ଡିସେମ୍ବର ୨୫ରେ 'ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି'କୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
December 24th, 07:47 pm
ମହାମନା ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡିସେମ୍ବର ୨୫, ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ 'ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି'ର ୧୧ଖଣ୍ଡର ପ୍ରଥମ ସିରିଜ୍ ଉନ୍ମୋଚନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।ବାରାଣସୀରେ ବିିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 18th, 02:16 pm
ମୋ କାଶୀର ଲୋକମାନଙ୍କ ଏହି ଉତ୍ସାହ ଥଣ୍ଡା ପରିବେଶରେ ମଧ୍ୟ ଉତାପ ଭରି ଦେଇଛି । ବାରଣାସୀରେ କ’ଣ କୁହାଯାଏ .. ଜିୟା ରଜା ବନାରସ !!! ହଁ, ପ୍ରଥମେ କାଶୀର ଲୋକମାନଙ୍କ ପାଖରେ ମୋର ଗୋଟିଏ ଅଭିଯୋଗ ରହିଛି । ଚଳିତ ଥର ଦେବ ଦୀପାବଳୀରେ ମୁଁ ଏଠାରେ ନଥିଲି ଏବଂ ଏଥର ଦେବ ଦୀପାବଳୀରେ କାଶୀର ଲୋକମାନେ ଏକ ସଙ୍ଗେ ମିଶି ରେକର୍ଡ ଭାଙ୍ଗି ଦେଲେ ।ଉତ୍ତର ପ୍ରଦେଶର ବାରଣାସୀରେ ପ୍ରଧାନମନ୍ତ୍ରୀ ୧୯,୧୫୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
December 18th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରଣାସୀ ଠାରେ ୧୯,୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।Kashi Tamil Sangamam furthers the spirit of 'Ek Bharat, Shrestha Bharat': PM Modi
December 17th, 06:40 pm
The Prime Minister, Shri Narendra Modi inaugurated the Kashi Tamil Sangamam 2023 in Varanasi, Uttar Pradesh today. Shri Modi flagged off the Kanyakumari – Varanasi Tamil Sangamam train and launched multi language and braille translations of Thirukkural, Manimekalai and other classic Tamil literature on the occasion. He also took a walkthrough of the exhibition and witnessed a cultural program. Kashi Tamil Sangamam aims to celebrate, reaffirm and rediscover the age-old links between Tamil Nadu and Kashi – two of the country’s most important and ancient seats of learning.କାଶୀ ତାମିଲ ସଙ୍ଗମମ୍ ୨୦୨୩ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
December 17th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀଠାରେ କାଶୀ ତାମିଲ ସଙ୍ଗମମ୍ ୨୦୨୩କୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କନ୍ୟାକୁମାରୀ-ବାରଣାସୀ ତାମିଲ ସଙ୍ଗମମ୍ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ଥିରୁକ୍କୁରାଲ, ମଣିମେକାଲାଇ ଏବଂ ଅନ୍ୟାନ୍ୟ କ୍ଲାସିକ୍ ତାମିଲ ସାହିତ୍ୟର ବହୁଭାଷୀୟ ଓ ବ୍ରେଲି ଅନୁବାଦର ଶୁଭାରମ୍ଭ କରିଥିଲେ। ସେ ପ୍ରଦର୍ଶନୀରେ ବୁଲିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। କାଶୀ ତାମିଲ ସଙ୍ଗମମ୍ ଦେଶର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏବଂ ପ୍ରାଚୀନ ଶିକ୍ଷାକେନ୍ଦ୍ର । ତାମିଲନାଡୁ ଏବଂ କାଶୀ ମଧ୍ୟରେ ଥିବା ପୁରୁଣା ସମ୍ପର୍କର ପୁନରୁଦ୍ଧାର ଏବଂ ପୁନଃ ଆବିଷ୍କାର କରିବାକୁ ଲକ୍ଷ୍ୟ ରଖାଯାଇଛି ।ଭାରତୀୟ ସଂସ୍କୃତିର ଜୀବନ୍ତତା ସର୍ବଦା ସମଗ୍ର ବିଶ୍ୱର ଲୋକଙ୍କୁ ଆକର୍ଷିତ କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 30th, 11:30 am
