋ ଇଣ୍ଡିଆ ଶୀତକାଳୀନ ଖେଳ ୨୦୨୫ରେ ଅଂଶଗ୍ରହଣ କରୁଥିବା ଆଥ୍ଲେଟ୍ମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
January 23rd, 07:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୫ମ ଖେଲୋ ଇଣ୍ଡିଆ ଶୀତକାଳୀନ ଖେଳ ୨୦୨୫ରେ ଅଂଶଗ୍ରହଣ କରୁଥିବା ସମସ୍ତ ଆଥ୍ଲେଟ୍ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।PM congratulates the Indian Men’s team on winning the Kho Kho World Cup
January 19th, 11:06 pm
Lauding their grit and dedication as commendable, the Prime Minister Shri Narendra Modi today congratulated the Indian Men’s team on winning the Kho Kho World Cup.ଖୋ ଖୋ ବିଶ୍ୱକପ୍ ବିଜୟୀ ଭାରତୀୟ ମହିଳା ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 19th, 09:21 pm
ପ୍ରଥମ ଖୋ ଖୋ ବିଶ୍ୱକପ୍ ବିଜୟୀ ହୋଇଥିବା ଭାରତୀୟ ମହିଳା ଟିମକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଚେସ୍ ଚାମ୍ପିଅନ୍ ଗୁକେଶ ଡି
December 28th, 06:34 pm
ଚେସ୍ ଚାମ୍ପିଅନ ଗୁକେଶ ଡି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ ତାଙ୍କର ନିଷ୍ଠା ଏବଂ ସମର୍ପଣର ପ୍ରଶଂସା କରିବା ସହ ତାଙ୍କର ଆତ୍ମବିଶ୍ୱାସ ପ୍ରକୃତରେ ପ୍ରେରଣାଦାୟକ ବୋଲି ବୋଲି କହିଥିଲେ । ସେ କହିଥିଲେ ଯେ ଆଜି ସେମାନଙ୍କର ବାର୍ତ୍ତାଳାପ ଯୋଗ ଏବଂ ଧ୍ୟାନର ପରିବର୍ତ୍ତନକାରୀ କ୍ଷମତା ଭିତରେ ରହିଥିଲା ।ପୁରୁଷ ଜାଭେଲିନ୍ ଥ୍ରୋରେ ରୌପ୍ୟ ପଦକ ଜିତିଥିବାରୁ ଆଥଲେଟ୍ ନବଦୀପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 08th, 08:33 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ଜାଭେଲିନ୍ ଏଫ୍୪୧ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥ୍ଲେଟ୍ ନବଦୀପଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ମହିଳା ୨୦୦ ମିଟର ଦୌଡରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥ୍ଲେଟ୍ ସିମ୍ରନ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 08th, 08:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ମହିଳା ୨୦୦ ମିଟର ଟି୧୨ ଇଭେଣ୍ଟ୍ରେ ବ୍ରୋଞ୍ଜ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥଲେଟ୍ ସିମରନ୍ ଶର୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପୁରୁଷ ସଟପୁଟରେ ବ୍ରୋଞ୍ଜ ପଦକ ବିଜୟୀ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 07th, 09:04 am
ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସର ପୁରୁଷ ସଟପୁଟ ଏଫ୫୭ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ହାଇ ଜମ୍ପରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ପ୍ରବୀଣ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 05:22 pm
ପ୍ୟାରିସ ପାରାଲିମ୍ପିକ୍ସର ପୁରୁଷ ହାଇ ଜମ୍ପ ଟି୬୪ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରବୀଣ କୁମାରଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Paralympics 2024: PM Modi congratulates Kapil Parmar on winning Bronze Medal
September 05th, 10:26 pm
The Prime Minister Shri Narendra Modi today congratulated athlete Kapil Parmar for winning a Bronze medal the Men's 60kg J1 event at the ongoing Paris Paralympics.ପୁରୁଷ କ୍ଲବ୍ ଥ୍ରୋରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଣବ ସୁର୍ମାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 05th, 08:05 am
ପ୍ୟାରିସ୍ ପାରାଲିମ୍ପିକ୍ସ ପୁରୁଷ କ୍ଲବ୍ ଥ୍ରୋ ଏଫ୍୫୧ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଥଲେଟ୍ ପ୍ରଣବ ସୁର୍ମାଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଦୃଢ଼ତା ଏବଂ ଉଦ୍ୟମର ପ୍ରଶଂସା କରିଛନ୍ତି ।ପୁରୁଷ ହାଇ ଜମ୍ପ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 04th, 10:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ହାଇ ଜମ୍ପ୍ ଟି ୬୩ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Paralympics 2024: PM Modi congratulates Deepthi Jeevanji on winning Bronze Medal
September 04th, 06:40 am
The Prime Minister Shri Narendra Modi today congratulated athlete Deepthi Jeevanji for winning a bronze medal in the Women's 400M T20 event at the ongoing Paris Paralympics.୨୦୨୪ ପ୍ୟାରିସ ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:50 am
ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 02nd, 10:50 am
ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।୧୦୦ ମିଟର ଟି୩୫ ଖେଳରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ଆଥଲେଟ୍ ପ୍ରୀତି ପାଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 06:42 pm
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ୧୦୦ ମିଟର ଟି୩୫ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଆଥଲେଟ୍ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।୨୦୨୪ ପ୍ୟାରିସ୍ ପାରାଅଲିମ୍ପିକ୍ସରେ ସାମିଲ ହୋଇଥିବା ଭାରତୀୟ ଦଳକୁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 28th, 09:47 pm
ପ୍ୟାରିସ ପାରାଅଲିମ୍ପିକ୍ସ ୨୦୨୪ରେ ଭାଗ ନେଉଥିବା ଭାରତୀୟ ଦଳକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । କ୍ରୀଡ଼ାବିତମାନଙ୍କୁ ସାହସ ଓ ଦୃଢ଼ ନିଶ୍ଚିତତାକୁ ସେ ପ୍ରଶଂସା କରି କହିଛନ୍ତି, ୧୪୦ କୋଟି ଭାରତୀୟ ସେମାନଙ୍କ ସଫଳତା କାମନା କରୁଛନ୍ତି ।