
India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.
ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।
ଆୟୁଷ କ୍ଷେତ୍ରର ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
February 27th, 08:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆୟୁଷ କ୍ଷେତ୍ରର ସମୀକ୍ଷା ପାଇଁ ୭ ଲୋକ କଲ୍ୟାଣ ମାର୍ଗରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ପ୍ରଧାନମନ୍ତ୍ରୀ ସାମଗ୍ରିକ କଲ୍ୟାଣ ଓ ସ୍ୱାସ୍ଥ୍ୟସେବା, ପାରମ୍ପରିକ ଜ୍ଞାନର ସଂରକ୍ଷଣ ଓ ଦେଶର ସ୍ୱାସ୍ଥ୍ୟ ଇକୋସିଷ୍ଟମରେ ଯୋଗଦାନ କ୍ଷେତ୍ରରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଆଲୋକପାତ କରିଥିଲେ।ମଧ୍ୟପ୍ରଦେଶର ଭୋପାଳରେ ବିଶ୍ୱ ନିବେଶକ ସମ୍ମିଳନୀ 2025ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 10:35 am
ସର୍ବପ୍ରଥମେ, ଏଠାକୁ ଆସିବାକୁ ବିଳମ୍ବ କରିଥିବାରୁ ମୁଁ ଆପଣ ସମସ୍ତଙ୍କୁ କ୍ଷମା ମାଗୁଛି। ବିଳମ୍ବ ହେଲା କାରଣ ଗତକାଲି ଯେତେବେଳେ ମୁଁ ଏଠାରେ ପହଞ୍ଚିଲି, ମୋ ମନରେ ଗୋଟିଏ କଥା ଆସିଲା ଯେ ଆଜି ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା, ଏବଂ ସେମାନଙ୍କର ଏକା ସମୟରେ ବାହାରିବା ବହୁତ ଭିଡ ହୋଇଯିବ ଏବଂ ସେହି କାରଣରୁ, ଏକ ସମ୍ଭାବନା ଥିଲା ଯେ ଯଦି ସୁରକ୍ଷା କାରଣରୁ ରାସ୍ତା ବନ୍ଦ ହୋଇଯାଏ, ତେବେ ପିଲାମାନଙ୍କୁ ପରୀକ୍ଷା ଦେବାକୁ ଯିବାରେ ଅସୁବିଧା ହେବ। ଏବଂ ମୁଁ ଭାବିଲି ଯେ ପିଲାମାନେ ସେମାନଙ୍କ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପରେ ହିଁ ମୁଁ ରାଜଭବନରୁ ବାହାରିବି, ଯେଉଁଥିପାଇଁ ମୁଁ ମୋର ପ୍ରସ୍ଥାନରେ 15-20 ମିନିଟ୍ ବିଳମ୍ବ କଲି ଏବଂ ଆପଣଙ୍କୁ ହୋଇଥିବା ଅସୁବିଧା ପାଇଁ ମୁଁ ପୁଣି ଥରେ କ୍ଷମା ମାଗୁଛି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ମଧ୍ୟପ୍ରଦେଶର ଭୋପାଳ ଠାରେ ବିଶ୍ୱ ନିବେଶକ ସମ୍ମିଳନୀ ୨୦୨୫ ଉଦଘାଟିତ
February 24th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଭୋପାଳ ଠାରେ ବିଶ୍ୱ ନିବେଶକ ସମ୍ମିଳନୀ (ଜିଆଇଏସ) ୨୦୨୫କୁ ଉଦଘାଟନ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ସେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ଥିବାରୁ କାର୍ଯ୍ୟକ୍ରମରେ ଯୋଗ ଦେବାରେ ବିଳମ୍ବ ପାଇଁ କ୍ଷମା ପ୍ରାର୍ଥନା କରିଥିଲେ ଏବଂ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିବା ସମୟରେ ତାଙ୍କ ଲାଗି ଉଦ୍ଦିଷ୍ଟ ସୁରକ୍ଷା ବ୍ୟବସ୍ଥା ଛାତ୍ରଛାତ୍ରୀଙ୍କୁ ଅସୁବିଧାରେ ପକାଇଥାନ୍ତା ବୋଲି କହିଥିଲେ । ରାଜା ଭୋଜଙ୍କ ଭୂମିରେ ନିବେଶକ ଓ ବ୍ୟବସାୟୀ ନେତୃବର୍ଗଙ୍କୁ ସ୍ୱାଗତ କରିବା ତାଙ୍କ ପାଇଁ ଅତ୍ୟନ୍ତ ଗୌରବର ବିଷୟ ବୋଲି ଶ୍ରୀ ମୋଦୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜିର କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ କାରଣ, ବିକଶିତ ଭାରତ ଅଭିମୁଖେ ଯାତ୍ରାରେ ବିକଶିତ ମଧ୍ୟପ୍ରଦେଶ ମଧ୍ୟ ଜରୁରୀ । ଶିଖର ସମ୍ମିଳନୀର ଏକ ଚମତ୍କାର ଆୟୋଜନ ପାଇଁ ସେ ମଧ୍ୟପ୍ରଦେଶ ସରକାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।List of Outcomes: State visit of President of Indonesia to India (January 23-26, 2025)
January 25th, 08:54 pm