ବନ୍ଧୁଗଣ, ସ୍ୱାଧୀନତାର ଅମୃତ୍ ମହୋତ୍ସବରେ ଦେଶ ଏଭଳି ପ୍ରଚେଷ୍ଟା ମାଧ୍ୟମରେ ନିଜର ଜାତୀୟ ପ୍ରତୀକଗୁଡ଼ିକର ପୁନଃପ୍ରତିଷ୍ଠା କରୁଛି । ଆମେ ଦେଖିଲୁ ଯେ, ଇଣ୍ଡିଆ ଗେଟ୍ ନିକଟରେ ଅମର ଯବାନ୍ ଜ୍ୟୋତି ଏବଂ ନିକଟସ୍ଥ ଜାତୀୟ ସମର ସ୍ମାରକୀଠାରେ ପ୍ରଜ୍ଜ୍ୱଳିତ ଜ୍ୟୋତିକୁ ଏକାକାର କରିଦିଆଗଲା । ଭାବବିହ୍ୱଳର ଏହି ମୁହୂର୍ତ୍ତରେ ଅନେକ ଦେଶବାସୀ ଓ ଶହୀଦମାନଙ୍କ ପରିବାରର ଚକ୍ଷୁ ଲୋତକପୂର୍ଣ୍ଣ ହୋଇଥିଲା । ଜାତୀୟ ସମର ସ୍ମାରକୀରେ ସ୍ୱାଧୀନତା ପ୍ରାପ୍ତି ପରେ ଶହୀଦ ହୋଇଥିବା ଦେଶର ସମସ୍ତ ବୀରମାନଙ୍କ ନାମ ଉଲ୍ଲେଖ କରାଯାଇଛି । ସେନାର କେତେକ ପୂର୍ବତନ ଯବାନ୍ ମୋତେ ପତ୍ର ଲେଖି କହିଛନ୍ତି ଯେ - ଶହୀଦମାନଙ୍କ ସ୍ମୃତି ସମ୍ମୁଖରେ ପ୍ରଜ୍ଜ୍ୱଳିତ ଥିବା ଅମର ଯବାନ୍ ଜ୍ୟୋତି ଶହୀଦମାନଙ୍କ ଅମରତ୍ୱର ପ୍ରତୀକ । ପ୍ରକୃତରେ ଅମର ଯବାନ୍ ଜ୍ୟୋତି ଭଳି ଆମ ଶହୀଦ୍, ସେମାନଙ୍କର ପ୍ରେରଣା ତଥା ଯୋଗଦାନ ମଧ୍ୟ ଅମର । ଯେତେବେଳେ ବି ସମୟ ମିଳେ ଜାତୀୟ ସମର ସ୍ମାରକୀ ଯିବା ପାଇଁ ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି । ନିଜ ପରିବାର ଓ ପିଲାମାନଙ୍କୁ ମଧ୍ୟ ନିଶ୍ଚୟ ସାଙ୍ଗରେ ନେଇଯାଆନ୍ତୁ । ଏଠାରେ ଆପଣମାନଙ୍କୁ ଏକ ଭିନ୍ନ ଧରଣର ଶକ୍ତି ଏବଂ ପ୍ରେରଣାର ଅନୁଭୂତି ମିଳିବ ।ତାମିଲନାଡୁରେ ୧୧ ଟି ନୂତନ ମେଡିକାଲ କଲେଜ ଏବଂ ତାମିଲନାଡୁର ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ କ୍ଲାସିକାଲ ତାମିଲର ଏକ ନୂତନ କ୍ୟାମ୍ପସ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 03:37 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ୍.ରଭି, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ ଷ୍ଟାଲିନ, କ୍ୟାବିନେଟ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭ୍ୟ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ପରିଷଦରେ ଥିବା ମୋର ସହକର୍ମୀ ଶ୍ରୀ ଏମ. ମୁରୁଗାନ, ଭାରତୀ ପାୱାର ଜୀ, ସାଂସଦ, ତାମିଲନାଡୁ ବିଧାନସଭାର ସଦସ୍ୟ,ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୧୧ଟି ନୂଆ ମେଡିକାଲ୍ କଲେଜ୍ ଏବଂ ସିଆଇସିଟିର ଏକ ନୂତନ ପରିସରକୁ ଉଦ୍ଘାଟନ କରିଛନ୍ତି
January 12th, 03:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାମିଲନାଡୁରେ ୧୧ଟି ନୂତନ ମେଡିକାଲ୍ କଲେଜ୍ ଏବଂ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ୍ ସଂସ୍ଥାନ (ସିଆଇସିଟି)ର ଏକ ନୂତନ କ୍ୟାମ୍ପସ୍ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟ, ଡ. ଏଲ୍ ମୁରୁଗାନ୍ ଏବଂ ଡ. ଭାରତୀ ପାୱାର, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥିରୁ ଏମ୍. କେ. ଷ୍ଟାଲିନ୍ ପ୍ରମୁଖ ଉପସ୍ଥିତ ଥିଲେ ।Strengthening India's dairy sector is one of the top priorities of our government: PM Modi
December 23rd, 11:15 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.PM inaugurates and lays the foundation of multiple projects in Varanasi
