ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କୁ କବରସ୍ଥଳରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 27th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଗସ୍ତର ଦ୍ୱିତୀୟ ଦିନରେ ତୁଙ୍ଗିପାରାସ୍ଥିତ ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ କବରସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବଙ୍ଗବନ୍ଧୁଙ୍କ କବରସ୍ଥଳ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା କୌଣସି ବିଦେଶୀ ସରକାରୀ ମୁଖ୍ୟ ଅବା ରାଷ୍ଟ୍ର ମୁଖ୍ୟଙ୍କ ପ୍ରଥମ ଯାତ୍ରା । ପ୍ରଧାନମନ୍ତ୍ରୀ ଶ୍ରୀ ନରେନଦ୍ର ମୋଦୀ ଏହି ଐତିହାସିକ ଅବସରକୁ ସ୍ମରଣ କରିବା ସହ ସେଠାରେ ଏକ ବକୁଳ ଚାରା ରୋପଣ କରିଥିଲେ । ଏହି ଅବସରରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା ତଥା ତାଙ୍କ ଭଉଣୀ ଶେଖ୍ ରେହାନା ପ୍ରମୁଖ ଉପସ୍ଥିତ ଥିଲେ ।ବାଂଲାଦେଶର ଓରାକଣ୍ଡି ଠାକୁରବାଡିରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 27th, 12:44 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଯାତ୍ରାର ଦ୍ୱିତୀୟ ଦିନରେ ଢ଼ାକାର ଓରକାଣ୍ଡିସ୍ଥିତ ହରି ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଈଶ୍ୱରଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ଏବଂ ସେଠାରେ ଆୟୋଜିତ ସାର୍ବଜନୀନ ସମ୍ବର୍ଦ୍ଧନା ସମାରୋହରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେଠାକାର ପରମ ପୂଜ୍ୟ ଠାକୁର ପରିବାରର ବଂଶଜଙଙ୍କ ସହିତ ମଧ୍ୟ ଭାବ ମିନିମୟ କରିଥିଲେ ।.ଓରକାଣ୍ଡିସ୍ଥିତ ହରି ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂଜାର୍ଚ୍ଚନା ଏବଂ ସାର୍ବଜନୀନ ସ୍ୱାଗତ ସମାରୋହରେ ଅଂଶଗ୍ରହଣ
March 27th, 12:39 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଯାତ୍ରାର ଦ୍ୱିତୀୟ ଦିନରେ ଢ଼ାକାର ଓରକାଣ୍ଡିସ୍ଥିତ ହରି ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଈଶ୍ୱରଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ଏବଂ ସେଠାରେ ଆୟୋଜିତ ସାର୍ବଜନୀନ ସମ୍ବର୍ଦ୍ଧନା ସମାରୋହରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେଠାକାର ପରମ ପୂଜ୍ୟ ଠାକୁର ପରିବାରର ବଂଶଜଙଙ୍କ ସହିତ ମଧ୍ୟ ଭାବ ମିନିମୟ କରିଥିଲେ ।.ବାପୁ-ବଙ୍ଗବନ୍ଧୁ ଡିଜିଟାଲ ପ୍ରଦର୍ଶନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
March 26th, 06:00 pm
ଦୁଇ ଦିନିଆ ବାଂଲାଦେଶ ଗସ୍ତ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଳିତ ଭାବେ ବାପୁ ଏବଂ ବଙ୍ଗବନ୍ଧୁ ଉପରେ ଏକ ଡିଜିଟାଲ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ବାପୁ ଏବଂ ବଙ୍ଗବନ୍ଧୁ ଦକ୍ଷିଣ ଏସୀୟ କ୍ଷେତ୍ରର ଦୁଇ ଉଦାହରଣୀୟ ବ୍ୟକ୍ତିତ୍ୱ, ଯାହାଙ୍କ ଚିନ୍ତାଧାରା ଏବଂ ବାର୍ତ୍ତା ବିଶ୍ଵ ସ୍ତରରେ ପ୍ରତିଧ୍ଵନିତ ହେଉଛି ।ବାଂଲାଦେଶର ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 26th, 04:26 pm
PM Modi took part in the National Day celebrations of Bangladesh in Dhaka. He awarded Gandhi Peace Prize 2020 posthumously to Bangabandhu Sheikh Mujibur Rahman. PM Modi emphasized that both nations must progress together for prosperity of the region and and asserted that they must remain united to counter threats like terrorism.ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
March 26th, 04:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ ବାଂଲାଦେଶ ସ୍ୱାଧୀନତାର ସୁବର୍ଣ୍ଣଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଂଲାଦେଶ ରାଷ୍ଟ୍ରପତି, ମହାମହିମ ମହମ୍ମଦ ଅବଦୁଲ ହମିଦ, ବାଂଲାଦେଶର ପ୍ରଧାନମନ୍ତ୍ରୀ, ମାନ୍ୟବର ଶେଖ ହସିନା; ଶେଖ୍ ମୁଜିବୁର ରହମାନଙ୍କ ସାନ ଝିଅ ଶେଖ ରେହାନା; ମୁଜିବ ବୋରଶୋ ଉତ୍ସବ ପାଇଁ ଜାତୀୟ କାର୍ଯ୍ୟକାରିତା କମିଟିର ମୁଖ୍ୟ ସଂଯୋଜକ ଡକ୍ଟର କମଲ ଅବଦୁଲ ନାସିର ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ତେଜଗାଓଁର ଜାତୀୟ ପ୍ୟାରେଡ ସ୍କୋୟାରରେ ହୋଇଥିଲା । ଏହା ସହ ବାଂଲାଦେଶର ଜାତୀୟ ପିତା ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀକୁ ସ୍ମରଣ କରିଥିଲା ।2020 ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଘୋଷଣା
