Congress's mindset is against the rural development of border villages: PM Modi in Barmer
April 12th, 02:30 pm
Ahead of the upcoming Lok Sabha elections, PM Modi was accorded a bustling welcome by Barmer as he addressed an election rally in Rajasthan. He said, Rajasthan represents valour and courage along with a resolve to enable a 'Viksit Bharat.' He added that looking at the popular support, the people are determined for '4 June 400 Paar, Fir ek Baar Modi Sarkar.'Barmer's bustling welcome for PM Modi as he addresses an election rally in Rajasthan
April 12th, 02:15 pm
Ahead of the upcoming Lok Sabha elections, PM Modi was accorded a bustling welcome by Barmer as he addressed an election rally in Rajasthan. He said, Rajasthan represents valour and courage along with a resolve to enable a 'Viksit Bharat.' He added that looking at the popular support, the people are determined for '4 June 400 Paar, Fir ek Baar Modi Sarkar.'ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।Modi is ready to risk his entire political career but will never let the country down: PM in Chittorgarh, Rajasthan
April 21st, 01:46 pm
At a rally in Chittorgarh, PM Modi said, “The past five years have seen what a strong, transparent and people centric government can do. Modi is ready to risk his entire political career but will never let the country down.”Rajasthan has decided to firmly support the BJP again: PM Modi in Rajasthan
April 21st, 01:45 pm
Prime Minister Narendra Modi held two rallies in Rajasthan's Chittorgarh and Barmer. He criticised the Congress and asked people who were they willing to vote - Congress that weakens the country or a BJP that strengthens it. PM Modi said that India has stopped the policy of getting scared of Pakistan's threats.ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଜୟପୁରଠାରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ; ଉନ୍ନୟନ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ ଓ ଜନସଭାକୁ କଲେ ସମ୍ବୋଧନ
July 07th, 02:21 pm
ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତ ସରକାର ତଥା ରାଜସ୍ଥାନ ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ହେଉଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନାର ରୂପାୟନ ଏବଂ ଏହାଦ୍ୱାରା ଉପକୃତ ହେଉଥିବା କେତେକ ହିତାଧିକାରୀମାନଙ୍କ ଅନୁଭୂତିର ଅଡ଼ିଓ- ଭିଜୁଆଲ ଉପସ୍ଥାପନ ଦେଖିଥିଲେ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ବସୁନ୍ଧରା ରାଜେ ସିନ୍ଧିଆ ଏହି ଅଡ଼ିଓ ଭିଜୁଆଲ କାର୍ଯ୍ୟକ୍ରମ ଉପସ୍ଥାପନର ପରିଚାଳନା କରିଥିଲେ । ଏହି କଲ୍ୟାଣ ଯୋଜନାମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା, ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାମିଲ ।ଆମର ସମସ୍ତ ପ୍ରୟାସର ଉଦ୍ଦେଶ୍ୟ ଏକ ନୂଆ ଭାରତ ନିର୍ମାଣ କରିବା :ଜୟପୁରରେ ପ୍ରଧାନମନ୍ତ୍ରୀ ମୋଦୀ
July 07th, 02:21 pm
ପ୍ରଧାନମନ୍ତ୍ରୀ ମୋଦୀ ରାଜସ୍ଥାନର ବିଭିନ୍ନ ସ୍ଥାନରେ 13ଟି ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାରଙ୍କ ଏକମାତ୍ର ଉଦ୍ଦେଶ୍ୟ ସମାବେଶୀ ବିକାଶ କରିବା । ସେ କହିଛନ୍ତି ,ଏକ ନୂଆ ଭାରତର ନିର୍ମାଣ ହେଉଛି ,ଯେଉଁଠି ଭ୍ରଷ୍ଟାଚାରକୁ ସହ୍ୟ କରାଯାଇପାରିବ ନାହିଁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ରାଜସ୍ଥାନରେ କେନ୍ଦ୍ର ଏବଂ ବିଜେପି ସରକାରଙ୍କ ଅନେକ ପଦକ୍ଷେପ ରାଜ୍ୟର ଲୋକମାନଙ୍କ ଜୀବନରେ ସକାରାତ୍ମକ ପ୍ରଭାବ ପକେଇଛି ।ଏନଡିଏ ସରକାର ଦେଶରେ କାର୍ଯ୍ୟ କରିବାର ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି : ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ
February 07th, 01:41 pm
ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 07th, 01:40 pm
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ କହିଲେ ,'' ଏନଡିଏ ସରକାର ଦେଶରେ କାର୍ଯ୍ୟ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି । ପ୍ରକଳ୍ପକୁ କେବଳ ଭଲ ଭାବେ ବିଚାର କରାଯାଉନାହିଁ ବରଂ ସମୟରେ ମଧ୍ୟ କାର୍ଯ୍ୟାନ୍ୱୟନ କରାଯାଉଛି ।''ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 16, 2018
January 16th, 07:22 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ବାର୍ମେରସ୍ଥିତ ପଚପଦ୍ରାଠାରେ ରାଜସ୍ଥାନ ବିଶୋଧନାଗାର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଅବସରରେ ଜନସଭାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 16th, 02:37 pm
ଦୁଇଦିନ ପୂର୍ବରୁ ହିଁ ହିନ୍ଦୁସ୍ଥାନର ପ୍ରତ୍ୟେକ କୋଣ-ଅନୁକୋଣରେ ମକର ସଂକ୍ରାନ୍ତିର ପର୍ବ ପାଳନ କରାଗଲା ଆଉ ମକର ସଂକ୍ରାନ୍ତି ପରେ ଗୋଟିଏ ପ୍ରକାରରେ ଉତ୍ସକ୍ରାନ୍ତିର ସଙ୍କେତ ଯୋଡ଼ି ହୋଇଥାଏ । ସଂକ୍ରାନ୍ତି ପରେ ଉନ୍ନତି ହେଉଛି ଅନ୍ତର୍ନିହିତ । ମକର ସଂକ୍ରାନ୍ତିର ପର୍ବ ପରେ ରାଜସ୍ଥାନର ମାଟିରେ ସଂପୂର୍ଣ୍ଣ ହିନ୍ଦୁସ୍ଥାନକୁ ଉର୍ଜାବାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ, ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ; ଆଜି ତାହାର କାର୍ଯ୍ୟ ଆରମ୍ଭ ହେଉଛି ।ବାର୍ମେରଠାରେ ରାଜସ୍ଥାନ ତୈଳ ବିଶୋଧନାଗାର କାର୍ଯ୍ୟ ଶୁଭାରମ୍ଭ ସହ ଜନସମାବେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
January 16th, 02:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ବାର୍ମେର ଅଂଚଳର ପାଚପଦ୍ରାଠାରେ ନବନିର୍ମିତ ରାଜସ୍ଥାନ ତୈଳ ବିଶୋଧନାଗାର କାର୍ଯ୍ୟର ଶୁଭାରମ୍ଭ କରିବା ସହ ଏହି ଅବସରରେ ଆୟୋଜିତ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିଥିଲେ ।