PM to participate in the programme marking ‘Veer Baal Diwas’ on 26th December
December 25th, 05:37 pm
Prime Minister Shri Narendra Modi will participate in the national programme marking ‘Veer Baal Diwas’ on 26th December 2025, at around 12:15 PM, at Bharat Mandapam, New Delhi. On the occasion, the Prime Minister will also address the gathering.Cabinet approves three new corridors as part of Delhi Metro’s Phase V (A) Project
December 24th, 03:25 pm
The Union Cabinet approved three new corridors - 1. R.K Ashram Marg to Indraprastha (9.913 Kms), 2. Aerocity to IGD Airport T-1 (2.263 kms) 3. Tughlakabad to Kalindi Kunj (3.9 kms) as part of Delhi Metro’s Phase – V(A) project consisting of 16.076 kms which will further enhance connectivity within the national capital. Total project cost of Delhi Metro’s Phase – V(A) project is Rs.12014.91 crore, which will be sourced from Government of India, Government of Delhi, and international funding agencies.‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.Prime Minister Shri Narendra Modi addresses Closing Ceremony of the Second WHO Global Summit on Traditional Medicine
December 19th, 07:07 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.Prime Minister Narendra Modi to address Closing Ceremony of the Second WHO Global Summit on Traditional Medicine in Delhi
December 18th, 04:21 pm
In line with his vision for a healthier India, PM Modi will participate in the closing ceremony of the Second WHO Global Summit on Traditional Medicine on 19 December 2025 in New Delhi. During the programme, the PM will launch several landmark AYUSH initiatives. He will also felicitate the recipients of the Prime Minister’s Awards for Outstanding Contribution to the Promotion and Development of Yoga for the years 2021–2025.ନଭେମ୍ବର ୩ରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 02nd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩ ନଭେମ୍ବର ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ (ଇଏସ୍ଟିଆଇସି) ୨୦୨୫ର ଉଦ୍ଘାଟନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
September 24th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 17th, 12:45 pm
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି
August 17th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।The history and legacy of the Chola Empire reflect the strength and true potential of our great nation: PM Modi
July 27th, 12:30 pm
In his address during the Aadi Thiruvathirai Festival at the Gangaikonda Cholapuram temple in Tamil Nadu, PM Modi said that the legacy of Rajaraja Chola and Rajendra Chola is synonymous with India's identity and pride. He remarked that the economic and strategic advancements achieved during the Chola era continue to inspire modern India. The PM affirmed his resolve to further strengthen the spirit of pride in India’s rich heritage.ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 27th, 12:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମ ମନ୍ଦିରରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କରିଥିଲେ । ସର୍ବଶକ୍ତିମାନ ଭଗବାନ ଶିବଙ୍କୁ ପ୍ରଣାମ କରି, ରାଜରାଜା ଚୋଳଙ୍କ ପବିତ୍ର ଭୂମିରେ ଦିବ୍ୟ ଶିବ ଦର୍ଶନ ମାଧ୍ୟମରେ ଅନୁଭୂତ ଗଭୀର ଆଧ୍ୟାତ୍ମିକ ଶକ୍ତିକୁ ପ୍ରତିଫଳିତ କରି, ଶ୍ରୀ ଇଲୈୟାରାଜଙ୍କ ସଙ୍ଗୀତ ଏବଂ ଓଧୂବରମାନଙ୍କ ପବିତ୍ର ମନ୍ତ୍ର ସହିତ, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ ଯେ, ଏହି ଆଧ୍ୟାତ୍ମିକ ପରିବେଶ ଆତ୍ମାକୁ ଗଭୀର ଭାବରେ ଆକର୍ଷିତ କରିଛି ।ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 02nd, 05:34 pm
