ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍ଶଟ୍ ପଦକ୍ଷେପ ଆରମ୍ଭ କଲେ
September 22nd, 12:03 pm
ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।ଅନ୍ତର୍ଜାତୀୟ ଆଣବିକ ଶକ୍ତି ଏଜେନ୍ସିର ମହାନିର୍ଦ୍ଦେଶକ ଶ୍ରୀ ରାଫେଲ ମାରିଆନୋ ଗ୍ରୋସିଙ୍କର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ ଆଲୋଚନା
October 23rd, 04:29 pm
ଅନ୍ତର୍ଜାତୀୟ ଆଣବିକ ଶକ୍ତି ଏଜେନ୍ସିର ମହାନିର୍ଦ୍ଦେଶକ ଶ୍ରୀ ରାଫେଲ ମାରିଆନୋ ଗ୍ରୋସି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ
March 26th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।ବହୁମୁଖୀ ସଂଯୋଗୀକରଣ ପାଇଁ ପିଏମ ଗତିଶକ୍ତି ନ୍ୟାସନାଲ ମାଷ୍ଟର ପ୍ଲାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳପାଠ
October 13th, 11:55 am
କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀ ନୀତିନ ଗଡ଼କରୀ ଜୀ, ଶୀ ପିୟୁଷ ଗୋୟଲ ଜୀ, ଶ୍ରୀ ହରଦୀପ ସିଂ ପୁରୀ ଜୀ, ଶ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଶ୍ରୀ ରାଜକୁମାର ଜୀ ଭିନ୍ନ-ଭିନ୍ନ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ, ଲେଫ୍ଟନାଣ୍ଟ ଗଭର୍ଣ୍ଣାଣ୍ଟ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ, ଉଦ୍ୟୋଗ ଜଗତର ସାଥୀ, ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ପିଏମ୍ ଗତିଶକ୍ତି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
October 13th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବହୁମୁଖୀ ସଂଯୋଗୀକରଣ ମାଷ୍ଟର ପ୍ଳାନ ଆଜି(ତା୧୩-୧୦-୨୦୨୧) ନୂଆଦିଲ୍ଳୀଠାରେ ଉଦଘାଟନ କରିଛନ୍ତି । ଏଥିସହ ସେ ପ୍ରଗତି ମଇଦାନଠାରେ ନୂତନ ପ୍ରଦର୍ଶନୀ ପରିସରକୁ ମଧ୍ୟ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ନିତୀନ ଗଡକରୀ, ପୀୟୁଷ ଗୋୟଲ, ହରଦୀପ ସିଂପୁରୀ, ସର୍ବାନନ୍ଦ ସୋନୱାଲ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଅଶ୍ୱିନୀ ବୈଷ୍ଣବ, ଆରକେ ସିଂହ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, ରାଜ୍ୟମନ୍ତ୍ରୀ ଓ ବିଶିଷ୍ଟ ଶିଳ୍ପପତିମାନେ ଏଥିରେ ଉପସ୍ଥିତ ଥିଲେ । ଶିଳ୍ପାନୁଷ୍ଠାନରୁ ଶ୍ରୀ କୁମାର ମଙ୍ଗଳମ୍ ବିରଳା (ଆଦିତ୍ୟ ବିରଳାଗ୍ରୁପ ଅଧ୍ୟକ୍ଷ) ଟ୍ରାକ୍ଟର ଓ ଚାଷୋପକରଣର ଅଧ୍ୟକ୍ଷ ଶ୍ରୀମତୀ ମଲ୍ଲିକା ଶ୍ରୀନିବାସନ, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ (ଟାଟା ଷ୍ଟିଲ) ଶ୍ରୀ ଟି.ଭି. ନରେନ୍ଦ୍ରନ୍, ଭାରତୀୟ ଶିଳ୍ପ ସଂଘର ସଭାପତି ତଥା ସିଭିଗୋର ସହ ପ୍ରତିଷ୍ଠାତା ଶ୍ରୀ ଦୀପକ ଗର୍ଗ ଏହି ଅବସରରେ ସେମାନଙ୍କ ମତାମତ ରଖିଥିଲେ ।ଭିଭାଟେକ୍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ମୂଳ ଭାଷଣର ବିଷୟବସ୍ତୁ
June 16th, 04:00 pm
