I guarantee that the strictest possible action will be taken against the corrupt: PM Modi

June 27th, 12:04 pm

PM Modi flagged off five Vande Bharat Trains that will connect the six states of India including Madhya Pradesh, Goa, Karnataka, Jharkhand, Maharashtra and Bihar. After this, he addressed a public meeting on ‘Mera Booth Sabse Majboot’ in Bhopal. PM Modi acknowledged the role of the state of Madhya Pradesh in making the BJP the biggest political party in the world.

PM Modi addresses Party Karyakartas during ‘Mera Booth Sabse Majboot’ in Bhopal, Madhya Pradesh

June 27th, 11:30 am

PM Modi flagged off five Vande Bharat Trains that will connect the six states of India including Madhya Pradesh, Goa, Karnataka, Jharkhand, Maharashtra and Bihar. After this, he addressed a public meeting on ‘Mera Booth Sabse Majboot’ in Bhopal. PM Modi acknowledged the role of the state of Madhya Pradesh in making the BJP the biggest political party in the world.

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର

February 09th, 02:15 pm

ରାଷ୍ଟ୍ରପତି ମହାଶୟାଙ୍କର ଅଭିଭାଷଣ ସଂକ୍ରାନ୍ତ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଯେଉଁ ଚର୍ଚ୍ଚା ଚାଲୁ ରହିଛି । ସେହି ଚର୍ଚ୍ଚାରେ ସାମିଲ ହୋଇ ମୁଁ ଆଦରଣୀୟ ରାଷ୍ଟ୍ରପତି ମହାଶୟାଙ୍କୁ ଆଦରପୂର୍ବକ ଧନ୍ୟବାଦ ଜଣାଉଛି । ଆଦରଣୀୟ ରାଷ୍ଟ୍ରପତି ମହାଶୟାଙ୍କୁ ଅଭିନନ୍ଦନ ଜଣାଉଛି । ଆଦରଣୀୟ ସଭାପତି ମହାଶୟ, ଦୁଇଟି ଯାକ ସଦନକୁ ସମ୍ବୋଧନ କରି ସେ ବିକଶିତ ଭାରତର ଏକ ସ୍ୱତନ୍ତ୍ର ଏବଂ ବିକଶିତ ଭାରତର ସଂକଳ୍ପ ପାଇଁ ଏକ ରୋଡ଼ ମ୍ୟାପ୍ ପ୍ରସ୍ତୁତ କରିଛନ୍ତି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ

February 09th, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ବିକଶିତ ଭାରତ” ର ଦର୍ଶନ ଉପସ୍ଥାପନ କରି ଉଭୟ ଗୃହକୁ ମାର୍ଗଦର୍ଶନ କରିଥିବାରୁ ରାଷ୍ଟ୍ରପତି ଜୀଙ୍କୁ ଧନ୍ୟବାଦ ଜଣାଇବା ସହ ଏହାର ଉତ୍ତର ପ୍ରଦାନ ଆରମ୍ଭ କରିଥିଲେ ।

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 03rd, 01:29 pm

ଏହି ସତର୍କତା ସପ୍ତାହ ସର୍ଦ୍ଦାର ସାହେବଙ୍କ ଜନ୍ମ ଜୟନ୍ତୀରୁ ଆରମ୍ଭ ହୋଇଛି। ସର୍ଦ୍ଦାର ସାହେବଙ୍କ ସମ୍ପୂର୍ଣ୍ଣ ଜୀବନ ସଚ୍ଚୋଟତା, ପାରଦର୍ଶିତା ଏବଂ ଏଥିରୁ ପ୍ରେରିତ ସର୍ବସାଧାରଣ ସେବାର ନିର୍ମାଣ ପାଇଁ ସମର୍ପିତ ରହିଛି। ଏବଂ ଏହି କମିଟମେଣ୍ଟ ସହିତ ଆପଣ ସତର୍କତା କୁ ନେଇ ଜାଗୃତିର ଏହି ଅଭିଯାନ ଚଲାଇଛି। ଚଳିତ ଥର ଆପଣ ସମସ୍ତ ‘ବିକଶିତ ଭାରତ ପାଇଁ ଦୁର୍ନୀତି ମୁକ୍ତ ଭାରତ’, ଏହି ସଙ୍କଳ୍ପ ସିହତ ସତର୍କତା ସପ୍ତାହ ପାଳନ କରୁଛନ୍ତି। ଏହି ସଙ୍କଳ୍ପ ଆଜିର ସମୟର ଆବଶ୍ୟକତା ଅଟେ, ପ୍ରାସଙ୍ଗିକ ଅଟେ ଏବଂ ଦେଶବାସୀଙ୍କ ପାଇଁ ସେହିପରି ମହତ୍ତ୍ବପୂର୍ଣ୍ଣ ଅଟେ।