PM Modi and President Prabowo Subianto of Indonesia witnessed key outcomes during the state visit (January 23-26, 2025). Five MoUs were signed, including health cooperation, maritime safety, traditional medicine quality assurance, digital development, and a cultural exchange program (2025-28). Additionally, the 3rd India-Indonesia CEOs Forum presented its joint report to the leaders.ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 05th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।Now every senior citizen of the country above the age of 70 years will get free treatment: PM Modi
October 29th, 01:28 pm
PM Modi launched, inaugurated and laid the foundation stone for multiple projects related to the health sector worth around Rs 12,850 crore at All India Institute of Ayurveda (AIIA) in New Delhi. Noting that the progress of a nation is directly proportional to the health of its citizens, PM Modi outlined the five pillars of health policy.୧୨,୮୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 01:00 pm
ଧନନ୍ତରୀ ଜୟନ୍ତୀ ଏବଂ ନବମ ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ)ରେ ପ୍ରାୟ ୧୨,୮୫୦ କୋଟି ଟଙ୍କାର ସ୍ୱାସ୍ଥ୍ୟ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।Many people want India and its government to remain weak so that they can take advantage of it: PM in Ballari
April 28th, 02:28 pm
Prime Minister Narendra Modi launched the poll campaign in full swing for the NDA in Karnataka. He addressed a mega rally in Ballari. In Ballari, the crowd appeared highly enthusiastic to hear from their favorite leader. PM Modi remarked, “Today, as India advances rapidly, there are certain countries and institutions that are displeased by it. A weakened India, a feeble government, suits their interests. In such circumstances, these entities used to manipulate situations to their advantage. Congress, too, thrived on rampant corruption, hence they were content. However, the resolute BJP government does not succumb to pressure, thus posing challenges to such forces. I want to convey to Congress and its allies, regardless of their efforts... India will continue to progress, and so will Karnataka.”Your every vote will strengthen Modi's resolutions: PM Modi in Davanagere
April 28th, 12:20 pm
Addressing his third rally of the day in Davanagere, PM Modi iterated, “Today, on one hand, the BJP government is propelling the country forward. On the other hand, the Congress is pushing Karnataka backward. While Modi's mantra is 24/7 For 2047, emphasizing continuous development for a developed India, the Congress's work culture is – ‘Break Karo, Break Lagao’.”People who refuse the invitation of Lord Ram's glory will now be rejected by the country: PM Modi in Uttara Kannada
