ପୁରୁଷ ଜାଭେଲିନ୍ ଥ୍ରୋରେ ରୌପ୍ୟ ପଦକ ଜିତିଥିବାରୁ ଆଥଲେଟ୍ ନବଦୀପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 08th, 08:33 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ଜାଭେଲିନ୍ ଏଫ୍୪୧ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥ୍ଲେଟ୍ ନବଦୀପଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ମହିଳା ୨୦୦ ମିଟର ଦୌଡରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥ୍ଲେଟ୍ ସିମ୍ରନ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 08th, 08:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ମହିଳା ୨୦୦ ମିଟର ଟି୧୨ ଇଭେଣ୍ଟ୍ରେ ବ୍ରୋଞ୍ଜ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥଲେଟ୍ ସିମରନ୍ ଶର୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପୁରୁଷ ସଟପୁଟରେ ବ୍ରୋଞ୍ଜ ପଦକ ବିଜୟୀ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 07th, 09:04 am
ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସର ପୁରୁଷ ସଟପୁଟ ଏଫ୫୭ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ହାଇ ଜମ୍ପରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ପ୍ରବୀଣ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 05:22 pm
ପ୍ୟାରିସ ପାରାଲିମ୍ପିକ୍ସର ପୁରୁଷ ହାଇ ଜମ୍ପ ଟି୬୪ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରବୀଣ କୁମାରଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Paralympics 2024: PM Modi congratulates Kapil Parmar on winning Bronze Medal
September 05th, 10:26 pm
The Prime Minister Shri Narendra Modi today congratulated athlete Kapil Parmar for winning a Bronze medal the Men's 60kg J1 event at the ongoing Paris Paralympics.ପୁରୁଷ କ୍ଲବ୍ ଥ୍ରୋରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଣବ ସୁର୍ମାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 05th, 08:05 am
ପ୍ୟାରିସ୍ ପାରାଲିମ୍ପିକ୍ସ ପୁରୁଷ କ୍ଲବ୍ ଥ୍ରୋ ଏଫ୍୫୧ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଥଲେଟ୍ ପ୍ରଣବ ସୁର୍ମାଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଦୃଢ଼ତା ଏବଂ ଉଦ୍ୟମର ପ୍ରଶଂସା କରିଛନ୍ତି ।ପୁରୁଷ ହାଇ ଜମ୍ପ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 04th, 10:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ହାଇ ଜମ୍ପ୍ ଟି ୬୩ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Paralympics 2024: PM Modi congratulates Deepthi Jeevanji on winning Bronze Medal
September 04th, 06:40 am
The Prime Minister Shri Narendra Modi today congratulated athlete Deepthi Jeevanji for winning a bronze medal in the Women's 400M T20 event at the ongoing Paris Paralympics.ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 02nd, 10:50 am
ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।୨୦୨୪ ପ୍ୟାରିସ ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:50 am
ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।୧୦୦ ମିଟର ଟି୩୫ ଖେଳରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ଆଥଲେଟ୍ ପ୍ରୀତି ପାଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 06:42 pm
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ୧୦୦ ମିଟର ଟି୩୫ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଆଥଲେଟ୍ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।୨୦୨୪ ପ୍ୟାରିସ୍ ପାରାଅଲିମ୍ପିକ୍ସରେ ସାମିଲ ହୋଇଥିବା ଭାରତୀୟ ଦଳକୁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 28th, 09:47 pm
ପ୍ୟାରିସ ପାରାଅଲିମ୍ପିକ୍ସ ୨୦୨୪ରେ ଭାଗ ନେଉଥିବା ଭାରତୀୟ ଦଳକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । କ୍ରୀଡ଼ାବିତମାନଙ୍କୁ ସାହସ ଓ ଦୃଢ଼ ନିଶ୍ଚିତତାକୁ ସେ ପ୍ରଶଂସା କରି କହିଛନ୍ତି, ୧୪୦ କୋଟି ଭାରତୀୟ ସେମାନଙ୍କ ସଫଳତା କାମନା କରୁଛନ୍ତି ।ପ୍ୟାରିସ ଅଲିମ୍ପିକ୍ସ-୨୦୨୪ରେ ପୁରୁଷ ୫୦ ମିଟର ରାଇଫଲ-୩ ପୋଜିସନ୍ସରେ ସ୍ୱପ୍ନିଲ କୁସାଲେଙ୍କୁ ବ୍ରୋଞ୍ଜ ପଦକ ମିଳିଥିବାରୁ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
August 01st, 02:38 pm
ପ୍ୟାରିସ ଅଲିମ୍ପିକ୍ସ-୨୦୨୪ରେ ପୁରୁଷ ୫୦ ମିଟର ରାଇଫଲ-୩ ପୋଜିସନ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ସ୍ୱପ୍ନିଲ କୁସାଲେଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Paris Olympics: PM extends best wishes for Indian Contingent
July 26th, 10:50 pm
The Prime Minister Shri Narendra Modi today extended warm wishes to the Indian contingent in the Paris Olympics.PM congratulates Abhinav Bindra on being awarded prestigious Olympic Order
July 24th, 11:19 pm
The Prime Minister Shri Narendra Modi today congratulated athlete Abhinav Bindra on being awarded the Olympic Order.ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।Our athletes can achieve anything if they are helped with a scientific approach: PM Modi
February 19th, 08:42 pm
The Prime Minister, Shri Narendra Modi, today addressed Khelo India University Games being held across the seven states in the Northeast via a video message. PM Modi noted the mascot of the Khelo India University Games, i.e. Ashtalakshmi in the shape of a butterfly. PM who often calls the Northeast states Ashtalakshi said “making a butterfly the mascot in these games also symbolizes how the aspirations of the North East are getting new wings.”ଉତ୍ତରପୂର୍ବ ରାଜ୍ୟରେ ଆୟୋଜିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
February 19th, 06:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଉତ୍ତର-ପୂର୍ବର ସାତଟି ରାଜ୍ୟରେ ଆୟୋଜିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ସମ୍ବୋଧିତ କରିଛନ୍ତି । ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସର ମାସ୍କଟ ଅର୍ଥାତ୍ ପ୍ରଜାପତି ଆକାରରେ 'ଅଷ୍ଟଲକ୍ଷ୍ମୀ' ଉପରେ ପ୍ରଧାନମନ୍ତ୍ରୀ ମୋଦୀ ଆଲୋକପାତ କରିଥିଲେ। ଉତ୍ତର-ପୂର୍ବ ରାଜ୍ୟ ଗୁଡ଼ିକୁ ପ୍ରାୟତଃ 'ଅଷ୍ଟଲକ୍ଷ୍ମୀ' କହୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଖେଳଗୁଡ଼ିକରେ ମାସ୍କଟ୍ ତିଆରି କରିବା ମଧ୍ୟ ଉତ୍ତର-ପୂର୍ବର ଆକାଂକ୍ଷାକୁ କିପରି ନୂତନ ପ୍ରୋତ୍ସାହନ ମିଳୁଛି ତାହାର ପ୍ରତୀକ।ମନ କି ବାତ ,ଡିସେମ୍ବର 2023
