ବିଶ୍ୱ ସମବାୟ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 03:30 pm
ଭୁଟାନର ପ୍ରଧାନମନ୍ତ୍ରୀ, ମୋର ସାନ ଭାଇ, ଫିଜିର ଉପପ୍ରଧାନମନ୍ତ୍ରୀ, ଭାରତର ସମବାୟ ମନ୍ତ୍ରୀ ଅମିତ ଶାହା, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି, ଜାତିସଂଘର ସମସ୍ତ ପ୍ରତିନିଧିଗଣ, ବିଶ୍ଵରୁ ଏଠାକୁ ଆସିଥିବା ସମବାୟ ବିଶ୍ୱ ସହ ଜଡିତ ସମସ୍ତ ସହଯୋଗୀ, ସମଗ୍ର ବିଶ୍ୱର ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରା ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ଉଦଘାଟିତ
November 25th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଦାଶୋ ସେରିଙ୍ଗ ତୋବଗେ, ଫିଜିର ଉପପ୍ରଧାନମନ୍ତ୍ରୀ ମହାମହିମ ମାନୋଆ କାମିକାମିକା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ଭାରତରେ ଅବସ୍ଥାପିତ ଜାତିସଂଘର ଆବାସିକ ସଂଯୋଜକ ସୋମ୍ବି ଶାର୍ପ, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି ଶ୍ରୀ ଏରିଏଲ ଗୁଆରକୋ, ବିଭିନ୍ନ ବିଦେଶୀ ଦେଶର ବିଶିଷ୍ଟ ବ୍ୟକ୍ତି ଏବଂ ଆଇସିଏ ଗ୍ଲୋବାଲ କୋଅପରେଟିଭ୍ ସମ୍ମିଳନୀ ୨୦୨୪ର ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ।ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 24th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 16th, 10:15 am
୧୦୦ ବର୍ଷ ପୂର୍ବେ ହିନ୍ଦୁସ୍ତାନ ଟାଇମ୍ସକୁ ଉଦଘାଟନକୁ ପୂଜ୍ୟ ବାପୁ କରିଥିଲେ.... ସେମାନେ ଗୁଜୁରାଟୀ ଭାଷୀ ଥିଲେ ଏବଂ ୧୦୦ ବର୍ଷ ପରେ ଆପଣମାନେ ଆଉ ଜଣେ ଗୁଜରାଟୀଙ୍କୁ ଡାକିଛନ୍ତି । ଏହି ଐତିହାସିକ ଯାତ୍ରା ପାଇଁ ମୁଁ ହିନ୍ଦୁସ୍ତାନ ଟାଇମ୍ସକୁ ଅଭିନନ୍ଦନ ଜଣାଉଛି ଏବଂ ଯେଉଁମାନେ ୧୦୦ ବର୍ଷର ଯାତ୍ରାରେ ଏହା ସହିତ ଜଡ଼ିତ ଅଛନ୍ତି, ଯେଉଁମାନେ ନିଜର ଭାତହାଣ୍ଡି ଭାବି କାମ କରିଛନ୍ତି, ସଂଘର୍ଷ କରିଛନ୍ତି, ସଙ୍କଟର ସମ୍ମୁଖୀନ ହୋଇଛନ୍ତି ..., କିନ୍ତୁ ଅଟଳ ରହିଛନ୍ତି । ସେମାନେ ସମସ୍ତେ ଆଜି ଅଭିନନ୍ଦନର ଯୋଗ୍ୟ, ଅଭିନନ୍ଦନର ଯୋଗ୍ୟ। ଆପଣ ସମସ୍ତଙ୍କ ପାଇଁ ୧୦୦ ବର୍ଷର ଯାତ୍ରା ବହୁତ ବଡ ହୋଇଛି । ଆପଣମାନେ ସମସ୍ତେ ଏହି ଅଭିନନ୍ଦନ ପାଇବାକୁ ଯୋଗ୍ୟ ଏବଂ ମୁଁ ଆପଣମାନଙ୍କୁ ଭବିଷ୍ୟତ ପାଇଁ ଅନେକ ଶୁଭେଚ୍ଛା ଜଣାଉଛି । ଯେତେବେଳେ ମୁଁ ଏଠାକୁ ଆସିଥିଲି, ମୁଁ ପରିବାର ସଦସ୍ୟଙ୍କୁ ଭେଟିଥିଲି, କିନ୍ତୁ ମୋତେ ୧୦୦ ବର୍ଷର ଯାତ୍ରାର ଏକ ଚମତ୍କାର ପ୍ରଦର୍ଶନୀ ଦେଖିବାର ସୁଯୋଗ ମିଳିଥିଲା । ମୁଁ ଆପଣମାନଙ୍କୁ ଏହା ମଧ୍ୟ କହିବି ଯେ ଯଦି ସମୟ ଅଛି, ତେବେ ସେଠାରେ କିଛି ସମୟ ବିତାନ୍ତୁ । ଏହା କେବଳ ଏକ ପ୍ରଦର୍ଶନୀ ନୁହେଁ, ମୁଁ କହୁଛି ଏହା ଏକ ଅନୁଭୂତି । ଏମିତି ଲାଗୁଥିଲା ଯେମିତି ୧୦୦ ବର୍ଷର ଇତିହାସ ଆମ ଆଖି ସାମ୍ନାରେ ବିତିଗଲା । ମୁଁ ସେହି ଦିନର ଖବରକାଗଜ ଦେଖିଲି ଯାହା ଦେଶ ସ୍ୱାଧୀନ ହେବା ଏବଂ ସମ୍ବିଧାନ ଗ୍ରହଣ ହେବା ଦିନ ଛପା ଯାଇଥିଲା । ବହୁତ ବଡ ବଡ ଲେଖକ, ମହାନୁଭବ ହିନ୍ଦୁସ୍ତାନ ଟାଇମ୍ସ ପାଇଁ ଲେଖୁଥିଲେ। ମାର୍ଟିନ ଲୁଥର କିଙ୍ଗ, ନେତାଜୀ ସୁଭାଷ ବାବୁ, ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ, ଅଟଳ ବିହାରୀ ବାଜପେୟୀ, ଡ. ଏମ୍.