JMM & Congress are running a marathon of scams in Jharkhand: PM Modi in Hazaribagh
October 02nd, 04:15 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.PM Modi addresses the Parivartan Mahasabha in Hazaribagh, Jharkhand
October 02nd, 04:00 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.କଂଗ୍ରେସ ଓ ଜେଏମଏମ ବିକାଶର ମୌଳିକ କଥା ମଧ୍ୟ ବୁଝିପାରୁନାହାନ୍ତି: ଜାମସେଦପୁରରେ ପ୍ରଧାନମନ୍ତ୍ରୀ ମୋଦୀ
May 19th, 11:20 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମସେଦପୁରରେ ଏକ ଗତିଶୀଳ ଜନସଭାକୁ ସମ୍ବୋଧିତ କରି ଆଗାମୀ ଲୋକସଭା ନିର୍ବାଚନର ମହତ୍ତ୍ୱ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ। ଉତ୍ସାହିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ଝାଡ଼ଖଣ୍ଡ ଏବଂ ଦେଶର ସାମଗ୍ରିକ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ ।ଝାଡ଼ଖଣ୍ଡର ଜାମସେଦପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 19th, 11:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମସେଦପୁରରେ ଏକ ଗତିଶୀଳ ଜନସଭାକୁ ସମ୍ବୋଧିତ କରି ଆଗାମୀ ଲୋକସଭା ନିର୍ବାଚନର ମହତ୍ତ୍ୱ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ। ଉତ୍ସାହିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ଝାଡ଼ଖଣ୍ଡ ଏବଂ ଦେଶର ସାମଗ୍ରିକ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ ।The situation of the Congress, which ruled for 60 years, is very worrying: PM Modi in Sabarkantha
May 01st, 04:15 pm
Prime Minister Narendra Modi addressed public meeting in Sabarkantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.PM Modi addresses public meetings in Banaskantha and Sabarkantha, Gujarat
May 01st, 04:00 pm
Prime Minister Narendra Modi addressed public meetings in Banaskantha and Sabarkantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.ଝାଡ଼ଖଣ୍ଡର ରାଞ୍ଚିରେ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ପାର୍କ କମ୍ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
November 15th, 02:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ପାର୍କ କମ୍ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି । ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ଶ୍ରୀ ମୋଦୀ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।ନଭେମ୍ବର ୧୪-୧୫ ରେ ଝାଡ଼ଖଣ୍ଡ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
November 13th, 07:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୪-୧୫, ୨୦୨୩ରେ ଝାଡ଼ଖଣ୍ଡ ପରିଦର୍ଶନ କରିବେ । ନଭେମ୍ବର ୧୫ ତାରିଖ ସକାଳ ପ୍ରାୟ ସାଢ଼େ ୯ ଟା ରେ ପ୍ରଧାନମନ୍ତ୍ରୀ ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ମେମୋରିଆଲ ପାର୍କ କମ୍ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବେ। ଏହାପରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମରେ ପହଞ୍ଚି ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗାଁକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଖୁଣ୍ଟିଠାରେ ତୃତୀୟ ଜନଜାତି ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା' ଏବଂ ପ୍ରଧାନମନ୍ତ୍ରୀ ବିଶେଷ ଭାବେ ଦୁର୍ବଳ ଜନଜାତି ଗୋଷ୍ଠୀ ବିକାଶ ମିଶନର ଶୁଭାରମ୍ଭ କରିବେ । ସେ ପିଏମ-କିଷାନର ୧୫ଶ କିସ୍ତି ପ୍ରଦାନ କରିବେ ଏବଂ ଝାଡ଼ଖଣ୍ଡରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିବେ ।ମଧ୍ୟପ୍ରଦେଶର ଚିତ୍ରକୁଟରେ ଲେଫ୍ଟନାଣ୍ଟ ଶ୍ରୀ ଅରବିନ୍ଦ ଭାଇ ମଫତଲାଲଙ୍କ ଜନ୍ମଶତବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 27th, 02:46 pm
ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ଜୀ, ସଦଗୁରୁ ସେବା ସଂଘ ଟ୍ରଷ୍ଟର ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରଲୋକମାନେ!ମଧ୍ୟପ୍ରଦେଶର ଚିତ୍ରକୁଟଠାରେ ସ୍ୱର୍ଗତ ଶ୍ରୀ ଅରବିନ୍ଦ ଭାଇ ମଫତଲାଲଙ୍କ ଶତବାର୍ଷିକୀ ପାଳନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
