ପ୍ୟାରିସ୍ ପାରାଲିମ୍ପିକ୍ସରେ ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 04:49 pm
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାମନ୍ତ୍ରୀ କହିଛନ୍ତି ଯେ, ଅବନୀ ଲେଖରା ମଧ୍ୟ ଇତିହାସ ସୃଷ୍ଟି କରିଛନ୍ତି, କାରଣ ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଆଥଲେଟ୍ ଟିଏ ୩ଟି ପାରାଲିମ୍ପିକ୍ ପଦକ ଜିତିଛନ୍ତି ।ପ୍ୟାରିସ୍ ପାରାଲିମ୍ପିକ୍ କ୍ରୀଡ଼ା ପାଇଁ ଭାରତୀୟ ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
August 19th, 06:30 pm
ପ୍ୟାରିସ୍ ପାରାଲିମ୍ ଗେମ୍ସ ପାଇଁ ଭାରତୀୟ ଦଳ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଜାଦାର ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ଶୀତଲ ଦେବୀ, ଅବନୀ ଲେଖାରା, ସୁନୀଲ ଆଣ୍ଟିଲ, ମରିୟାପ୍ପାନ ଥାଙ୍ଗାଭେଲୁ ଏବଂ ଅରୁଣା ତନୱରଙ୍କ ଭଳି ଆଥଲେଟଙ୍କ ସହ କଥା ହୋଇଥିଲେ। ସେ ଖେଳ ପାଇଁ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ଆର୨ ୧୦ମିଟର ଏୟାର ରାଇଫଲ ଷ୍ଟାଣ୍ଡ ଏସଏଚ୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଅଭନି ଲେଖାରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 23rd, 06:30 pm
ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ଆର୨ ୧୦ମିଟର ଏୟାର ରାଇଫଲ ଷ୍ଟାଣ୍ଡ ଏସଏଚ୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଅଭନି ଲେଖାରାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଫ୍ରାନ୍ସରେ ଚାଟେଅଉରୌକ୍ସ ୨୦୨୨ ରେ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 12th, 11:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଫ୍ରାନ୍ସର ଚାଟେଅଉରୌକ୍ସ ୨୦୨୨ ରେ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜିତିବା ପାଇଁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 08th, 11:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସରେ ରେକର୍ଡ ସ୍କୋର ସହ ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜତିିବା ପାଇଁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଭାରତୀୟ ପାରାଲିମ୍ପିକ୍ ଦଳକୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
September 09th, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ବାସଭବନରେ ଟୋକିଓ ୨୦୨୦ ପାରାଲିମ୍ପିକ୍ କ୍ରୀଡାର ଭାରତୀୟ ଦଳ ପାଇଁ ଅଭ୍ୟର୍ଥନା ସମାରୋହର ଆୟୋଜନ କରିଛନ୍ତି । ଏହି ଦଳରେ ପାରା-ଆଥଲେଟ୍ସ ଏବଂ ସେମାନଙ୍କ କୋଚ୍ ମଧ୍ୟ ସାମିଲ ହୋଇଥିଲେ ।ସ୍ୱତନ୍ତ୍ର ଫଟୋଚିତ୍ର : ପାରାଲିମ୍ପିକ୍ ଚାମ୍ପିଆନମାନଙ୍କ ସହିତ ଏକ ସ୍ମରଣୀୟ କଥାବାର୍ତ୍ତା
September 09th, 10:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ପାରାଲିମ୍ପିକ୍ ଚାମ୍ପିଆନ୍ସଙ୍କୁ ଭେଟିଛନ୍ତି ଯେଉଁମାନେ 2020 ଟୋକିଓ ପାରାଲିମ୍ପିକ୍ସରେ ଅଂଶଗ୍ରହଣ କରିଥିଲେ ଏବଂ ବିଶ୍ୱ ମଞ୍ଚରେ ଦେଶକୁ ଗର୍ବିତ କରିଥିଲେ।ପାରାଲିମ୍ପିକ୍ସ କ୍ରୀଡ଼ାରେ କାଂସ୍ୟ ପଦକ ବିଜୟ ପାଇଁ ସୁଟର ଅବନୀ ଲେଖାରାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 03rd, 12:11 pm
ଟୋକିଓ ପାରାଲିମ୍ପିକ୍ସ କ୍ରୀଡ଼ାରେ କାଂସ୍ୟ ପଦକ ବିଜୟ ନିମନ୍ତେ ସୁଟର୍ ଅବନୀ ଲେଖାରାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ପାରାଲିମ୍ପିକ୍ସ କ୍ରୀଡ଼ାରେ ସୁଟିଙ୍ଗରେ ସ୍ୱର୍ଣ୍ଣ ପଦକ ବିଜୟ ପାଇଁ ଅବନୀ ଲେଖାରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 30th, 11:03 am
ଟୋକିଓଠାରେ ଅନୁଷ୍ଠିତ ପାରାଲିମ୍ପିକ୍ସ କ୍ରୀଡ଼ାରେ ସୁଟିଙ୍ଗରେ ସ୍ୱର୍ଣ୍ଣ ପଦକ ଜିତିଥିବା ଅବନୀ ଲେଖାରାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।