PM addresses programme marking Vigilance Awareness Week in New Delhi

November 03rd, 01:18 pm

PM Modi addressed the programme marking Vigilance Awareness Week of Central Vigilance Commission. The Prime Minister stressed the need to bring in common citizens in the work of keeping a vigil over corruption. No matter how powerful the corrupt may be, they should not be saved under any circumstances, he said.

We are against war, but peace is not possible without strength: PM Modi in Kargil

October 24th, 02:52 pm

Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.

PM celebrates Diwali with Armed Forces in Kargil

October 24th, 11:37 am

Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.

ଗୁଜରାଟର ଜୁନାଗଡ଼ରେ ଓମିୟା ମାତାଙ୍କ ମନ୍ଦିରର ୧୪ତମ ସ୍ଥାପନା ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାର ଓଡ଼ିଆ ରୂପାନ୍ତରଣ

April 10th, 01:01 pm

ଗୁଜରାଟର ଲୋକପ୍ରିୟ ସରଳ ତଥା ନିଷ୍ଠାପର ମୁଖ୍ୟମନ୍ତ୍ରୀ, ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଭାଇ ପୁରୁଷୋତ୍ତମ ରୂପାଲା, ରାଜ୍ୟ ସରକାରଙ୍କ ସମସ୍ତ ମନ୍ତ୍ରୀଗଣ, ସଂସଦରେ ମୋର ସହକର୍ମୀ, ଅନ୍ୟ ସମସ୍ତ ବିଧାୟକଗଣ, ସମସ୍ତ ପଞ୍ଚାୟତ, ପୌର ସଂସ୍ଥାଗୁଡ଼ିକର ସମସ୍ତ ନବନିର୍ବାଚିତ ଜନପ୍ରତିନିଧି, ଉମା ଧାମ୍ ଘାଟିଲାର ଅଧ୍ୟକ୍ଷ ବାଲାଜୀଭାଇ ଫାଲଡୁ, ଅନ୍ୟାନ୍ୟ ଅଧିକାରୀଗଣ ତଥା ସମାଜର ଦୂର ଦୂରାନ୍ତରୁ ଆସିଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବହୁ ସଂଖ୍ୟାରେ ଉପସ୍ଥିତ ଥିବା ମା ଏବଂ ଭଉଣୀମାନେ- ଯାହାଙ୍କୁ ମୁଁ ମା’ଓମିୟାଙ୍କର ୧୪ତମ ପାଠୋତ୍ସବ ଅବସରରେ ଆଜି ବିଶେଷ ପ୍ରଣାମ କରୁଛି । ଆପଣ ସମସ୍ତଙ୍କୁ ଏହି ଶୁଭ ଅବସରରେ ଅନେକ ଅନେକ ଶୁଭକାମନା, ଅନେକ ଅଭିନନ୍ଦନ ।

ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଜୁନାଗଡର ଗାଥିଲାଠାରେ ଉମିଆମାତା ମନ୍ଦିରର ଚତୁର୍ଦ୍ଦଶ ପ୍ରତିଷ୍ଠା ଦିବସ ଅବସରେ ଅଭିଭାଷଣ

