ବିଶ୍ୱ କୁସ୍ତି ଚାମ୍ପିଅନସିପରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
September 19th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଲଗ୍ରେଡରେ ଚାଲିଥିବା ବିଶ୍ୱ କୁସ୍ତି ଚାମ୍ପିଅନସିପରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ
August 13th, 11:31 am
ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
August 13th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।ରାଜ୍ୟଗୋଷ୍ଠୀ କ୍ରୀଡାରେ ଲଗାତାର ତୃତୀୟ ପଦକ ଜିତିଥିବାରୁ ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 05th, 11:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡାରେ ଲଗାତାର ତୃତୀୟ ପଦକ ଜିତିଥିବାରୁ ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ୨୦୨୨ ସିଡବ୍ଲ୍ୟୁଜି ରେ ୬୫ କିଲୋଗ୍ରାମ କୁସ୍ତିରେ ବଜରଙ୍ଗ ପୁନିଆ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ।ବିଶେଷ ଫୋଟ! ପ୍ରଧାନମନ୍ତ୍ରୀ ମୋଦୀ ଅଲିମ୍ପିଆନମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି!
August 16th, 10:56 am
ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରୁ ପ୍ରଶଂସା କରିବା ଏବଂ ସମଗ୍ର ଦେଶ ଦ୍ୱାରା ପ୍ରଶଂସା ହେବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଭାରତୀୟ ଆଥଲେଟମାନଙ୍କୁ ଭେଟିଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରିଛନ୍ତି I ଏଠାରେ କାର୍ଯ୍ୟକ୍ରମର କିଛି ସ୍ୱତନ୍ତ୍ର ଫୋଟ !ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 07th, 05:49 pm
ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପୂର୍ବ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 05:10 pm
ନିକଟରେ ପରଲୋକ ଗମନ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀରେ ଆୟୋଜିତ ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ ।ଏସୀୟ କ୍ରୀଡା-2018ର 65 କିଗ୍ରା ଫ୍ରିଷ୍ଟାଇଲ କୁସ୍ତିରେ ସ୍ୱର୍ଣ୍ଣ ବିଜୟୀ ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 19th, 08:55 pm
ଏସୀୟ କ୍ରୀଡା 2018ର 65 କିଗ୍ରା ଫ୍ରିଷ୍ଟାଇଲ କୁସ୍ତିରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଥିବା ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଏସୀୟ କୁସ୍ତି ଚାମ୍ପିୟନଶିପରେ ସ୍ଵର୍ଣ୍ଣ ପଦକ ବିଜୟୀ ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
May 13th, 11:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ କୁସ୍ତି ଚାମ୍ପିୟନଶିପରେ ସ୍ଵର୍ଣ୍ଣ ପଦକ ବିଜୟୀ ବଜରଙ୍ଗ ପୁନିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, “ଏସୀୟ କୁସ୍ତି ଚାମ୍ପିୟନଶିପରେ ସ୍ଵର୍ଣ୍ଣ ପଦକ ବିଜୟୀ ବଜରଙ୍ଗ ପୁନିଆଙ୍କୁ ଶୁଭେଚ୍ଛା । ଭାରତ ତାଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଗର୍ବିତ ।”