PM Modi's candid interaction with Rashtriya Bal Puraskar winners
December 26th, 09:55 pm
PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.PM Modi interacts with Rashtriya Bal Puraskar awardees
December 26th, 09:54 pm
PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.Our constitution embodies the Gurus’ message of Sarbat da Bhala—the welfare of all: PM Modi
December 26th, 12:05 pm
The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.PM Modi participates in Veer Baal Diwas programme in New Delhi
December 26th, 12:00 pm
The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.Prime Minister Narendra Modi to participate in Veer Baal Diwas programme in New Delhi
December 25th, 01:58 pm
Prime Minister Shri Narendra Modi will participate in Veer Baal Diwas, a nationwide celebration honouring children as the foundation of India’s future, on 26 December 2024 at around 12 Noon at Bharat Mandapam, New Delhi. He will also address the gathering on the occasion.ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୬ ତାରିଖରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ
December 05th, 06:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୬ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ । ଉତ୍ତର-ପୂର୍ବ ଭାରତର ସାଂସ୍କୃତିକ ଜୀବନ୍ତତାକୁ ପ୍ରଦର୍ଶିତ କରିବାର ପ୍ରତିବଦ୍ଧତାକୁ ଏହି ମହୋତ୍ସବ ଦର୍ଶାଉଛି ।ବିଶ୍ୱ ସମବାୟ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 03:30 pm
ଭୁଟାନର ପ୍ରଧାନମନ୍ତ୍ରୀ, ମୋର ସାନ ଭାଇ, ଫିଜିର ଉପପ୍ରଧାନମନ୍ତ୍ରୀ, ଭାରତର ସମବାୟ ମନ୍ତ୍ରୀ ଅମିତ ଶାହା, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି, ଜାତିସଂଘର ସମସ୍ତ ପ୍ରତିନିଧିଗଣ, ବିଶ୍ଵରୁ ଏଠାକୁ ଆସିଥିବା ସମବାୟ ବିଶ୍ୱ ସହ ଜଡିତ ସମସ୍ତ ସହଯୋଗୀ, ସମଗ୍ର ବିଶ୍ୱର ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରା ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ଉଦଘାଟିତ
November 25th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଦାଶୋ ସେରିଙ୍ଗ ତୋବଗେ, ଫିଜିର ଉପପ୍ରଧାନମନ୍ତ୍ରୀ ମହାମହିମ ମାନୋଆ କାମିକାମିକା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ଭାରତରେ ଅବସ୍ଥାପିତ ଜାତିସଂଘର ଆବାସିକ ସଂଯୋଜକ ସୋମ୍ବି ଶାର୍ପ, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି ଶ୍ରୀ ଏରିଏଲ ଗୁଆରକୋ, ବିଭିନ୍ନ ବିଦେଶୀ ଦେଶର ବିଶିଷ୍ଟ ବ୍ୟକ୍ତି ଏବଂ ଆଇସିଏ ଗ୍ଲୋବାଲ କୋଅପରେଟିଭ୍ ସମ୍ମିଳନୀ ୨୦୨୪ର ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ।୨୫ ନଭେମ୍ବରରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
November 24th, 05:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୫ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିବା ସହ ଜାତିସଂଘ ଅନ୍ତର୍ଜାତୀୟ ସମବାୟ ବର୍ଷ ୨୦୨୫ର ଶୁଭାରମ୍ଭ କରିବେ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ- ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ଉଦ୍ୟୋଗ ମୁଖ୍ୟଙ୍କ ପ୍ରଶଂସା
October 15th, 02:23 pm
ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆଜି ଅନୁଷ୍ଠିତ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ (ITU-WTSA) ୨୦୨୪ରେ ଇଣ୍ଡିଆ ମୋବାଇଲ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି । ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ ଡିଜିଟାଲ ଟେକ୍ନୋଲୋଜି କ୍ଷେତ୍ରରେ ଜାତିସଂଘର ଏକ ସଂସ୍ଥା ଏବଂ ଏହାର ମାନକୀକରଣ କାର୍ଯ୍ୟ ପାଇଁ ଡବ୍ଲୁଟିଏସଏ ପ୍ରଶାସନିକ ସଭା ଭାବେ କାର୍ଯ୍ୟ କରେ । ଏହା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ପ୍ରଥମ ଥର ପାଇଁ ଭାରତ ଏବଂ ଏସିଆ-ପ୍ରଶାନ୍ତ ମହାସାଗରରେ ITU-WTSA ଅନୁଷ୍ଠିତ ହେଉଛି । ଟେଲିକମ୍, ଡିଜିଟାଲ ଏବଂ ଆଇସିଟି କ୍ଷେତ୍ରକୁ ପ୍ରତିନିଧିତ୍ୱ କରୁଥିବା ୧୯୦ରୁ ଅଧିକ ଦେଶର ୩୦୦୦ ରୁ ଅଧିକ ଉଦ୍ୟୋଗ ମୁଖ୍ୟ, ନୀତି ନିର୍ମାତା ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ଏକାଠି କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ ।ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 15th, 10:05 am
ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 15th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।ଅକ୍ଟୋବର 15 ରେ ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଂଚାର ମାନକୀକରଣ ସଭା 2024 କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
October 14th, 05:31 pm
14.10.2024 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ପୂର୍ବାହ୍ନ ୧୦ ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆନ୍ତର୍ଜାତିକ ଦୂରସଂଚାର ସଂଘ - ବିଶ୍ୱ ଦୂରସଂଚାର ମାନକ ସଭା (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିବେ ।Prime Minister visits Anubhuti Kendra at Bharat Mandapam on completion of 3 years of PM GatiShakti
October 13th, 09:44 pm
The Prime Minister, Shri Narendra Modi visited Anubhuti Kendra at Bharat Mandapam on completion of 3 years of GatiShakti today. Shri Modi remarked that PM GatiShakti has played a critical role in adding momentum to India’s infrastructure development journey.India is progressing towards the goal of becoming a leading aviation hub: PM Modi
September 12th, 04:00 pm
PM Modi welcomed global leaders to the Civil Aviation Summit, emphasizing the sector's potential and growth in the Asia Pacific region. Highlighting India's aviation transformation, he noted the inclusive expansion of air travel, especially in Tier-2 and Tier-3 cities, through initiatives like the UDAN scheme. This has made air travel more accessible, benefiting millions, with regional connectivity and sustainable growth being key priorities.ସେପ୍ଟେମ୍ବର ୧୨ରେ ପ୍ରଧାନମନ୍ତ୍ରୀ ଦ୍ୱିତୀୟ ଏସିଆ-ପ୍ରଶାନ୍ତ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀସ୍ତରୀୟ ସମ୍ମିଳନୀରେ ଯୋଗଦେବେ
September 11th, 07:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ସେପ୍ଟେମ୍ବର୧ ୨ ତାରିଖ ଅପରାହ୍ଣ ୪ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିମାନ ଚଳାଚଳ ସମ୍ପର୍କରେ ଅନୁଷ୍ଠିତ ହେଉଥିବା ଦ୍ୱିତୀୟ ଏସିଆ-ପ୍ରଶାନ୍ତ ମନ୍ତ୍ରୀସ୍ତରୀୟ ସମ୍ମିଳନୀରେ ଭାଗ ନେବେ । ଏହି କାର୍ଯ୍ୟକ୍ରମକୁ ମଧ୍ୟ ସେ ସମ୍ବୋଧିତ କରିବେ ।ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!