ବ୍ରୋଞ୍ଜ ପଦକ ଜିତିଥିବାରୁ ବ୍ୟାଡମିଣ୍ଟନ ଖେଳାଳି ନିତ୍ୟା ଶ୍ରୀ ଶିବନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ

September 03rd, 10:53 am

ଚଳିତ ପ୍ୟାରିସ ପାରାଲିମ୍ପିକ୍ସର ମହିଳା ଏକକ ବ୍ୟାଡମିଣ୍ଟନ ଏସଏଚ୬ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ନିତ୍ୟା ଶ୍ରୀ ଶିବନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ପାରାଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ୟାଡ୍‌ମିଣ୍ଟନ୍ ଖେଳାଳୀ ସୁହାସ୍ ୟାଥିରାଜ୍‌ଙ୍କୁ ଅଭିନନ୍ଦନ ଜଣାଇଲେ

September 02nd, 11:35 pm

ଚାଲିଥିବା ପ୍ୟାରିସ ପାରାଲିମ୍ପିକ୍ସରେ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌୪ ବ୍ୟାଡ୍‌ମିଣ୍ଟନ୍ ଇଭେଣ୍ଟ୍‌ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁହାସ୍ ୟାଥିରାଜ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ରୌପ୍ୟ ପଦକ ଜିତିଥିବାରୁ ବ୍ୟାଡମିଣ୍ଟନ ଖେଳାଳି ତୁଳସୀମତୀ ମୁରୁଗେସନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 02nd, 09:16 pm

ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସର ମହିଳା ବ୍ୟାଡମିଣ୍ଟନ ଏସୟୁ୫ କ୍ରୀଡ଼ାରେ ରୌପ୍ୟପଦକ ଜିତିଥିବାରୁ ତୁଳସୀମତୀ ମୁରୁଗେସନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ବ୍ରୋଞ୍ଜ ପଦକ ଜିତିଥିବାରୁ ବ୍ୟାଡମିଣ୍ଟନ ଖେଳାଳି ମନିଷା ରାମଦାସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ

September 02nd, 09:14 pm

ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସ୨୦୨୪ର ମହିଳା ବ୍ୟାଡମିଣ୍ଟରନ ଏସୟୁ୫ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମନୀଷା ରାମଦାସଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ସ୍ୱର୍ଣ୍ଣ ପଦକ ବିଜେତା ବ୍ୟାଡମିଣ୍ଟନ ଖେଳାଳି ନିତେଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ

September 02nd, 08:16 pm

ଫ୍ରାନ୍ସରେ ଏବ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସର ପୁରୁଷ ବ୍ୟାଡମିଣ୍ଟନ ଏକକ ଏସଏଲ୩ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ନିତେଶ କୁମାରଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

Our athletes can achieve anything if they are helped with a scientific approach: PM Modi

February 19th, 08:42 pm

The Prime Minister, Shri Narendra Modi, today addressed Khelo India University Games being held across the seven states in the Northeast via a video message. PM Modi noted the mascot of the Khelo India University Games, i.e. Ashtalakshmi in the shape of a butterfly. PM who often calls the Northeast states Ashtalakshi said “making a butterfly the mascot in these games also symbolizes how the aspirations of the North East are getting new wings.”