April 28th, 11:30 am
Speaking at the second rally in Uttara Kannada, PM Modi said, “On one side there are those in hunger of vote bank disrespected the Ram temple. On the other side, there is an Ansari family, Iqbal Ansari whose entire family fought the case against Ram Temple for three generations but when the Supreme Court's verdict came, he accepted it. The trustees of Ram Temple when invited the Ansari, he attended the 'Pran Pratistha'.PM Modi addresses public meetings in Belagavi, Uttara Kannada, Davanagere & Ballari, Karnataka
April 28th, 11:00 am
Prime Minister Narendra Modi today launched the poll campaign in full swing for the NDA in Karnataka. He addressed back-to-back mega rallies in Belagavi, Uttara Kannada, Davanagere and Ballari. PM Modi stated, “When India progresses, everyone becomes happy. But the Congress has been so indulged in 'Parivarhit' that it gets perturbed by every single developmental stride India makes.”ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।ଭାରତର ଜି-20 ଅଧ୍ୟକ୍ଷତା ଦ୍ବାରା ଦେଶର ସାଧାରଣ ନାଗରିକଙ୍କ କ୍ଷମତା ସମ୍ଭାବନା ବିକଶିତ ହୋଇଛି: ପ୍ରଧାନମନ୍ତ୍ରୀ
August 15th, 02:24 pm
77ତମ ସ୍ୱାଧୀନତା ଦିବସରେ ଲାଲ୍ କିଲାର ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତର ଜି20 ପ୍ରେସିଡେନ୍ସି ଦେଶର ସାଧାରଣ ନାଗରିକଙ୍କ ସାମର୍ଥ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପିତ କରିବାରେ ସାହାଯ୍ୟ କରିଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ନିଶ୍ଚିତ ଯେ ଭାରତର ଦକ୍ଷତା ଏବଂ ଭାରତର ସମ୍ଭାବନା ଆତ୍ମବିଶ୍ୱାସର ନୂତନ ଶିଖରକୁ ଅତିକ୍ରମ କରିବାକୁ ଯାଉଛି ଏବଂ ଏହି ନୂତନ ଆତ୍ମବିଶ୍ୱାସକୁ ନୂତନ ସମ୍ଭାବନା ସହିତ ଗ୍ରହଣ କରାଯିବା ଉଚିତ। “ଭାରତର ଜି -20 ଅଧ୍ୟକ୍ଷତା ଭାରତର ସାଧାରଣ ନାଗରିକଙ୍କ ଦକ୍ଷତା ବିଷୟରେ ବିଶ୍ୱକୁ ଅବଗତ କରାଇଛନ୍ତି। ଆଜି ଭାରତ ଦେଶରେ ଜି -20 ଶିଖର ସମ୍ମିଳନୀ ଆୟୋଜନ କରିବାର ସୁଯୋଗ ପାଇଛି। ଏବଂ ଗତ ଏକ ବର୍ଷ ଧରି, ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଏହିପରି ଅନେକ ଜି -20 କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାରୁ ଏହା ଦେଶର ସାଧାରଣ ମଣିଷର ସାମର୍ଥ୍ୟ ବିଷୟରେ ବିଶ୍ୱକୁ ଅବଗତ କରାଇଛି। ”୭୭ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 02:14 pm
