
Dadra and Nagar Haveli, Daman and Diu are our pride, our heritage: PM Modi
March 07th, 03:00 pm
PM Modi launched various development works worth over ₹2580 crore in Silvassa. He also inaugurated the Namo Hospital in Silvassa earlier to the event. PM highlighted the significance of healthcare projects launched in Silvassa on Jan Aushadhi Diwas. He remarked that developments like the Ram Setu, Namo Path, Tent City in Daman, and the popular Night Market are enhancing the region's appeal.
PM Modi inaugurates and launches various development works worth over ₹2580 crore in Silvassa
March 07th, 02:45 pm
PM Modi launched various development works worth over ₹2580 crore in Silvassa. He also inaugurated the Namo Hospital in Silvassa earlier to the event. PM highlighted the significance of healthcare projects launched in Silvassa on Jan Aushadhi Diwas. He remarked that developments like the Ram Setu, Namo Path, Tent City in Daman, and the popular Night Market are enhancing the region's appeal.
Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।For 10 years, AAP-da leaders sought votes on the same false promises. But now, Delhi will no longer tolerate these lies: PM
February 02nd, 01:10 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.PM Modi Addresses Enthusiastic Crowd in Delhi’s RK Puram, Calls for Historic BJP Mandate
February 02nd, 01:05 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.Delhi's voters have resolved to free the city from 'AAP-da': PM Modi
January 03rd, 01:03 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.ଦିଲ୍ଲୀରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହ ବିଶ୍ୱାସ ବ୍ୟକ୍ତ କରିଥିଲେ ଯେ ୨୦୨୫ ଭାରତର ବିକାଶ ପାଇଁ ଏକ ବିପୁଳ ସୁଯୋଗର ବର୍ଷ ହେବ, ଯାହା ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟ ଆଡକୁ ଆଗେଇ ନେବ । ଆଜି ଭାରତ ରାଜନୈତିକ ଓ ଅର୍ଥନୈତିକ ସ୍ଥିରତାର ଏକ ବିଶ୍ୱ ପ୍ରତୀକ ଭାବେ ଉଭା ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷରେ ଦେଶର ଭାବମୂର୍ତ୍ତି ଆହୁରି ସୁଦୃଢ଼ ହେବ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ୨୦୨୫ ପାଇଁ ଭିଜନ୍ ବିଷୟରେ ଆଲୋକପାତ କରିଥିଲେ, ଏହାକୁ ବିଶ୍ୱର ସର୍ବବୃହତ ଉତ୍ପାଦନ କେନ୍ଦ୍ରରେ ପରିଣତ କରିବା, ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗପାଇଁ ଯୁବକମାନଙ୍କୁ ସଶକ୍ତ କରିବା, ନୂତନ କୃଷି ରେକର୍ଡ ସ୍ଥାପନ କରିବା, ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସହଜ ଜୀବନଧାରଣ ଉପରେ ଧ୍ୟାନ ଦେଇ ପ୍ରତ୍ୟେକ ନାଗରିକଙ୍କ ଜୀବନର ଗୁଣବତ୍ତା ରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ ।Ensuring a better life for Jharkhand’s sisters and daughters is my foremost priority: PM Modi in Bokaro
November 10th, 01:18 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed a mega rally in Bokaro. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”While the BJP is committed to the empowerment of women, Congress has repeatedly been involved in scandals: PM in Nanded
November 09th, 12:41 pm
In his rally in Nanded, Maharashtra, PM Modi highlighted the BJP's initiatives for women, including housing, sanitation, and economic empowerment through schemes like 'Drone Didis' to make women 'Lakhpati Didis.' He criticized Congress for disrespecting Baba Saheb Ambedkar’s Constitution and attempting to pide communities for political gain. PM Modi emphasized that a developed, united, and secure Maharashtra is key to a Viksit Bharat and urged voters to support the vision for the state's progress.We will not let Maharashtra become an ATM for the Maha-Aghadi's mega scandals: PM Modi in Akola
November 09th, 12:20 pm