ଉତ୍ତରପୂର୍ବ ରାଜ୍ୟରେ ଆୟୋଜିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

February 19th, 06:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଉତ୍ତର-ପୂର୍ବର ସାତଟି ରାଜ୍ୟରେ ଆୟୋଜିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ସମ୍ବୋଧିତ କରିଛନ୍ତି । ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସର ମାସ୍କଟ ଅର୍ଥାତ୍ ପ୍ରଜାପତି ଆକାରରେ 'ଅଷ୍ଟଲକ୍ଷ୍ମୀ' ଉପରେ ପ୍ରଧାନମନ୍ତ୍ରୀ ମୋଦୀ ଆଲୋକପାତ କରିଥିଲେ। ଉତ୍ତର-ପୂର୍ବ ରାଜ୍ୟ ଗୁଡ଼ିକୁ ପ୍ରାୟତଃ 'ଅଷ୍ଟଲକ୍ଷ୍ମୀ' କହୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଖେଳଗୁଡ଼ିକରେ ମାସ୍କଟ୍ ତିଆରି କରିବା ମଧ୍ୟ ଉତ୍ତର-ପୂର୍ବର ଆକାଂକ୍ଷାକୁ କିପରି ନୂତନ ପ୍ରୋତ୍ସାହନ ମିଳୁଛି ତାହାର ପ୍ରତୀକ।

ବ୍ୟାଡମିଣ୍ଟନ ଏସିଆ ଚାମ୍ପିୟନଶିପରେ ମହିଳା ଦଳଗତ ଟ୍ରଫି ଜିତିଥିବାରୁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

February 18th, 09:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଡମିଣ୍ଟନ ଏସିଆ ଚାମ୍ପିୟନଶିପରେ ମହିଳା ଦଳଗତ ଟ୍ରଫି ଜିତି ଇତିହାସ ରଚିଥିବା ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ

January 23rd, 06:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ନିଜ ଆବାସ, ୭ ଲୋକ କଲ୍ୟାଣ ମାର୍ଗରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର (ପିଏମ୍‌ଆର୍‌ବିପି) ପୁରସ୍କାର ବିଜେତାଙ୍କ ସହ କଥା ହୋଇଛନ୍ତି ।

ଏସୀୟ ପାରା କ୍ରୀଡା ୨୦୨୨ରେ ଭାରତକୁ ପ୍ରତିନିଧିତ୍ୱ କରିଥିବା କ୍ରୀଡ଼ାବିତମାନଙ୍କ ସହିତ ଭାବବିନିମୟ ସମୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 01st, 07:00 pm

ଆପଣ ସମସ୍ତଙ୍କ ସହିତ ସାକ୍ଷାତ କରିବାର ସୁଯୋଗକୁ ମୁଁ ଖୋଜି ଚାଲିଥାଏ ଆଉ ଅପେକ୍ଷା ମଧ୍ୟ କରିଥାଏ, କେତେବେଳେ ଦେଖା କରିବି, କେତେବେଳେ ଆପଣଙ୍କର ଅନୁଭବର କଥା ଶୁଣିବି, ଆଉ ମୁଁ ଦେଖିଛି ଯେ ପ୍ରତ୍ୟେକ ଥର ଆପଣ ନୂତନ ଉନ୍ମାଦନା ସହିତ ଆସନ୍ତି, ନୂତନ ଉତ୍ସାହର ସହିତ ଆସନ୍ତି । ଆଉ ଏହା ମଧ୍ୟ ନିଜକୁ ନିଜ ମଧ୍ୟରେ ଏକ ବହୁତ ବଡ଼ ପ୍ରୋତ୍ସାହନ ହୋଇ ଯାଇଥାଏ । ତେବେ ସର୍ବପ୍ରଥମେ ତ’ ମୁଁ ଆପଣ ସସସ୍ତଙ୍କ ଗହଣକୁ ଗୋଟିଏ ହିଁ କାର୍ଯ୍ୟ ପାଇଁ ଆସିଛି, ଆଉ ତାହା ହେଉଛି ଆପଣ ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଇବା ପାଇଁ । ଆପଣମାନେ ଭାରତ ବାହାରେ ଥିଲେ, ଚୀନରେ ଖେଳୁଥିଲେ, କିନ୍ତୁ ବୋଧହୁଏ ଆପଣମାନଙ୍କୁ ଜଣା ନ ଥିବ, ମୁଁ ମଧ୍ୟ ଆପଣମାନଙ୍କ ସହିତ ଥିଲି । ମୁଁ ପ୍ରତ୍ୟେକ କ୍ଷଣରେ ଆପଣମାନଙ୍କର ପ୍ରତ୍ୟେକ ଗତିବିଧିକୁ, ଆପଣମାନଙ୍କର ପ୍ରୟାସକୁ, ଆପଣମାନଙ୍କର ଦୃଢ଼ ଇଚ୍ଛାଶକ୍ତିକୁ, ମୁଁ ଏଠାରେ ବସି, ବସିକରି ତାହାକୁ ହିଁ ମର୍ମେ ମର୍ମେ ଅନୁଭବ କରୁଥିଲି । ଆପଣ ସମସ୍ତେ ଯେଉଁଭଳି ଭାବେ ଦେଶର ସୁନାମ ବୃଦ୍ଧି କରିଛନ୍ତି, ତାହା ବାସ୍ତବରେ ହେଉଛି ବହୁତ ଅଦ୍ଭୂତପୂର୍ବ । ଆଉ ଏଥିପାଇଁ ଆପଣମାନଙ୍କୁ, ଆପଣମାନଙ୍କର ପ୍ରଶିକ୍ଷକଙ୍କୁ, ଆପଣମାନଙ୍କର ପରିବାରର ଲୋକମାନଙ୍କୁ ଯେତେ ଶୁଭେଚ୍ଛା ଜଣାଇଲେ ମଧ୍ୟ, ତାହା କମ୍ ହେବ । ଆଉ ମୁଁ ଏହି ଐତିହାସିକ ସଫଳତା ପାଇଁ ଆପଣ ସମସ୍ତଙ୍କୁ ଦେଶବାସୀଙ୍କ ତରଫରୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି, ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।