ଏହି ମଞ୍ଚ ଫ୍ରାନ୍ସର ବୈଷୟିକ ଦୃଷ୍ଟିଭଙ୍ଗୀକୁ ପ୍ରତିଫଳିତ କରୁଛି । ଭାରତ ଓ ଫ୍ରାନ୍ସ ବିଭିନ୍ନ କ୍ଷେତ୍ରରେ ମିଳିତଭାବେ କାମ କରିଆସୁଛନ୍ତି । ସେଥିମଧ୍ୟରୁ ଟେକ୍ନୋଲୋଜି ଓ ଡିଜିଟାଲ ଦୁଇଟି କ୍ଷେତ୍ର ଯାହା ଦୁଇଦେଶକୁ ମିଳିତଭାବେ କାମ କରିବାର ନୂଆ ସୁଯୋଗ ଦେଇଛି । ଏହି ସହଯୋଗ ଆହୁରୀ ଦୃଢୀଭୂତ ହୋଇ ଆଗକୁ ବଢୁ ଏହା ସମୟର ଆହ୍ୱାନ । ଏହା କେବଳ ଆମ ଦୁଇଦେଶ ନୁହେଁ, ସମଗ୍ର ବିଶ୍ୱକୁ ସାହାଯ୍ୟ କରିବ ।ଭିଭା ଟେକ୍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
June 16th, 03:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ମୋଡ଼ରେ ଭିଭା ଟେକ୍ର ପଞ୍ଚମ ସଂସ୍କରଣ ସମାରୋହରେ ଉଦ୍ବୋଧନ ଦେଇଛନ୍ତି । ଭିଭା ଟେକ ୨୦୨୧ରେ ସମ୍ମାନନୀୟ ଅତିଥି ଭାବେ ଆମନ୍ତ୍ରିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ମୁଖ୍ୟ ଭାଷଣ ପ୍ରଦାନ କରିବା ନିମନ୍ତେ ଅନୁରୋଧ କରାଯାଇଥିଲା । ଭିଭା ଟେକ୍ ୟୁରୋପର ସର୍ବବୃହତ୍ ଡିଜିଟାଲ ଏବଂ ଷ୍ଟାର୍ଟ ଅପ୍ ସମାରୋହମାନଙ୍କ ମଧ୍ୟରେ ଅନ୍ୟତମ ଏବଂ ୨୦୧୬ ମସିହା ଠାରୁ ଏହି ସମ୍ମିଳନୀ ପ୍ରତିବର୍ଷ ପ୍ୟାରିସଠାରେ ଅନୁଷ୍ଠିତ ହୋଇଆସୁଛି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 05th, 11:05 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
June 05th, 11:04 am
ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।ପୂର୍ବତନ ପରମାଣୁ ଶକ୍ତି ଆୟୋଗ ଅଧ୍ୟକ୍ଷ ଡଃ ଶ୍ରୀକୁମାର ବାନାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
May 23rd, 08:05 pm
ପୂର୍ବତନ ପରମାଣୁ ଶକ୍ତି ଆୟୋଗ ଅଧ୍ୟକ୍ଷ ଡଃ ଶ୍ରୀକୁମାର ବାନାର୍ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗରେ ନେତୃବର୍ଗଙ୍କ ଶିଖର ସମ୍ମିଳନୀ 2021ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 22nd, 07:08 pm
ଏହି ପ୍ରୟାସ ଆରମ୍ଭ କରିଥିବାରୁ ମୁଁ ରାଷ୍ଟ୍ରପତି ବାଇଡେନଙ୍କୁ ଧନ୍ୟବାଦ ଜଣାଇବା ଲାଗି ଚାହୁଁଛି। ବର୍ତ୍ତମାନ ମାନବ ଜଗତ ଏକ ବିଶ୍ବ ମହାମାରୀ ସହ ସଂଘର୍ଷ କରୁଛି। ଜଳବାୟୁ ପରିବର୍ତ୍ତନର ଭୟାବହ ବିପଦ ଦୂରେଇ ଯାଇନାହିଁ ବୋଲି ସ୍ମରଣ କରାଇ ଦେବା ଲାଗି ଏହି କାର୍ଯ୍ୟକ୍ରମ ଯଥା ସମୟରେ ଆୟୋଜନ କରାଯାଇଛି।ଶିକ୍ଷା କ୍ଷେତ୍ରରେ ବଜେଟ ବ୍ୟୟବରାଦର କାର୍ଯ୍ୟକାରିତା ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 10:15 am
ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି ।ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟବରାଦର ପ୍ରଭାବୀ କାର୍ଯ୍ୟକାରୀତା ନେଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 10:14 am
ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି ।India - Vietnam Joint Vision for Peace, Prosperity and People
December 21st, 04:50 pm
PM Narendra Modi and PM Nguyen Xuan Phuc of Vietnam co-chaired a virtual summit on 21 December 2020, during which they exchanged views on wide-ranging bilateral, regional and global issues and set forth the 'Joint Vision for Peace, Prosperity and People' to guide the future development of India-Vietnam Comprehensive Strategic Partnership.ଫଳାଫଳର ତାଲିକା : ଭାରତ-ଭିଏତନାମ ଭର୍ଚୁଆଲ ଶିଖର ସମ୍ମିଳନୀ (ଡିସେମ୍ବର 21, 2020)