PM Modi addressed a large public gathering in Akola, Maharashtra, expressing deep gratitude for the people’s steadfast support over the past decade. He opened by highlighting the ambitious infrastructure initiatives launched by his government, including the Vadhavan Port, a nearly 80,000-crore project initiated within the first five months of his government’s third term at Centre.PM Modi addresses massive gatherings in Akola & Nanded, Maharashtra
November 09th, 12:00 pm
PM Modi addressed large public gatherings in Akola & Nanded, Maharashtra, expressing deep gratitude for the people’s steadfast support over the past decade. He opened by highlighting the ambitious infrastructure initiatives launched by his government, including the Vadhavan Port, a nearly 80,000-crore project initiated within the first five months of his government’s third term at Centre and stated that respect, safety, and women’s empowerment have always been priorities for the BJP government.ଉତ୍ତରାଖଣ୍ଡ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଇଂରାଜୀ ମନ୍ତବ୍ୟ
November 09th, 11:00 am
ଆଜିଠାରୁ ଉତ୍ତରାଖଣ୍ଡର ରଜତ ଜୟନ୍ତୀ ବର୍ଷର ଶୁଭାରମ୍ଭ ହେଉଛି । ଅର୍ଥାତ୍ ଆମର ଉତ୍ତରାଖଣ୍ଡ ଏହାର ୨୫ତମ ବର୍ଷରେ ପ୍ରବେଶ କରୁଛି। ଉତ୍ତରାଖଣ୍ଡର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ ଏବେ ଆଗାମୀ ୨୫ ବର୍ଷର ଯାତ୍ରା ଆରମ୍ଭ କରିବାକୁ ପଡ଼ିବ। ଏଥିରେ ଏକ ସୁଖଦ ସଂଯୋଗ ମଧ୍ୟ ରହିଛି। ଏହି ଯାତ୍ରା ଏମିତି ସମୟରେ ହେବ ଯେତେବେଳେ ଦେଶ ମଧ୍ୟ ୨୫ ବର୍ଷର ଅମୃତକାଳରେ ରହିଥିବ । ଅର୍ଥାତ୍ ବିକଶିତ ଭାରତ ପାଇଁ ବିକଶିତ ଉତ୍ତରାଖଣ୍ଡ, ଦେଶ ଏହି ସଂକଳ୍ପକୁ ଏହି ସମୟ ମଧ୍ୟରେ ପୂରଣ ହେବା ଦେଖିବ । ମୁଁ ଖୁସି ଯେ ଉତ୍ତରାଖଣ୍ଡର ଆପଣ ଲୋକମାନେ ଆଗାମୀ ୨୫ ବର୍ଷ ପାଇଁ ସଂକଳ୍ପ ନେଇ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବକୁ ମଧ୍ୟ ପ୍ରସାରିତ କରାଯିବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ମଧ୍ୟ ପ୍ରତ୍ୟେକ ଅଞ୍ଚଳବାସୀଙ୍କ ପର୍ଯ୍ୟନ୍ତ ପହଞ୍ଚିବ । ମୁଁ ଆପଣ ସମସ୍ତଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଏବଂ ଏହି ମହତ୍ୱପୂର୍ଣ୍ଣ ସଂକଳ୍ପ ପାଇଁ ମୁଁ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛି । ମାତ୍ର ଦୁଇ ଦିନ ପୂର୍ବରୁ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ ମଧ୍ୟ ସଫଳତାର ସହ ଆୟୋଜନ କରାଯାଇଥିଲା। ମୋର ବିଶ୍ୱାସ ଅଛି ଆମର ପ୍ରବାସୀ ଉତ୍ତରାଖଣ୍ଡବାସୀ ରାଜ୍ୟର ବିକାଶ ଯାତ୍ରାରେ ଏତେ ବଡ଼ ଭୂମିକା ନିର୍ବାହ କରିବେ ।ଦେବଭୂମି ଉତ୍ତରାଖଣ୍ଡର ରୌପ୍ୟ ଜୟନ୍ତୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 09th, 10:40 am
ଉତ୍ତରାଖଣ୍ଡର ପ୍ରତିଷ୍ଠା ଦିବସ ଅବସରରେ ଏହାର ସମସ୍ତ ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ଆଜିଠାରୁ ଉତ୍ତରାଖଣ୍ଡ ରାଜ୍ୟ ଗଠନର ରୌପ୍ୟ ଜୟନ୍ତୀ ବର୍ଷ ଆରମ୍ଭ ହେବାର ସୂଚନା ଦେଇଛନ୍ତି । ଉତ୍ତରାଖଣ୍ଡ ପ୍ରତିଷ୍ଠାର ୨୫ତମ ବର୍ଷରେ ପ୍ରବେଶ କରିବା ଅବସରରେ ଶ୍ରୀ ମୋଦୀ ଲୋକମାନଙ୍କୁ ରାଜ୍ୟର ଆଗାମୀ ୨୫ ବର୍ଷର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାର୍ଯ୍ୟ କରିବାକୁ ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଉତ୍ତରପ୍ରଦେଶର ଆଗାମୀ ୨୫ ବର୍ଷର ଯାତ୍ରା ଏକ ବଡ ସଂଯୋଗ, କାରଣ ଭାରତ ମଧ୍ୟ ଏହାର ୨୫ ବର୍ଷର ଅମୃତ କାଳରେ ଅଛି, ଯାହାର ଅର୍ଥ ହେଉଛି ବିକଶିତ ଭାରତ ପାଇଁ ଏକ ବିକଶିତ ଉତ୍ତରାଖଣ୍ଡ । ଏହି ଅବଧିରେ ଦେଶ ସଂକଳ୍ପ ପୂରଣ ହେବାର ସାକ୍ଷୀ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି । ଆଗାମୀ ୨୫ ବର୍ଷର ସଂକଳ୍ପ ସହିତ ଲୋକମାନେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ଖୁସି ପ୍ରକାଶ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବର ପ୍ରସାର ହେବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ରାଜ୍ୟର ପ୍ରତ୍ୟେକ ଅଧିବାସୀଙ୍କ ନିକଟରେ ପହଞ୍ôଚବ । ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ଏପରି ମହତ୍ୱପୂର୍ଣ୍ଣ ସଂକଳ୍ପକୁ ଆପଣେଇଥିବାରୁ ଶ୍ରୀ ମୋଦୀ ରାଜ୍ୟର ସମସ୍ତ ବାସିନ୍ଦାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମ୍ପ୍ରତି ସଫଳତାର ସହ ଆୟୋଜିତ ହୋଇଥିବା ‘ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ’ର କାର୍ଯ୍ୟକ୍ରମକୁ ମଧ୍ୟ ସେ ଉଲ୍ଲେଖ କରିଛନ୍ତି ଏବଂ ଉତ୍ତରପ୍ରଦେଶର ବିକାଶରେ ପ୍ରବାସୀ ଉତ୍ତରାଖଣ୍ଡର ଲୋକମାନେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ।For the BJP, the aspirations and pride of tribal communities have always been paramount: PM Modi in Chaibasa
November 04th, 12:00 pm
PM Modi addressed a massive election rally in Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”