December 31st, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’, ହେଉଛି ଆପଣମାନଙ୍କ ସହ ଭେଟିବାର ଗୋଟିଏ ଶୁଭ ଅବସର । ନିଜ ପରିବାରଜନଙ୍କ ସହିତ ସାକ୍ଷାତ ହେଲେ ତାହା କେତେ ସୁଖକର ହୋଇଥାଏ, କେତେ ସନ୍ତୋଷପ୍ରଦ ହୋଇଥାଏ, ‘ମନ୍ କି ବାତ୍’ ମାଧ୍ୟମରେ ଆପଣମାନଙ୍କୁ ଭେଟି ମୁଁ ଏହା ଅନୁଭବ କରିଆସିଛି । ଆଉ ଆଜି ଆମର ଏହି ମିଳିତ ଯାତ୍ରାର ଏହା ୧୦୮ତମ ଅଧ୍ୟାୟ । ଆମମାନଙ୍କ ପାଇଁ ୧୦୮ ସଂଖ୍ୟାର ଗୁରୁତ୍ୱ, ଏହାର ପବିତ୍ରତା ଗୋଟିଏ ଗହନ ଅଧ୍ୟୟନର ବିଷୟ । ଜପାମାଳିରେ ୧୦୮ଟି ମାଳି, ୧୦୮ ଥର ଜପ, ୧୦୮ଟି ଦିବ୍ୟ କ୍ଷେତ୍ର, ମନ୍ଦିରମାନଙ୍କରେ ୧୦୮ଟି ପାହାଚ, ୧୦୮ ଘଣ୍ଟି, ୧୦୮ ସଂଖ୍ୟାଟି ଅସୀମ ବିଶ୍ୱାସ ସହ ଜଡ଼ିତ । ସେଥିପାଇଁ ‘ମନ୍ କି ବାତ୍’ର ୧୦୮ତମ ଅଧ୍ୟାୟ ମୋ ପାଇଁ ବିଶେଷ ଗୁରତ୍ୱପୂର୍ଣ୍ଣ ହୋଇପଡ଼ିଛି । ଏହି ୧୦୮ଟି ଅଧ୍ୟାୟରେ ଆମେ ଜନସହଭାଗୀତାର କେତେ ଉଦାହରଣ ଦେଖିଲୁ, ସେମାନଙ୍କ ଠାରୁ ପ୍ରେରଣା ଲାଭ କଲୁ । ଏହି ସୋପାନରେ ପହଂଚିବା ପରେ ଆମକୁ ନୂଆକରି, ନୂତନ ଶକ୍ତି ସହିତ ଏବଂ ଦ୍ରୁତ ଗତିରେ ଆଗକୁ ବଢ଼ିବା ପାଇଁ ସଂକଳ୍ପ ନେବାକୁ ହେବ । ଏହା ମଧ୍ୟ ଗୋଟିଏ ସୁଖକର ସଂଯୋଗ ଯେ, ଆସନ୍ତା କାଲିର ସୂର୍ଯ୍ୟୋଦୟ ୨୦୨୪ର ପ୍ରଥମ ସୂର୍ଯ୍ୟୋଦୟ ହେବ । ଆମ୍ଭେମାନେ ୨୦୨୪ରେ ପ୍ରବେଶ କରିସାରିଥିବା । ଆପଣ ସମସ୍ତଙ୍କୁ ୨୦୨୪ ପାଇଁ ଅନେକ ଅନେକ ଶୁଭକାମନା ।ଏସୀୟ ପାରା କ୍ରୀଡା ୨୦୨୨ରେ ଭାରତକୁ ପ୍ରତିନିଧିତ୍ୱ କରିଥିବା କ୍ରୀଡ଼ାବିତମାନଙ୍କ ସହିତ ଭାବବିନିମୟ ସମୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 01st, 07:00 pm
ଆପଣ ସମସ୍ତଙ୍କ ସହିତ ସାକ୍ଷାତ କରିବାର ସୁଯୋଗକୁ ମୁଁ ଖୋଜି ଚାଲିଥାଏ ଆଉ ଅପେକ୍ଷା ମଧ୍ୟ କରିଥାଏ, କେତେବେଳେ ଦେଖା କରିବି, କେତେବେଳେ ଆପଣଙ୍କର ଅନୁଭବର କଥା ଶୁଣିବି, ଆଉ ମୁଁ ଦେଖିଛି ଯେ ପ୍ରତ୍ୟେକ ଥର ଆପଣ ନୂତନ ଉନ୍ମାଦନା ସହିତ ଆସନ୍ତି, ନୂତନ ଉତ୍ସାହର ସହିତ ଆସନ୍ତି । ଆଉ ଏହା ମଧ୍ୟ ନିଜକୁ ନିଜ ମଧ୍ୟରେ ଏକ ବହୁତ ବଡ଼ ପ୍ରୋତ୍ସାହନ ହୋଇ ଯାଇଥାଏ । ତେବେ ସର୍ବପ୍ରଥମେ ତ’ ମୁଁ ଆପଣ ସସସ୍ତଙ୍କ ଗହଣକୁ ଗୋଟିଏ ହିଁ କାର୍ଯ୍ୟ ପାଇଁ ଆସିଛି, ଆଉ ତାହା ହେଉଛି ଆପଣ ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଇବା ପାଇଁ । ଆପଣମାନେ ଭାରତ ବାହାରେ ଥିଲେ, ଚୀନରେ ଖେଳୁଥିଲେ, କିନ୍ତୁ ବୋଧହୁଏ ଆପଣମାନଙ୍କୁ ଜଣା ନ ଥିବ, ମୁଁ ମଧ୍ୟ ଆପଣମାନଙ୍କ ସହିତ ଥିଲି । ମୁଁ ପ୍ରତ୍ୟେକ କ୍ଷଣରେ ଆପଣମାନଙ୍କର ପ୍ରତ୍ୟେକ ଗତିବିଧିକୁ, ଆପଣମାନଙ୍କର ପ୍ରୟାସକୁ, ଆପଣମାନଙ୍କର ଦୃଢ଼ ଇଚ୍ଛାଶକ୍ତିକୁ, ମୁଁ ଏଠାରେ ବସି, ବସିକରି ତାହାକୁ ହିଁ ମର୍ମେ ମର୍ମେ ଅନୁଭବ କରୁଥିଲି । ଆପଣ ସମସ୍ତେ ଯେଉଁଭଳି ଭାବେ ଦେଶର ସୁନାମ ବୃଦ୍ଧି କରିଛନ୍ତି, ତାହା ବାସ୍ତବରେ ହେଉଛି ବହୁତ ଅଦ୍ଭୂତପୂର୍ବ । ଆଉ ଏଥିପାଇଁ ଆପଣମାନଙ୍କୁ, ଆପଣମାନଙ୍କର ପ୍ରଶିକ୍ଷକଙ୍କୁ, ଆପଣମାନଙ୍କର ପରିବାରର ଲୋକମାନଙ୍କୁ ଯେତେ ଶୁଭେଚ୍ଛା ଜଣାଇଲେ ମଧ୍ୟ, ତାହା କମ୍ ହେବ । ଆଉ ମୁଁ ଏହି ଐତିହାସିକ ସଫଳତା ପାଇଁ ଆପଣ ସମସ୍ତଙ୍କୁ ଦେଶବାସୀଙ୍କ ତରଫରୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି, ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।