April 10th, 01:00 pm

ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୦.୦୪.୨୦୨୨)ଗୁଜରାଟର ଜୁନାଗଡ ଅନ୍ତର୍ଗତ ଗାଥିଲା ଠାରେ ଥିବା ଉମିଆମାତା ମନ୍ଦିରର ଚତୁର୍ଦ୍ଧଶ ପ୍ରତିଷ୍ଠା ଦିବସ ସମାରୋହରେ ଦୃଶ୍ୟଶ୍ରାବ୍ୟ ଜରିଆରେ ଉଦ୍‌ବୋଧନ ଦେଇଛନ୍ତି । ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପୁରୁଷୋତ୍ତମ ରୂପାଲା ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।

ସୁରଟରେ ସୌରାଷ୍ଟ୍ର ପଟେଲ ସେବା ସମାଜ ଦ୍ୱାରା ନିର୍ମିତ ପ୍ରଥମ ପର୍ଯ୍ୟାୟ ଛାତ୍ରାବାସର ଭୂମି ପୂଜନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

October 15th, 11:07 am

କାର୍ଯ୍ୟକ୍ରମରେ ଉପସ୍ଥିତ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର ସରକାରରେ ମୋର ସହଯୋଗୀ ଶ୍ରୀ ମନସୁଖ ମାଣ୍ଡବ୍ୟ, ଶ୍ରୀ ପୁରୁଷୋତମ ଭାଇ ରୁପାଲା, ଦର୍ଶନା ବେନ୍‌, ଲୋକସଭାରେ ମୋର ସାଂସଦ ସାଥୀ ଏବଂ ଗୁଜରାଟ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀ ସି. ଆର୍‌. ପାଟିଲ ମହୋଦୟ, ସୌରାଷ୍ଟ୍ର ପଟେଲ ସେବା ସମାଜର ଅଧ୍ୟକ୍ଷ ଶ୍ରୀ କାନ୍‌ଜୀ ଭାଇ, ସେବା ସମାଜର ସମସ୍ତ ସମ୍ମାନିତ ସଦସ୍ୟଗଣ ଏବଂ ବହୁ ସଂଖ୍ୟାରେ ଉପସ୍ଥିତ ମୋର ଭାଇ ଓ ଭଉଣୀମାନେ! \'ସୌରାଷ୍ଟ୍ର ପଟେଲ ସେବା ସମାଜ\' ଦ୍ୱାରା ଆଜି ବିଜୟା ଦଶମୀ ଅବସରରେ ଏକ ପବିତ୍ର କାର୍ଯ୍ୟର ଶୁଭାରମ୍ଭ କରାଯାଉଛି । ମୁଁ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ଦେଶକୁ ବିଜୟା ଦଶମୀର ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି ।

ସୁରତରେ ସୌରାଷ୍ଟ୍ର ପଟେଲ ସେବା ସମାଜ ଦ୍ୱାରା ନିର୍ମିତ ହଷ୍ଟେଲ ଫେଜ-୧ର ଭୂମିପୂଜନ ସମାରୋହରେ ଭାଗ ନେଲେ ପ୍ରଧାନମନ୍ତ୍ରୀ

October 15th, 11:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସୁରତରେ ସୌରାଷ୍ଟ୍ର ପଟେଲ ସେବା ସମାଜ ଦ୍ୱାରା ନିର୍ମିତ ହଷ୍ଟେଲ ଫେଜ-୧ର ଭୂମିପୂଜନ ସମାରୋହରେ ଭାଗ ନେଇଥିଲେ ।

Didi has scored an own goal in football of politics, says PM Modi in Cooch Behar

April 06th, 12:01 pm

PM Modi today addressed two massive rallies in West Bengal’s Cooch Behar and Howrah. The PM said, “Not only Bengal and Nandigram, but Nandi is also openly expressing her displeasure with Didi. The situation is such that Didi's party is not getting polling agents at polling booths. Few days back, she was accusing EC & security forces of stopping her polling agent. Now she has accepted that her polling agents are revolting against her.”

PM Modi addresses public meetings in Cooch Behar and Howrah, West Bengal

April 06th, 12:00 pm

PM Modi today addressed two massive rallies in West Bengal’s Cooch Behar and Howrah. The PM said, “Not only Bengal and Nandigram, but Nandi is also openly expressing her displeasure with Didi. The situation is such that Didi's party is not getting polling agents at polling booths. Few days back, she was accusing EC & security forces of stopping her polling agent. Now she has accepted that her polling agents are revolting against her.”