December 23rd, 11:11 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.ପ୍ରଧାନମନ୍ତ୍ରୀ ଡିସେମ୍ବର ୨୩ ତାରିଖରେ ବାରାଣାସୀରେ ଏକାଧିକ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ
December 21st, 07:41 pm
ପ୍ରଧାନମନ୍ତ୍ରୀ ତାଙ୍କ ର୍ନିବାଚନମଣ୍ଡଳୀ ବାରାଣାସୀର ବିକାଶ ତଥା ଅର୍ତନୈତିକ ପ୍ରଗତି ପାଇଁ ନିରନ୍ତର ଭାବେ କାର୍ଯ୍ୟ ଜାରି ରଖିଛନ୍ତି । ଏହି ଦିଗରେ ଆହୁରି ଆଗକୁ ବଢି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରାଣାସୀ ପରିଦର୍ଶନ କରିବେ ଏବଂ ୨୩ ଡିସେମ୍ବର ୨୦୨୧ ରେ ଅପରାହ୍ନ ପ୍ରାୟ ୧ ଟା ସମୟରେ ଏକାଧିକ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ ।ମେଡିକାଲ ପାଠ୍ୟକ୍ରମରେ ଅନ୍ୟାନ୍ୟ ଅନଗ୍ରସର ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ନିମନ୍ତେ ସଂରକ୍ଷଣ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 29th, 05:17 pm
ନିମ୍ନ ସ୍ନାତକ ଓ ସ୍ନାତକୋତ୍ତର ମେଡିକାଲ ଓ ଡେଣ୍ଟାଲ ପାଠ୍ୟକ୍ରମରେ ଚଳିତ ଶିକ୍ଷାବର୍ଷରୁ ଶତକଡା ୨୭ଭାଗ ଅନ୍ୟାନ୍ୟ ଅନଗ୍ରସର ଓ ଶତକଡା ଦଶଭାଗ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ସଂରକ୍ଷଣ ନିଷ୍ପତିକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ।ମେଡିକାଲ ଶିକ୍ଷାରେ ଭାରତ ସରକାରଙ୍କ ଐତିହାସିକ ନିଷ୍ପତ୍ତି
July 29th, 03:38 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସର୍ବଭାରତୀୟ କୋଟା ଯୋଜନା(AIQ schme)ରେ ଶତକଡା ୨୭ଭାଗ ଅନ୍ୟାନ୍ୟ ଅନଗ୍ରସର ଓ ଶତକଡା ୧୦ଭାଗ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଛାତ୍ରଛାତ୍ରୀମାନଙ୍କୁ ମେଡିକାଲ ଶିକ୍ଷାରେ ସଂରକ୍ଷଣ ଦେବା ପାଇଁ ଏକ ଐତିହାସିକ ନିଷ୍ପତି ନେଇଛନ୍ତି । ଚଳିତ ଶିକ୍ଷାବର୍ଷ ୨୦୨୧-୨୨ଠାରୁ ଏହା ସ୍ନାତ୍ତକ ଓ ସ୍ନାତକୋତ୍ତର ମେଡିକାଲ / ଡେଣ୍ଟାଲ ପାଠ୍ୟକ୍ରମ ଯଥା ଏମବିବିଏସ, ଏମ.ଡି / ଏମ୍ଏସ / ଡିପ୍ଲୋମା / ବିଡିଏସ / ଏମଡିଏସ୍ ନିମନ୍ତେ ଲାଗୁ ହେବ ।ଜୁଲାଇ ୧୫ରେ ପ୍ରଧାନମନ୍ତ୍ରୀଙ୍କ ବାରାଣାସୀ ଗସ୍ତ
July 13th, 06:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୫, ୨୦୨୧ ତାରିଖ ଦିନ ବାରାଣାସୀ ଗସ୍ତରେ ଯିବେ । ଏହି ଅବସରରେ ସେ ସେଠାରେ ପ୍ରାୟ ୧୫୦୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ ସହ ଶିଳାନ୍ୟାସ କରିବେ ।Gurudev's vision for Visva Bharati is also the essence of self-reliant India: PM Modi
December 24th, 11:01 am
PM Modi addressed centenary celebrations of Visva Bharati University. In his address, PM Modi said, Gurudev Rabindranath Tagore called for a ‘swadeshi samaj’. He wanted to see self-reliance in agriculture, commerce and business, art, literature etc. Tagore wanted the entire humanity to benefit from India’s spiritual awakening. The vision for a self-reliant India is also a derivative of this sentiment. The call for a self reliant India is for the world’s benefit too.PM Modi addresses centenary celebrations of Visva Bharati University