ଏସୀୟ ପାରା ଗେମ୍ସ ୨୦୨୨ ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ ଦଳକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

November 01st, 04:55 pm

ଦିବ୍ୟାଙ୍ଗ କ୍ରୀଡାବିତ୍ ମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ସର୍ବଦା ସେମାନଙ୍କୁ ଭେଟିବା ଏବଂ ସେମାନଙ୍କର ଅନୁଭୂତି ଶୁଣିବା ପାଇଁ ବହୁତ ଆଗ୍ରହୀ । ପ୍ରଧାନମନ୍ତ୍ରୀ କହିଥିଲେ, ଆପଣମାନେ ଯେତେବେଳେ ବି ଏଠାକୁ ଆସନ୍ତି, ନୂଆ ଆଶା ଏବଂ ନୂତନ ଉତ୍ସାହ ସାଙ୍ଗରେ ନେଇ ଆସିଥାନ୍ତି । ସେ କହିଥିଲେ ଯେ, ସେ କେବଳ ଗୋଟିଏ କଥା ପାଇଁ ଏଠାକୁ ଆସିଛନ୍ତି ଏବଂ ତାହା ହେଉଛି ଦିବ୍ୟାଙ୍ଗ କ୍ରୀଡାବିତ ମାନଙ୍କୁ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା । ପାରା ଏସିଆନ୍ ଗେମ୍ସରେ ଘଟୁଥିବା ଘଟଣାକୁ ସେ କେବଳ ଅତି ନିକଟରୁ ଅନୁଧ୍ୟାନ କରୁନଥିଲେ, ବରଂ ଏହା ମାଧ୍ୟମରେ ମଧ୍ୟ ବଞ୍ଚୁଥିଲେ ବୋଲି ସେ କହିଥିଲେ । ସେ ସେମାନଙ୍କ ଅବଦାନକୁ ପ୍ରଶଂସା କରିବା ସହ ସେମାନଙ୍କ ପ୍ରଶିକ୍ଷକ ଏବଂ ସେମାନଙ୍କ ପରିବାରକୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ଦେଶର ୧୪୦ କୋଟି ନାଗରିକ ମାନଙ୍କ ତରଫରୁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସୟୁ୫ ଇଭେଣ୍ଟରେ ମନୀଷା ରାମଦାସ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 26th, 02:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚାଇନାର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସୟୁ୫ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷା ରାମଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏସିଆନ୍ ପାରା ଗେମ୍ସ ୨୦୨୨ରେ ବ୍ୟାଡ୍ ମିଣ୍ଟନ୍ ମହିଳା ସିଙ୍ଗଲ୍ସ ଏସ୍ଏଚ୍୬ ଇଭେଣ୍ଟରେ ନିତ୍ୟା ଶ୍ରୀ ଶିବନ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 26th, 11:52 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗିଲ୍‌ସ ଏସଏଚ୬ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ନିତ୍ୟା ଶ୍ରୀ ଶିବନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏସିଆନ୍ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମିକ୍ସଡ ଡବଲ୍ସ ଏସଏଲ୩-ଏସୟୁ୫ ଇଭେଣ୍ଟରେ ପ୍ରମୋଦ ଭଗତ ଏବଂ ମନୀଷା ରାମଦାସ ବ୍ରୋଞ୍ଜ ପଦକ ଜିତିଥିବା ହେତୁ ଅଭିନନ୍ଦନ ଜଣାଇଛନ୍ତି