ଏସ୍ ସ୍ଵାମୀନାଥନ ଲେଖା ଆପଣଙ୍କ ଖବରକାଗଜକୁ ଉଜ୍ଜ୍ୱଳ କରିଛି । ପ୍ରକୃତରେ ଏକ ଲମ୍ବା ଯାତ୍ରା ପରେ ଆମେ ଏହି ସ୍ଥାନରେ ପହଞ୍ଚି ପାରିଛୁ । ସ୍ୱାଧୀନତା ପାଇଁ ଲଢ଼େଇ ଠାରୁ ଆରମ୍ଭ କରି ସ୍ୱାଧୀନତା ପରେ ଆଶାର ଅଥଳ ତଳବିହୀନ ସମୁଦ୍ରର ଚଢ଼ିବା ପର୍ଯ୍ୟନ୍ତ ଆମେ ଆଗକୁ ବଢ଼ିଛୁ। ଏହି ଯାତ୍ରା ନିଜେ ହିଁ ଅଭୂତପୂର୍ବ ଏବଂ ଏହା ଆଶ୍ଚର୍ଯ୍ୟଜନକ । ଅକ୍ଟୋବର ୧୯୪୭ରେ କଶ୍ମୀର ର ମିଶ୍ରଣ ପରେ ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଯେଉଁ ଉତ୍ସାହ ଥିଲା ତାହା ମୁଁ ଆପଣଙ୍କ ଖବରକାଗଜ ରିପୋର୍ଟରେ ଅନୁଭବ କଲି | କିନ୍ତୁ ସେହି ମୁହୂର୍ତ୍ତରେ ମୁଁ ଏହା ମଧ୍ୟ ଅନୁଭବ କରିଥିଲି ଯେ କିପରି ୭ ଦଶନ୍ଧି ଧରି କାଶ୍ମୀରରେ ଅନିଶ୍ଚିତତା ପରିସ୍ଥିତି ହିଂସାରେ ଘେରି ରହିଥିଲା। ଆଜି ଆପଣଙ୍କ ଖବରକାଗଜ ଜମ୍ମୁ-କଶ୍ମୀରରେ ରେକର୍ଡ ଭୋଟିଂ ଭଳି ଖବର ପ୍ରକାଶ କରୁଛି, ଏହା ବିପରୀତ। ଗୋଟିଏ ପ୍ରକାରରେ ପ୍ରତ୍ୟେକ ଖବରକାଗଜକୁ ଏକ ପ୍ରକାର ଦେଖାଯିବ, ଆପଣଙ୍କ ଆଖି ସେଠାରେ ସ୍ଥିର ହୋଇଯିବ । ଗୋଟିଏ ପଟେ ଆସାମକୁ ଅଶାନ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ଖବର ଆସିଥିବା ବେଳେ ଅନ୍ୟପଟେ ଅଟଳଜୀ ବିଜେପିର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ଖବର ସାମ୍ନାକୁ ଆସିଥିଲା । ଆଉ କେତେ ଖୁସିର କଥା ଯେ ବିଜେପି ଆଜି ଆସାମରେ ସ୍ଥାୟୀ ଶାନ୍ତି ଆଣିବାରେ ବଡ଼ ଭୂମିକା ଗ୍ରହଣ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ସମ୍ମିଳନୀ 2024କୁ ସମ୍ବୋଧିତ କରିଛନ୍ତି
November 16th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ହିନ୍ଦୁସ୍ତାନ ଟାଇମ୍ସକୁ ମହାତ୍ମା ଗାନ୍ଧୀ ୧୦୦ ବର୍ଷ ପୂର୍ବେ ଉଦଘାଟନ କରିଥିଲେ ଏବଂ ହିନ୍ଦୁସ୍ତାନ ଟାଇମ୍ସ (ଏଚ୍ ଟି)ର ୧୦୦ ବର୍ଷର ଐତିହାସିକ ଯାତ୍ରା ଏବଂ ଏହାର ଉଦଘାଟନ ପରଠାରୁ ଏହା ସହ ଜଡ଼ିତ ଥିବା ସମସ୍ତ ଲୋକଙ୍କୁ ଅଭିନନ୍ଦନ ଜଣାଇଥିଲେ । ଭବିଷ୍ୟତର କାର୍ଯ୍ୟପନ୍ଥା ପାଇଁ ସେ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କାର୍ଯ୍ୟକ୍ରମ ସ୍ଥଳରେ ଏଚ୍ ଟିର ପ୍ରଦର୍ଶନୀ ପରିଦର୍ଶନ କରିବା ପରେ ଶ୍ରୀ ମୋଦୀ କହିଥିଲେ ଯେ ଏହା ଏକ ଅନନ୍ୟ ଅନୁଭୂତି ଏବଂ ଏହା ପରିଦର୍ଶନ କରିବାକୁ ସମସ୍ତ ପ୍ରତିନିଧିଙ୍କୁ ଅନୁରୋଧ କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ସେହି ସମୟର ପୁରୁଣା ଖବରକାଗଜ ଦେଖିଛନ୍ତି ଯେତେବେଳେ ଭାରତ ସ୍ୱାଧୀନ ହୋଇଥିଲା ଏବଂ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ମାର୍ଟିନ ଲୁଥର କିଙ୍ଗ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ, ଅଟଳ ବିହାରୀ ବାଜପେୟୀ, ଡକ୍ଟର ଏମ୍, ଏସ୍. ସ୍ୱାମୀନାଥନଙ୍କ ଭଳି ଅନେକ ବିଶିଷ୍ଟ ବ୍ୟକ୍ତି ହିନ୍ଦୁସ୍ତାନ ଟାଇମ୍ସ ପାଇଁ ନିବନ୍ଧ ଲେଖିଥିଲେ ବୋଲି ଶ୍ରୀ ମୋଦୀ ସ୍ୱୀକାର କରିଥିଲେ ।The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!PM Modi inaugurates National Conference of District Judiciary in New Delhi
August 31st, 10:00 am
PM Modi, addressing the National Conference of District Judiciary, highlighted the pivotal role of the judiciary in India's journey towards a Viksit Bharat. He emphasized the importance of modernizing the district judiciary, the impact of e-Courts in speeding up justice, and reforms like the Bharatiya Nyaya Sanhita. He added that the quicker the decisions in cases related to atrocities against women, the greater will be the assurance of safety for half the population.ମହାକାଶ କ୍ଷେତ୍ରରେ ସଂସ୍କାର ଦ୍ୱାରା ଦେଶର ଯୁବବର୍ଗ ଉପକୃତ ହୋଇଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ମୋର ସମସ୍ତ ପରିଜନଙ୍କୁ ସ୍ୱାଗତ କରୁଛି । ଆଜି ପୁଣି ଥରେ ଆଲୋଚନା ହେବ – ଦେଶର ଉପଲବ୍ଧି ସମ୍ପର୍କରେ, ଦେଶର ସାମୂହିକ ପ୍ରଚେଷ୍ଟା ସମ୍ପର୍କରେ । ଏକବିଂଶ ଶତାବ୍ଦୀର ଭାରତରେ ଏଭଳି ବହୁତ କିଛି ଘଟୁଛି, ଯାହା ବିକଶିତ ଭାରତର ମୂଳଦୁଆକୁ ସୁଦୃଢ଼ କରୁଛି । ଯେମିତିକି, ଏଇ ଅଗଷ୍ଟ ୨୩ ତାରିଖ ଦିନ ଆମେ ସମସ୍ତ ଦେଶବାସୀ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କଲୁ । ଆପଣମାନେ ସମସ୍ତେ ଏହି ଦିନଟି ସହ ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ପୁଣିଥରେ ଉତ୍ସବ ପାଳନ କରିଥିବେ ବୋଲି ମୋର ବିଶ୍ୱାସ । ଗତବର୍ଷ ଠିକ୍ ଏହି ଦିନ ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ଭାଗରେ ଶିବ-ଶକ୍ତି ପଏଣ୍ଟ ଠାରେ ସଫଳତାର ସହ ଅବତରଣ କରିଥିଲା । ଏହି ଉପଲବ୍ଧି ହାସଲ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଲା ।୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 03:04 pm
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୁଖ୍ୟାଂଶଗୁଡ଼ିକ ନିମ୍ନରେ ଦିଆଗଲା :୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 01:09 pm