December 24th, 11:00 am
PM Modi addressed centenary celebrations of Visva Bharati University. In his address, PM Modi said, Gurudev Rabindranath Tagore called for a ‘swadeshi samaj’. He wanted to see self-reliance in agriculture, commerce and business, art, literature etc. Tagore wanted the entire humanity to benefit from India’s spiritual awakening. The vision for a self-reliant India is also a derivative of this sentiment. The call for a self reliant India is for the world’s benefit too.ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ମାରକୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
February 14th, 02:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 16 ଫେବୃଆରୀ 2020ରେ ତାଙ୍କର ସଂସଦୀୟ କ୍ଷେତ୍ର ବାରାଣସୀକୁ ଦିନିକିଆ ଗସ୍ତରେ ଯିବେ । ଏହି ଅବସରରେ ସେ ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଏକ ସ୍ମାରକୀ କେନ୍ଦ୍ରର ଉଦଘାଟନ କରିବେ । ସ୍ମାରକୀ କେନ୍ଦ୍ରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୀବନକାଳ ଦର୍ଶାଉଥିବା ଖୋଦେଇ କଳାକୃତି ରହିଛି । ପାଖାପାଖି 30 ଜଣ ଓଡ଼ିଆ କାରିଗର ଓ ଶିଳ୍ପୀ 1 ବର୍ଷ ଧରି ଏହି ପ୍ରକଳ୍ପ ନିର୍ମାଣ ଲାଗି କାର୍ଯ୍ୟ କରିଛନ୍ତି ।Our efforts are towards making a modern Kashi that also retains its essence: PM Modi
February 19th, 01:01 pm
PM Narendra Modi today launched various development initiatives in Varanasi. The projects pertaining to healthcare would greatly benefit people in Varanasi and adjoining areas. Addressing a gathering, PM Modi commended the engineers and technicians behind development of the Vande Bharat Express. He termed the train as a successful example of ‘Make in India’ initiative.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 3350 କୋଟିର ବିକାଶମୂଳକ ପ୍ରକଳ୍ପ ଲୋକାର୍ପଣ
February 19th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀରେ 3350 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବିଭିନ୍ନ କ୍ଷେତ୍ର ଯଥା ସ୍ୱାସ୍ଥ୍ୟ, ସ୍ୱଚ୍ଛତା, ସ୍ମାର୍ଟ ସିଟି, ଯୋଗାଯୋଗ, ଶକ୍ତି, ଆବାସ ଏବଂ ଆଦି ରହିଛି । ଏହି ଅବସରରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀ ରାମ ନାଏକ, ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।ବାରାଣସୀଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 18th, 12:31 pm
ଏହା ହେଉଛି ମୋ ପାଇଁ ଏକ ସୌଭାଗ୍ୟର ବିଷୟ କି ଦେଶ ପାଇଁ ସମର୍ପିତ ଆଉ ଗୋଟିଏ ବର୍ଷର ଆରମ୍ଭ, ମୁଁ ବାବା ବିଶ୍ୱନାଥ ଏବଂ ମାଆ ଗଙ୍ଗାଙ୍କ ଶୁଭାଶୀର୍ବାଦ ଯୋଗୁଁ କରୁଛି । ଆପଣମାନଙ୍କ ସମସ୍ତଙ୍କର ଏହି ସ୍ନେହ, ଏହି ଆଶୀର୍ବାଦ ମୋତେ ପ୍ରତିକ୍ଷଣ ପ୍ରେରଣା ଯୋଗାଏ ଏବଂ ସମସ୍ତ ଦେଶବାସୀଙ୍କ ସେବା ଲାଗି ସଂକଳ୍ପକୁ ଆହୁରି ଅଧିକ ସୁଦୃଢ଼ କରୁଛି ।