October 25th, 04:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମିକ୍ସଡ ଡବଲ୍ସ ଏସଏଲ୩-ଏସୟୁ୫ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ପ୍ରମୋଦ ଭଗତ ଏବଂ ମନୀଷା ରାମଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

PM celebrates Bronze Medal by Nitesh Kumar & Thulasimathi Murugesan in Badminton Mixed Doubles SL3-SU5 event in Asian Para Games

October 25th, 04:44 pm

The Prime Minister, Shri Narendra Modi has congratulated Nitesh Kumar & Thulasimathi Murugesan on winning the Bronze medal in Badminton Mixed Doubles SL3-SU5 event at Asian Para Games 2022 in Hangzhou, China.

ଏସିଆନ୍ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସଏଲ୩ ଇଭେଣ୍ଟରେ ମାନସୀ ଯୋଶୀ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 25th, 04:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚାଇନାର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସଏଲ୩ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମାନସୀ ଯୋଶୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ବ୍ୟାଣ୍ଡମିଣ୍ଟନ୍ ପୁରୁଷ ଡବଲ୍ସ ରେ ସ୍ବର୍ଣ୍ଣ ପଦକ ଜିତିଥିବା ହେତୁ ସାତ୍ତ୍ବିକ ସାଇରାଜ୍ ରାଙ୍କିରେଡ୍ଡୀ ଓ ଚିରାଗ୍ ସେଟ୍ଟିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

October 07th, 03:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଉରେ ଏସିଆନ୍ ଗେମରେ ବ୍ୟାଡମିଣ୍ଟନ ପୁରୁଷ ଡବଲ୍‌ସରେ ସ୍ବର୍ଣ୍ଣ ପଦକ ଜିତିଥିବା ହେତୁ ସାତ୍ତ୍ବିକ ସାଇଜ୍ ରାଙ୍କିରେଡ୍ଡୀ ଓ ଚିରାଗ୍ ସେଟ୍ଟିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏସୀୟ କ୍ରୀଡ଼ାରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ବ୍ରୋଞ୍ଜ ପଦକ ହାସଲ କରିଥିବା ପ୍ରଣୟ ଏଚଏସଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

October 06th, 06:50 pm

ଏସୀୟ କ୍ରୀଡ଼ାରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ସହ ବ୍ରୋଞ୍ଜ ପଦକ ହାସଲ ପାଇଁ ପ୍ରଣୟ ଏଚଏସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।

ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିବା ପୁରୁଷ ବ୍ୟାଡମିଣ୍ଟନ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 01st, 11:19 pm

ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିôବା ପୁରୁଷ ବ୍ୟାଡମିଣ୍ଟନ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।