Institutional service has the ability to solve big problems of the society and the country: PM at the Karyakar Suvarna Mahotsav
December 07th, 05:52 pm
PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 07th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।Today, every effort being made in New India is creating a legacy for the future generations: PM Modi
February 22nd, 02:00 pm
Prime Minister Narendra Modi dedicated to the nation and laid the foundation stone for multiple development projects worth more than Rs 13,500 crores in Tarabh, Mahesana, Gujarat. The projects encompass a wide range of sectors such as internet connectivity, rail, road, education, health, connectivity, research and tourism. Addressing the gathering, the Prime Minister underscored the importance of the present moment in the development journey of India as both the ‘Dev Kaaj’ (pine works) and ‘Desh kaaj’ (national tasks) are going on at a rapid pace.ପ୍ରଧାନମନ୍ତ୍ରୀ ଗୁଜରାଟର ତରଭ, ମହେସାନାରେ ୧୩,୫୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି
February 22nd, 01:22 pm
ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଠିକ୍ ଏକ ମାସ ପୂର୍ବେ ଜାନୁଆରୀ ୨୨ ତାରିଖକୁ ମନେ ପକାଇଥିଲେ ଯେତେବେଳେ ତାଙ୍କୁ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ କରିବାର ସୁଯୋଗ ମିଳିଥିଲା । ଫେବୃଆରି ୧୪ ତାରିଖରେ ବସନ୍ତ ପଞ୍ଚମୀରେ ଆବୁଧାବିରେ ଉପସାଗରୀୟ ଦେଶ ଗୁଡ଼ିକର ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନ କରିବା ଅବସରକୁ ସେ ମନେ ପକାଇଥିଲେ । ଉତ୍ତରପ୍ରଦେଶର ସମ୍ଭାଲ ଜିଲ୍ଲାରେ ପ୍ରଧାନମନ୍ତ୍ରୀ କଳ୍କୀ ଧାମର ଶିଳାନ୍ୟାସ ବିଷୟରେ ଉଲ୍ଲେଖ କରିଥିଲେ । ଆଜି ତରଭସ୍ଥିତ ବାଲିନାଥ ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା ଓ ଦର୍ଶନ କରିବା ସମ୍ପର୍କରେ ସେ ଉଲ୍ଲେଖ କରିଛନ୍ତି ।ଉତ୍ତରପ୍ରଦେଶର ସମ୍ବଲଠାରେ କଳକୀଧାମର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 19th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ସମ୍ବଲଠାରେ ଶ୍ରୀକଳ୍କୀଧାମର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ବିଶାଳ ଜନସାଧାରଣଙ୍କୁ ସମ୍ବୋଧନ ଓ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଉପସ୍ଥିତ ସାଧୁସନ୍ଥମାନଙ୍କୁ ସମ୍ବୋଧନ କରି କହିଛନ୍ତି ‘ଜୟ ମା’ କେଲା ଦେବୀ, ଜୟ ବୁଢେ ବାବାକୀ ଜୟ, ଭାରତ ମାତା କି ଜୟ ସମସ୍ତ ସଭ୍ୟମାନଙ୍କୁ ନିଜ ନିଜ ସ୍ଥାନ ଗ୍ରହଣ କରିବା ପାଇଁ ଅନୁରୋଧ କରୁଛି ।’ ଏହା ପରେ ଉତ୍ତରପ୍ରଦେଶର ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ପୂଜ୍ୟ ଶ୍ରୀ ଅବଧେଷାନନ୍ଦ ଗିରିଜୀ, କଳ୍କୀଧାମର ମୁଖ୍ୟ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍ଜୀ, ପୂଜ୍ୟ ସ୍ୱାମୀ କୈଳାସ ନନ୍ଦ ବ୍ରହ୍ମଚାରୀ ଜୀ, ପୂଜ୍ୟ ଜଗତ୍ଗୁରୁ ଶ୍ରୀ ରିତେଶ୍ୱର ଜୀ, ଭାରତର ବିଭିନ୍ନ ପ୍ରାନ୍ତରରୁ ଆସିଥିବା ପୂଜ୍ୟ ସନ୍ଥଗଣ ଏବଂ ପ୍ରିୟ ଶ୍ରଦ୍ଧାବାନ ଭାଇ ଓ ଭଉଣୀମାନେ, ଆପଣମାନେ ନିଜ ନିଜ ସ୍ଥାନ ଗ୍ରହଣ କରନ୍ତୁ କହି ନିଜର ବକ୍ତବ୍ୟ ଉପସ୍ଥାପନ କରିଛନ୍ତି।ଉତ୍ତର ପ୍ରଦେଶର ସମ୍ଭାଲ ଠାରେ ଶ୍ରୀ କଳ୍କୀ ଧାମ ମନ୍ଦିରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 19th, 10:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ସମ୍ଭାଲ ଜିଲ୍ଲାରେ ଶ୍ରୀ କଳ୍କୀ ଧାମ ମନ୍ଦିରର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ କଳ୍କୀ ଧାମ ମନ୍ଦିରର ମଡେଲକୁ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ କଳ୍କୀ ଧାମ ନିର୍ମାଣ ଟ୍ରଷ୍ଟ ଦ୍ୱାରା ଶ୍ରୀ କଳ୍କୀ ଧାମ ନିର୍ମାଣ କରାଯାଉଛି ଯାହାର ଅଧ୍ୟକ୍ଷ ହେଉଛନ୍ତି ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍ । ଏହି କାର୍ଯ୍ୟକ୍ରମରେ ବହୁ ସାଧୁସନ୍ଥ, ଧାର୍ମିକ ନେତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଛନ୍ତି ।The BAPS Hindu Temple in Abu Dhabi, UAE is a golden moment in the ties between India & UAE: PM Modi
February 14th, 07:16 pm
Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.PM Modi inaugurates BAPS Hindu Mandir in Abu Dhabi, UAE
February 14th, 06:51 pm
Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.ଡିସେମ୍ବର ୧୪ ତାରିଖରେ ଅହମ୍ମଦାବାଦରେ ପ୍ରମୁଖ ସ୍ୱାମୀ ମହାରାଜ ଶତାବ୍ଦୀ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରବେ ପ୍ରଧାନମନ୍ତ୍ରୀ
December 13th, 02:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଡିସେମ୍ବର, ୨୦୨୨ ଦିନ ଅପରରାହ୍ନ ୫.୩୦ରେ ଅହମ୍ମଦାବାଦରେ ପ୍ରମୁଖ ସ୍ୱାମୀ ମହାରାଜ ଶତାବ୍ଦୀ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।କୋଭିଡ-୧୯ ଏବଂ ୟୁକ୍ରେନ ସଙ୍କଟ ସମୟରେ ବିଏପିଏସ୍ର ରିଲିଫ କାର୍ଯ୍ୟକୁ ପ୍ରଶଂସା କରଛନ୍ତି ପ୍ରଧାନମନ୍ତ୍ରୀ
April 16th, 07:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ବିଏପିଏସ୍ ସାଧୁ, ଇଶ୍ୱରଚରଣ ସ୍ୱାମୀ ଏବଂ ବ୍ରହ୍ମବିହାରୀ ସ୍ୱାମୀଙ୍କୁ ଭେଟି କୋଭିଡ-୧୯ ଏବଂ ୟୁକ୍ରେନ ସଙ୍କଟ ସମୟରେ ବିଏପିଏସ୍ର ରିଲିଫ କାର୍ଯ୍ୟକୁ ପ୍ରଶଂସା କରିଥିଲେ । ଶ୍ରୀ ମୋଦୀ ମଧ୍ୟ ଏଚ୍ଏଚ୍ ପ୍ରମୁଖ ସ୍ୱାମୀ ମହାରାଜ ଜୀଙ୍କ ଆସନ୍ତା ଜନ୍ମ ଶତବାର୍ଷିକୀ ପାଳନ ନେଇ ଆଲୋଚନା କରିଛନ୍ତି ।PM to pay his last respects to HH Pramukh Swami Maharaj at Sarangpur tomorrow
August 14th, 06:30 pm
After addressing the nation from the ramparts of the Red Fort, Prime Minister Narendra Modi will visit Sarangpur in Gujarat to pay his last respects to HH Pramukh Swami Maharaj.World is yet to be fully awakened with the true spiritual strength of this land: CM at BAPS International Youth Rally
January 06th, 07:22 pm
World is yet to be fully awakened with the true spiritual strength of this land: CM at BAPS International Youth RallyShri Narendra Modi meets Pramukhswami Maharaj at Swaminarayan Temple
June 21st, 03:43 pm
Shri Narendra Modi meets Pramukhswami Maharaj at Swaminarayan Temple