ବାନ୍ଦିପୁର ଓ ମୁଦୁମଲାଇ ବ୍ୟାଘ୍ର ଅଭୟାରଣ୍ୟର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ

April 09th, 10:31 pm

ପ୍ରଧାନମନ୍ତ୍ରୀ ନିଜ ବାନ୍ଦିପୁର ଓ ମୁଦୁମଲାଇ ବ୍ୟାଘ୍ର ଅଭୟାରଣ୍ୟ ଗସ୍ତର ଝଲକ ଶେୟାର କରିଛନ୍ତି । ବାଘ ସଂରକ୍ଷଣ ପାଇଁ କଠିନ ପରିଶ୍ରମ କରୁଥିବା ବନ ଅଧିକାରୀ, ବନରକ୍ଷୀ, ବ୍ୟାଘ୍ର ସଂରକ୍ଷଣରେ ନିୟୋଜିତ କର୍ମଚାରୀ ଓ ଏହି କାମରେ ନିୟୋଜିତ ଅନ୍ୟମାନଙ୍କୁ ସେ ପ୍ରଶଂସା କରିଛନ୍ତି ।

Highlights of PM Modi’s Southern Sojourn to Telangana, Tamil Nadu and Karnataka

April 09th, 05:53 pm

PM Modi’s Southern Sojourn encompassed an action-packed tour of the three states of Telangana, Tamil Nadu, and Karnataka. He inaugurated and laid foundation stones for various projects across sectors of infrastructure, tourism, and health among others totalling about Rs. 19,000 crores. A special highlight of this trip is PM’s visit to the Bandipur and Mudumalai wildlife sanctuaries to commemorate the 50th anniversary of “Project Tiger”.

ବାନ୍ଦିପୁର ଓ ମୁଦୁମଲାଇ ଟାଇଗର ରିଜର୍ଭ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

April 09th, 02:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକ ଓ ତାମିଲନାଡୁରେ ଥିବା ବାନ୍ଦିପୁର ଓ ମୁଦୁମଲାଇ ଟାଇଗର ରିଜର୍ଭ ପରିଦର୍ଶନ କରିଛନ୍ତି । ଏହି ଅବସରରେ ମୁଦୁମଲାଇ ଟାଇଗର ରିଜର୍ଭରେ ଥିବା ଥେପ୍ପାକାଡୁ ହାତୀ କ୍ୟାମ୍ପ ମଧ୍ୟ ପରିଦର୍ଶନ କରି ମାହୁନ୍ତ ଓ କାଭାଡିମାନଙ୍କ ସହ ବାର୍ତ୍ତାଳାପ କରିବା ସହ ହାତୀଙ୍କୁ ଖୁଆଇଥିଲେ । ପ୍ରଧାନମନ୍ତ୍ରୀ ଓସ୍କାର ବିଜେତା ପ୍ରାମାଣିତ ଚିତ୍ର ‘ଦ ଏଲିଫ୍ୟାଣ୍ଟ ହ୍ୱିସ୍ପରର୍ସ’ରେ ପ୍ରଦର୍ଶିତ ହାତୀ ପାଳକମାନଙ୍କ ସହ ଆଲୋଚନା ମଧ୍ୟ କରିଥିଲେ ।

ମହୀଶୂର ବ୍ୟାଘ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଅବସରରେ ଉଦଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

April 09th, 01:00 pm

ସର୍ବ ପ୍ରଥମେ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି ଯେ, ସକାଳ 6ଟାରୁ ଚାଲି ଯାଇଥିଲି ମୁଁ ଭାବିଥିଲି ଯେ ଠିକ ସମୟରେ ଜଙ୍ଗଲ ଭ୍ରମଣ କରି ଫେରିଆସିବି କିନ୍ତୁ ମୋତେ ଆସିବାରେ 1 ଘଣ୍ଟ। ବିଳମ୍ବ ହୋଇଗଲା । ଆପଣ ସମସ୍ତଙ୍କୁ ପ୍ରତୀକ୍ଷା କରିବାକୁ ପଡିଲା ଏଥିପାଇଁ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି । ମୋ କଥା, ପ୍ରଥମେ ଆମେ ଏ ଯେଉଁ ବାଘ ସଂଖ୍ୟା ସଂଖ୍ୟାକୁ ଆମେ ଛୁଇଁଛେ, ଯାହା ଦେଖୁଛେ, ଆମର ଏହି ବାଘଙ୍କ ପରବାରର ଯେଉଁ ବିସ୍ତାର ହେଉଛି, ଏହା ହେଉଛି ଗୌରବମୟ ମୁହୂର୍ତ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି ଏହି ବାଘଙ୍କ ସମ୍ମାନରେ ନିଜ ସ୍ଥାନରେ ଠିଆ ହୋଇ ଆମେ ବାଘମାନଙ୍କୁ ଉତ୍ସାହପୂର୍ଣ୍ଣ ସ୍ୱାଗତ କରିବା । ଧନ୍ୟବାଦ!

କର୍ଣ୍ଣାଟକର ମହୀଶୂରରେ "ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି ସ୍ମାରକୀ” କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

April 09th, 12:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମହୀଶୂର ସ୍ଥିତ ମହୀଶୂର ବିଶ୍ୱବିଦ୍ୟାଳୟ ଠାରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଇଣ୍ଟରନେସନାଲ ବିଗ୍‍ କ୍ୟାଟ ଆଲାଏନ୍ସ (ଆଇବିସିଏ)ର ମଧ୍ୟ ଶୁଭାରମ୍ଭ କରିଛନ୍ତି । ବ୍ୟାଘ୍ର ସଂରକ୍ଷଣର ପରିଚାଳନା ପ୍ରଭାବର ମୂଲ୍ୟାଙ୍କନର ୫ ମ ଚକ୍ରର ଏକ ସାରାଂଶ ରିପୋର୍ଟ ଅମୃତ କାଲ କା ଭିଜନ ଫର ଟାଇଗର କନଜରଭେସନ” ପୁସ୍ତକର ଉନ୍ମୋଚନ କରିଥିଲେ, ବାଘ ସଂଖ୍ୟା ଘୋଷଣା କରି ସର୍ବ ଭାରତୀୟ ବ୍ୟାଘ୍ର ଆକଳନ (୫ମ ଚକ୍ର) ର ସାରାଂଶ ରିପୋର୍ଟ ଉନ୍ମୋଚନ କରିଥିଲେ । ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂରଣ ହେବା ଅବସରରେ ସେ ଏକ ସ୍ମରଣୀୟ ମୁଦ୍ରା ମଧ୍ୟ ଜାରି କରିଥିଲେ ।

ବିଦ୍ୟୁତ ଆଘାତପ୍ରାପ୍ତ ହାତୀର ଜୀବନ ରକ୍ଷା ପାଇଁ ବାନ୍ଦିପୁର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ମଚାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

February 18th, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଦ୍ୟୁତ ଆଘାତପ୍ରାପ୍ତ ହାତୀର ଜୀବନ ରକ୍ଷା ପାଇଁ ବାନ୍ଦିପୁର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କର୍ମଚାରୀମାନଙ୍କୁ ସାଧୁବାଦ ଜଣାଇବା ସହ ଲୋକଙ୍କ ମଧ୍ୟରେ ଏଭଳି କରୁଣା ପ୍ରଶଂସନୀୟ ବୋଲି କହିଛନ୍ତି ।