October 27th, 02:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଚିତ୍ରକୁଟଠାରେ ସ୍ୱର୍ଗତ ଶ୍ରୀ ଅରବିନ୍ଦ ଭାଇ ମଫତଲାଲଙ୍କ ଶତବାର୍ଷିକୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଶ୍ରୀ ସଦଗୁରୁ ସେବା ସଂଘ ଟ୍ରଷ୍ଟ ୧୯୬୮ ମସିହାରେ ପରମ ପୂଜ୍ୟ ରଣଛୋଡ଼ ଦାସଜୀ ମହାରାଜଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ଶ୍ରୀ ଅରବିନ୍ଦ ଭାଇ ମଫତଲାଲ ପରମ ପୂଜ୍ୟ ରଣଛୋଡ଼ ଦାସଜୀ ମହାରାଜଙ୍କ ଠାରୁ ପ୍ରେରଣା ପାଇଥିଲେ ଏବଂ ଟ୍ରଷ୍ଟ ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଶ୍ରୀ ଅରବିନ୍ଦ ଭାଇ ମଫତଲାଲ ସ୍ୱାଧୀନତା ପରବର୍ତ୍ତୀ ଭାରତର ଅନ୍ୟତମ ଅଗ୍ରଣୀ ଉଦ୍ୟୋକ୍ତା ଥିଲେ, ଯିଏ ଦେଶର ବିକାଶ କାହାଣୀରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ନେସନାଲ ଷ୍ଟାଡିୟମରେ ‘ଆଦି ମହୋତ୍ସବ’ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 16th, 10:31 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଅର୍ଜୁନ ମୁଣ୍ଡା ମହାଶୟ, ଫଗନ ସିଂହ କୁଲସ୍ତେ ମହାଶୟ, ଶ୍ରୀମତୀ ରେଣୁକା ସିଂହ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟା, ବିଶ୍ୱେଶ୍ୱର ଟୁଡୁ ମହାଶୟ, ଅନ୍ୟ ମହାନୁଭବ, ଏବଂ ଦେଶର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଥିବା ମୋର ଆଦିବାସୀ ଭାଇ ଓ ଭଉଣୀମାନେ ! ଆପଣ ସମସ୍ତଙ୍କୁ ଆଦି ମହୋତ୍ସବର ବହୁତ-ବହୁତ ଶୁଭକାମନା ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଦି ମହୋତ୍ସବ ଉଦଘାଟିତ
February 16th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୬.୦୨.୨୦୨୩) ବୃହତ ଜାତୀୟ ଜନଜାତି ମହୋତ୍ସବ ‘ଆଦି ମହୋତ୍ସବ’କୁ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଉଦଘାଟନ କରିଛନ୍ତି । ଜାତୀୟ ମଞ୍ଚରେ ଆଦିବାସୀ ସଂସ୍କୃତିର ପ୍ରଦର୍ଶନ ସହ ଏହାର ସଂସ୍କୃତି, ଚାରୁକଳା, ପାକ ପ୍ରସ୍ତୁତି ବାଣିଜ୍ୟ ଓ ପାରମ୍ପରିକ କଳା ସମ୍ପର୍କରେ ପ୍ରଚାର ପ୍ରସାର ହେଉଛି ‘ଆଦି ମହୋତ୍ସବ’ର ଲକ୍ଷ୍ୟ । ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅନ୍ତର୍ଗତ ଆଦିବାସୀ ସମବାୟ ବିପ୍ପଣନ ବିକାଶ ମହାସଂଘ ଲିମିଟେଡ ପକ୍ଷରୁ ଏହ ପ୍ରତିବର୍ଷ ଆୟୋଜିତ ହେଉଛି ।କୋଲକାତାର ଭିକ୍ଟୋରିଆ ମେମୋରିଆଲ ହଲରେ ବିପ୍ଳବୀ ଭଗତ ଗ୍ୟାଲେରୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 06:05 pm
ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀମାନ ଜଗଦୀପ ଧନଖଡ ମହାଶୟ, କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ କିଶନ ରେଡ୍ଡୀ ମହାଶୟ, ଭିକ୍ଟୋରିଆ ମେମୋରିଆଲ ହଲ୍ ସହିତ ଯୋଡ଼ି ହୋଇଥିବା ସମସ୍ତ ମହାନୁଭବ, ବିଶ୍ୱବିଦ୍ୟାଳୟର ଉପ କୁଳପତି, କଳା ଏବଂ ସଂସ୍କୃତି ଜଗତର ପ୍ରତିଷ୍ଠିତ ବ୍ୟକ୍ତିଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ସହିଦ ଦିବସ ଅବସରରେ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ୍ ହଲ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିପ୍ଲବୀ ଭାରତ ଗ୍ୟାଲେରୀ ଉଦ୍ଘାଟିତ
March 23rd, 06:00 pm
ଆଜି ସହିଦ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନସିଂ ଦ୍ୱାରା କୋଲକାତାର ଭିକ୍ଟୋରିଆ ମେମୋରିଆଲ୍ ହଲ୍ ଠାରେ ବିପ୍ଲୋବୀ ଭାରତ ଗ୍ୟାଲେରୀକୁ ଉଦ୍ଘାଟନ କରିଛନ୍ତି । ପଶ୍ଚିମବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନକର ଏବଂ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀ ମଧ୍ୟ ଏହି ଅବସରରେ ମଧ୍ୟ ଉପସ୍ଥିତ ଥିଲେ ।Bhagwan Birsa lived for the society, sacrificed life for his culture and the country: PM
November 15th, 09:46 am
Prime Minister Narendra Modi inaugurated Bhagwan Birsa Munda Memorial Udyan cum Freedom Fighter Museum at Ranchi via video conferencing. He said, “This museum will become a living venue of our tribal culture full of persity, depicting the contribution of tribal heroes and heroines in the freedom struggle.”ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ରାଞ୍ଚି ଠାରେ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 15th, 09:45 am
ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବା ଲାଗି ଭାରତ ସରକାର ଘୋଷଣା କରିଛନ୍ତି । ଏହି ଉପଲକ୍ଷେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କରିଛନ୍ତି । ରାଞ୍ଚି ଠାରେ ନିର୍ମାଣ କରାଯାଇଥିବା ଏହି ସଂଗ୍ରହାଳୟ ତଥା ଉଦ୍ୟାନକୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଥିଲେ । ଝାଡ଼ଖଣ୍ଡ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ମନ୍ତ୍ରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।