Now every senior citizen of the country above the age of 70 years will get free treatment: PM Modi
October 29th, 01:28 pm
PM Modi launched, inaugurated and laid the foundation stone for multiple projects related to the health sector worth around Rs 12,850 crore at All India Institute of Ayurveda (AIIA) in New Delhi. Noting that the progress of a nation is directly proportional to the health of its citizens, PM Modi outlined the five pillars of health policy.୧୨,୮୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 01:00 pm
ଧନନ୍ତରୀ ଜୟନ୍ତୀ ଏବଂ ନବମ ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ)ରେ ପ୍ରାୟ ୧୨,୮୫୦ କୋଟି ଟଙ୍କାର ସ୍ୱାସ୍ଥ୍ୟ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।ଆୟୁର୍ବେଦ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
October 29th, 08:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆୟୁର୍ବେଦ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ଭଗବାନ ଧନ୍ୱନ୍ତରୀଙ୍କ ଜୟନ୍ତୀର ଶୁଭ ଉତ୍ସବ ଆମ ମହାନ ସଂସ୍କୃତିରେ ଆୟୁର୍ବେଦର ଉପଯୋଗିତା ଏବଂ ଅବଦାନ ସହିତ ଜଡିତ । ଶ୍ରୀ ମୋଦୀ ଆତ୍ମବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ ଆୟୁର୍ବେଦ - ଏକ ପ୍ରାଚୀନ ଔଷଧ ପ୍ରଣାଳୀ ସମଗ୍ର ମାନବିକତାର ସୁସ୍ଥ ଜୀବନ ପାଇଁ ଉପଯୋଗୀ ହୋଇ ରହିବ ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ବିଂଶତମ ସମାରେହ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 27th, 11:00 am
ମଂଚ ଉପରେ ବିରାଜମାନ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭୁପେନ୍ଦ୍ର ଭାଇ ପଟେଲ, ସଂସଦରେ ମୋର ସାଥୀ ଶ୍ରୀମାନ ସି. ଆର ପାଟିଲ, ଗୁଜରାଟ ସରକାରଙ୍କର ମନ୍ତ୍ରିଗଣ, ଉଦ୍ୟୋଗ ଜଗତର ସମସ୍ତ ବରିଷ୍ଠ ସାଥୀ, ଅନ୍ୟ ମହାନୁଭବ ଆଉ ଏଠାରେ ଉପସ୍ଥିତ ମୋର ସମସ୍ତ ପରିବାରଜନ ।ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ
September 27th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ସମାରୋହରେ ଆଜି (୨୭-୦୯-୨୦୨୩) ବିଜ୍ଞାନ ନଗରୀ ଅହମ୍ମଦାବାଦ ଠାରେ ନିଜର ଅଭିଭାଷଣ ରଖିଛନ୍ତି । ତତ୍କାଳିନ ମୁଖ୍ୟମନ୍ତ୍ରୀ ଦୂରଦୃଷ୍ଟି ସମ୍ପନ୍ନ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମୟରେ ଏହି ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ସେପ୍ଟେମ୍ବର ୨୮, ୨୦୦୩ ରେ ଆରମ୍ଭ ହୋଇଥିଲା । ଏହି ସମୟ ମଧ୍ୟରେ ଏହା ବାସ୍ତବ ପକ୍ଷରେ ଏକ ବୈଶ୍ୱିକ କାର୍ଯ୍ୟକ୍ରମ ହେବା ସହ ଦେଶର ମୁଖ୍ୟ ବ୍ୟାବସାୟିକ ଶିଖର ସମ୍ମିଳନୀର ମାନ୍ୟତା ଲାଭ କରିଛି ।Corona period has pushed use and research in Ayurveda products: PM Modi
November 13th, 10:37 am
On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.PM dedicates two future-ready Ayurveda institutions to the nation on Ayurveda Day
November 13th, 10:36 am
On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.ପ୍ରଧାନମନ୍ତ୍ରୀ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ ଆଢାନମ ଘେବ୍ରିୟେସୁସଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
November 11th, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଟେଲିଫୋନ କଲ ଯୋଗେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ ଆଢାନମ ଘେବ୍ରିୟେସୁସଙ୍କ ସହ କଥା ହୋଇଛନ୍ତି ।ଆସନ୍ତା 13 ତାରିଖ ଦିନ ଜାମନଗର ଏବଂ ଜୟପୁରଠାରେ ଦୁଇଟି ଆୟୁର୍ବେଦିକ ପ୍ରତିଷ୍ଠାନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
November 11th, 03:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 13 ତାରିଖ ଦିନ ଜାମନଗରଠାରେ ଆୟୁର୍ବେଦ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଟିଆରଏ) ଏବଂ ଜୟପୁରଠାରେ ଜାତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏନଆଇଏ)ର ଉଦଘାଟନ କରିବେ । ପଞ୍ଚମ ଆୟୁର୍ବେଦ ଦିବସ ଅବସରରେ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟିତ ହେବାକୁ ଥିବା ଏହି ଦୁଇଟି ପ୍ରତିଷ୍ଠାନ ଏକବିଂଶ ଶତାବ୍ଦୀରେ ଆୟୁର୍ବେଦ କ୍ଷେତ୍ରରେ ସମଗ୍ର ବିଶ୍ଵକୁ ନେତୃତ୍ଵ ଦେବାର ସମ୍ଭାବନା ରହିଛି ।