
କୋମୋରସ୍ ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବା ଅଜାଲି ଆସୋମାନିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 29th, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋମୋରସ୍ ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବା ଅଜାଲି ଆସୋମାନିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
କୋମୋରସ୍ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 10th, 05:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି-୨ ସମ୍ମିଳନୀ ଅବସରରେ ୨୦୨୩ ସେପ୍ଟେମ୍ବର ୧୦ରେ ନୂଆଦିଲ୍ଲୀରେ କୋମୋରସ୍ ରାଷ୍ଟ୍ରପତି ଶ୍ରୀ ଆଜେଲ ଆସୋମାନିଙ୍କ ସହ ବୈଠକ କରିଛନ୍ତି ।
ଅନ୍ତର୍ଜାତୀୟ ସୌର ମେଣ୍ଟର ପ୍ରତିଷ୍ଠା ସମ୍ମିଳନୀ ଅବସରରେ ବିଭିନ୍ନ ଦେଶର ନେତାଗଣଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱିପାକ୍ଷିକ ବୈଠକ
March 11th, 05:08 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ସୌର ମେଣ୍ଟର ପ୍ରତିଷ୍ଠା ସମ୍ମିଳନୀ ଅବସରରେ ବିଭିନ୍ନ ଦେଶର ପ୍ରମୁଖଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ । ସେ ଆବୁଧାବି ,ଶ୍ରୀଲଙ୍କା ,ବାଂଲାଦେଶ ,ସେଚେଲ୍ଲେସ ଏବଂ କୋମୋରସର ନେତାମାନଙ୍କୁ ସାକ୍ଷାତ କଲେ ।