ଆଇ. ଏ. ଟି. ଏ. ର 81ତମ ବାର୍ଷିକ ସାଧାରଣ ସଭାରେ, ଏବଂ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀରେ, ମୁଁ ଆପଣ ସମସ୍ତ ଅତିଥିଙ୍କୁ ଭାରତକୁ ସ୍ୱାଗତ କରୁଛି ଏବଂ ଆପଣଙ୍କୁ ଅଭିନନ୍ଦନ ଜଣାଉଛି। 4 ଦଶନ୍ଧି ପରେ ଭାରତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି 4 ଦଶନ୍ଧି ମଧ୍ୟରେ ଭାରତରେ ଅନେକ କିଛି ବଦଳିଛି। ଆଜିର ଭାରତ ପୂର୍ବ ଅପେକ୍ଷା ଅଧିକ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ଆମେ କେବଳ ବିଶ୍ୱ ବିମାନ ଚଳାଚଳ ଇକୋ-ସିଷ୍ଟମରେ ଏକ ବିଶାଳ ବଜାର ନୁହେଁ, ବରଂ ନୀତିଗତ ନେତୃତ୍ୱ, ନବସୃଜନ ଏବଂ ସମାବେଶୀ ବିକାଶର ପ୍ରତୀକ ମଧ୍ୟ ଅଟେ । ଆଜି ଭାରତ ବିଶ୍ୱ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ଉଦୀୟମାନ ନେତୃତ୍ୱ ନେଉଛି। ବିଗତ ଦଶନ୍ଧିରେ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଯେଉଁ ଐତିହାସିକ ସଫଳତା ମିଳିଛି, ତାହା ଆପଣମାନେ ସମସ୍ତେ ଜାଣନ୍ତି।ଆଇଏଟିଏ ର ୮୧ତମ ବାର୍ଷିକ ସାଧାରଣ ବୈଠକ ଏବଂ ବିଶ୍ୱ ବାୟୁ ପରିବହନ ସମ୍ମିଳନୀର ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 02nd, 05:00 pm
ବିଶ୍ୱସ୍ତରୀୟ ବିମାନ ଭିତ୍ତିଭୂମି ବିକାଶ ଏବଂ ସଂଯୋଗ ବୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଟରନାସନାଲ୍ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ (ଆଇଏଟିଏ)ର ୮୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଏବଂ ୱାର୍ଲଡ୍ ଏୟାର ଟ୍ରାନ୍ସପୋର୍ଟ ସମିଟ୍ (ଡବ୍ଲୁଏଟିଏସ)ର ଅଧିବେଶନରେ ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅତିଥିମାନଙ୍କୁ ସ୍ୱାଗତ କରି ଚାରି ଦଶନ୍ଧି ପରେ ଭାରତକୁ ଫେରିବା ଘଟଣାଟିର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଏହି ସମୟ ମଧ୍ୟରେ ଭାରତ ଯେଉଁ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିଛି ତାହା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ କହିଥିଲେ ଯେ ଆଜିର ଭାରତ ପୂର୍ବାପେକ୍ଷା ଅଧିକ ଆତ୍ମବିଶ୍ୱାସୀ। କେବଳ ଏକ ବିଶାଳ ବଜାର ଭାବରେ ନୁହେଁ ବରଂ ନୀତି ନେତୃତ୍ୱ, ନବସୃଜନ ଏବଂ ସମନ୍ବିତ ବିକାଶର ପ୍ରତୀକ ଭାବରେ ସେ ବିଶ୍ୱ ବିମାନ ଚଳାଚଳ ଇକୋସିଷ୍ଟମରେ ଭାରତର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଜି, ଭାରତ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ବିଶ୍ୱ ନେତା ଭାବରେ ଉଭା ହେଉଛି, ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଏହି ଅବସରରେ ଉଲ୍ଲେଖ କରିଥିଲେ ଯେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ଗତ ଦଶନ୍ଧିରେ ଐତିହାସିକ ଉନ୍ନତି ଦେଖିଛି, ଯାହାକୁ ସ୍ୱୀକୃତି ମିଳିପାରିଛି।ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଜୁନ୍ ୨ ତାରିଖରେ ଆନ୍ତର୍ଜାତିକ ବାୟୁ ପରିବହନ ସଂଘର ୮୧ତମ ବାର୍ଷିକ ସାଧାରଣ ବୈଠକ (ଆଇଏଟିଏ ଏଜିଏମ୍)ରେ ଯୋଗ ଦେବେ
June 01st, 08:01 pm
ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ଏବଂ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବାର ପ୍ରତିବଦ୍ଧତା ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତର୍ଜାତିକ ବାୟୁ ପରିବହନ ସଂଘ (ଇଣ୍ଟରନ୍ୟାସନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ-ଆଇଏଟିଏ)ର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍)ରେ ଯୋଗ ଦେବେ । ଏହି ଅବସରରେ ସେ ଉପସ୍ଥିତ ସମାରୋହକୁ ମଧ୍ୟ ସମ୍ବୋଧିତ କରିବେ ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ପରିଚାଳନା ପରିଷଦର ଦଶମ ବୈଠକ ଅନୁଷ୍ଠିତ
May 24th, 07:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ନୀତି ଆୟୋଗ ପରିଚାଳନା ପରିଷଦର ଦଶମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏଥିରେ 24ଟି ରାଜ୍ୟ ଏବଂ 7ଟି କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନେ ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷର ବିଷୟବସ୍ତୁ ଥିଲା ବିକଶିତ ଭାରତ 2047 ପାଇଁ ବିକଶିତ ରାଜ୍ୟ। ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପୀଡିତଙ୍କ ସ୍ମୃତିରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯିବା ସହିତ ବୈଠକ ଆରମ୍ଭ ହୋଇଥିଲା।ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!