ଆଜି ହେଉଛି ସେହି ଶୁଭ ମୁହୂର୍ତ୍ତ, ଯେତେବେଳେ ଆମେ ଦେଶ ପାଇଁ ଜୀବନ ଦେଇଥିବା, ଦେଶର ସ୍ୱାଧୀନତା ପାଇଁ ନିଜକୁ ସମର୍ପଣ କରିଦେଇଥିବା, ଆଜୀବନ ସଂଘର୍ଷ କରିଥିବା, ଫାଶୀର ଖୁଣ୍ଟରେ ଭାରତ ମା’ କୀ ଜୟର ସ୍ଳୋଗାନ ଦେଇ ଅଗଣିତ ସ୍ୱାଧୀନତା ସଂଗ୍ରାମୀ ସାହାସୀକତାର ସହ ଫାଶୀକୁ ଆଲିଙ୍ଗନ କରିଥିଲେ । ଆଜି ସେମାନଙ୍କୁ ସ୍ମରଣ କରିବାର ଏକ ପର୍ବ । ସ୍ୱାଧୀନତା ସଂଗ୍ରାମୀମାନେ ଆଜି ଆମକୁ ସ୍ୱାଧୀନତାର ଏହି ପର୍ବରେ ସ୍ୱତନ୍ତ୍ରତାର ନିଶ୍ୱାସ ନେବାର ସୌଭାଗ୍ୟ ପ୍ରଦାନ କରିଛନ୍ତି । ଦେଶ ସେମାନଙ୍କ ନିକଟରେ ଋଣୀ । ଏଭଳି ପ୍ରତ୍ୟେକ ମହାପୁରୁଷଙ୍କ ପ୍ରତି ଆମେ ଆମର ଶ୍ରଦ୍ଧା ଭାବ ପ୍ରକାଶ କରୁଛୁ ।ଦିଲ୍ଲୀର ଲାଲକିଲ୍ଲାରେ 78ତମ ସ୍ୱାଧୀନତା ଦିବସର ଝଲକ
August 15th, 10:39 am
78ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। 2036 ଅଲିମ୍ପିକ୍ସ ଆୟୋଜନ ଠାରୁ ଆରମ୍ଭ କରି ଧର୍ମନିରପେକ୍ଷ ନାଗରିକ ସଂହିତାକୁ ପ୍ରୋତ୍ସାହିତ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ସାମୂହିକ ପ୍ରଗତି ଏବଂ ପ୍ରତ୍ୟେକ ନାଗରିକଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଦୁର୍ନୀତି ବିରୋଧରେ ଲଢ଼େଇ କୁ ନୂଆ ଉତ୍ସାହ ସହ ଜାରି ରଖିବାକୁ ସେ କହିଥିଲେ। ଉଦ୍ଭାବନ, ଶିକ୍ଷା ଏବଂ ବିଶ୍ୱ ନେତୃତ୍ୱ ଉପରେ ଗୁରୁତ୍ୱ ଦେଇ ସେ ଦୋହରାଇଥିଲେ ଯେ 2047 ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ହେବାରୁ କେହି ଅଟକାଇ ପାରିବେ ନାହିଁ ।78ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 07:30 am
78ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। 2036 ଅଲିମ୍ପିକ୍ସ ଆୟୋଜନ ଠାରୁ ଆରମ୍ଭ କରି ଧର୍ମନିରପେକ୍ଷ ନାଗରିକ ସଂହିତାକୁ ପ୍ରୋତ୍ସାହିତ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ସାମୂହିକ ପ୍ରଗତି ଏବଂ ପ୍ରତ୍ୟେକ ନାଗରିକଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଦୁର୍ନୀତି ବିରୋଧରେ ଲଢ଼େଇ କୁ ନୂଆ ଉତ୍ସାହ ସହ ଜାରି ରଖିବାକୁ ସେ କହିଥିଲେ। ଉଦ୍ଭାବନ, ଶିକ୍ଷା ଏବଂ ବିଶ୍ୱ ନେତୃତ୍ୱ ଉପରେ ଗୁରୁତ୍ୱ ଦେଇ ସେ ଦୋହରାଇଥିଲେ ଯେ 2047 ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ହେବାରୁ କେହି ଅଟକାଇ ପାରିବେ ନାହିଁ ।NDA formed on principles of 'Nation First', not for power: Shri Narendra Modi Ji
June 07th, 12:15 pm
Speaking at the NDA parliamentary meeting in the Samvidhan Sadan, Shri Narendra Modi Ji said the NDA was an organic alliance and said the group worked on the principle of 'Nation First'. He asserted that the alliance was the most successful in India's political history.