Tribal society is the one that led the fight for centuries to protect India's culture and independence: PM Modi

November 15th, 11:20 am

PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.

ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 15th, 11:00 am

ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 13th, 11:00 am

ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍‌-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।

ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ

November 13th, 10:45 am

ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।

ବାରଣାସୀରେ ଆର ଜେ ଶଙ୍କରା ନେତ୍ର ଚିକିତ୍ସାଳୟର ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 20th, 02:21 pm

ଶ୍ରୀ କାଞ୍ଚି କାମକୋଟି ପୀଠରେ ଶଙ୍କରାଚାର୍ଯ୍ୟ ଜୀ, ପୂଜ୍ୟ ଜଗତଗୁରୁ ଶ୍ରୀ ଶଙ୍କର ବିଜୟେନ୍ଦ୍ର ସରସ୍ୱତୀ ଜୀ, ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦି ବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଯୋଗୀ ଆଦିତ୍ୟନାଥ ଜୀ, ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଶଙ୍କରା ନେତ୍ର ଫାଉଣ୍ଡେସନର ଆର ବି ରମଣି ଜୀ, ଡାକ୍ତର ଏସ.ବି. ବାଲସୁଭ୍ରମଣ୍ୟମ୍ ଜୀ, ଶ୍ରୀ ମୂରଲୀ କୃଷ୍ଣମୂର୍ତ୍ତୀ ଜୀ, ରେଖା ଝୁନଝୁନୱାଲା ଜୀ ସଂସ୍ଥା ସହ ଜଡିତ ଅନ୍ୟ ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।

ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ହସ୍‌ପିଟାଲର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 20th, 02:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ଚିକିତ୍ସାଳୟର ଉଦଘାଟନ କରିଛନ୍ତି। ବିଭିନ୍ନ ଚକ୍ଷୁ ଅବସ୍ଥା ପାଇଁ ଡାକ୍ତରଖାନା ବିସ୍ତୃତ ପରାମର୍ଶ ଏବଂ ଚିକିତ୍ସା ପ୍ରଦାନ କରିଥାଏ। ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀରେ ଶ୍ରୀ ମୋଦୀ ମଧ୍ୟ ପରିଦର୍ଶନ କରିଥିଲେ।