December 21st, 04:40 pm
ଫଳାଫଳର ତାଲିକା : ଭାରତ-ଭିଏତନାମ ଭର୍ଚୁଆଲ ଶିଖର ସମ୍ମିଳନୀ (ଡିସେମ୍ବର 21, 2020)India-Vietnam Leaders’ Virtual Summit
December 21st, 04:26 pm
Prime Minister Narendra Modi held a virtual summit with PM Nguyen Xuan Phuc of Vietnam. The two Prime Ministers reviewed ongoing bilateral cooperation initiatives, and also discussed regional and global issues. A ‘Joint Vision for Peace, Prosperity and People’ document was adopted during the Summit, to guide the future development of the India-Vietnam Comprehensive Strategic Partnership.ଭାରତ-ଉଜବେକିସ୍ତାନ ଭର୍ଚୁଆଲ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବକ୍ତବ୍ୟ
December 11th, 11:20 am
କୋଭିଡ-19 ମହାମାରୀ ଯୋଗୁଁ ମୋର ଯାତ୍ରା ହୋଇପାରିଲା ନାହିଁ, କିନ୍ତୁ ମୁଁ ଖୁସି “ଯେ କୌଣସି ସ୍ଥାନରୁ କାର୍ଯ୍ୟ (ୱାର୍କ ଫର୍ମ ଏନି ହୋୟାର)”ର ଏହି ସମୟରେ ଆମେ ଆଜି ଭର୍ଚୁଆଲ ମାଧ୍ୟମରେ ପରସ୍ପରକୁ ସାକ୍ଷାତ କରୁଛୁ।PM Modi, President Mirziyoyev hold India-Uzbekistan virtual bilateral summit
December 11th, 11:19 am
PM Modi and President Mirziyoyev held India-Uzbekistan virtual bilateral summit. In his remarks, PM Modi said the relationship between India and Uzbekistan goes back to a long time and both the nations have similar threats and opportunities. Our approach towards these are also similar, he added. The PM further said, India and Uzbekistan have same stance against radicalism, separatism, fundamentalism. Our opinions are same on regional security as well.Pan IIT movement can help realise dream of Aatmanirbhar Bharat: PM Modi
December 04th, 10:35 pm
PM Narendra Modi delivered the keynote address at the Pan IIT-2020 Global Summit. PM Modi lauded the contributions of the IIT alumni in every sphere around the world and asked them to train the future minds in a way that they could give back to the country and create an Atmanirbhar Bharat.PM delivers keynote address at IIT-2020 Global Summit
December 04th, 09:51 pm
PM Narendra Modi delivered the keynote address at the Pan IIT-2020 Global Summit. PM Modi lauded the contributions of the IIT alumni in every sphere around the world and asked them to train the future minds in a way that they could give back to the country and create an Atmanirbhar Bharat.