ଗୁଜରାଟର ରାଜକୋଟଠାରେ ଏମ୍ସର ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 31st, 11:34 am

କେମିତି ଅଛନ୍ତି, ଗୁଜରାଟରେ ଥଣ୍ଡା–ଫଣ୍ଡା ହେଉଛି କି ନାହିଁ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ବିଜୟ ରୂପାଣୀ ମହାଶୟ, ବିଧାନସଭା ବାଚସ୍ପତି ଶ୍ରୀ ରାଜେନ୍ଦ୍ର ତ୍ରିବେଦୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ମହାଶୟ, ଉପ–ମୁଖ୍ୟମନ୍ତ୍ରୀ ଭାଇ ନୀତିନ ପଟେଲ ମହାଶୟ, ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଅଶ୍ୱିନୀ ଚୌବେ ମହାଶୟ, ମନସୁଖ ଭାଇ ମାଣ୍ଡଭିୟା ମହାଶୟ, ପୁରୁଷୋତମ ରୂପାଲା ମହାଶୟ, ଗୁଜରାଟ ସରକାରରେ ମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ସିଂହ ଚୁଡାସମା ମହାଶୟ, ଶ୍ରୀ କିଶୋର କନାନୀ ମହାଶୟ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦଗଣ, ଧାରାସଭ୍ୟଗଣ, ଅନ୍ୟ ସମସ୍ତ ମହାନୁଭବ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଜକୋଟ ଏମ୍ସର ଭିତ୍ତିପ୍ରସ୍ତର ସ୍ଥାପ

December 31st, 11:33 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଗୁଜରାଟର ରାଜକୋଟଠାରେ ନିର୍ମିତ ହେବାକୁ ଥିବା ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ବା ଏମ୍ସର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉଦ୍‍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା ବିରୋଧୀ ସଂଗ୍ରାମରେ ସାମିଲ ହୋଇଥିବା ନିୟୁତ ନିୟୁତ ଚିକିତ୍ସକ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ଅନ୍ୟାନ୍ୟ ସମ୍ମୁଖ ଧାଡିର କରୋନା ଯୋଦ୍ଧାଙ୍କୁ ମନେ ପକାଇଛନ୍ତି । ନିଜ ଜୀବନକୁ ବିପନ୍ନ କରି ମାନବ ସମାଜକୁ ସୁରକ୍ଷିତ ରଖିବା ପାଇଁ ନିରନ୍ତର କାର୍ଯ୍ୟ କରି ଆସୁଥିବା ଏହି ଯୋଦ୍ଧାମାନଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି । ଏହାଛଡା କରୋନା ମହାମାରୀକାଳରେ ବୈଜ୍ଞାନିକଗଣ ଯେଉଁ ଅବଦାନ ରଖିଛନ୍ତି ଏବଂ ବିଶେଷକରି ଯେଉଁ ଲୋକମାନେ ଗରିବ ଲୋକଙ୍କ ଘରେ ପହଞ୍ଚି ସେମାନଙ୍କୁ ଖାଦ୍ୟ ଯୋଗାଇ ଦେଇଛନ୍ତି ସେମାନଙ୍କ ଭୂମିକାକୁ ମଧ୍ୟ ଭୂରିଭୂରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ମତବିନିମୟ ବେଳେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

June 15th, 10:56 am

ବିଗତ କିଛି ଦିନ ହେବ ମୋତେ ସରକାରଙ୍କର ବିଭିନ୍ନ ଯୋଜନା ଅଧୀନରେ ସମଗ୍ର ଦେଶରେ ଯେଉଁ ହିତାଧିକାରୀ ଅଛନ୍ତି ସେମାନଙ୍କ ସହିତ ସାକ୍ଷାତ କରିବା, କଥାବାର୍ତ୍ତା ହେବା, ସେମାନଙ୍କୁ ଶୁଣିବାର ସୁଯୋଗ ମିଳିଲା, ଆଉ ମୁଁ କହିପାରୁଛି କି ଏହା ମୋ ପାଇଁ ହେଉଛି ଏକ ଅଦ୍ଭୁତ ଅନୁଭବ । ଆଉ ମୁଁ ସବୁବେଳେ ଏହିଭଳି ସାହସ ପାଇଁ ଆଗ୍ରହୀ । କାରଣ ଫାଇଲର ବାହାରେ ମଧ୍ୟ ଜୀବନ ରହିଛି । ଆଉ ଜୀବନରେ ଯେଉଁ ପରିବର୍ତ୍ତନ ଆସିଛି । ଯେତେବେଳେ ତାହାକୁ ସିଧାସଳଖ ଲୋକମାନଙ୍କଠାରୁ ଶୁଣିଲି । ସେମାନଙ୍କର ଅନୁଭବକୁ ଜାଣିଲି ତ ମନକୁ ଏକ ବହୁତ ଆତ୍ମସନ୍ତୋଷ ମିଳୁଛି । ଆଉ କାମ କରିବାର ଏକ ନୂତନ ଉର୍ଜ୍ଜା ମଧ୍ୟ ମୋତେ ଆପଣମାନଙ୍କଠାରୁ ମିଳିଛି । ଆଜି ଡିଜିଟାଲ ଇଣ୍ଡିଆର କିଛି ଯୋଜନାର ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା କରିବାର ସୁଯୋଗ ମୋତେ ମିଳିଛି ।

ଦେଶବ୍ୟାପୀ ବିଭିନ୍ନ ଡିଜିଟାଲ ଇଣ୍ଡିଆ ଯୋଜନାର ହିତାଧିକାରୀଙ୍କ ସହିତ ଭିଡ଼ିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

June 15th, 10:56 am

ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ ଜରିଆରେ ସାରା ଦେଶରେ ଥିବା ବିଭିନ୍ନ ଡିଜିଟାଲ ଇଣ୍ଡିଆ ଅଭିଯାନ ଯୋଜନାଗୁଡ଼ିକର ହିତାଧିକାରୀମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି । ଭିଡିଓ ବ୍ରିଜ ଜରିଆରେ ଜନସେବା କେନ୍ଦ୍ର, ଏନଆଇସି କେନ୍ଦ୍ର, ଜାତୀୟ ନଲେଜ ନେଟୱାର୍କ, ବିପିଓ, ମୋବାଇଲ ଉତ୍ପାଦକ ୟୁନିଟ ଏବଂ ମାଇଗଭ ସ୍ୱେଚ୍ଛାସେବୀ ଆଦିର 50 ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡ଼ି ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହିତ ଭିଡିଓ ବ୍ରିଜ ଜରିଆରେ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କ ଷଷ୍ଠ ବାର୍ତ୍ତାଳାପ ।

BJP believes in 'Rashtra Bhakti' and serving the society: PM Modi

May 08th, 02:01 pm

Campaigning in Karnataka today, PM Narendra Modi said launched fierce attack on the Congress party for pisive politics. He accused the Congress party for piding people on the grounds of caste.

କଂଗ୍ରେସ ବିଭାଜନକାରୀ ରାଜନୀତି ଖେଳୁଛି :ପ୍ରଧାନମନ୍ତ୍ରୀ ମୋଦୀ

May 08th, 01:55 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର ଅଭିଯାନରେ କଂଗ୍ରେସର ବିଭାଜନକାରୀ ରାଜନୀତିକୁ କଡ଼ା ସମାଲୋଚନା କରିଛନ୍ତି । କଂଗ୍ରେସର ଜାତି ଆଧାରରେ ଲୋକମାନଙ୍କ ମଧ୍ୟରେ ବିଭାଜନ ସୃଷ୍ଟି କରୁଥିବାର ପ୍ରୟାସକୁ ପ୍ରଧାନମନ୍ତ୍ରୀ କଡ଼ା ସମାଲୋଚନା କରିଛନ୍ତି ।