March 22nd, 09:37 pm
2020 ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କୁ ପ୍ରଦାନ କରାଯାଉଛି । ଗାନ୍ଧୀ ଶାନ୍ତି ପୁରସ୍କାର ହେଉଛି 1995 ମସିହାରୁ ଭାରତ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବାର୍ଷିକ ପୁରସ୍କାର, ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ 125 ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି । ଜାତୀୟତା, ବର୍ଣ୍ଣ, ଭାଷା, ଜାତି, ଧର୍ମ କିମ୍ବା ଲିଙ୍ଗ ନିର୍ବିଶେଷରେ ଏହି ପୁରସ୍କାର ସମସ୍ତଙ୍କ ପାଇଁ ଉନ୍ମୁକ୍ତ ରହିଛି।Gandhi Peace Prize for the Year 2019 announced
March 22nd, 09:36 pm
The Gandhi Peace Prize for the year 2019 is being conferred on (Late) His Majesty Sultan Qaboos bin Said Al Said of Oman. Gandhi Peace Prize is an annual award instituted by Government of India since 1995, the 125th Birth Anniversary commemoration year of Mahatma Gandhi. The award is open to all persons regardless of nationality, race, language, caste, creed or sex.ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଜଣାଇଲେ ଶ୍ରଦ୍ଧାଞ୍ଜଳି
March 17th, 10:17 am
ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।In the last few years, India and Bangladesh have written a golden chapter in bilateral ties: PM
March 17th, 08:39 pm
PM Modi participated in the birth centenary celebrations of Bangabandhu, Sheikh Mujibur Rahman through a video message. PM Modi described Sheikh Mujibur Rahman as one of the greatest figures of the last century.Prime Minister participates in the birth centenary celebrations of ‘Jatir Pita’ Bangabandhu, Sheikh Mujibur Rahman
March 17th, 08:23 pm
PM Modi participated in the birth centenary celebrations of Bangabandhu, Sheikh Mujibur Rahman through a video message. PM Modi described Sheikh Mujibur Rahman as one of the greatest figures of the last century.Prime Minister Pays Tributes to Bangabandhu Sheikh Mujibur Rahman on his 100th Birth Anniversary
March 17th, 10:44 am
Prime Minister Shri Narendra Modi today paid tributes to Bangabandhu Sheikh Mujibur Rahman on his 100th Birth Anniversary.ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
April 08th, 01:16 pm
ମହାମହିମ, ଆପଣଙ୍କ ଭାରତ ଗସ୍ତ ଶୁଭ ସମୟରେ ପୋୟଲା ବୈଶାଖୀର ଠିକ୍ ଆଗମନ ପୂର୍ବରୁ ହୋଇଛି । ମୁଁ ଏହି ସୁଯୋଗରେ ଆପଣ ଓ ବାଂଲାଦେଶର ଲୋକମାନଙ୍କୁ ଶୁଭୋ ନବା ବର୍ଷୋର କାମନା ଜଣାଉଛି । ଆପଣଙ୍କ ଗସ୍ତ ଆମର ଲୋକ ଓ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱର ଆଉ ଏକ ସୁନେଲୀ ଅଧ୍ୟାୟ(ସୁବର୍ଣ୍ଣ ଯୁଗ) । ଆମ ସମ୍ପର୍କରେ ଅସାଧାରଣ ପରିବର୍ତ୍ତନ ଓ ଭାଗିଦାରୀର ଉପଲବ୍ଧୀ ଆପଣଙ୍କ ଦୃଢ଼ ଓ ନିର୍ଣ୍ଣାୟକ ନେତୃତ୍ୱର ସ୍ପଷ୍ଟ ପରିଚୟ ଦେଉଛି । 1971 ମୁକ୍ତି ଯୁଦ୍ଧରେ ପ୍ରାଣ ହରାଇଥିବା ଭାରତୀୟ ଯବାନଙ୍କ ପ୍ରତି ସମ୍ମାନ ଦେବାର ଆପଣଙ୍କ ନିଷ୍ପତ୍ତି ଭାରତୀୟ ଲୋକଙ୍କୁ ଗଭୀର ଭାବେ ଛୁଇଁପାରିଛି । ପ୍ରତ୍ୟେକ ଭାରତୀୟ ଜାଣି ଗର୍ବ କରେ ଯେ ଭାରତୀୟ ସୈନିକ ଓ ବୀର ମୁକ୍ତି ଯୋଦ୍ଧାମାନେ ଆତଙ୍କବାଦର ଶାସନରୁ ବାଂଲାଦେଶକୁ ମୁକ୍ତ କରିବା ପାଇଁ ଏକାଠି ଲଢ଼ିଥିଲେ ।