ମୋର ପ୍ରିୟ ୧୪୦ କୋଟି ପରିବାର ସଦସ୍ୟ, ଆମେ ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଏବଂ ବର୍ତ୍ତମାନ ଅନେକ ଲୋକ ମତ ଦେଉଛନ୍ତି ଯେ ଜନସଂଖ୍ୟା ଦୃଷ୍ଟିକୋଣରୁ ମଧ୍ୟ ଆମେ ବିଶ୍ୱରେ ଏକ ନମ୍ବର । ଏତେ ବଡ଼ ଦେଶ, ୧୪୦ କୋଟି ଦେଶବାସୀ, ଭାଇ ଭଉଣୀ, ମୋ ପରିବାର ସଦସ୍ୟ ଆଜି ସ୍ୱାଧୀନତାର ପର୍ବ ପାଳନ କରୁଛନ୍ତି। ସ୍ୱାଧୀନତାର ଏହି ମହାନ ତଥା ପବିତ୍ର ପର୍ବରେ ଭାରତକୁ ଭଲ ପାଉଥିବା, ଭାରତକୁ ସମ୍ମାନ ଦେଉଥିବା, ଭାରତ ପାଇଁ ଗର୍ବିତ ଥିବା କୋଟି କୋଟି ଲୋକଙ୍କୁ ମୁଁ ଅନେକ ଶୁଭେଚ୍ଛା ଜଣାଉଛି ।ତିନି ଦଶନ୍ଧିର ଅନିଶ୍ଚିତତା, ଅସ୍ଥିରତା ଏବଂ ରାଜନୈତିକ ବାଧ୍ୟବାଧକତା ପରେ ଏକ ଶକ୍ତିଶାଳୀ ତଥା ସ୍ଥିର ସରକାର ଗଠନ ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି
August 15th, 01:37 pm
ଲାଲ୍ କିଲାରୁ 77 ତମ ସ୍ୱାଧୀନତା ଦିବସ ଅବସରରେ 140 କୋଟି ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତିନି ଦଶନ୍ଧିର ଅନିଶ୍ଚିତତା, ଅସ୍ଥିରତା ଏବଂ ରାଜନୈତିକ ବାଧ୍ୟବାଧକତା ପରେ ଏକ ଶକ୍ତିଶାଳୀ ତଥା ସ୍ଥିର ସରକାର ଗଠନ କରିଥିବାରୁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଆଜି ଦେଶରେ ଏପରି ସରକାର ଅଛି ଯାହା ଦେଶର ସନ୍ତୁଳିତ ବିକାଶ ପାଇଁ ‘ସର୍ବ ଜନ ହିତାୟ, ସର୍ବ ଜନ ସୁଖାୟ’ ପାଇଁ ସମୟର ପ୍ରତ୍ୟେକ ମୁହୂର୍ତ୍ତ ଏବଂ ପ୍ରତ୍ୟେକ ଟଙ୍କାକୁ ଦେଶ ବାସୀଙ୍କ ପାଇଁ ଉତ୍ସର୍ଗ କରୁଛି।India Celebrates 77th Independence Day
August 15th, 09:46 am
On the occasion of India's 77th year of Independence, PM Modi addressed the nation from the Red Fort. He highlighted India's rich historical and cultural significance and projected India's endeavour to march towards the AmritKaal. He also spoke on India's rise in world affairs and how India's economic resurgence has served as a pole of overall global stability and resilient supply chains. PM Modi elaborated on the robust reforms and initiatives that have been undertaken over the past 9 years to promote India's stature in the world.୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
August 15th, 07:00 am
ବିଶ୍ବର ସବୁଠୁ ବଡ଼ ଗଣତନ୍ତ୍ର ଏବଂ ବର୍ତ୍ତମାନ ଅନେକ ଲୋକ ମତ ଦେଇଛନ୍ତି ଯେ ଜନସଂଖ୍ୟା ଦୃଷ୍ଟିରୁ ଆମେ ବିଶ୍ବରେ ଏକ ନମ୍ବରରେ ରହିଛୁ। ଏତେ ବଡ଼ ବିଶାଳ ଦେଶ, ୧୪୦ କୋଟି ଦେଶ, ମୋ ଭାଇ ଓ ଭଉଣୀ, ମୋ ପରିବାର ସଦସ୍ୟ ଆଜି ସ୍ବାଧୀନତାର ପର୍ବ ପାଳନ କରୁଛନ୍ତି। ମୁଁ ଦେଶର କୋଟି କୋଟି ଜନସାଧାରଣଙ୍କୁ, ଦେଶ ତଥା ବିଶ୍ବର କୋଟି କୋଟି ଜନତା, ବିଶ୍ବରେ ଯେଉଁମାନେ ଭାରତକୁ ଭଲପାଆନ୍ତି, ଯେଉଁମାନେ ଭାରତକୁ ସମ୍ମାନ କରନ୍ତି, ଭାରତକୁ ଗୌରବ ଆଣିଦେଇ କୋଟି କୋଟି ଜନସାଧାରଣଙ୍କୁ ସ୍ବାଧୀନତାର ଏହି ମହାନ ପବିତ୍ର ପର୍ବର ଅନେକ ଅନେକ ଶୁଭକାମନା ଜଣାଉଛି।ଆନ୍ତର୍ଜାତିକ ଯୋଗ ଦିବସ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳ ପାଠ
June 21st, 06:20 am
ଆପଣ ସମସ୍ତ ଦେଶବାସୀଙ୍କୁ ‘ଆନ୍ତର୍ଜାତିକ ଯୋଗ ଦିବସ’ର ବହୁତ ବହୁତ ଶୁଭକାମନା । ପ୍ରତ୍ୟେକ ବର୍ଷ ଯୋଗ ଦିବସ ଅବସରରେ ମୁଁ କୌଣସି ନା କୌଣସି ଆୟୋଜନରେ ଆପଣ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିଥାଏ । ବିଶେଷ କରି ଆପଣ ସମସ୍ତଙ୍କ ସହିତ ଯୋଗ କରିବାର ଆନନ୍ଦ ମଧ୍ୟ ସ୍ମରଣୀୟ ରହିଥାଏ, କିନ୍ତୁତ ଚଳିତ ଥର ବିଭିନ୍ନ ଦାୟିତ୍ୱଗୁଡ଼ିକ ଥିବା କାରଣରୁ ମୁଁ ବର୍ତ୍ତମାନ ଆମେରିକାରେ ଅଛି । ସେଥିପାଇଁ ଆପଣ ସମସ୍ତଙ୍କ ସହିତ ଭିଡିଓ ବାର୍ତ୍ତା ମାଧ୍ୟମରେ ଯୋଡ଼ି ହୋଇଛି ।